Job 7 - ASV (Oriya)
1 Is there not a warfare to man upon earth? And are not his days like the days of a hireling?ଆୟୁବ ଉତ୍ତର ଦଲୋ, ପୃଥିବୀ ରେ କ'ଣ ମନୁଷ୍ଯ ସଂଗ୍ରାମ କରେ ନାହିଁ? ତା'ର ଜୀବନ ହେଉଛି ଜଣେ ବତନେ ପାଉଥିବା ଶ୍ରମିକର ଜୀବନ ସଦୃଶ।
2 As a servant that earnestly desireth the shadow, And as a hireling that looketh for his wages:ମଣିଷ, ଜଣେ ଦାସ ଯଭେଳି ଦିନର କଠିନ ଶ୍ରମ ପରେ ଶୀତଳ ଛାଯା ଚା ହେଁ। ମଣିଷ ଜଣେ ମୂଲ ପାଉଥିବା ବ୍ଯକ୍ତି ଯମେିତି ତା'ର ବତନେ ଦିନକୁ ଅପେକ୍ଷା କରେ।
3 So am I made to possess months of misery, And wearisome nights are appointed to me.ଅନକେ ମାସ ମାେତେ ନିରାଶ କରି ରାତ୍ରି ପରେ ରାତ୍ରି କଷ୍ଟ ଦିଆୟାଇ ଥିଲା।
4 When I lie down, I say, When shall I arise, and the night be gone? And I am full of tossings to and fro unto the dawning of the day.ଯେତବେେଳେ ମୁଁ ଶଯନ କରେ, ମୁଁ କ ହେ, 'ଆଉ କେତେ ସମୟ ପରେ ଶୟ୍ଯା ତ୍ଯାଗ କରିବି।' ମାତ୍ର ରାତ୍ରି ଦୀର୍ଘ ହୁଏ। ଏବଂ ପ୍ରଭାତ ପର୍ୟ୍ଯନ୍ତ ମୁଁ ବିଛଣା ରେ ଛଟପଟ ହୁଏ।
5 My flesh is clothed with worms and clods of dust; My skin closeth up, and breaketh out afresh.ଯଦିଓ ମାରେ ଶରୀର ପୋଷାକ ଆଚ୍ଛାଦିତ ଏକ କୀଟ ଓ ଧୂଳିର ସମାହାର। ମାରେ ଚର୍ମ ଫାଟିୟାଏ ଏବଂ ବହୁଥିବା ଘା ରେ ଢ଼ାଙ୍କି ହାଇେଛି।
6 My days are swifter than a weaver's shuttle, And are spent without hope.ମାରେ ଦିନଗୁଡ଼ିକ ଶୀଘ୍ର ଗଡ଼ିୟାଏ। ଏହା ତନ୍ତୀର ନଳୀଠାରୁ ଆହୁରି ଦ୍ରୁତଗାମୀ। ଶଷେ ରେ ଜୀବନଟା କୌଣସି ଆଶାର ପୂରଣ ବିନା ଶଷେ ହାଇୟୋଏ।
7 Oh remember that my life is a breath: Mine eye shall no more see good.ପରମେଶ୍ବର, ମନକରେ ମାରେ ଜୀବନ କବଳେ ଗୋଟିଏ ପ୍ରଶ୍ବାସ। ମୁଁ କବେେ ଆଉ କୌଣସି ଭଲ ବିଷଯ ଦେଖିବି ନାହିଁ।
8 The eye of him that seeth me shall behold me no more; Thine eyes shall be upon me, but I shall not be.ତୁମ୍ଭେ ବି ମାେତେ ଆଉ ଦେଖିବ ନାହିଁ। ତୁମ୍ଭେ ମାେତେ ଖାଜେିବ କିନ୍ତୁ ମୁଁ ନ ଥିବି।
9 As the cloud is consumed and vanisheth away, So he that goeth down to Sheol shall come up no more.ଉଷା ମେଘ ଅଦୃଶ୍ଯ ହେଲାପରି, ଜଣେ ବ୍ଯକ୍ତି କବର ଭିତରକୁ ୟାଏ ଏବଂ ସେ ସେଥିରୁ ଫରେି ଆ ସେ ନାହିଁ।
10 He shall return no more to his house, Neither shall his place know him any more.ସେ ଆଉ ତା'ର ଆପଣା ବାସଗୃହକୁ କବେେ ଆସିବ ନାହିଁ। ଏବଂ ତା'ର ସେ ପୁରୁଣା ଘର ମଧ୍ଯ ତାକୁ ଆଉ ଚିହ୍ନିବ ନାହିଁ।
11 Therefore I will not refrain my mouth; I will speak in the anguish of my spirit; I will complain in the bitterness of my soul.ତେଣୁ ମୁଁ ଆଉ ନିରବ ରହିପାରିବି ନାହିଁ, ମୁଁ ମାରେ ଆତ୍ମାର ବଦନୋ ପ୍ରକାଶ କରିବି। ମୁଁ ଅଭିଯୋଗ କରିବି କାରଣ ମାରେଆତ୍ମା ତିକ୍ତ ହାଇେଅଛି।
12 Am I a sea, or a sea-monster, That thou settest a watch over me?ହେ ପରମେଶ୍ବର, କାହିଁକି ତୁମ୍ଭେ ମାେତେ ପ୍ରହରା ଦେଉଛ ? ମୁଁ କ'ଣ ସମୁଦ୍ର ପରି ନା ସାମୁଦ୍ରିକ ରାକ୍ଷସ ପରି ?
13 When I say, My bed shall comfort me, My couch shall ease my complaint;ଯଦି ମୁଁ କ ହେ ମାରେ ବିଛଣା ମାେତେ ଆନନ୍ଦ ଆଣି ଦବୋ ଉଚିତ୍। ମାରେ ବିଛଣା ମାେତେ ବିଶ୍ରାମ ଓ ଶାନ୍ତି ଆଣି ଦବୋ ଉଚିତ୍।
14 Then thou scarest me with dreams, And terrifiest me through visions:କିନ୍ତୁ ହେ ପରମେଶ୍ବର, ମାରେ ଶଯନ ସମୟରେ ତୁମ୍ଭେ ମାେତେ ସ୍ବପ୍ନ ରେ ଭୟ ଦଖାେଉଛ। ତା'ପରେ ତୁମ୍ଭେ ମାେତେ ଦର୍ଶନ ରେ ଡ଼ରାଉଛ।
15 So that my soul chooseth strangling, And death rather than `these' my bones.ତେଣୁ ମୁଁ ବଞ୍ଚିବାଠାରୁ ଶ୍ବାସ ରୋଧ ହାଇେ ମରିବାକୁ ଅଧିକ ପସନ୍ଦ କରେ।
16 I loathe `my life'; I would not live alway: Let me alone; for my days are vanity.ମୁଁ ଏ ଜୀବନକୁ ଘୃଣା କରେ। ମୁଁ ତ୍ଯାଗ କରୁଛି, ମୁଁ ଅଧିକ ଦିନ ବଞ୍ଚିବି ନାହିଁ। ମାେତେ ଛାଡ଼, ମାରେ ବଞ୍ଚିବାର କିଛି ଅର୍ଥ ନାହିଁ।
17 What is man, that thou shouldest magnify him, And that thou shouldest set thy mind upon him,ହେ ପରମେଶ୍ବର, କାହିଁକି ମଣିଷ ତୁମ୍ଭ ପାଇଁ ଏତେ ମହତ୍ତ୍ବାପୂର୍ଣ୍ଣ। ତୁମ୍ଭେ କାହିଁକି ତାକୁ ସମ୍ମାନ ଦବେ ? ତୁମ୍ଭେ କାହିଁକି ତା'ପ୍ରତି ଧ୍ଯାନ ଦବେ ?
18 And that thou shouldest visit him every morning, And try him every moment?କାହିଁକି ମଣିଷକୁ ତୁମ୍ଭେ ପ୍ରେତ୍ୟକକ ସକାଳ ରେ ସାକ୍ଷାତ କର ଏବଂ ତା'ର ପ୍ରେତ୍ୟକକ ମୁହୂର୍ତ୍ତକୁ ପରୀକ୍ଷା କର।
19 How long wilt thou not look away from me, Nor let me alone till I swallow down my spittle?ତୁମ୍ଭେ କେତକୋଳ ପର୍ୟ୍ଯନ୍ତ ମାଠାରୁେ ଆପଣା ଦୃଷ୍ଟି ଦୂ ରଇେ ରଖିବ? ତୁମ୍ଭେ ମାେତେ ଏକାଳି ବହୁକାଳ ପର୍ୟ୍ଯନ୍ତ ଗ୍ରାସିତ ହବୋକୁ ଛାଡି ଦିଅ ନାହିଁ।
20 If I have sinned, what do I unto thee, O thou watcher of men? Why hast thou set me as a mark for thee, So that I am a burden to myself?ଯଦି ମୁଁ କିଛି ପାପ କରିଛି ତାହା କିପରି ତୁମ୍ଭକୁ ଆଘାତ କରୁଛି? ୟିଏ ମଣିଷମାନଙ୍କ ଉପରେ ସତର୍କ ଦୃଷ୍ଟି ରଖନ୍ତି। କାହିଁକି ତୁମ୍ଭେ ମାେତେ ଆପଣା ଲକ୍ଷ୍ଯ ସ୍ବରୂପ ରଖିଛ? ମୁଁ କ'ଣ ତୁମ୍ଭ ପାଇଁ କୌଣସି ସମସ୍ଯା ହାଇେଛି?
21 And why dost thou not pardon my transgression, and take away mine iniquity? For now shall I lie down in the dust; And thou wilt seek me diligently, but I shall not be.କାହିଁକି ତୁମ୍ଭେ ମାେତେ କ୍ଷମା କରୁ ନାହଁ, ଯଦି ମୁଁ କିଛି ଅଧର୍ମ କରିଥାଏ ? କାହିଁକି ମାରେ କୌଣସି ପାପ କ୍ଷମା କରୁନାହଁ ?
Oriya Bible