Job 16 - BBE (Oriya)
1 And Job made answer and said,ତା'ପରେ ଆୟୁବ ଉତ୍ତର ଦଲୋ, ମୁଁ ଏସବୁ କଥା ପୂର୍ବରୁ ଶୁଣି ଅଛି।
2 Such things have frequently come to my ears: you are comforters who only give trouble.ତୁମ୍ଭେ ତିନି ଜଣ ମାେତେ ସାନ୍ତ୍ବନା ନ ଦଇେ ଦୁଃଖ ଦେଉଛ।
3 May words which are like the wind be stopped? or what is troubling you to make answer to them?ତୁମ୍ଭର ଶୂନ୍ଯ ବାକ୍ଯର କ'ଣ ଅନ୍ତ ହବେ ନାହିଁ। ତୁମ୍ଭକୁ ୟୁକ୍ତି କରିବାକୁ କ'ଣ ପ୍ରବର୍ତ୍ତାଉଛି ମାେତେ ଉତ୍ତର ଦିଅ।
4 It would not be hard for me to say such things if your souls were in my soul's place; joining words together against you, and shaking my head at you:ମୁଁ ମଧ୍ଯ ସହେିଭଳି କଥା ତୁମ୍ଭକୁ କହିପା ରେ, ଯଦି ତୁମ୍ଭର ମାେଭଳି ବିପଦ ପଡ଼ିଥାନ୍ତା। ମୁଁ ମଧ୍ଯ ତୁମ୍ଭ ବିରୁଦ୍ଧ ରେ ବୁଦ୍ଧିମାନର ବାକ୍ଯ କହି ପାରନ୍ତି ଏବଂ ତୁମ୍ଭମାନଙ୍କ ପ୍ରତି ମାେ ମୁଣ୍ଡ ହଲାଇ ପାରନ୍ତି।
5 I might give you strength with my mouth, and not keep back the comfort of my lips.କିନ୍ତୁ ମୁଁ ତୁମ୍ଭକୁ ମାରେ ବାକ୍ଯଦ୍ବାରା ଉତ୍ସାହିତ କରିଥାଆନ୍ତି, ସାନ୍ତ୍ବନା ଦଇେଥାଆନ୍ତି ଏବଂ ତୁମ୍ଭର କଷ୍ଟକୁ କମଇେ ଦଇେଥାଆନ୍ତି।
6 If I say what is in my mind, my pain becomes no less: and if I keep quiet, how much of it goes from me?ତଥାପି ମୁଁ ଯଦି କ ହେ, ମାେ ଦୁଃଖର ଉପଶମ ହେଉ ନାହିଁ ଏବଂ ଯଦି ମୁଁ ଚୁପ୍ ରହେ ତାହା ମଧ୍ଯ ମାେତେ ସାହାୟ୍ଯ କରେ ନାହିଁ।
7 But now he has overcome me with weariness and fear, and I am in the grip of all my trouble.କିନ୍ତୁ ବର୍ତ୍ତମାନ ପରମେଶ୍ବର ପ୍ରକୃତ ରେ ମାେତେ ନିଃଶଷେ କରି ଦଇେଛନ୍ତି। ତୁମ୍ଭେ ମାରେ ପରିବାରକୁ ଧ୍ବଂସ କରିଛ।
8 It has come up as a witness against me, and the wasting of my flesh makes answer to my face.ତୁମ୍ଭେ ମାେ ଶରୀରକୁ ଜରାଜୀର୍ଣ୍ଣ କରିଛ। ସେଥିପାଇଁ ଲୋକମାନେ ମାେତେ ଦୋଷୀ ବୋଲି ଭାବୁଛନ୍ତି।
9 I am broken by his wrath, and his hate has gone after me; he has made his teeth sharp against me: my haters are looking on me with cruel eyes;ପରମେଶ୍ବର ମାେତେ ଆକ୍ରମଣ କରିଛନ୍ତି। ସେ ମାେ ଉପରେ କୋପ କରିବାକୁ ମାରେ ଶରୀର ଲୋତକରେ ଭିଜି ୟାଇଛି। ପରମେଶ୍ବର ମାେ ବିରୁଦ୍ଧ ରେ ତାଙ୍କ ଦାନ୍ତ ରଗଡ଼ନ୍ତି। ମାରେ ଶତ୍ରୁ ମାେତେ ଘୃଣା ଚକ୍ଷୁ ରେ ଦେଖନ୍ତି।
10 Their mouths are open wide against me; the blows of his bitter words are falling on my face; all of them come together in a mass against me.ଲୋକମାନେ ମାେ ଚାରିକଡ଼ ରେ ଏକତ୍ରିତ ହାଇେଛନ୍ତି ଏବଂ ସମାନେେ ମାେତେ ଉପହାସ କରନ୍ତି, ଏବଂ ମାେ ଗାଲ ରେ ଚାପୁଡ଼ା ମାରନ୍ତି।
11 God gives me over to the power of sinners, sending me violently into the hands of evil-doers.ପରମେଶ୍ବର ମାେତେ ଦୁଷ୍ଟ ଲୋକଙ୍କ ହାତ ରେ ସମର୍ପି ଦଇେଛନ୍ତି। ସେ ଦୁଷ୍ଟ ଲୋକମାନଙ୍କୁ ମାେତେ ଆଘାତ କରିବାକୁ ଅନୁମତି ଦଇେଛନ୍ତି।
12 I was in comfort, but I have been broken up by his hands; he has taken me by the neck, shaking me to bits; he has put me up as a mark for his arrows.ମାରେ ଗୋଟିଏ ଆରାମଦାୟକ ଜୀବନ ଥିଲା। ତା'ପରେ ସେ ମାେତେ ଚୂର୍ଣ୍ଣବିଚୂର୍ଣ୍ଣ କଲେ। ସେ ମାରେ ବକେକୁ ଧରି ମାେତେ େଛାଟ େଛାଟ ଖଣ୍ଡ କରି ଭାଙ୍ଗି ଦେଲେ। ସେ ଲକ୍ଷ୍ଯ ଅଭ୍ଯାସ ପାଇଁ ମାେତେ ବ୍ଯବହାର କଲେ।
13 His bowmen come round about me; their arrows go through my body without mercy; my life is drained out on the earth.ପରମେଶ୍ବରଙ୍କ ତୀରବାହକମାନେ ମାରେ ଚତୁଃପାଶର୍ବ ରେ ଅଛନ୍ତି। ସେ ମାରେ ବୃକ୍କକୁ ଶରଦ୍ବାରା ବିଦ୍ଧ କରନ୍ତି। ସେ କୌଣସି ପ୍ରକାର ଦୟା ଦଖାେନ୍ତି ନାହିଁ। ସେ ମାରେ ଅନ୍ତନାଳୀକୁ ଭୂମିରେ ଫିଙ୍ଗି ଦିଅନ୍ତି।
14 I am broken with wound after wound; he comes rushing on me like a man of war.ପରମେଶ୍ବର ମାେତେ ବାରମ୍ବାର ଆକ୍ରମଣ କରନ୍ତି। ସେ ୟୁଦ୍ଧ କ୍ଷେତ୍ରର ସୈନିକ ପରି ମାେତେ ଆକ୍ରମଣ କରନ୍ତି।
15 I have made haircloth the clothing of my skin, and my horn is rolled in the dust.ମାରେ ଦୁଃଖ ରେ ମୁଁ ମାରେ ବସ୍ତ୍ର ଚଟରୁ ବସ୍ତ୍ର ତିଆରି କଲି। ଜଣେ ପରାଜିତ ଲୋକ ପରି ମୁଁ ଏହି ଧୂଳି ଓ ପାଉଁଶ ଉପରେ ବସୁଛି।
16 My face is red with weeping, and my eyes are becoming dark;କାନ୍ଦି କାନ୍ଦି ମାରେ ମୁହଁ ଲାଲ ପଡ଼ିଗଲାଣି। ମାରେ ଆଖିର ଚତୁର୍ଦ୍ଦିଗ ରେ କଳା କଳା ଦାଗ ଦିଶିଲାଣି।
17 Though my hands have done no violent acts, and my prayer is clean.ମୁଁ ଜୀବନ ରେ କାହାପ୍ରତି ନିଷ୍ଠୁର ଆଚରଣ କରିନାହିଁ ତଥାପି ଏହିସବୁ ଅମଙ୍ଗଳ ମାେତେ ଘଟିଲା। ମାରେପ୍ରାର୍ଥନା ନିର୍ମଳ ଓ ପବିତ୍ର ଅଟେ।
18 O earth, let not my blood be covered, and let my cry have no resting-place!ପୃଥିବୀ, ମାେ ପ୍ରତି ଯେଉଁ ଅନ୍ଯାଯ କରାୟାଇଛି ତାହା ଲୁଚାଅ ନାହିଁ। ନ୍ଯାଯ ପାଇଁ ମାରେ ଭୀକ୍ଷା ବନ୍ଦ ନ ହେଉ।
19 Even now my witness is in heaven, and the supporter of my cause is on high.ଏବେ ବି ବର୍ତ୍ତମାନ ମାେ ପାଇଁ ସ୍ବର୍ଗରାଜ୍ଯ ରେ କହେି ଜଣେ ଅଛି, ୟିଏ ମାେ ପକ୍ଷ ରେ କଥା କହିବେ। କହେି ଜଣେ ମାେ ପାଇଁ ସାକ୍ଷ୍ଯ ଦବେେ।
20 My friends make sport of me; to God my eyes are weeping,ମାେ ମିତ୍ରଗଣ ମାେ ପାଇଁ କୁହ, କିପରି ମାରଚେକ୍ଷୁ ପରମେଶ୍ବରଙ୍କ ପାଇଁ ଲୁହ ଢ଼ାଳି ଦେଉଛି।
21 So that he may give decision for a man in his cause with God, and between a son of man and his neighbour.ସେ ମାେ ପାଇଁ ପରମେଶ୍ବରଙ୍କୁ କୁହନ୍ତି ଯମେିତିକି ଜଣେ ବ୍ଯକ୍ତି ତା'ର ବନ୍ଧୁ ପାଇଁ ୟୁକ୍ତି କରେ।
22 For in a short time I will take the journey from which I will not come back.ଆଉ କିଛି ବର୍ଷ ପରେ ମୁଁ ସହେି ମୃତ୍ଯୁ ରାଜ୍ଯକୁ ୟିବି ଯେଉଁଠାରୁ କହେି କବେେ ଫେ ରେ ନାହିଁ।
Oriya Bible