Isaiah 43:22
ତଥାପି ହେ ଯାକୁବ, ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କରି ନାହଁ। ହେ ଇଶ୍ରାୟେଲ, ତୁମ୍ଭେ ଆମ୍ଭ ପ୍ରତି ବିମୁଖ ହାଇେଅଛ।
But thou hast not | וְלֹא | wĕlōʾ | veh-LOH |
called upon | אֹתִ֥י | ʾōtî | oh-TEE |
me, O Jacob; | קָרָ֖אתָ | qārāʾtā | ka-RA-ta |
but | יַֽעֲקֹ֑ב | yaʿăqōb | ya-uh-KOVE |
thou hast been weary | כִּֽי | kî | kee |
of me, O Israel. | יָגַ֥עְתָּ | yāgaʿtā | ya-ɡA-ta |
בִּ֖י | bî | bee | |
יִשְׂרָאֵֽל׃ | yiśrāʾēl | yees-ra-ALE |
Cross Reference
Malachi 3:14
ତୁମ୍ଭମାନେେ କହିଲ, ପରମେଶ୍ବରଙ୍କୁ ଉପାସନା କରିବା ନିରର୍ଥକ। ଆମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯା ପାଳନ କରିଥିଲୁ ମାତ୍ର ଆମ୍ଭମାନେେ କିଛି ଉପକୃତ ହେଲୁନାହିଁ। ଆମ୍ଭମାନେେ ଆମ୍ଭମାନଙ୍କର ପାପ ପାଇଁ ଡାକିଲୁ, ମାତ୍ର ତା'ର ଫଳ କିଛି ହେଲା ନାହିଁ।
Malachi 1:13
ତୁମ୍ଭେ କହିଛ ଯେ, ତୁମ୍ଭେ ବିବ୍ରତ ହବେ ନାହିଁ ଏବଂ ତୁମ୍ଭେ ୟଜ୍ଞବଦେୀ ରେ ଥିବା ଖାଦ୍ୟ ପ୍ରତି ତାଚ୍ଛଲ୍ଯ ପ୍ରକାଶ କରିଛ ଏବଂ ତୁମ୍ଭେ ନ ଖାଇ ପରିତ୍ଯାଗ କରୁଛ, ଆଉ ମଧ୍ଯ ମନ୍ଦ ବୋଲି କହୁଛ। ମାତ୍ର ଏହା ସତ୍ଯ ନୁହେଁ। ତା'ପ ରେ ତୁମ୍ଭମାନେେ ଆହତ, େଛାଟା ଓ ରୁଗ୍ଣ ପଶୁମାନଙ୍କୁ ଆମ୍ଭ ନିକଟରେ ବଳିଦାନ ପାଇଁ ଆଣୁଛ। ମାତ୍ର ସହେି ରୁଗ୍ଣ ପଶୁଗୁଡିକୁ ଆମ୍ଭେ ଗ୍ରହଣ କରିବା ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ।
Micah 6:3
ସଦାପ୍ରଭୁ ପୁଣି କୁହନ୍ତି, ହେ ଆମ୍ଭର ଲୋକମାନେ, ତୁମ୍ଭମାନେେ କୁହ ଆମ୍ଭେ ତୁମ୍ଭମାନଙ୍କ ବିପକ୍ଷ ରେ କି କାର୍ୟ୍ଯ କରିଅଛୁ। ତୁମ୍ଭମାନଙ୍କର ଜୀବନକୁ କଠିନତର କରିଛି ବୋଲି ସାକ୍ଷ୍ଯ ଦିଅ।
James 4:2
ତୁମ୍ଭମାନେେ ଅନକେ ବିଷୟ ଇଚ୍ଛା କର, କିନ୍ତୁ ପାଅ ନାହିଁ। ତେଣୁ ତୁମ୍ଭେ ଅନ୍ୟ ଲୋକମାନଙ୍କ ପ୍ରତି ଈର୍ଷାନ୍ବିତ ହାଇେ ସମାନଙ୍କେୁ ହତ୍ଯା କରିଥାଅ। ତଥାପି ତୁମ୍ଭେ ଇଚ୍ଛା କରୁଥିବା ବିଷୟଗୁଡ଼ିକ ପାଇ ପାର ନାହିଁ। ସେଥିପାଇଁ ତୁମ୍ଭେ ତର୍କବିତର୍କ କରିଥାଅ ଓ ବିବାଦ କରିଥାଅ। ଯେ ହତେୁ ତୁମ୍ଭେ ପରମେଶ୍ବରଙ୍କୁ ତୁମ୍ଭର ଦରକାରୀ ବିଷୟଗୁଡ଼ିକ ମାଗି ନ ଥାଅ, ତେଣୁ ତୁମ୍ଭମାନେେ ସଗେୁଡ଼ିକ ପାଇ ନ ଥାଅ।
John 6:66
ଯୀଶୁ ଏ କଥା କହିବା ପରେ ତାହାଙ୍କର ଅନକେ ଶିଷ୍ଯ ତାହାଙ୍କୁ ଛାଡି ଚାଲିଗଲେ। ସମାନେେ ଆଉ ତାହାଙ୍କର ଆନୁଗମନ କଲେ ନାହିଁ।
Hosea 14:1
ଇଶ୍ରାୟେଲ, ତୁମ୍ଭର ପତନ ହେଲା ଏବଂ ତୁମ୍ଭେ ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ କଲ। ତେଣୁ ତୁମ୍ଭର ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ଫରେିଆସ।
Hosea 7:10
ଇଫ୍ରଯିମର ଗର୍ବ ତା' ବିରୁଦ୍ଧ ରେ ସାକ୍ଷୀ ଦିଏ। ଯଦିଓ ଲୋକମାନଙ୍କର ଅନକଗେୁଡିଏ ଦୁଃଖ ଥିଲା, ତଥାପି ସମାନେେ ସଦାପ୍ରଭୁଙ୍କ ନିକଟକୁ ଫରେି ନଥିଲେ କି ସଦାପ୍ରଭୁଙ୍କର ସାହାୟ୍ଯ ମାଗି ନ ଥିଲେ।
Daniel 9:13
ମାଶାଙ୍କେ ଲିଖିତ ବ୍ଯବସ୍ଥାନୁସା ରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି। ତଥାପି ଆମ୍ଭମାନେେ ସଦାପ୍ରଭୁଙ୍କର ଅନୁଗ୍ରହ ଭିକ୍ଷା କରିନାହୁଁ କି ପାପରୁ ବିରତ ହାଇନୋହୁଁଓ ତାଙ୍କର ସତ୍ଯତା ପ୍ରତି ଧ୍ଯାନ ଦଇନୋହୁଁ।
Jeremiah 10:25
ଯଦି ତୁମ୍ଭେ ଆପଣା କୋପ ଢ଼ାଳୁଅଛ, ତବେେ ଅନ୍ୟଦେଶୀଯମାନଙ୍କ ଉପ ରେ ଢ଼ାଳିଦିଅ। କାରଣ ସମାନେେ ତୁମ୍ଭକୁ ଜାଣନ୍ତି ନାହିଁ କି ତୁମ୍ଭ ନାମ ରେ ପ୍ରାର୍ଥନା କରନ୍ତି ନାହିଁ। ସମାନେେ ଯାକୁବକୁ ଗ୍ରାସ କରିଅଛନ୍ତି ଓ ସମାନେେ ଇଶ୍ରାୟେଲ ବଂଶକୁ ବିନାଶ କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛନ୍ନ କରିଛନ୍ତି।
Jeremiah 2:31
ହେ ବର୍ତ୍ତମାନ ସମୟର ଲୋକମାନେ, ତୁମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯପ୍ରତି ଧ୍ଯାନ ଦିଅ। ଆମ୍ଭେ କ'ଣ ଇଶ୍ରାୟେଲ ପ୍ରତି ପ୍ରାନ୍ତରସ୍ବରୂପ କିଅବା ନିବିଡ଼ ଅନ୍ଧକାରମଯ ଦେଶ ସ୍ବରୂପ ହାଇେଅଛୁ ? ଆମ୍ଭର ଲୋକମାନେ କାହିଁକି କହୁଛନ୍ତି, 'ଆମ୍ଭମାନେେ ବନ୍ଧନମୁକ୍ତ ହାଇେଅଛୁ, ଆମ୍ଭମାନେେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ ?'
Jeremiah 2:11
କୌଣସି ଦେଶର ଲୋକମାନେ ସମାନଙ୍କେର ଦବଗେଣଙ୍କୁ ପରିତ୍ଯାଗ କରି ଅଛନ୍ତି କି, ଯଦିଓ ସମାନେେ ମୂର୍ତ୍ତି ଥିଲେ ଏବଂ ପ୍ରକୃତ ପରମେଶ୍ବର ନୁହଁନ୍ତି ? ମାତ୍ର ମାରେ ଲୋକମାନେ ସମାନଙ୍କେର ମହିମାମଯ ପରମେଶ୍ବରଙ୍କୁ ନିଷ୍ଫଳ ବସ୍ତୁ ବଦଳ ରେ ପରିତ୍ଯାଗ କରିଛନ୍ତି, ଯାହାର ସମାନଙ୍କେୁ ପ୍ରଦାନ କରିବା ପାଇଁ କିଛି ନ ଥାଏ।
Jeremiah 2:5
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭଠା ରେ କେଉଁ ଅନ୍ଯାଯ ଦେଖିଲେ ଯେ ସମାନେେ ଆମ୍ଭଠାରୁ ଦୂ ରଇେ ୟାଇଅଛନ୍ତି ଓ ଅସାର ଦବେତାମାନଙ୍କର ପଶ୍ଚାଦ୍ ଗମନ କରି ଅସାର ହାଇେଅଛନ୍ତି ?
Isaiah 64:7
ତୁମ୍ଭ ନାମ ରେ ପୂଜା କରିବାକୁ ଓ ତୁମ୍ଭକୁ ଅନୁସରଣ କରିବା ନିମନ୍ତେ ନିଜକୁ ଉତ୍ତଜେିତ କରିବାକୁ କହେି ନାହିଁ। କାରଣ ତୁମ୍ଭେ ଆମ୍ଭମାନଙ୍କ ପ୍ରତି ବିମୁଖ ହାଇେଅଛି ଓ ଆମ୍ଭମାନଙ୍କ ପାପଦ୍ବାରା ଆମ୍ଭମାନଙ୍କୁ କ୍ଷଯ କରିଅଛ।
Psalm 79:6
ଯେଉଁ ଜାତିମାନେ ତୁମ୍ଭକୁ ସ୍ବୀକାର କରୁ ନାହାନ୍ତି, ଯେଉଁ ରାଜ୍ଯ ସମୂହ ତୁମ୍ଭର ଉପାସନା କରନ୍ତି ନାହିଁ, ତୁମ୍ଭର କୋର୍ଧ ସମାନଙ୍କେ ଉପରେ ଢ଼ାଳି ଦିଅ।
Psalm 14:4
ଦୁଷ୍ଟ ଲୋକମାନେ ମାରେ ଅନକେ ଲୋକଙ୍କୁ ନଷ୍ଟ କରିଛନ୍ତି ଓ ସହେି ଦୁଷ୍ଟ ଲୋକମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ ଏବଂ ସଦାପ୍ରଭୁଙ୍କ ସମ୍ମୁଖୀନ ହାଇେ ପାରନ୍ତି ନାହିଁ।
Job 27:9
ପରମେଶ୍ବର କ'ଣ ତା'ର ସାହାୟ୍ଯର ଡ଼ାକ ଶୁଣିବେ, ଯେତବେେଳେ ତା' ପ୍ରତି ଅସୁବିଧା ଆସିବ ?
Job 21:14
କିନ୍ତୁ ଦୁଷ୍ଟ ଲୋକମାନେ ପରମେଶ୍ବରଙ୍କୁ କହିଲେ, 'ଆମ୍ଭକୁ ଏକା ଛାଡ଼ିଦିଅ। ତୁମ୍ଭେ ଯାହା କରିବାକୁ ଚାହୁଁଛ ଆମ୍ଭେ ତାହା ଖାତିର୍ କରୁନାହୁଁ।'