Jeremiah 30 - WEB (Oriya)

1 The word that came to Jeremiah from Yahweh, saying,ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ଯ ଉପସ୍ଥିତ ହେଲା।

2 Thus speaks Yahweh, the God of Israel, saying, Write you all the words that I have spoken to you in a book.ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ହେ ଯିରିମିୟ, ଆମ୍ଭେ ତୁମ୍ଭକୁ ଯେଉଁସବୁ କଥା କହିଅଛୁ, ତାହା ତୁମ୍ଭେ ଗୋଟିଏ ପୁସ୍ତକରେ ଲେଖି ରଖ।

3 For, behold, the days come, says Yahweh, that I will turn again the captivity of my people Israel and Judah, says Yahweh; and I will cause them to return to the land that I gave to their fathers, and they shall possess it.କାରଣ ସଦାପ୍ରଭୁ କହନ୍ତି, ସମୟ ଆସିବ ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇଶ୍ରାୟେଲର ଓ ଯିହୁଦାର ବନ୍ଦୀତ୍ବ ଅବସ୍ଥା ପରିବର୍ତ୍ତନ କରିବା। ପୁଣି ସଦାପ୍ରଭୁ କହନ୍ତି, ଏପରି ସମୟ ଆସିବ ଯେଉଁ ସମୟରେ ଆମ୍ଭେ ସମାନଙ୍କେ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦଇେଅଛୁ, ସହେି ଦେଶକୁ ସମାନଙ୍କେୁ ଫରୋଇ ଆଣିବା ଓ ସମାନେେ ତାହା ଅଧିକାର କରିବେ।

4 These are the words that Yahweh spoke concerning Israel and concerning Judah.ଇଶ୍ରାୟେଲ ଓ ଯିହୁଦା ବିଷଯ ରେ ସଦାପ୍ରଭୁ କହିଲେ।

5 For thus says Yahweh: We have heard a voice of trembling, of fear, and not of peace.ସଦାପ୍ରଭୁ ଏହା କହିଲେ,

6 Ask now, and see whether a man does travail with child: why do I see every man with his hands on his loins, as a woman in travail, and all faces are turned into paleness?ପ୍ରେତ୍ୟକକ ଲୋକଙ୍କୁ ପଚାରି ବୁଝ, ସମାନେେ କ'ଣ ପ୍ରସବ ବଦନୋ ପାଉଛନ୍ତି ? ତାହା ନ ହେଲେ ପ୍ରେତ୍ୟକକ ପୁରୁଷ କାହିଁକି ପ୍ରସବ ବଦନୋ ପାଇଲା ପରି ଆପଣା କଟିଦେଶ ରେ ହସ୍ତ ରଖିଛନ୍ତି ଓ ପ୍ରେତ୍ୟକକଙ୍କର ମୁଖ ମଳିନ ପଡ଼ିଛି କାହିଁକି ?

7 Alas! for that day is great, so that none is like it: it is even the time of Jacob's trouble; but he shall be saved out of it.ଆହା, ସଦେିନ ଅତି ମହାନ୍। ତାହା ସମାନ ଆଉ ଦିନ ନାହିଁ। ତାହା ଯାକୁବର ସଙ୍କଟକାଳ, ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।

8 It shall come to pass in that day, says Yahweh of Hosts, that I will break his yoke from off your neck, and will burst your bonds; and strangers shall no more make him their bondservant; ସହେି ସମୟରେ ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ଯିହୁଦା ଓ ଇଶ୍ରାୟେଲର ଲୋକମାନଙ୍କ ସ୍କନ୍ଦରୁ ୟୁଆଳି ସବୁ ଭାଙ୍ଗି ପକାଇବା ଓ ସମାନଙ୍କେର ବନ୍ଧନସବୁ ଛିଣ୍ଡାଇ ପକାଇବା। ପୁଣି ବିଦେଶୀମାନେ ସମାନଙ୍କେୁ ଦାସ୍ଯକର୍ମ କରାଇବେ ନାହିଁ।

9 but they shall serve Yahweh their God, and David their king, whom I will raise up to them.ଆଉ ସମାନେେ ବିଦେଶୀମାନଙ୍କର ସବୋ କରିବେ ନାହିଁ। ସମାନେେ ସମାନଙ୍କେର ପରମେଶ୍ବର ସଦାପ୍ରଭୁଙ୍କୁ ସବୋ କରିବେ। ଆଉ ସମାନଙ୍କେ ପାଇଁ ପଠାଇଥିବା ରାଜା ଦାଉଦଙ୍କର ସବୋ କରିବେ।

10 Therefore don't you be afraid, O Jacob my servant, says Yahweh; neither be dismayed, Israel: for, behold, I will save you from afar, and your seed from the land of their captivity; and Jacob shall return, and shall be quiet and at ease, and none shall make him afraid.ଏରୁ ସଦାପ୍ରଭୁ କହନ୍ତି, ହେ ଯାକୁବ, ତୁମ୍ଭେ ଆମ୍ଭର ଦାସ, ତୁମ୍ଭେ ଭୟ କର ନାହିଁ। ଆଉ ହେ ଇଶ୍ରାୟେଲ, ତୁମ୍ଭେ ନିରାଶ ହୁଅ ନାହିଁ। କାରଣ ଆମ୍ଭେ ବହୁ ଦୂର ଦେଶରୁ ଓ ତୁମ୍ଭକୁ ବନ୍ଦୀତ୍ବ ଦେଶରୁ ଉଦ୍ଧାର କରିଅଛୁ। ପୁଣି ଯାକୁବ ଫରେିଆସି ଶାନ୍ତି ରେ ଓ ନିରାପଦ ରେ ରହିବ। କହେି ତାହାକୁ ଭୟ ଦଖାଇବେେ ନାହିଁ।

11 For I am with you, says Yahweh, to save you: for I will make a full end of all the nations where I have scattered you, but I will not make a full end of you; but I will correct you in measure, and will in no way leave you unpunished.ପୁଣି ସଦାପ୍ରଭୁ କହନ୍ତି, ହେ ଇଶ୍ରାୟେଲ ଓ ଯିହୁଦାର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବାକୁ ତୁମ୍ଭମାନଙ୍କ ସହିତ ରହିଅଛୁ। ଯେଉଁ ଗୋଷ୍ଠୀମାନଙ୍କ ମଧିଅରେ ଆମ୍ଭେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛୁ। ସହେି ସମସ୍ତଙ୍କୁ ସୂର୍ଣ୍ଣ ରୂପେ ସଂହାର କରିବା। ମାତ୍ର ତୁମ୍ଭମାନଙ୍କୁ ଆମ୍ଭେ ସୂର୍ଣ୍ଣ ରୂପେ ସଂହାର କରିବା ନାହିଁ। ତଥାପି ଆମ୍ଭେ ବିବଚେନା ପୂର୍ବକ ତୁମ୍ଭମାନଙ୍କୁ ଶାସ୍ତି ଦବୋ। ତୁମ୍ଭମାନଙ୍କୁ ଉତ୍ତମ ରୂପେ ଶୃଙ୍ଖଳିତ ଓ ଅନୁଶାସିତ କରିବା।

12 For thus says Yahweh, Your hurt is incurable, and your wound grievous.ପୁଣି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କର କ୍ଷତ ଦୁରା ରୋଗ୍ଯ ଓ ତୁମ୍ଭମାନଙ୍କର ଘା କବେେ ପୂରଣ ହବେ ନାହିଁ।

13 There is none to plead your cause, that you may be bound up: you have no healing medicines.ତୁମ୍ଭମାନଙ୍କର ଘା'ର ଯତ୍ନ କହେି ନବେେ ନାହିଁ, ତେଣୁ ତାହା ସୁସ୍ଥ ହବେ ନାହିଁ।

14 All your lovers have forgotten you; they don't seek you: for I have wounded you with the wound of an enemy, with the chastisement of a cruel one, for the greatness of your iniquity, because your sins were increased.ତୁମ୍ଭେ ବହୁ ଗୋଷ୍ଠୀ ସହିତ ବନ୍ଧୁତା ସ୍ଥାପନ କରିଅଛ। ମାତ୍ର 'ବନ୍ଧୁମାନେ' ତୁମ୍ଭକୁ ପାଶୋରି ଅଛନ୍ତି। ସମାନେେ ତୁମ୍ଭକୁ ମନେ ପକାନ୍ତି ନାହିଁ। କାରଣ ତୁମ୍ଭର ବହୁ ଅଧର୍ମ ଓ ବହୁ ପାପ ୟୋଗୁଁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ଯ ଆଘାତ କରିଅଛୁ ଓ ନିର୍ଦ୍ଦଯ ଲୋକ ତୁଲ୍ଯ ଶାସ୍ତି ଦଇେଅଛୁ।

15 Why cry you for your hurt? your pain is incurable: for the greatness of your iniquity, because your sins were increased, I have done these things to you.ହେ ଇଶ୍ରାୟେଲ ଓ ଯିହୁଦା, ତୁମ୍ଭମାନେେ ଆପଣା କ୍ଷତ ଯୋଗୁଁ କାହିଁକି କ୍ରନ୍ଦନ କରୁଛ ? ତୁମ୍ଭମାନଙ୍କର ଏହି କ୍ଷତ ୟନ୍ତ୍ରଣାଦାୟକ ଓ ଦୁରା ରୋଗ୍ଯ। ତୁମ୍ଭମାନଙ୍କର ଅଧର୍ମ ଅନକେ ଓ ପାପ ବହୁତ। ତେଣୁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଏହିସବୁ କରିଅଛୁ।

16 Therefore all those who devour you shall be devoured; and all your adversaries, everyone of them, shall go into captivity; and those who despoil you shall be a spoil, and all who prey on you will I give for a prey.ଏଣୁ ଯେଉଁମାନେ ତୁମ୍ଭମାନଙ୍କୁ ଗ୍ରାସ କରନ୍ତି, ସମାନେେ ଗ୍ରାସିତ ହବେେ। ତୁମ୍ଭର ବିପକ୍ଷ ସମସ୍ତେ ସମାନଙ୍କେର ପ୍ରେତ୍ୟକକର ବନ୍ଦୀତ୍ବ ସ୍ଥାନକୁ ଯିବେ। ଆଉ ଯେଉଁମାନେ ତୁମ୍ଭମାନଙ୍କୁ ଲୁଣ୍ଠନ କରନ୍ତି, ସମାନେେ ଲୁଣ୍ଠିତ ହବେେ। ଯେଉଁମାନେ ତୁମ୍ଭମାନଙ୍କର ଦ୍ରବ୍ଯ ଅପହରଣ କରନ୍ତି, ଆମ୍ଭେ ସମାନଙ୍କେର ଦ୍ରବ୍ଯ ଅପହରଣ କରାଇବା।

17 For I will restore health to you, and I will heal you of your wounds, says Yahweh; because they have called you an outcast, [saying], It is Zion, whom no man seeks after.କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘା'ସବୁ ସୁସ୍ଥ କରିବା। କାରଣ ସମାନେେ ତୁମ୍ଭକୁ ବାସନ୍ଦ ବା ଦୂରୀକୃତା ବୋଲି କହନ୍ତି। 'ଆଉ ସିୟୋନକୁ କହେି ଚାହାଁନ୍ତି ନାହିଁ।

18 Thus says Yahweh: Behold, I will turn again the captivity of Jacob's tents, and have compassion on his dwelling-places; and the city shall be built on its own hill, and the palace shall be inhabited after its own manner.ସଦାପ୍ରଭୁ କହନ୍ତି, ମୁଁ ଯାକୁବର ତମ୍ବୁଗୁଡ଼ିକର ବନ୍ଦୀତ୍ବର ପରିବର୍ତ୍ତନ କରିବି ଓ ତାହାର ସମସ୍ତ ବାସସ୍ଥାନ ପ୍ରତି ଦୟା କରିବି। ସହେି ଧ୍ବଂସ୍ତ ସ୍ଥାନ ରେ ନଗର ନିର୍ମିତ ହବେ ଓ ରାଜଗୃହ ଯଥା ସ୍ଥାନ ରେ ପୁନଃନିର୍ମିତ ହବେ।

19 Out of them shall proceed thanksgiving and the voice of those who make merry: and I will multiply them, and they shall not be few; I will also glorify them, and they shall not be small.ସହେି ସ୍ଥାନମାନଙ୍କରୁ ଧନ୍ଯବାଦ ଓ ଆନନ୍ଦର ଧ୍ବନି ବାହାରିବ। ଆମ୍ଭେ ସମାନଙ୍କେୁ ଅସଂଖ୍ଯ କରିବା। ସମାନେେ ଅଳ୍ପ ସଂଖ୍ଯକ ହାଇେ ରହିବେ ନାହିଁ ଆଉ ଆମ୍ଭେ ସମାନଙ୍କେୁ ଗୌରବନ୍ବିତ କରିବା। କହେି ସମାନଙ୍କେୁ ଘୃଣା କରିବେ ନାହିଁ।

20 Their children also shall be as before, and their congregation shall be established before me; and I will punish all who oppress them.ଯାକୁବର ସନ୍ତାନଗଣ ଇଶ୍ରାୟେଲର ପୂର୍ବପରି ହବେେ। ଆମ୍ଭେ ଇଶ୍ରାୟେଲ ଓ ଯିହୁଦାକୁ ଶକ୍ତିଶାଳୀ କରାଇବା। ଯେଉଁମାନେ ସମାନଙ୍କେ ଉପ ରେ ଉପଦ୍ରବ କରିବେ ଆମ୍ଭେ ସମାନଙ୍କେୁ ଶାସ୍ତି ଦବୋ।

21 Their prince shall be of themselves, and their ruler shall proceed from the midst of them; and I will cause him to draw near, and he shall approach to me: for who is he who has had boldness to approach to me? says Yahweh.ପୁଣି ସମାନଙ୍କେର ଅଧିପତି ସମାନଙ୍କେ ମଧ୍ଯରୁ ହବେେ। ସମାନଙ୍କେର ଶାସନକର୍ତ୍ତା ସମାନଙ୍କେ ମଧ୍ଯରୁ ସୃଷ୍ଟି ହବେେ। ଆଉ ଆମ୍ଭେ ତାହାକୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଯେ ଆସିବା ପାଇଁ ସାହସ କରିଅଛନ୍ତି, ସେ କିଏ ?

22 You shall be my people, and I will be your God.ପୁଣି ତୁମ୍ଭମାନେେ ଆମ୍ଭର ଲୋକ ହବେ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ବର ହବୋ।

23 Behold, the tempest of Yahweh, [even his] wrath, is gone forth, a sweeping tempest: it shall burst on the head of the wicked.ଆଉ ସଦାପ୍ରଭୁଙ୍କର ପ୍ରଚଣ୍ଡ କୋରଧ ସର୍ବନାଶକାରୀ ଝଡ ଓ ତାଫୋନ ସଦୃଶ ଦୁଷ୍ଟମାନଙ୍କ ମସ୍ତକରେ ଆସି ଲାଗିବ।

24 The fierce anger of Yahweh shall not return, until he has executed, and until he have performed the intents of his heart: in the latter days you shall understand it.ପୁଣି ସଦାପ୍ରଭୁଙ୍କର ମନର ଅଭିପ୍ରାଯ ସଫଳ ଓ ସିଦ୍ଧ ନ ହବୋ ପର୍ୟ୍ଯନ୍ତ ତାଙ୍କର ପ୍ରଜ୍ବଳିତ କୋର୍ଧ ପଶମିତ ହବେ ନାହିଁ। ତୁମ୍ଭମାନେେ ଅନ୍ତିମ ସମୟରେ ତାହା ବୁଝିବ।

Oriya Bible