Genesis 41:25-52 in Oriya

Genesis 41:25
ଏହାପରେ ଯୋଷଫେ ଫାରୋଙ୍କୁ କହିଲେ, ସହେି ଦୁଇଟି ସ୍ବପ୍ନ ଏକା ପ୍ରକାର। ଯାହା ଶିଘ୍ର ଘଟିବାକୁ ଯାଉଛି ତାହା ପରମେଶ୍ବର ତୁମ୍ଭକୁ କହୁଛନ୍ତି।

Genesis 41:26
ଉଭୟ ସ୍ବପ୍ନର ଅର୍ଥ ପ୍ରାଯ ସମାନ। ସାତଟି ସ୍ବାସ୍ଥ୍ଯଗାଈ, ସାତଟି ଉତ୍ତମ ଶୀଷା ସାତବର୍ଷ ଉତ୍ତମସ୍ବରୂପ ଅଟନ୍ତି।

Genesis 41:27
ଆଉ ସହେି ସାତଟି ଦୁର୍ବଳ, ରୁଗ୍ଣ ଦଖାଯାେଉଥିବା ଗାଈଗୁଡ଼ିକ ଏ ସହେି ସାତଟି କୃଶ, କୁତ୍ସିତ ଗୋରୁ ସାତବର୍ଷ ସ୍ବରୂପ। ଆଉ ପୂର୍ବୀଯ ବାଯୁ ରେ ଶୁଷ୍କ ସାତଟା ଶୀଷା ମଧ୍ଯ ଦୁର୍ଭିକ୍ଷର ସାତ ବର୍ଷ ସ୍ବରୂପ।

Genesis 41:28
ପରମେଶ୍ବର ଯାହା କରିବାକୁ ଉଦ୍ଯତ ତାହା ଫାରୋଙ୍କୁ ଦଖାଇେ ଅଛନ୍ତି।

Genesis 41:29
ଦେଖନ୍ତୁ ସମସ୍ତ ଦେଶ ରେ ସାତବର୍ଷ ମହା ସୁଭିକ୍ଷା ଆସୁଅଛି।

Genesis 41:30
କିନ୍ତୁ ତା'ପେଛ ସାତବର୍ଷ ଦୁର୍ଭିକ୍ଷ ପଡ଼ିବ। ସମସ୍ତ ସୁଭିକ୍ଷ ମିଶରଦେଶରୁ ବିସ୍ତୃତ ହବେ। ଦୁର୍ଭିକ୍ଷ ଦେଶକୁ ଧ୍ବଂସ କରିବ।

Genesis 41:31
ଲୋକମାନେ ଭୂଲିଯିବେ, କ'ଣ ତା' ପୂର୍ବରୁ ମିଶର ରେ ସୁର୍ଭିକ୍ଷ ଥିଲା। ପ୍ରଚୁର ପରିମାଣ ରେ ଖାଦ୍ୟ ମିଳୁଥିଲା ବୋଲି।

Genesis 41:32
ଫାରୋ, ତୁମ୍ଭେ ଏକା ପ୍ରକାର ଦୁଇଟି ସ୍ବପ୍ନ ଦେଖିବାର କାରଣ କ'ଣ ଜାଣ? ପରମେଶ୍ବର ଦଖାଇବୋକୁ ଚାହାଁନ୍ତି ଯେ, ତାହା ଖୁବ୍ ଶିଘ୍ର ଘଟିବାକୁ ଯାଉଛି।

Genesis 41:33
ସେଥିପାଇଁ ଫାରୋ ଏକ ବୁଦ୍ଧିମାନ, ଜ୍ଞାନୀ ଲୋକଙ୍କୁ ମିଶରର ଦାଯିତ୍ବ ଦବୋ ପାଇଁ ମନୋନୀତ କରିବେ।

Genesis 41:34
ଏହାପରେ ତୁମ୍ଭେ ଆଉ କିଛି ଲୋକଙ୍କୁ ବାଛ ଯେ କି ଲୋକମାନଙ୍କଠାରୁ ଖାଦ୍ୟ ସଂଗ୍ରହ କରନ୍ତୁ। ଏହିସବୁ ସୁର୍ଭିକ୍ଷ ସମୟରେ, ଲୋକମାନେ ତାଙ୍କ ଶଷ୍ଯର ଏକ ପଞ୍ଚମାଂଶ ଖାଦ୍ୟ ଦବେେ।

Genesis 41:35
ଏହି ପ୍ରକାର ରେ ଲୋକମାନେ ସେ ଉତ୍ତମ ସାତବର୍ଷ ମଧିଅରେ ଏହି ଖାଦ୍ୟ ସଂଗ୍ରହ କରି ରଖିବ। ଏହି ପ୍ରକାର ଖାଦ୍ୟ ସଂଗ୍ରହ କରି ତୁମ୍ଭ ନିଯନ୍ତ୍ରଣ ରେ ରଖ।

Genesis 41:36
ଦୁର୍ଭିକ୍ଷ ସାତବର୍ଷ ସମୟରେ ସମସ୍ତ ମିଶରକୁ ତୁମ୍ଭେ ଖାଦ୍ୟ ଯୋଗ ପାରିବ। ତେଣୁ ମିଶର ଦୁର୍ଭିକ୍ଷ ୟୋଗୁ ଧ୍ବଂସ ହବେ ନାହିଁ।

Genesis 41:37
ସେତବେେଳେ ରାଜା ଫାରୋ ଏବଂ ତାଙ୍କର ଦାମମାନଙ୍କ ଦୃଷ୍ଟି ରେ ଏହା ଉତ୍ତମ ଜ୍ଞାନ ବୋଧ ହେଲା।

Genesis 41:38
ସେତବେେଳେ ଫାରୋ ସମାନଙ୍କେୁ କହିଲେ, ମୁଁ ଭାବୁଛି ଆମ୍ଭେ ଏହି କାର୍ୟ୍ଯ ପାଇଁ ଯୋଷଫଙ୍କେଠାରୁ ଆଉ ଉତ୍ତମ ଲୋକ ପାଇପାରିବା ନାହିଁ। ପରମେଶ୍ବରଙ୍କ ଆତ୍ମା ତା' ମଧିଅରେ ଅଛନ୍ତି।

Genesis 41:39
ତେଣୁ ଫାରୋ ଯୋଷଫଙ୍କେୁ କହିଲେ, ପରମେଶ୍ବର ତୁମ୍ଭକୁ ଏହି ସବୁ ଦଖାଇେ ଥିବାରୁ ତୁମ୍ଭେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ଜ୍ଞାନୀ।

Genesis 41:40
ମୁଁ ମାରଦେେଶର ଦାଯିତ୍ବ ତୁମ୍ଭକୁ ଦଲେି, ଏବଂ ସମସ୍ତ ଲୋକ ତୁମ୍ଭର ଆଦେଶ ମାନିବେ। କବଳେ ମୁଁ ତୁମ୍ଭଠାରୁ ବଡ଼ ହବେି।

Genesis 41:41
ଫାରୋ ଯୋଷଫଙ୍କେୁ କହିଲେ, ମୁଁ ତୁମ୍ଭକୁ ସମଗ୍ର ମିଶର ଦେଶ ଉପରେ ମୂଖ୍ଯଭାବେ ନିୟୁକ୍ତ କଲି।

Genesis 41:42
ଏହାପରେ ଫାରୋ ତାଙ୍କୁ ଏକ ବିଶଷେ ମୁଦ୍ରିକା ଦେଲେ। ତାଙ୍କୁ ସୁକ୍ଷ୍ମ ବସ୍ତ୍ର ପିନ୍ଧାଇ ତାହାଙ୍କ ଗଳା ରେ ସୁବର୍ଣ୍ଣହାର ଦେଲେ।

Genesis 41:43
ଫାରୋ ଯୋଷଫଙ୍କେୁ ଆପଣା ଦ୍ବିତୀୟ ରଥରେ ଆରୋହଣ କରାଇଲେ। ଆଉ ଲୋକମାନେ ତାଙ୍କର ଆଗେ ଆଗେ, ଯୋଷଫଙ୍କେୁ ପ୍ରଣାମ କର ବୋଲି ଫାରୋ ଲୋକମାନଙ୍କୁ କହିଲେ।

Genesis 41:44
ଫାରୋ ଯୋଷଫଙ୍କେୁ କହିଲେ, ମୁଁ ଫାରୋ, କୁନ୍ତୁ ତୁମ୍ଭର ଆଜ୍ଞା ବିନା ମିଶର ରେ କହେି କିଛି କରିପାରିବେ ନାହିଁ।

Genesis 41:45
ଫାରୋ ଯୋଷଫଙ୍କେୁ ଏକ ଅନ୍ୟ ନାମ ରେ ନାମିତ କଲେ, ସାଫନତ୍-ପାନହେ ଫାରୋ ଯୋଷଫଙ୍କେୁ ଓନ ନଗର ନିବାସୀ ପୋଟୀଫର ନାମକ ଯାଜକର ଆସନ୍ନତ୍ ନାମ୍ନୀ କନ୍ଯା ସହିତ ବିବାହ ଦେଲେ। ଯୋଷଫେ ସମସ୍ତ ମିଶ ରେ ଦେଶ ମଧ୍ଯଦଇେ ଗଲେ।

Genesis 41:46
ଯୋଷଫେ ତିରିଷ ବର୍ଷ ବସଯ ରେ ମିଶ୍ରୀଯ ରାଜା ଫାରୋଙ୍କ ଛାମୁ ରେ ଛିଡ଼ା ହାଇେଥିଲେ। ଏହାପରେ ଯୋଷଫେ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିଶର ଦେଶର ସର୍ବତ୍ର ଭ୍ରମଣ କଲେ।

Genesis 41:47
ସହେି ସୁର୍ଭିକ୍ଷ ସାଦବର୍ଷ ମଧ୍ଯ ପ୍ରଚୁର ପରିମାଣ ରେ ଫସଲ ଉତ୍ପନ୍ନ ହେଲା।

Genesis 41:48
ଯୋଷଫେ ସହେି ସାତ ବର୍ଷ ରେ ମିଶର ଦେଶ ରେ ଉତ୍ପନ୍ନ ଶସ୍ଯ ସଂଗ୍ରହ କରି ପ୍ରତି ନଗର ରେ ସଂଗ୍ରହ କଲେ। ଯେଉଁ ନଗରର ଚାରିଆଡ଼େ ଭୂମିରେ ଯେତେ ଶସ୍ଯ ଉତ୍ପନ୍ନ ହେଲା, ତାହା ସବୁ ସହେି ନଗର ରେ ସଂଗ୍ରହ ହେଲା।

Genesis 41:49
ଏହି ପ୍ରକା ରେ ଯୋଷଫେ ସମୁଦ୍ରର ବାଲିପରି ଏତେ ବହୁଳ ଶସ୍ଯ ସଂଗ୍ରହ କଲେ ଯେ ତାହା ଆଉ ମାପିଲେ ନାହିଁ। କାରଣ ତାହା ମାପି ହେଲା ନାହିଁ।

Genesis 41:50
ଯୋଷଫଙ୍କେର ସ୍ତ୍ରୀ ଆସନତ୍। ସେ ଓନ୍ ନଗର ନିବାସୀ ପୋଟୀଫର ଯାଜକର ଝିଅ ଥିଲେ। ଦୁର୍ଭିକ୍ଷ ଆସିବାର ପୂର୍ବରୁ ଯୋଷଫେ ଏବଂ ଆସନତ୍ ଦୁଇଟି ପୁତ୍ର ଥିଲେ।

Genesis 41:51
ପ୍ରଥମ ପୁତ୍ରର ନାମ ଦେଲେ ମନଃଶି। ଯୋଷଫେ ତାଙ୍କର ନାମ ଏହିପରି ଦେଲେ କାରଣ ଯୋଷଫେ କହିଲେ, ପରମେଶ୍ବର ମାହେର ସମସ୍ତ କ୍ଲେଶର ଓ ନିଜ ପିତୃଗୃହର ବିସ୍ମୃତି ଜନ୍ମାଇଛନ୍ତି।

Genesis 41:52
ଯୋଷଫେ ତାଙ୍କର ଦ୍ବିତୀୟ ପୁତ୍ରରନାମ ଦେଲେ ଇଫ୍ରଯିମ କାରଣ ସେ କହିଲେ, ମାହେର ଦୁଃଖ ଭୋଗର ଦେଶ ରେ ପରମେଶ୍ବର ମାେତେ ଫଳବାନ କରି ଅଛନ୍ତି।

Oriya Bible