John 10 - DBY (Oriya)
1 Verily, verily, I say to you, He that enters not in by the door to the fold of the sheep, but mounts up elsewhere, *he* is a thief and a robber;ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ଯଦି କୌଣସି ଲୋକ ମଷେଶାଳ ରେ ପ୍ରବେଶ କରେ, ତବେେ ସେ ଦ୍ବାର ବାଟେ ୟିବା ଉଚିତ୍। ଯଦି ସେ ଅନ୍ୟ ବାଟ ଚଢି ଭିତରକୁ ଯାଏ, ତବେେ ସେ ଚୋର। ସେ ନିଶ୍ଚୟ ମଷେ ଚୋରି କରିବା ପାଇଁ ଚେଷ୍ଟା କରୁଛି।
2 but he that enters in by the door is [the] shepherd of the sheep.କିନ୍ତୁ ଯେଉଁ ଲୋକ ମଷେମାନଙ୍କର ଯତ୍ନ ନିଏ, ସେ ଫାଟକ ଭିତର ଦଇେ ଯାଏ। ସେ ହିଁ ମଷେପାଳକ।
3 To him the porter opens; and the sheep hear his voice; and he calls his own sheep by name, and leads them out.ଫାଟକ ଜଗୁଆଳୀ ମଷେପାଳକ ପାଇଁ ଫାଟକ ଖୋଲେ। ମଷେମାନେ ମଷେପାଳକର କଥା ଶୁଣନ୍ତି। ମଷେପାଳକ ତା'ର ମେଣ୍ଢାକୁ ନାମଧରି ଡାକେ ଓ ବାହା ରେ ଚରାଏ।
4 When he has put forth all his own, he goes before them, and the sheep follow him, because they know his voice.ସେ ସବୁ ମଷେମାନଙ୍କୁ ବାହାରକୁ ଆଣେ, ସମାନଙ୍କେ ଆଗେ ଆଗେ ଚାଲେ ଓ ମଷେମାନେ ତାହାର ଅନୁସରଣ କରନ୍ତି, କାରଣ ମଷେମାନେ ତା'ର ସ୍ବର ଜାଣନ୍ତି।
5 But they will not follow a stranger, but will flee from him, because they know not the voice of strangers.କିନ୍ତୁ ମଷେମାନେ ଅପରିଚିତ ଲୋକର ଅନୁସରଣ କରନ୍ତି ନାହିଁ। ସମାନେେ ତା ପାଖରୁ ଦୌଡି ପଳାନ୍ତି, କାରଣ ସମାନେେ ଅପରିଚିତ ଲୋକର ସ୍ବର ଚିହ୍ନନ୍ତି ନାହିଁ।
6 This allegory spoke Jesus to them, but they did not know what it was [of] which he spoke to them.ଯୀଶୁ ଲୋକମାନଙ୍କୁ ଏହି କାହାଣୀ କହିଲେ। କିନ୍ତୁ ଲୋକମାନେ ତାହାଙ୍କ ଏହି କାହାଣୀର ଅର୍ଥ ବୁଝିପାରିଲେ ନାହିଁ।
7 Jesus therefore said again to them, Verily, verily, I say to you, I am the door of the sheep.ତେଣୁ ଯୀଶୁ ଆଉଥରେ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ମୁଁ ହେଉଛି ମଷେମାନଙ୍କ ଫାଟକ।
8 All whoever came before me are thieves and robbers; but the sheep did not hear them.ମାେ ପୂର୍ବରୁ ଯେଉଁ ଲୋକମାନେ ଆସିଥିଲେ, ସମାନେେ ଚୋର ଓ ଡକାୟତ। ମଷେମାନେ ସମାନଙ୍କେ କଥା ଶୁଣିଲେ ନାହିଁ।
9 I am the door: if any one enter in by me, he shall be saved, and shall go in and shall go out and shall find pasture.ମୁଁ ଫାଟକ। ଯେଉଁ ବ୍ଯକ୍ତି ମାେ (ଫାଟକ) ଦଇେ ପ୍ରବେଶ କରେ, ସେ ରକ୍ଷା ପାଇବ। ସହେି ଲୋକ ଭିତରକୁ ଆସିପାରିବ ଓ ବାହାରକୁ ଯାଇ ପାରିବ। ତା'ର ଯାହା ଦରକାର, ସେ ସବୁ ପାଇବ।
10 The thief comes not but that he may steal, and kill, and destroy: I am come that they might have life, and might have [it] abundantly.ଜଣେ ଚୋର ଚୋରି, ହତ୍ଯା ଓ ନଷ୍ଟ କରିବା ପାଇଁ ଆ ସେ। କିନ୍ତୁ ମୁଁ ସମାନଙ୍କେୁ ପୂର୍ଣ୍ଣ ଓ ଉତ୍ତମ ଜୀବନ ଦବୋ ପାଇଁ ଆସିଛି।
11 I am the good shepherd. The good shepherd lays down his life for the sheep:ମୁଁ ଉତ୍ତମ ମଷେପାଳକ। ଉତ୍ତମ ମଷେପାଳକ ମଷେମାନଙ୍କ ପାଇଁ ତା'ର ଜୀବନ ଦିଏ।
12 but he who serves for wages, and who is not the shepherd, whose own the sheep are not, sees the wolf coming, and leaves the sheep and flees; and the wolf seizes them and scatters the sheep.ମଷେ ରଖିବା ପାଇଁ ଯେଉଁ ମୂଲିଆକୁ ରଖାଯାଇଛି, ସେ ଲୋକ ମଷେପାଳକ ଠାରୁ ଭିନ୍ନ। ମଷଗେୁଡିକ ମୂଲିଆର ନୁହଁନ୍ତି। ତେଣୁ ସେ ଗଧିଆ ଆସିବା ଦେଖିଲେ ମଷେମାନଙ୍କୁ ଏକୁଟିଆ ଛାଡି ଦୌଡି ପଳାଏ। ତା'ପରେ ଗଧିଆ ମଷେମାନଙ୍କ ଉପରକୁ କୁଦାମା ରେ ଓ ସମାନଙ୍କେୁ ଛିନ୍ନଭିନ୍ନ କରି ଦିଏ।
13 Now he who serves for wages flees because he serves for wages, and is not himself concerned about the sheep.ସେ ଲୋକଟି ଦୌଡି ପଳାଏ, କାରଣ ସେ ମୂଲିଆ। ସେ ପ୍ରକୃତ ରେ ମଷେମାନଙ୍କର ଯତ୍ନ ନିଏ ନାହିଁ।
14 I am the good shepherd; and I know those that are mine, and am known of those that are mine,ମୁଁ ମଷେପାଳକ ୟିଏ କି ମଷେମାନଙ୍କର ଯତ୍ନ ନିଏ। ମୁଁ ମାରେ ମେଣ୍ଢାକୁ ଜାଣେ ଯେପରି ପରମପିତା ମାେତେ ଜାଣନ୍ତି।
15 as the Father knows me and I know the Father; and I lay down my life for the sheep.ମୁଁ ଯେପରି ପରମପିତାଙ୍କୁ ଜାଣେ, ସହେିପରି ମାରେ ମଷେମାନେ ମାେତେ ଜାଣନ୍ତି। ମୁଁ ଏ ମଷେମାନଙ୍କ ପାଇଁ ଜୀବନ ଦିଏ।
16 And I have other sheep which are not of this fold: those also I must bring, and they shall hear my voice; and there shall be one flock, one shepherd.ମାରେ ଅନ୍ୟ ମଷେମାନେ ମଧ୍ଯ ଅଛନ୍ତି। ସମାନେେ ଏହି ପଲ ରେ ନାହାଁନ୍ତି। ମୁଁ ସମାନଙ୍କେୁ ମଧ୍ଯ ଆଣିବି। ସମାନେେ ମାରେ ସ୍ବର ଶୁଣିବେ। ଭବିଷ୍ଯତ ରେ ଗୋଟିଏ ପଲ ହବେ ଓ ସେ ପଲର ଜଣେ ମଷେପାଳକ ହବେେ।
17 On this account the Father loves me, because I lay down my life that I may take it again.ପରମପିତା ମାେତେ ପ୍ ରମେ କରନ୍ତି କାରଣ ମୁଁ ମାେ ଜୀବନ ଦିଏ। ମୁଁ ଜୀବନ ଦିଏ, ଯେ ହତେୁ ମୁଁ ପୁନର୍ବାର ସହେି ଜୀବନ ଲାଭ କରିପା ରେ।
18 No one takes it from me, but I lay it down of myself. I have authority to lay it down and I have authority to take it again. I have received this commandment of my Father.ମାେ'ଠାରୁ କହେି ମାେ ଜୀବନ ନଇେ ପାରିବ ନାହିଁ। ମୁଁ ସ୍ବେଚ୍ଛା ରେ ମାେ ଜୀବନ ଦିଏ। ମାରଜେୀବନ ଦବୋର ଅଧିକାର ଅଛି। ଏବଂ ମାରେ ପୁନର୍ବାର ଜୀବନ ଫରେି ପାଇବାର ମଧ୍ଯ ଅଧିକାର ରହିଛି। ଏହି କଥା ମାେତେ ପରମପିତା କହିଛନ୍ତି।
19 There was a division again among the Jews on account of these words;ଯୀଶୁଙ୍କର ଉକ୍ତ ସମସ୍ତ କଥା ଶୁଣିବା ପରେ ଯିହୂଦୀମାନଙ୍କ ମଧିଅରେ ପୂନର୍ବାର ଭିନ୍ନ ମତ ପ୍ରକାଶ ପାଇଲା।
20 but many of them said, He has a demon and raves; why do ye hear him?ସମାନଙ୍କେ ମଧ୍ଯରୁ ଅନକେ ଯିହୂଦୀ କହିଲେ, ଜଣେ ଭୂତ ତା ଭିତରକୁ ଆସିଛି ଓ ତାହାଙ୍କୁ ପାଗଳ କରିଦଇେଛି। ଏ ଭଳି ଲୋକର କଥା ଶୁଣି ଲାଭ ନାହିଁ।
21 Others said, These sayings are not [those] of one that is possessed by a demon. Can a demon open blind people's eyes?କିନ୍ତୁ ଅନ୍ୟ ଯିହୂଦୀମାନେ କହିଲେ, ନିଜ ଭିତ ରେ ଭୂତ ରହିଥିବା ଜଣେ ଲୋକ ଏଭଳି କଥା କ ହେ ନାହିଁ। ଗୋଟିଏ ଭୂତ କ'ଣ କବେେ ଅନ୍ଧ ଲୋକର ଆଖି ଭଲ କରି ଦଇେ ପାରିବ? ନା!
22 Now the feast of the dedication was celebrating at Jerusalem, and it was winter.ସେତବେେଳେ ଶୀତଋତୁ। ୟିରୂଶାଲମ ରେ 'ମନ୍ଦିର ପ୍ରତିଷ୍ଠା' ପର୍ବ ପଡିଲା।
23 And Jesus walked in the temple in the porch of Solomon.ଯୀଶୁ ମନ୍ଦିର ରେ ଶ ଲୋମନଙ୍କର ମଣ୍ଡପରେ ବୁଲୁ ଥିଲେ।
24 The Jews therefore surrounded him, and said to him, Until when dost thou hold our soul in suspense? If thou art the Christ, say [so] to us openly.ଯିହୂଦୀମାନେ ଯୀଶୁଙ୍କ ଚାରିପାଖେ ଘରେିଗଲେ। ସମାନେେ ପଚାରିଲେ, ତୁମ୍ଭେ କେତେ ସମୟ ପର୍ୟ୍ଯନ୍ତ ନିଜ ବିଷୟ ରେ ଆମ୍ଭକୁ ସନ୍ଦହେ ରେ ରଖିବ? ଯଦି ତୁମ୍ଭେ ନିଜେ ଖ୍ରୀଷ୍ଟ ତବେେ ଆମ୍ଭକୁ ସ୍ପଷ୍ଟ ଭାବରେ କୁହ।
25 Jesus answered them, I told you, and ye do not believe. The works which I do in my Father's name, these bear witness concerning me:ଯୀଶୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ କହି ସାରିଛି କିନ୍ତୁ ତୁମ୍ଭେ ବିଶ୍ବାସ କରୁ ନାହଁ। ମୁଁ ମାରେ ପରମପିତାଙ୍କ ନାମ ରେ ଅନକେ ଆଶ୍ଚର୍ୟ୍ଯକାର୍ୟ୍ଯ କରିଛି। ସହେି ଆଶ୍ଚର୍ୟ୍ଯକାର୍ୟ୍ଯ ସବୁ ଦର୍ଶାଏ ଯେ, ମୁଁ କିଏ।
26 but ye do not believe, for ye are not of my sheep, as I told you.କିନ୍ତୁ ତୁମ୍ଭେ ବିଶ୍ବାସ କରୁନାହଁ, କାରଣ ତୁମ୍ଭେ ମାରେ ମଷେ ନୁହଁ।
27 My sheep hear my voice, and I know them, and they follow me;ମାେ ସ୍ବର ମାେ ମଷେମାନେ ଶୁଣନ୍ତି। ମୁଁ ସମାନଙ୍କେୁ ଜାଣେ ଓ ସମାନେେ ମାେତେ ଅନୁସରଣ କରନ୍ତି।
28 and I give them life eternal; and they shall never perish, and no one shall seize them out of my hand.ମୁଁ ନିଜ ମଷେମାନଙ୍କୁ ଅନନ୍ତ ଜୀବନ ଦିଏ। ସମାନେେ କଦାପି ମରିବେ ନାହିଁ। ସମାନଙ୍କେୁ ମାେ ହାତରୁ କହେି ଛଡଇେ ନଇେ ପାରିବେ ନାହିଁ।
29 My Father who has given [them] to me is greater than all, and no one can seize out of the hand of my Father.ମାେ ପରମପିତା ମାେତେ ମାରେ ମଷେମାନଙ୍କୁ ଦଇେଛନ୍ତି। ସେ ସମସ୍ତଙ୍କଠାରୁ ମହାନ୍। ମାେ' ପରମପିତାଙ୍କ ହାତରୁ କୌଣସି ଲୋକ ମାେ ମଷେ ଚୋରି କରିପାରିବ ନାହିଁ।
30 I and the Father are one.ପରମପିତା ଓ ମୁଁ ଏକ।
31 The Jews therefore again took stones that they might stone him.ଯିହୂଦୀମାନେ ଯୀଶୁଙ୍କୁ ମାରିବା ପାଇଁ ପୁଣି ପଥର ଉେଠଇଲେ।
32 Jesus answered them, Many good works have I shewn you of my Father; for which work of them do ye stone me?କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ମୁଁ ପରମପିତାଙ୍କ ନିର୍ଦ୍ଦେଶ ଅନୁସାରେ ବହୁତ ଆଶ୍ଚର୍ୟ୍ଯ କାର୍ୟ୍ଯ କରି ସାରିଛି। ତୁମ୍ଭେ ସେସବୁ ଦେଖିଛ। ତବେେ କେଉଁ ଭଲ କାର୍ୟ୍ଯ ହତେୁ ତୁମ୍ଭେ ମାେତେ ହତ୍ଯା କରିବା ପାଇଁ ଚେଷ୍ଟା କରୁଛ?
33 The Jews answered him, For a good work we stone thee not, but for blasphemy, and because thou, being a man, makest thyself God.ଯିହୂଦୀମାନେ ଉତ୍ତର ଦେଲେ, ଆମ୍ଭେ ତୁମ୍ଭକୁ କୌଣସି ଆଶ୍ଚର୍ୟ୍ଯ କାର୍ୟ୍ଯ କରିଥିବାରୁ ମାରୁନାହୁଁ। କିନ୍ତୁ ତୁମ୍ଭେ ଯାହା କହୁଛ, ତାହା ପରମେଶ୍ବରଙ୍କ ବିରୁଦ୍ଧ ରେ କହୁଛ। ତୁମ୍ଭେ ଜଣେ ମନୁଷ୍ଯ ମାତ୍ର, କିନ୍ତୁ ତୁମ୍ଭେ ନିଜକୁ ପରମେଶ୍ବର ସହିତ ସମାନ ବୋଲି କହୁଛ। ସେଥିପାଇଁ ଆମ୍ଭେ ତୁମ୍ଭକୁ ପଥର ରେ ମାରି ଦବୋପାଇଁ ଚାହୁଁଛୁ।
34 Jesus answered them, Is it not written in your law, I said, Ye are gods?ଯୀଶୁ ଉତ୍ତର ଦେଲେ, ତୁମ୍ଭ ବ୍ଯବସ୍ଥା ରେ ଏହା ଲଖାେ ଅଛି, 'ଆମ୍ଭେ କହିଲୁ, ତୁମ୍ଭମାନେେ ଈଶ୍ବରଗଣ।'
35 If he called *them* gods to whom the word of God came (and the scripture cannot be broken),ଏହି ଧର୍ମଶାସ୍ତ୍ର କୁ ହେ ଯେ ଯେଉଁମାନେ ପରମେଶ୍ବରଙ୍କର ବାର୍ତ୍ତା ଗ୍ରହଣ କରନ୍ତି, ସମାନେେ ଇଶ୍ବରଗଣ। ଆଉ ଶାସ୍ତ୍ରର ବାକ୍ଯ ସର୍ବଦା ସତ୍ଯ।
36 do ye say of him whom the Father has sanctified and sent into the world, Thou blasphemest, because I said, I am Son of God?ତବେେ ତୁମ୍ଭେ କାହିଁକି କହୁଛ ଯେ, ମୁଁ ଯାହା କହୁଛି ପରମେଶ୍ବରଙ୍କ ବିରୁଦ୍ଧ ରେ କହୁଛି। କାରଣ ମୁଁ କହିଛି, 'ମୁଁ ପରମେଶ୍ବରଙ୍କର ପୁତ୍ର।' ମାେତେ ପରମେଶ୍ବର ବାଛିଛନ୍ତି ଓ ଏ ଜଗତକୁ ପଠାଇଛନ୍ତି।'
37 If I do not the works of my Father, believe me not;ମାରେ ପରମପିତା ଯାହା କରନ୍ତି, ମୁଁ ଯଦି ତାହା କରେ ନାହିଁ, ତବେେ ମୁଁ ଯାହା କୁ ହେ ତାହା ବିଶ୍ବାସ କର ନାହିଁ।
38 but if I do, even if ye believe not me, believe the works, that ye may know [and believe] that the Father is in me and I in him.କିନ୍ତୁ ଯଦି ମାରେ ପରମପିତା ଯାହା କରନ୍ତି, ମୁଁ ତାହା କରୁଥାଏ, ତବେେ ତୁମ୍ଭେ ମାେ କାର୍ୟ୍ଯଗୁଡିକରେ ବିଶ୍ବାସ ରଖିବା ଉଚିତ। ତୁମ୍ଭେ ମାଠାେ ରେ ବିଶ୍ବାସ ନ କଲେ ମଧ୍ଯ ମାେ କାର୍ୟ୍ଯ ରେ ବିଶ୍ବାସ କରିବା ଉଚିତ। ତବେେ ତୁମ୍ଭେ ଜାଣି ପାରିବ ଓ ବୁଝି ପାରିବ ଯେ ପରମପିତା ମାଠାେ ରେ ଅଛନ୍ତି ଓ ମୁଁ ତାହାଙ୍କଠା ରେ ଅଛି।
39 They sought therefore again to take him; and he went away from out of their handଯିହୂଦୀମାନେ ଯୀଶୁଙ୍କୁ ଧରିବା ପାଇଁ ପୁଣି ଥରେ ଚେଷ୍ଟା କଲେ, କିନ୍ତୁ ମେ ସମାନଙ୍କେ ହାତରୁ ଖସିଗଲେ।
40 and departed again beyond the Jordan to the place where John was baptising at the first: and he abode there.ତା'ପରେ ଯୀଶୁ ୟର୍ଦ୍ଦନ ନଦୀର ଅପର ପାଶର୍ବ ରେ ପହନ୍ଚିଲେ। ଯୋହନ ପ୍ରଥମେ ଯେଉଁଠା ରେ ବାପ୍ତିସ୍ମ ଦେଉଥିଲେ, ସେ ସହେି ସ୍ଥାନକୁ ଆସିଲେ ଓ ସଠାେରେ ରହିଲେ।
41 And many came to him, and said, John did no sign; but all things which John said of this [man] were true.ତାହାଙ୍କ ପାଖକୁ ଅନକେ ଲୋକ ଆସିଲେ। ଲୋକମାନେ କହିଲେ, ଯୋହନ ୟଦ୍ଯପି କୌଣସି ଆଶ୍ଚର୍ୟ୍ଯ କାର୍ୟ୍ଯ କରିନଥିଲେ, କିନ୍ତୁ ସେ ଏହି ଲୋକ ବିଷୟ ରେ ଯାହା କହିଥିଲେ, ତାହା ସବୁ ସତ୍ଯ।
42 And many believed on him there.ସଠାେରେ ଯୀଶୁଙ୍କୁ ଅନକେ ଲୋକ ବିଶ୍ବାସ କଲେ।
Oriya Bible