Ezekiel 5:14 ପୁନର୍ବାର ପରମେଶ୍ବର କହିଲେ, ହେ ୟିରୁଶାଲମ, ଆମ୍ଭେ ତୁମ୍ଭକୁ ବିନାଶ କରିବା। ତୁମ୍ଭର ଚତୁର୍ଦ୍ଦିଗସ୍ଥ ଦେଶଗୁଡ଼ିକ ଓ ତୁମ୍ଭ ମଧ୍ଯ ଦଇେ ଯାଉଥିବା ପଥିକଗଣ ତୁମ୍ଭକୁ ଗାଳି ଦବେେ, ପରିହାସ କରିବେ।
Ezekiel 5:14 in Other Translations
King James Version (KJV) Moreover I will make thee waste, and a reproach among the nations that are round about thee, in the sight of all that pass by.
American Standard Version (ASV) Moreover I will make thee a desolation and a reproach among the nations that are round about thee, in the sight of all that pass by.
Bible in Basic English (BBE) And I will make you a waste and a name of shame among the nations round about you, in the eyes of everyone who goes by.
Darby English Bible (DBY) And I will make thee a waste and a reproach among the nations that are round about thee, in the sight of all that pass by.
World English Bible (WEB) Moreover I will make you a desolation and a reproach among the nations that are round about you, in the sight of all that pass by.
Young's Literal Translation (YLT) And I give thee for a waste, And for a reproach among nations that `are' round about thee, Before the eyes of every passer by.
Read Full Chapter :
Ezekiel 5
Cross Reference
ନିହିମିୟା 2:17
ଏହାପରେ ମୁଁ ସମାନଙ୍କେୁ କହିଲି, ତୁମ୍ଭମାନେେ ଦେଖି ପାରୁଛ ଆମ୍ଭମାନେେ ଖରାପ ଅବସ୍ଥା ରେ ଅଛୁ। ୟିରୁଶାଲମ କିପରି ଉଜାଡ ହାଇେ ପଡିଛି ଏବଂ ଦ୍ବାରସବୁ ଅଗ୍ନି ରେ ଦଗ୍ଧ ହାଇେଅଛି। ନିନ୍ଦିତ ନ ହବୋ ଆସ, ଆସ ପୁଣି ଥରେ ୟିରୁଶାଲମର ପ୍ରାଚୀରକୁ ପୁନଃନିର୍ମାଣ କରିବା।
ଗୀତସଂହିତା 74:3
ପରମେଶ୍ବର, ସହେି ପ୍ରାଚୀନର ଭଗ୍ନାବଶଷେ ଉପରେ ଚାଲନ୍ତୁ। ଯେଉଁଠାରେ ଶତ୍ରୁମାନେ ମନ୍ଦିରର ସବୁକିଛି ନଷ୍ଟ କରିଥିଲେ।
ଗୀତସଂହିତା 79:1
ହେ ପରମେଶ୍ବର, ଅନ୍ୟ ଦେଶୀଯ ଲୋକମାନେ ତୁମ୍ଭର ଦେଶକୁ ଆକ୍ରମଣ କରିଛନ୍ତି। ସମାନେେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଛନ୍ତି। ସମାନେେ ୟିରୁଶାଲମକୁ ଧ୍ବସ୍ତ ବିଧ୍ବସ୍ତ କରିଛନ୍ତି।
ଯିହିଜିକଲ 22:4
ତୁମ୍ଭର ରକ୍ତପାତ ଯୋଗୁଁ ତୁମ୍ଭେ ଦୋଷୀ ହାଇେଅଛ ଓ ପୁଣି ତୁମ୍ଭେ ଯେଉଁ ପ୍ରତିମାଗଣ ନିର୍ମାଣ କରିଅଛ, ତଦ୍ଦ୍ବାରା ଅଶୁଚି ହାଇେଅଛ। ଏବଂ ତୁମ୍ଭେ ନିଜର ଅନ୍ତିମ ସମୟ ନିକଟବର୍ତ୍ତୀ କରାଇଅଛ। ଏବଂ ତୁମ୍ଭେ ନିଜର ଅନ୍ତିମ ସମୟ ନିକଟବର୍ତ୍ତୀ କରାଇଅଛ। ଏବଂ ନିଜ ଆଯୁର ଶଷେ ଭାଗ ରେ ପହଞ୍ଚିଛ। ତେଣୁ ମୁଁ ତୁମ୍ଭକୁ ଜାତିଗଣ ନିକଟରେ ଉପହାସର ପାତ୍ର ଓ ସବୁ ଦେଶ ନିକଟରେ ପରିହାସର ପାତ୍ର କରିଅଛି।
ଯିରିମିୟ 19:8
ଆମ୍ଭେ ଏହି ନଗରୀକୁ ସମ୍ପୂର୍ଣ୍ଣ ଭାବରେ ଧ୍ବଂସ କରିବା। ଯେତବେେଳେ ଲୋକମାନେ ୟିରୁଶାଲମ ଦଇେ ଯିବେ, ସମାନେେ ଯାହା ଦେଖିବେ ସେଥି ରେ ଆଘାତ ପାଇବେ। ଯେତବେେଳେ ସମାନେେ ଧ୍ବସ୍ତ ନଗରୀକୁ ଦେଖିବେ, ସମାନେେ ଆତଙ୍କିତ ହବେେ ଓ ବୀଭିଷିକା ପ୍ରକାଶ କରିବା ପାଇଁ ହିସ୍ ଶବ୍ଦ କରିବେ।
ଯିରିମିୟ 24:9
ମୁଁ ସମାନଙ୍କେ ଉପ ରେ ଏମିତି ବିପର୍ୟ୍ଯଯ ଆଣିବି ଯେ ପୃଥିବୀର ସମସ୍ତ ରାଜ୍ଯ ଆତଙ୍କିତ ହବେେ। ସମସ୍ତେ ସମାନଙ୍କେୁ ଦୁର୍ନାମ ଓ ଉପହାସ କରିବେ। ଆମ୍ଭେ ଯେଉଁ ସ୍ଥାନ ରେ ସମାନଙ୍କେୁ ବିକ୍ଷିପ୍ତ କରିବା, ସହେି ସ୍ଥାନର ଲୋକମାନେ ସମାନଙ୍କେୁ ଅଭିଶାପ ଦବେେ।
ଯିରିମିୟ 42:18
ପୁଣି ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କତା କହନ୍ତି, 'ଆମ୍ଭେ ୟିରୁଶାଲମର ଉପ ରେ ଯେପରି ଆମ୍ଭର କୋର୍ଧ ଓ ପ୍ରଚଣ୍ଡ କୋପ ପ୍ରକାଶ କରିଥିଲୁ, ସହେିପରି ଯେଉଁମାନେ ମିଶର ରେ ପ୍ରବାସ କରିବେ, ଆମ୍ଭେ ସମାନଙ୍କେ ପ୍ରତି ଆମ୍ଭର ପ୍ରଚଣ୍ଡ କୋପ ଢ଼ାଳିବା। ଆଉ ତୁମ୍ଭମାନେେ ଅଭିଶପ୍ତ, ବିସ୍ମଯ, ଶାପଗ୍ରସ୍ତ ଓ ନିନ୍ଦାର ପାତ୍ର ହବେ ଓ ତୁମ୍ଭମାନେେ ଏହି ସ୍ଥାନ ଦେଖିବ ନାହିଁ।'
ଯିରିମିୟଙ୍କ ବିଳାପ 1:4
ସିଯୋନର ସମସ୍ତ ପଥ ଶାେକରେ ପରିପୂର୍ଣ୍ଣ, କାରଣ କହେି ସିୟୋନର ଧର୍ମ-ମହାସଭାକୁ ଆସୁ ନାହାଁନ୍ତି। ତାହାର ସମସ୍ତ ଫାଟକ ଶୂନ୍ଯ ଓ ତାହାର ଯାଜକମାନେ ବିଳାପ କରୁଛନ୍ତି। ତା'ର ସମସ୍ତ କୁମାରୀଗଣ ବିଷାଦଗ୍ରସ୍ତା ଓ ସେ ନିଜେ ମନ ରେ ବହୁ ପୀଡ଼ା ପାଇଅଛି।
ଲେବୀୟ ପୁସ୍ତକ 26:31
ଆମ୍ଭେ ତୁମ୍ଭର ନଗର ସକଳ ମରୁଭୂମି କରିବା ଓ ତୁମ୍ଭମାନଙ୍କ ପବିତ୍ରସ୍ଥାନ ସକଳ ଶୂନ୍ଯ କରିବା। ଆଉ ଆମ୍ଭେ ତୁମ୍ଭମାନଙ୍କର ଦତ୍ତ ତୁଷ୍ଟିଜନକ ସୁଗନ୍ଧି ଆଘ୍ରାଣ କରିବା ନାହିଁ।
ଯିରିମିୟଙ୍କ ବିଳାପ 2:15
ପଥିକମାନେ ତୁମ୍ଭର ଦୁରାବସ୍ଥା ରେ ହାତତାଳି ଦିଅନ୍ତି। ସମାନେେ ଗ୍ରୀସ୍ ଶବ୍ଦ କରି ୟିରୁଶାଲମର କନ୍ଯା ପ୍ରତି ମସ୍ତକ ହଲାଇ କହନ୍ତି, ଏ କ'ଣ ସହେି ନଗରୀ ଯାହାକୁ ଲୋକମାନେ 'ସୌନ୍ଦର୍ୟ୍ଯମଯୀ ନଗରୀ' ଓ 'ସମଗ୍ର ପୃଥିବୀର ଆନନ୍ଦ ସ୍ବରୂପ' ବୋଲି କହୁଥିଲେ ?
ଯିରିମିୟଙ୍କ ବିଳାପ 5:18
ସିୟୋନ ପର୍ବତ ଅନାଥା ସ୍ଥାନ ହାଇେଅଛି। କୋକିଶିଆଳିମାନେ ତା ଉପ ରେ ଭ୍ରମଣ କରନ୍ତି।
ମୀଖା 3:12
ହେ ପ୍ରାଚୀନଗଣ, ତୁମ୍ଭମାନଙ୍କ ପାଇଁ ସିୟୋନ ଧ୍ବଂସ ହବେ। ଏହା ଗ୍ଭଷ ଭୂମିରେ ପରିଣତ ହବେ। ୟିରୁଶାଲମ ମଧ୍ଯ ପ୍ରସ୍ତର ସ୍ତୁପ ରେ ପରିଣତ ହବେ। ମନ୍ଦିରର ପର୍ବତ ଶୂନ୍ଯ ପାହାଡ ହାଇେ ବଣବୁଦା ରେ ଆବୃତ ହବେ।
ଯିରିମିୟଙ୍କ ବିଳାପ 1:8
ୟିରୁଶାଲମ ଅତିଶଯ ପାପ କରିଅଛି, ଏଣୁ ସେ ନଗର ଧ୍ବଂସପ୍ରାପ୍ତ ହାଇେଅଛି। ଯେଉଁମାନେ ତାକୁ ପୂର୍ବେ ସମ୍ମାନ କରୁଥିଲେ, ଏବେ ସମାନେେ ତାକୁ ଘୃଣା କରୁଛନ୍ତି। କାରଣ ସମାନେେ ତାକୁ ଗାଳି ଦିଅନ୍ତି। ୟିରୁଶାଲମ ଦୀର୍ଘ ନିଃଶ୍ବାସ ଛାଡ଼ୁଅଛି ଓ ପଛକୁ ମୁଖ ଫରୋଉଛି।
ଦିତୀୟ ବିବରଣ 28:37
ସଠାେରେ ତୁମ୍ଭମାନେେ ନିଜେ ଏକ ଭୟାନକ ଦୃଶ୍ଯ ରେ ପରିଣତ ହବେ, ସହେି ସମସ୍ତ ଜାତିମାନଙ୍କ ଆଗ ରେ ଅପମାନର ଓ ଉପହାସର ପାତ୍ର ହବେ। ଯେଉଁଠାକକ୍ସ୍ଟ ସଦାପ୍ରଭୁ ତୁମ୍ଭମାନଙ୍କୁ ନଇେଯିବେ।
ଦିତୀୟ ବଂଶାବଳୀ 7:20
ତବେେ ଆମ୍ଭେ ଇଶ୍ରାୟେଲର ଲୋକଙ୍କୁ ଯେଉଁ ଦେଶ ଦଇେଅଛୁ, ଆମ୍ଭର ସହେି ଦେଶରୁ ସମାନଙ୍କେୁ ବାହାର କରିଦବୋ। ଆଉ ଆମ୍ଭେ ଆମ୍ଭର ନାମ ନିମନ୍ତେ ପବିତ୍ର କରିଥିବା ଏହି ମନ୍ଦିରକୁ ପରିତ୍ଯାଗ କରିବା। ଆମ୍ଭେ ଏହି ମନ୍ଦିରକୁ ଏପ୍ରକାର କରିବି ଯେ, ସବୁ ଜାତିର ଲୋକମାନେ ଏହାକୁ ତାଚ୍ଛଲ୍ଯ କରିବେ।
ଯିଶାଇୟ 64:10
ତୁମ୍ଭର ପବିତ୍ର ନଗରଗୁଡ଼ିକ ପ୍ରାନ୍ତର ପାଲଟିଛି। ସିଯୋନ ପ୍ରାନ୍ତର ହାଇେଅଛି ଓ ୟିରୁଶାଲମ ଧ୍ବଂସ ହାଇେଅଛି।