Job 41 - DBY (Oriya)

1 Wilt thou draw out the leviathan with the hook, and press down his tongue with a cord?ଆୟୁବ ତୁମ୍ଭେ ବନଶୀ କଣ୍ଟା ରେ ଲିବିଯାଥନକୁ ଧରିପାରିବ କି ? ତୁମ୍ଭେ ତା'ର ଜିଭକୁ ରସି ରେ ବାନ୍ଧିପାରିବ କି ?

2 Wilt thou put a rush-rope into his nose, and pierce his jaw with a spike?ତୁମ୍ଭେ ତା' ନାକରେ ରସି ପୁରାଇ ପାରିବ କି ? ତା'ର ଦାନ୍ତ ମାଢ଼ି ରେ ଅଙ୍କୁଶ ପୁରାଇ ପାରିବ କି ?

3 Will he make many supplications unto thee? or will he speak softly unto thee?ଲିବିଯାଥନ ତୁମ୍ଭକୁ ଭିକ୍ଷା କରିବ କି ତାକୁ ମୁକୁଳାଇବା ପାଇଁ ? ସେ ତୁମ୍ଭକୁ କୋମଳ ଶବ୍ଦ ରେ କଥା କହିବ କି ?

4 Will he make a covenant with thee? wilt thou take him as a bondman for ever?ଲିବିଯାଥନ ତୁମ୍ଭ୍ ସହିତ ଚୁକ୍ତି କରିବ କି ? ଏବଂ ତୁମ୍ଭ ସହିତ ଚିରଦିନ ରହିବାକୁ ପ୍ରତିଜ୍ଞା କରିବ କି ?

5 Wilt thou play with him as with a bird, and wilt thou bind him for thy maidens?ତୁମ୍ଭେ ଲିବିଯାଥନ ସହିତ ଖଳେିପାରିବ କି ? ତୁମ୍ଭେ ପକ୍ଷୀ ସହିତ ଖଳେିଲା ଭଳି ତା' ସହିତ ଖଳେି ପାରିବ କି ? ତୁମ୍ଭେ ତାକୁ ଏକ ରସି ରେ ବାନ୍ଧି ତୁମ୍ଭର ଦାସୀକୁ ତା' ସହିତ ଖଳୋଇ ପାରିବ କି ?

6 Shall partners make traffic of him, will they divide him among merchants?କବୈର୍ତ୍ତ ତୁମ୍ଭଠାରୁ ତାକୁ କିଣିବାକୁ ଚେଷ୍ଟା କରିବ କି ? ସମାନେେ ତାକୁ ଖଣ୍ଡ ଖଣ୍ଡ କରି କାଟି ତାକୁ ବ୍ଯବସାଯୀମାନଙ୍କୁ ବିକିବେ କି ?

7 Wilt thou fill his skin with darts, and his head with fish-spears?ତୁମ୍ଭେ ତା'ର ଚମଡ଼ା ଓ ମୁଣ୍ଡକୁ ବର୍ଚ୍ଛା ମାରିପାରିବ କି ?

8 Lay thy hand upon him; remember the battle, -- do no more!ଆୟୁବ, ତୁମ୍ଭେ ଯଦି ଥରେ ମାତ୍ର ଲିବିଯାଥନ ଉପରେ ହାତ ରଖ, ତୁମ୍ଭେ କବେେ ଆଉଥରେ କରିବ ନାହିଁ ! ଭାବ ସେ କି ପ୍ରକାର ୟୁଦ୍ଧ ହବେ।

9 Lo, hope as to him is belied: is not one cast down even at the sight of him?ତୁମ୍ଭେ କ'ଣ ଭାବୁଛ ତୁମ୍ଭେ ତାକୁ ପରାସ୍ତ କରିପାରିବ ? ଭୁଲି ୟାଅ ! କୌଣସି ଭରସା ନାହିଁ ! ତା' ପ୍ରତି ଅନାଇଲେ ତୁମ୍ଭେ ଭୟଭୀତ ହବେ।

10 None is so bold as to stir him up; and who is he that will stand before me?କୌଣସି ମନୁଷ୍ଯ ଏତେ ସାହସୀ ନୁହେଁ ଯେ ତାକୁ ଉଠାଇବ ଓ ରଗାଇବ। ଏବଂ କେଉଁ ମନୁଷ୍ଯ ତା' ବିରୁଦ୍ଧ ରେ ଠିଆ ମଧ୍ଯ ହାଇପୋରିବ ନାହିଁ।

11 Who hath first given to me, that I should repay [him]? [Whatsoever is] under the whole heaven is mine.କୌଣସି ଜିନିଷ ପାଇଁ ମୁଁ କାହାର ଋଣୀ ନୁହେଁ, ସ୍ବର୍ଗ ରେ ଯାହାକିଛି ଅଛି, ସେ ସବୁ ମାରେ ଅଧୀନ ଅଟେ।

12 I will not be silent as to his parts, the story of his power, and the beauty of his structure.ମୁଁ ତୁମ୍ଭକୁ ଲିବିଯାଥନର ଗୋଡ଼, ତା'ର ବଳ ଓ ମନୋହର ଆକାର ବିଷଯ ରେ କିଛି କହିବି।

13 Who can uncover the surface of his garment? who can come within his double jaws?କୌଣସି ବ୍ଯକ୍ତି ତା'ର ଚର୍ମକୁ କଣା କରିପାରିବେ ନାହିଁ। ତା'ର ଚର୍ମ ୟୁଦ୍ଧସଜ୍ଜା ସ୍ବରୂପ।

14 Who can open the doors of his face? Round about his teeth is terror.କୌଣସି ବ୍ଯକ୍ତି ତା'ର ମାଢ଼ିକୁ ଖାଲିବୋକୁ ସକ୍ଷମ ହବେ ନାହିଁ। ତା'ର ଦାନ୍ତ ଲୋକଙ୍କୁ ଭୟଭୀତ କରେ।

15 The rows of his shields are a pride, shut up together [as with] a close seal.ତା'ର ପିଠି ଧାର ଧାର ଢ଼ାଲ ପରି, ଯାହାକି ଦୃଢ଼ ଭାବରେ ସଂୟୁକ୍ତ ହାଇେଥାଏ।

16 One is so near to another that no air can come between them;ସଗେୁଡ଼ିକ ଏତେ ପାଖାପାଖି ଥାଏ ତା' ମଧିଅରେ ପବନ ମଧ୍ଯ ପଶିପା ରେ ନାହିଁ।

17 They are joined each to its fellow; they stick together, and cannot be sundered.ସଗେୁଡ଼ିକ ଗୋଟିଏ ଅନ୍ୟ ସହିତ ସଂୟୁକ୍ତ ଅଛି। ସେସବୁ ଏମିତି ଏକତ୍ର ଲାଗି ରହିଛି ଯେ ତାକୁ ଅଲଗା କରାୟାଇ ପାରିବ ନାହିଁ।

18 His sneezings flash light, and his eyes are like the eyelids of the morning.ଯେତବେେଳେ ସେ ଛିଙ୍କେ, ସେଥିରୁ ବିଜୁଳି ସଦୃଶ ଆଲୁଅ ବାହା ରେ, ତା'ର ଚକ୍ଷୁ ପ୍ରାତଃକାଳର ଆଲୁଅ ପରି ଝଟକେ।

19 Out of his mouth go forth flames; sparks of fire leap out:ତା'ର ମୁଖରୁ ଜ୍ବଳନ୍ତ ଅଗ୍ନିକଣାର ମଶାଲ ବିଦ୍ଯୁତ ପରିବାହକ ଦ୍ବାରା ଉତ୍ପନ୍ନ ଆଲୋକରେ ଝଲକ ନିଃସୃତ ହୁଏ।

20 Out of his nostrils goeth smoke, as out of a boiling pot and cauldron.ତା'ର ନାକରୁ ଧୂଆଁ ବାହା ରେ ସତେ ଯମେିତି ରନ୍ଧା ହାଣ୍ଡିରୁ ଜଳନ୍ତା କୁଟା ବାମ୍ଫ ବାହା ରେ।

21 His breath kindleth coals, and a flame goeth out of his mouth.ତା'ର ନିଶ୍ବାସ ଅଙ୍ଗାରକୁ ଜଳାଇ ପା ରେ। ତା' ମୁଖରୁ ଅଗ୍ନିଶିଖା ନିର୍ଗତ ହୁଏ।

22 In his neck lodgeth strength, and terror danceth before him.ତା'ର ବକେ ବହୁତ ଶକ୍ତିଶାଳୀ। ଲୋକେ ତାକୁ ଦେଖିବା ମାତ୍ ରେ ତା' ନିକଟରୁ ଦୌଡ଼ି ପଳାଇ ୟାନ୍ତି।

23 The flakes of his flesh are joined together: they are fused upon him, they cannot be moved.ତା'ର ଚମଡ଼ାର କୌଣସି ସ୍ଥାନ ଦୁର୍ବଳ ନୁହେଁ, ଏହା ଲୁହାଭଳି ଶକ୍ତ।

24 His heart is firm as a stone, yea, firm as the nether [millstone].ତା'ର ହୃତପିଣ୍ଡ ପଥର ସଦୃଶ। ଏହା ପଷେଣଶାଳାର ତଳ ପଥର ସଦୃଶ।

25 When he raiseth himself up, the mighty are afraid: they are beside themselves with consternation.ସେ ଯେତବେେଳେ ଉେଠ, ବଳବାନ ଲୋକମାନେ ମଧ୍ଯ ଭୟଭୀତ ହାଇୟୋନ୍ତି। ସେ ଯେତବେେଳେ ଲାଞ୍ଜ ବୁଲାଏ ସମାନେେ ଦୌଡ଼ି ପଳାନ୍ତି।

26 If any reach him with a sword, it cannot hold; neither spear, nor dart, nor harpoon.ଖଣ୍ଡା, ବର୍ଚ୍ଛା, ଏବଂ ଶୂଳ ଲିବିଯାଥନକୁ ବାଜେ, କିନ୍ତୁ କବଳେ ସେସବୁ ଡ଼ଇେଁ ପଡ଼ି ଫରେି ଆ ସେ। ସହେି ଅସ୍ତ୍ର ତାହାକୁ ଟିକେ ବି ଆଘାତ କରେ ନାହିଁ।

27 He esteemeth iron as straw, bronze as rotten wood.ସେ ଲୁହାକୁ କୁଟା ସଦୃଶ ଭାଙ୍ଗି ପକାଏ। ଏହା ତମ୍ବାକୁ ପଚାକାଠ ପରି ଭାଙ୍ଗି ପକାଏ।

28 The arrow will not make him flee; slingstones are turned with him into stubble.ତୀର ତାହାକୁ ଦଉଡ଼ାଇ ପା ରେ ନାହିଁ। ପଥର ଡ଼ଇେଁ ପଡ଼ି କୁଟା ପରି ଫରେିଆ ସେ।

29 Clubs are counted as stubble; he laugheth at the shaking of a javelin.ଯେତବେେଳେ ଗୋଟିଏ କାଠଗଡ଼ ତାକୁ ଆଘାତ କରେ, ସେ ଅନୁଭବ କରେ ଯେପରି ଏକ କୁଟା ତା' ଦହେ ରେ ଲାଗିଲା। ସେ ଅଟ୍ଟହାସ୍ଯ କରେ ଯେତବେେଳେ ଲୋକ ତାକୁ ବର୍ଚ୍ଛା ଫିଙ୍ଗନ୍ତି।

30 His under parts are sharp potsherds: he spreadeth a threshing-sledge upon the mire.ତା'ର ତଳ ପଟରେ ଚମଡ଼ା ଶକ୍ତ ଭଙ୍ଗା ଖପରା ସଦୃଶ। ସେ କାଦୁଅ ରେ ଘୋଷାରି ହାଇେ ଗଲା ବେଳେ ବେଙ୍ଗଳା ରେ ବାଡ଼ଇବୋ ପରି ଚିହ୍ନ ଛାଡ଼ିୟାଏ।

31 He maketh the deep to boil like a pot; he maketh the sea like a pot of ointment;ଲବେିଯାଥନ ପାଣିକୁ ଘାଣ୍ଟେ ହାଣ୍ଡି ଜଳ ଫୁଟିବା ପରି। ସେ ଫୋଟକା ତିଆରି କରେ, ଯେପରି ଗୋଟିଏ ହାଣ୍ଡି ରେ ତଲେ ଫୁଟେ।

32 He maketh the path to shine after him: one would think the deep to be hoary.ଲବେିଯାଥନ ଯେତବେେଳେ ତହିଁରେ ତା' ପେଛ ପେଛ ପଥ ଛାଡ଼ିୟାଏ। ସେ ପାଣିକୁ ଘାଣ୍ଟି ପକାଏ ଏବଂ ତା' ପଛ ଆଡ଼େ ଧଳାଫଣେ ଛାଡ଼ିୟାଏ।

33 Upon earth there is not his like, who is made without fear.ପୃଥିବୀ ରେ ଲିବିଯାଥନ ପରି ଆଉ ଦ୍ବିତୀୟ ଜୀବ ନାହିଁ। ସେ ଏଭଳି ଏକ ପ୍ରାଣୀ, ଯାହାରକି କାହାରିକୁ ଭୟ ନାହିଁ।

34 He beholdeth all high things; he is king over all the proud beasts.ଲବେିଯାଥନ ସବୁଠାରୁ ଗର୍ବୀ, ପଶୁକୁ ବି ନୀଚ୍ଚ ଭାବରେ ଦେଖେ। ସେସବୁ ବଣୁଆ ଜନ୍ତୁମାନଙ୍କ ଉପରେ ରାଜା ଅଟେ ଓ ମୁଁ ସହେି ଲବେିଯାଥନକୁ ସୃଷ୍ଟି କରିଛି।

Oriya Bible