Job 7 - BBE (Oriya)
1 Has not man his ordered time of trouble on the earth? and are not his days like the days of a servant working for payment?ଆୟୁବ ଉତ୍ତର ଦଲୋ, ପୃଥିବୀ ରେ କ'ଣ ମନୁଷ୍ଯ ସଂଗ୍ରାମ କରେ ନାହିଁ? ତା'ର ଜୀବନ ହେଉଛି ଜଣେ ବତନେ ପାଉଥିବା ଶ୍ରମିକର ଜୀବନ ସଦୃଶ।
2 As a servant desiring the shades of evening, and a workman looking for his payment:ମଣିଷ, ଜଣେ ଦାସ ଯଭେଳି ଦିନର କଠିନ ଶ୍ରମ ପରେ ଶୀତଳ ଛାଯା ଚା ହେଁ। ମଣିଷ ଜଣେ ମୂଲ ପାଉଥିବା ବ୍ଯକ୍ତି ଯମେିତି ତା'ର ବତନେ ଦିନକୁ ଅପେକ୍ଷା କରେ।
3 So I have for my heritage months of pain to no purpose, and nights of weariness are given to me.ଅନକେ ମାସ ମାେତେ ନିରାଶ କରି ରାତ୍ରି ପରେ ରାତ୍ରି କଷ୍ଟ ଦିଆୟାଇ ଥିଲା।
4 When I go to my bed, I say, When will it be time to get up? but the night is long, and I am turning from side to side till morning light.ଯେତବେେଳେ ମୁଁ ଶଯନ କରେ, ମୁଁ କ ହେ, 'ଆଉ କେତେ ସମୟ ପରେ ଶୟ୍ଯା ତ୍ଯାଗ କରିବି।' ମାତ୍ର ରାତ୍ରି ଦୀର୍ଘ ହୁଏ। ଏବଂ ପ୍ରଭାତ ପର୍ୟ୍ଯନ୍ତ ମୁଁ ବିଛଣା ରେ ଛଟପଟ ହୁଏ।
5 My flesh is covered with worms and dust; my skin gets hard and then is cracked again.ଯଦିଓ ମାରେ ଶରୀର ପୋଷାକ ଆଚ୍ଛାଦିତ ଏକ କୀଟ ଓ ଧୂଳିର ସମାହାର। ମାରେ ଚର୍ମ ଫାଟିୟାଏ ଏବଂ ବହୁଥିବା ଘା ରେ ଢ଼ାଙ୍କି ହାଇେଛି।
6 My days go quicker than the cloth-worker's thread, and come to an end without hope.ମାରେ ଦିନଗୁଡ଼ିକ ଶୀଘ୍ର ଗଡ଼ିୟାଏ। ଏହା ତନ୍ତୀର ନଳୀଠାରୁ ଆହୁରି ଦ୍ରୁତଗାମୀ। ଶଷେ ରେ ଜୀବନଟା କୌଣସି ଆଶାର ପୂରଣ ବିନା ଶଷେ ହାଇୟୋଏ।
7 O, keep in mind that my life is wind: my eye will never again see good.ପରମେଶ୍ବର, ମନକରେ ମାରେ ଜୀବନ କବଳେ ଗୋଟିଏ ପ୍ରଶ୍ବାସ। ମୁଁ କବେେ ଆଉ କୌଣସି ଭଲ ବିଷଯ ଦେଖିବି ନାହିଁ।
8 The eye of him who sees me will see me no longer: your eyes will be looking for me, but I will be gone.ତୁମ୍ଭେ ବି ମାେତେ ଆଉ ଦେଖିବ ନାହିଁ। ତୁମ୍ଭେ ମାେତେ ଖାଜେିବ କିନ୍ତୁ ମୁଁ ନ ଥିବି।
9 A cloud comes to an end and is gone; so he who goes down into the underworld comes not up again.ଉଷା ମେଘ ଅଦୃଶ୍ଯ ହେଲାପରି, ଜଣେ ବ୍ଯକ୍ତି କବର ଭିତରକୁ ୟାଏ ଏବଂ ସେ ସେଥିରୁ ଫରେି ଆ ସେ ନାହିଁ।
10 He will not come back to his house, and his place will have no more knowledge of him.ସେ ଆଉ ତା'ର ଆପଣା ବାସଗୃହକୁ କବେେ ଆସିବ ନାହିଁ। ଏବଂ ତା'ର ସେ ପୁରୁଣା ଘର ମଧ୍ଯ ତାକୁ ଆଉ ଚିହ୍ନିବ ନାହିଁ।
11 So I will not keep my mouth shut; I will let the words come from it in the pain of my spirit, my soul will make a bitter outcry.ତେଣୁ ମୁଁ ଆଉ ନିରବ ରହିପାରିବି ନାହିଁ, ମୁଁ ମାରେ ଆତ୍ମାର ବଦନୋ ପ୍ରକାଶ କରିବି। ମୁଁ ଅଭିଯୋଗ କରିବି କାରଣ ମାରେଆତ୍ମା ତିକ୍ତ ହାଇେଅଛି।
12 Am I a sea, or a sea-beast, that you put a watch over me?ହେ ପରମେଶ୍ବର, କାହିଁକି ତୁମ୍ଭେ ମାେତେ ପ୍ରହରା ଦେଉଛ ? ମୁଁ କ'ଣ ସମୁଦ୍ର ପରି ନା ସାମୁଦ୍ରିକ ରାକ୍ଷସ ପରି ?
13 When I say, In my bed I will have comfort, there I will get rest from my disease;ଯଦି ମୁଁ କ ହେ ମାରେ ବିଛଣା ମାେତେ ଆନନ୍ଦ ଆଣି ଦବୋ ଉଚିତ୍। ମାରେ ବିଛଣା ମାେତେ ବିଶ୍ରାମ ଓ ଶାନ୍ତି ଆଣି ଦବୋ ଉଚିତ୍।
14 Then you send dreams to me, and visions of fear;କିନ୍ତୁ ହେ ପରମେଶ୍ବର, ମାରେ ଶଯନ ସମୟରେ ତୁମ୍ଭେ ମାେତେ ସ୍ବପ୍ନ ରେ ଭୟ ଦଖାେଉଛ। ତା'ପରେ ତୁମ୍ଭେ ମାେତେ ଦର୍ଶନ ରେ ଡ଼ରାଉଛ।
15 So that a hard death seems better to my soul than my pains.ତେଣୁ ମୁଁ ବଞ୍ଚିବାଠାରୁ ଶ୍ବାସ ରୋଧ ହାଇେ ମରିବାକୁ ଅଧିକ ପସନ୍ଦ କରେ।
16 I have no desire for life, I would not be living for ever! Keep away from me, for my days are as a breath.ମୁଁ ଏ ଜୀବନକୁ ଘୃଣା କରେ। ମୁଁ ତ୍ଯାଗ କରୁଛି, ମୁଁ ଅଧିକ ଦିନ ବଞ୍ଚିବି ନାହିଁ। ମାେତେ ଛାଡ଼, ମାରେ ବଞ୍ଚିବାର କିଛି ଅର୍ଥ ନାହିଁ।
17 What is man, that you have made him great, and that your attention is fixed on him,ହେ ପରମେଶ୍ବର, କାହିଁକି ମଣିଷ ତୁମ୍ଭ ପାଇଁ ଏତେ ମହତ୍ତ୍ବାପୂର୍ଣ୍ଣ। ତୁମ୍ଭେ କାହିଁକି ତାକୁ ସମ୍ମାନ ଦବେ ? ତୁମ୍ଭେ କାହିଁକି ତା'ପ୍ରତି ଧ୍ଯାନ ଦବେ ?
18 And that your hand is on him every morning, and that you are testing him every minute?କାହିଁକି ମଣିଷକୁ ତୁମ୍ଭେ ପ୍ରେତ୍ୟକକ ସକାଳ ରେ ସାକ୍ଷାତ କର ଏବଂ ତା'ର ପ୍ରେତ୍ୟକକ ମୁହୂର୍ତ୍ତକୁ ପରୀକ୍ଷା କର।
19 How long will it be before your eyes are turned away from me, so that I may have a minute's breathing-space?ତୁମ୍ଭେ କେତକୋଳ ପର୍ୟ୍ଯନ୍ତ ମାଠାରୁେ ଆପଣା ଦୃଷ୍ଟି ଦୂ ରଇେ ରଖିବ? ତୁମ୍ଭେ ମାେତେ ଏକାଳି ବହୁକାଳ ପର୍ୟ୍ଯନ୍ତ ଗ୍ରାସିତ ହବୋକୁ ଛାଡି ଦିଅ ନାହିଁ।
20 If I have done wrong, what have I done to you, O keeper of men? why have you made me a mark for your blows, so that I am a weariness to myself?ଯଦି ମୁଁ କିଛି ପାପ କରିଛି ତାହା କିପରି ତୁମ୍ଭକୁ ଆଘାତ କରୁଛି? ୟିଏ ମଣିଷମାନଙ୍କ ଉପରେ ସତର୍କ ଦୃଷ୍ଟି ରଖନ୍ତି। କାହିଁକି ତୁମ୍ଭେ ମାେତେ ଆପଣା ଲକ୍ଷ୍ଯ ସ୍ବରୂପ ରଖିଛ? ମୁଁ କ'ଣ ତୁମ୍ଭ ପାଇଁ କୌଣସି ସମସ୍ଯା ହାଇେଛି?
21 And why do you not take away my sin, and let my wrongdoing be ended? for now I go down to the dust, and you will be searching for me with care, but I will be gone.କାହିଁକି ତୁମ୍ଭେ ମାେତେ କ୍ଷମା କରୁ ନାହଁ, ଯଦି ମୁଁ କିଛି ଅଧର୍ମ କରିଥାଏ ? କାହିଁକି ମାରେ କୌଣସି ପାପ କ୍ଷମା କରୁନାହଁ ?
Oriya Bible