John 6 - YLT (Oriya)

1 After these things Jesus went away beyond the sea of Galilee (of Tiberias),ଏହା ପରେ ଯୀଶୁ ଗାଲିଲୀ ହ୍ରଦ (ଅର୍ଥାତ୍ ତିବିରିଆ ହ୍ରଦ) ପାର ହାଇେ ଆରପାରିକି ଗଲେ।

2 and there was following him a great multitude, because they were seeing his signs that he was doing on the ailing;ତାହାଙ୍କ ପେଛ ପେଛ ବହୁତ ଲୋକ ଗଲେ। ସମାନେେ ତାହାଙ୍କୁ ଅନୁସରଣ କଲେ, କାରଣ ଯୀଶୁ କି ପ୍ରକା ରେ ରୋଗୀମାନଙ୍କୁ ସୁସ୍ଥ କରି ଆପଣା ଶକ୍ତି ପ୍ରକାଶ କଲେ ତାହା ସମାନେେ ଦେଖିଥିଲେ।

3 and Jesus went up to the mount, and he was there sitting with his disciples,ଯୀଶୁ ପାହାଡ ଉପରକୁ ଚଢିଗଲେ। ସଠାେରେ ତାହାଙ୍କର ଶିଷ୍ଯମାନଙ୍କ ଗହଣ ରେ ବସିଲେ।

4 and the passover was nigh, the feast of the Jews.ଯିହୂଦୀମାନଙ୍କର ନିସ୍ତାରପର୍ବର ସମୟ ପାଖ ହାଇଯୋଇଥିଲା।

5 Jesus then having lifted up `his' eyes and having seen that a great multitude doth come to him, saith unto Philip, `Whence shall we buy loaves, that these may eat?' --ଯୀଶୁ ଦେଖିଲେ ଲୋକମାନେ ବହୁ ସଂଖ୍ଯା ରେ ତାହାଙ୍କ ପାଖକୁ ଆସୁଛନ୍ତି। ସେ ଫିଲିପ୍ପଙ୍କୁ କହିଲେ, ଫିଲିପ୍ପ, ଏହି ଲୋକମାନଙ୍କୁ ଖୁଆଇବା ପାଇଁ ଆମ୍ଭେ କେଉଁଠାରୁ ୟଥେଷ୍ଟ ଖାଦ୍ୟ କିଣି ପାରିବା?

6 and this he said, trying him, for he himself had known what he was about to do.ସେ ଏକଥା ଫିଲିପ୍ପଙ୍କୁ ପରୀକ୍ଷା କରିବା ପାଇଁ ପଚାରିଲେ, କାରଣ ସେ ତାହାଙ୍କ ନିଜ ଯୋଜନା ବିଷୟ ରେ ଜାଣିଥିଲେ।

7 Philip answered him, `Two hundred denaries' worth of loaves are not sufficient to them, that each of them may receive some little;'ଫିଲିପ୍ପ ଉତ୍ତର ଦେଲେ, ଏଠା ରେ ଥିବା ପ୍ରେତ୍ୟକକଙ୍କୁ ଖଣ୍ଡେ ଖଣ୍ଡେ ରୋଟୀ କିଣି ଦବୋ ପାଇଁ ଆମ୍ଭ ସମସ୍ତଙ୍କୁ ମା ସେ ପର୍ୟ୍ଯନ୍ତ କାମ କରି ଉପାର୍ଜନ କରିବାକୁ ପଡିବ।

8 one of his disciples -- Andrew, the brother of Simon Peter -- saith to him,ସଠାେରେ ଆଉଜଣେ ଶିଷ୍ଯ, ଆନ୍ଦ୍ରିୟ ଉପସ୍ଥିତ ଥିଲେ, ସେ ଶିମାନେ ପିତରଙ୍କର ଭାଇ। ଆନ୍ଦ୍ରିୟ କହିଲେ,

9 `There is one little lad here who hath five barley loaves, and two fishes, but these -- what are they to so many?'ଏଠା ରେ ଜଣେ ବାଳକ ଅଛି। ତା'ପାଖ ରେ ପାନ୍ଚୋଟି ରୋଟୀ ଓ ଦୁଇଟି େଛାଟ ମାଛ ଅଛି। କିନ୍ତୁ ଏତେ ଲୋକଙ୍କ ପାଇଁ ତାହା ୟଥେଷ୍ଟ ହବେ ନାହିଁ।

10 And Jesus said, `Make the men to sit down;' and there was much grass in the place, the men then sat down, in number, as it were, five thousand,ଯୀଶୁ କହିଲେ, ସମସ୍ତଙ୍କୁ ବସିବାକୁ କୁହ। ସଠାେରେ ପ୍ରଚୁର ଘାସ ଥିଲା। ସଠାେରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବସିଥିଲେ।

11 and Jesus took the loaves, and having given thanks he distributed to the disciples, and the disciples to those reclining, in like manner, also of the little fishes as much as they wished.ଯୀଶୁ ରୋଟୀ ନଇେ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ ଓ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଲେ। ସେ ମାଛକୁ ମଧ୍ଯ ସହେିପରି ବାଣ୍ଟିଲେ। ସେ ଲୋକମାନଙ୍କୁ ମନଇଚ୍ଛା ଖାଇବାକୁ ଦେଲେ।

12 And when they were filled, he saith to his disciples, `Gather together the broken pieces that are over, that nothing may be lost;'ସବୁ ଲୋକମାନେ ୟଥେଷ୍ଟ ପରିମାଣ ରେ ଖାଇଲେ। ସମାନେେ ଖାଇ ସାରିବା ପରେ ଯୀଶୁ ଶିଷ୍ଯମାନଙ୍କୁ କହିଲେ, ବଳକା ମାଛ ଓ ରୋଟୀ ଏକାଠି କର, କିଛି ନଷ୍ଟ କର ନାହିଁ।

13 they gathered together, therefore, and filled twelve hand-baskets with broken pieces, from the five barley loaves that were over to those having eaten.ତେଣୁ ଶିଷ୍ଯମାନେ ବଳକା ଥିବା ଖାଦ୍ୟ ଏକାଠି କଲେ। ଲୋକମାନେ କବଳେ ମାତ୍ର ପାନ୍ଚୋଟି ରୋଟୀରୁ ଖାଇବା ଆରମ୍ଭ କରିଥିଲେ କିନ୍ତୁ ଏବେ ଶିଷ୍ଯମାନେ ବଳକା ଖାଦ୍ୟକୁ ବାରଟି ଟୋକାଇ ରେ ଭର୍ତ୍ତି କଲେ।

14 The men, then, having seen the sign that Jesus did, said -- `This is truly the Prophet, who is coming to the world;'ଲୋକମାନେ ଯୀଶୁଙ୍କର ଏହି ଆଶ୍ଚର୍ୟ୍ଯକାର୍ୟ୍ଯ ଦେଖି କହିଲେ, ସେ ନିଶ୍ଚୟ ଜଣେ ଭବିଷ୍ଯଦ୍ବକ୍ତା, ୟିଏ କି ଏହି ଜଗତକୁ ଆସିଛନ୍ତ।

15 Jesus, therefore, having known that they are about to come, and to take him by force that they may make him king, retired again to the mountain himself alone.ଯୀଶୁ ଜାଣିଥିଲେ ଯେ ଲୋକମାନେ ତାହାଙ୍କୁ ରାଜା କରିବା ପାଇଁ ଚାହୁଁଥିଲେ। ଯେତବେେଳେ ତାହାଙ୍କୁ ଧରି ନଇେ ରାଜା କରିବାର ଯୋଜନା ଲୋକେ କଲେ, ସେତବେେଳେ ସେ ସହେି ସ୍ଥାନ ଛାଡି ଏକୁଟିଆ ପାହାଡ ଉପରକୁ ଚାଲିଗଲେ।

16 And when evening came, his disciples went down to the sea,ତାହାଙ୍କ ଶିଷ୍ଯମାନେ ସହେି ସନ୍ଧ୍ଯା ରେ ଗାଲିଲୀ ହ୍ରଦକୁ ଗଲେ।

17 and having entered into the boat, they were going over the sea to Capernaum, and darkness had already come, and Jesus had not come unto them,ଅନ୍ଧାର ହାଇଯୋଇଥିଲା, ତଥାପି ଯୀଶୁ ସମାନଙ୍କେ ପାଖକୁ ଫରେିଲେ ନାହିଁ। ତେଣୁ ସମାନେେ ଡଙ୍ଗା ରେ ବସି ହ୍ରଦର ଆରପାରି ରେ ଥିବା କଫର୍ନାହୂମ ଆଡେ ଗଲେ।

18 the sea also -- a great wind blowing -- was being raised,ଖୁବ୍ ଜାରେ ରେ ପବନ ବହୁଥିଲା। ହ୍ରଦ ରେ ବଡ ବଡ ଢେଉ ଉଠିଲା।

19 having pushed onwards, therefore, about twenty-five or thirty furlongs, they behold Jesus walking on the sea, and coming nigh to the boat, and they were afraid;ସମାନେେ ଆହୁଲା ମାରି ପ୍ରାୟ ପାଞ୍ଚ କି ଛଅ କି ଲୋମିଟର ପର୍ୟ୍ଯନ୍ତ ଗଲେ। ତା'ପରେ ସମାନେେ ଯୀଶୁଙ୍କୁ ଦେଖିଲେ। ସେ ପାଣି ଉପରେ ଚାଲୁଥିଲେ। ସେ ଡଙ୍ଗା ଆଡକୁ ଆସୁଥିଲେ। ଶିଷ୍ଯମାନେ ଡରି ଗଲେ।

20 and he saith to them, `I am `he', be not afraid;'କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ଭୟ କର ନାହିଁ। ଏହିତ ମୁଁ ନିଜେ।

21 they were willing then to receive him into the boat, and immediately the boat came unto the land to which they were going.ଯୀଶୁ ଏକଥା କହିବା ପରେ ଶିଷ୍ଯମାନେ ତାହାଙ୍କୁ ଡଙ୍ଗା ଭିତରକୁ ଆଣି ଖୁସି ହେଲେ। ତା'ପରେ ଡଙ୍ଗାଟି ଲକ୍ଷ୍ଯ ସ୍ଥଳ ରେ ଆସି ପହଞ୍ଚିଲା।

22 On the morrow, the multitude that was standing on the other side of the sea, having seen that there was no other little boat there except one -- that into which his disciples entered -- and that Jesus went not in with his disciples into the little boat, but his disciples went away alone,ତହିଁ ଆର ଦିନ ହ୍ରଦର ଆର ପଟେ କେତକେ ଲୋକ ରହିଗଲେ। ଯୀଶୁ ତାହାଙ୍କ ଶିଷ୍ଯମାନଙ୍କ ସହିତ ଡଙ୍ଗା ରେ ଯାଇ ନାହାଁନ୍ତି, ଏହି ବିଷୟ ସହେି ଲୋକମାନେ ଜାଣି ନଥିଲେ। ସମାନେେ ଜାଣିଥିଲେ ଯେ, ଶିଷ୍ଯମାନେ ଯୀଶୁଙ୍କୁ ଏକାକୀ ଛାଡି ଦଇେ ଡଙ୍ଗା ରେ ଚାଲିଗଲେ। ସମାନେେ ଜାଣିଥିଲେ ଯେ, ସଠାେରେ କବଳେ ସହେି ଗୋଟିଏ ମାତ୍ର ଡଙ୍ଗା ଥିଲା।

23 (and other little boats came from Tiberias, nigh the place where they did eat the bread, the Lord having given thanks),କିନ୍ତୁ ସେତବେେଳେ ତିବିରିଆରୁ କେତକେ ଡଙ୍ଗା ଆସିଲା। ଲୋକମାନେ ଯେଉଁ ସ୍ଥାନ ରେ ପୂର୍ବଦିନ ଖାଇଥିଲେ ସଠାେରେ ଡଙ୍ଗାଗୁଡିକ ଆସି ରହିଲା। ସହେି ସ୍ଥାନ ରେ ପ୍ରଭୁ ଯୀଶୁ ଧନ୍ଯବାଦ ଦବୋ ପରେ ସମାନେେ ରୋଟୀ ଖାଇଥିଲେ।

24 when therefore the multitude saw that Jesus is not there, nor his disciples, they also themselves did enter into the boats, and came to Capernaum seeking Jesus;ଲୋକମାନେ ସଠାେରେ ଯୀଶୁ ଓ ତାହାଙ୍କର ଶିଷ୍ଯମାନେ ନଥିବା ଦେଖିଲେ। ତେଣୁ ଲୋକମାନେ ଡଙ୍ଗାଗୁଡିକରେ ଯାତ୍ରା କରି ଯୀଶୁଙ୍କୁ ଖାଜେିବା ପାଇଁ କଫର୍ନାହୂମକୁ ଗଲେ।

25 and having found him on the other side of the sea, they said to him, `Rabbi, when hast thou come hither?'ଲୋକମାନେ ହ୍ରଦର ଆରପଟେ ଯୀଶୁଙ୍କୁ ପାଇଲେ। ସମାନେେ ତାହାଙ୍କୁ ପଚାରିଲେ, ଗୁରୁ, ଆପଣ ଏଠାକୁ କେତବେେଳେ ଆସିଲେ?

26 Jesus answered them and said, `Verily, verily, I say to you, Ye seek me, not because ye saw signs, but because ye did eat of the loaves, and were satisfied;ଯୀଶୁ ଉତ୍ତର ଦେଲେ, ତୁମ୍ଭମାନେେ ମାେତେ କାହଁକି ଖାଜେୁଛ? ମୁଁ କରିଥିବା ଆଶ୍ଚର୍ୟ୍ଯକାର୍ୟ୍ଯଗୁଡିକ ମାରେ ଶକ୍ତିକୁ ପ୍ରମାଣିତ କରୁଥିବାରୁ ତୁମ୍ଭେ ମାେତେ ଖାଜେୁଛ କି? ତା' ନୁହେଁ। ମୁଁ ତୁମ୍ଭକୁ ସତ୍ଯ କହୁଛି, ରୋଟୀ ଖାଇ ସନ୍ତୁଷ୍ଟ ହାଇେଥିବାରୁ ତୁମ୍ଭମାନେେ ମାେତେ ଖୋଜୁଛ।

27 work not for the food that is perishing, but for the food that is remaining to life age-during, which the Son of Man will give to you, for him did the Father seal -- `even' God.'ପୃଥିବୀର ଖାଦ୍ୟ ପଦାର୍ଥ ନଷ୍ଟ ହାଇଯୋଏ। ତେଣୁ ତୁମ୍ଭେ ସହେିଭଳି ଖାଦ୍ୟ ପାଇବା ପାଇଁ କାର୍ୟ୍ଯ କର ନାହିଁ, ବରଂ ତୁମ୍ଭମାନେେ ଏଭଳି କର ଯାହା ଭଲ ହାଇେ ରହିଥିବ ଓ ତୁମ୍ଭକୁ ସବୁ ଦିନ ପାଇଁ ଜୀବନ ଦବେ। ମନୁଷ୍ଯ ପୁତ୍ର ସହେିପରି ଖାଦ୍ୟ ତୁମ୍ଭକୁ ଦବେେ। ପରମେଶ୍ବର ଦଖାଇେଛନ୍ତି ଯେ, ସେ ମନୁଷ୍ଯ ପୁତ୍ରଙ୍କ ସହିତ ଅଛନ୍ତି।

28 They said therefore unto him, `What may we do that we may work the works of God?'ଲୋକମାନେ ଯୀଶୁଙ୍କୁ ପଚାରିଲେ, ଆମ୍ଭେ କ'ଣ କ'ଣ କରିବା ଉଚିତ ବୋଲି ପରମେଶ୍ବର ଚାହାଁନ୍ତି?

29 Jesus answered and said to them, `This is the work of God, that ye may believe in him whom He did send.'ଯୀଶୁ ଉତ୍ତର ଦେଲେ, ପରମେଶ୍ବର ଚାହାଁନ୍ତି, ଯେ ସେ ଯାହାଙ୍କୁ ପଠାଇଛନ୍ତି, ତାହାଙ୍କଠା ରେ ତୁମ୍ଭମାନେେ ବିଶ୍ବାସ କର।

30 They said therefore to him, `What sign, then, dost thou, that we may see and may believe thee? what dost thou work?ତେଣୁ ଲୋକମାନେ ପଚାରିଲେ, ତୁମ୍ଭକୁ ଯେ ପରମେଶ୍ବର ପଠାଇଛନ୍ତି, ଏକଥା ତୁମ୍ଭେ କେଉଁ ଆଶ୍ଚର୍ୟ୍ଯକାର୍ୟ୍ଯ ଦ୍ବାରା ପ୍ରମାଣ କରି ଦଖାଇବେ? ତୁମ୍ଭେ ଯଦି କୌଣସି ଆଶ୍ଚର୍ୟ୍ଯ କାର୍ୟ୍ଯ ଆମ୍ଭକୁ କରି ଦଖାଇବେ, ତବେେ ଆମ୍ଭେ ତୁମ୍ଭକୁ ବିଶ୍ବାସ କରିବୁ। ତୁମ୍ଭେ କ'ଣ କରିବ?

31 our fathers the manna did eat in the wilderness, according as it is having been written, Bread out of the heaven He gave them to eat.'ଆମ୍ଭର ପିତୃପୁରୁଷମାନେ ମରୁଭୂମିରେ ମାନ୍ନା ଖାଇଥିଲେ, ତାହା ପରମେଶ୍ବର ସମାନଙ୍କେୁ ଦଇେଥିଲେ। ଧର୍ମଶାସ୍ତ୍ର ରେ ଲଖାେ ଅଛି: 'ପରମେଶ୍ବର ସମାନଙ୍କେୁ ସ୍ବର୍ଗରୁ ଖାଦ୍ୟ ଖାଇବାକୁ ଦଇେଥିଲେ।

32 Jesus, therefore, said to them, `Verily, verily, I say to you, Moses did not give you the bread out of the heaven; but my Father doth give you the true bread out of the heaven;ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ସ୍ବର୍ଗର ଖାଦ୍ୟ ତୁମ୍ଭ ଲୋକମାନଙ୍କୁ ଦଇେଥିବା ଲୋକ ମାଶାେ ନୁହନ୍ତି। ମାରେ ପରମପିତା ତୁମ୍ଭମାନଙ୍କୁ ସ୍ବର୍ଗର ପ୍ରକୃତ ଖାଦ୍ୟ ଖାଇବାକୁ ଦିଅନ୍ତି।

33 for the bread of God is that which is coming down out of the heaven, and giving life to the world.'ପରମେଶ୍ବରଙ୍କର ଖାଦ୍ୟ କ'ଣ? ପରମେଶ୍ବରଙ୍କର ଖାଦ୍ୟ ହେଉଛି ଜଣେ ବ୍ଯକ୍ତି ୟିଏ ଜଗତକୁ ଜୀବନ ଦବୋ ପାଇଁ ସ୍ବର୍ଗରୁ ଓହ୍ଲାଇଛନ୍ତି।

34 They said, therefore, unto him, `Sir, always give us this bread.'ଲୋକମାନେ କହିଲେ, ମହାଶୟ, ଆମ୍ଭକୁ ସବୁବେଳେ ଏହି ଖାଦ୍ୟ ଖାଇବକୁ ଦିଅନ୍ତୁ।

35 And Jesus said to them, `I am the bread of the life; he who is coming unto me may not hunger, and he who is believing in me may not thirst -- at any time;ତା'ପରେ ଯୀଶୁ କହିଲେ, ମୁଁ ସହେି ଜୀବନଦାୟକ ଖାଦ୍ୟ। ମାେ ନିକଟକୁ ଯେ କହେି ଆ ସେ ସେ କଦାପି ଭୋକିଲା ରହିବ ନାହିଁ। ମାେତେ ୟିଏ ବିଶ୍ବାସ କରେ, ସେ କବେେ ତୃଷିତ ହବେ ନାହିଁ।

36 but I said to you, that ye also have seen me, and ye believe not;ମାତ୍ର ମୁଁ ତୁମ୍ଭକୁ ପୂର୍ବରୁ କହିଛି ଯେ, ତୁମ୍ଭେ ମାେତେ ଦେଖିଅଛ, କିନ୍ତୁ ତୁମ୍ଭେ ତଥାପି ବିଶ୍ବାସ କରୁନାହଁ।

37 all that the Father doth give to me will come unto me; and him who is coming unto me, I may in no wise cast without,ମାରେ ପରମପିତା ମାେତେ ମାେ ଲୋକମାନଙ୍କୁ ଦଇେଛନ୍ତି। ସମାନେେ ପ୍ରେତ୍ୟକକ ମାେ ପାଖକୁ ଆସିବେ। ମୁଁ ସର୍ବଦା ମାେ ପାଖକୁ ଆସୁଥିବା ପ୍ରେତ୍ୟକକଙ୍କୁ ଗ୍ରହଣ କରିବି।

38 because I have come down out of the heaven, not that I may do my will, but the will of Him who sent me.ମୁଁ ପରମେଶ୍ବରଙ୍କର ଇଚ୍ଛା ଅନୁଯାଯୀ କାର୍ୟ୍ଯ କରିବାପାଇଁ ସ୍ବର୍ଗରୁ ଆସିଅଛି। ମୁଁ ନିଜ ଇଚ୍ଛା ଅନୁଯାଯୀ କାର୍ୟ୍ଯ କରିବା ପାଇଁ ଆସି ନାହିଁ।

39 `And this is the will of the Father who sent me, that all that He hath given to me I may not lose of it, but may raise it up in the last day;ପରମେଶ୍ବର ଯେଉଁମାନଙ୍କୁ ମାେତେ ଦଇେଛନ୍ତି ମୁଁ ସମାନଙ୍କେ ମଧ୍ଯରୁ ଜଣକୁ ହେଲେ କଦାପି ହରାଇବି ନାହିଁ। ମୁଁ ସମାନଙ୍କେୁ ଶଷେ ଦିନ ରେ ନିଶ୍ଚୟ ଉତ୍ଥାପନ କରିବି। ୟିଏ ମାେତେ ପଠାଇଛନ୍ତି ସେ ଚାହାଁନ୍ତି ମୁଁ ସହେି କାର୍ୟ୍ଯ କରେ।

40 and this is the will of Him who sent me, that every one who is beholding the Son, and is believing in him, may have life age-during, and I will raise him up in the last day.'ପ୍ରେତ୍ୟକକ ଲୋକ ୟିଏ ପୁତ୍ରଙ୍କୁ ଦେଖେ ଏବଂ ତାହାଙ୍କଠା ରେ ବିଶ୍ବାସ କରେ, ସେ ଅନନ୍ତ ଜୀବନ ଲାଭ କରେ। ମୁଁ ସେ ଲୋକକୁ ଶଷେ ଦିନ ରେ ଉତ୍ଥାପନ କରିବି। ଏହା ପରମପିତାଙ୍କର ଇଚ୍ଛା।

41 The Jews, therefore, were murmuring at him, because he said, `I am the bread that came down out of the heaven;'ମୁଁ ସ୍ବର୍ଗରୁ ଓହ୍ଲାଇଥିବା ଖାଦ୍ୟ, ବୋଲି ଯୀଶୁ କହିବାରୁ ଯିହୂଦୀମାନେ ଯୀଶୁଙ୍କ ବିରୁଦ୍ଧ ରେ ଅଭିଯୋଗ ପ୍ରଚାର କଲେ।

42 and they said, `Is not this Jesus, the son of Joseph, whose father and mother we have known? how then saith this one -- Out of the heaven I have come down?'ଯିହୂଦୀମାନେ କହିଲେ, ଏ ଯୀଶୁ ଅଟନ୍ତି। ଆମ୍ଭେ ତାହାଙ୍କ ପିତା ମାତାଙ୍କୁ ଜାଣିଛୁ। ଯୀଶୁ କବଳେ ୟୋ ସଫଙ୍କେର ପୁତ୍ର। ' ସେ କିପରି ସ୍ବର୍ଗରୁ ଓହ୍ଲାଇଛି ବୋଲି କହୁଛି?'

43 Jesus answered, therefore, and said to them, `Murmur not one with another;କିନ୍ତୁ ଯୀଶୁ କହିଲେ, ତୁମ୍ଭମାନେେ ଅଭିଯୋଗ କରିବା ବନ୍ଦ କର।

44 no one is able to come unto me, if the Father who sent me may not draw him, and I will raise him up in the last day;ପରମପିତା ମାେତେ ପଠାଇଛନ୍ତି। ସେ ଲୋକମାନଙ୍କୁ ମାେ ନିକଟକୁ ଆଣନ୍ତି। ମୁଁ ସହେି ଲୋକମାନଙ୍କୁ ଶଷଦେିନ ରେ ଉତ୍ଥାପନ କରିବି। ଯଦି ପରମପିତା କୌଣସି ଲୋକକୁ ମାେ ନିକଟକୁ ନ ଆଣିବେ, ତବେେ ସେ ଲୋକ ମାେ ପାଖକୁ ଆସି ପାରିବ ନାହିଁ।

45 it is having been written in the prophets, And they shall be all taught of God; every one therefore who heard from the Father, and learned, cometh to me;ଭାବବାଣୀ ରେ ଏହିପରି ଲଖାେ ଅଛି: 'ପରମେଶ୍ବର ଲୋକମାନଙ୍କୁ ଶିକ୍ଷା ଦବେେ।' ଲୋକମାନେ ପରମପିତାଙ୍କ କଥା ଶୁଣନ୍ତି, ଓ ତାହାଙ୍କଠାରୁ ଶିକ୍ଷା ପାଆନ୍ତି। ତା'ପରେ ମାେ ପାଖକୁ ସେ ଲୋକମାନେ ଆସନ୍ତି।

46 not that any one hath seen the Father, except he who is from God, he hath seen the Father.ମୁଁ କହିବା ଅର୍ଥ ନୁହେଁ ଯେ, କୌଣସି ବ୍ଯକ୍ତି ପରମପିତାଙ୍କୁ ଦେଖିଛି। ପରମପିତାଙ୍କୁ କବଳେ ସହେି ଜଣେ ଦେଖିଛନ୍ତି, ୟିଏକି ପରମେଶ୍ବରଙ୍କଠାରୁ ଆସିଛନ୍ତି। ସହେି ଲୋକ ପରମପିତାଙ୍କୁ ଦେଖିଛନ୍ତି।

47 `Verily, verily, I say to you, He who is believing in me, hath life age-during;ମୁଁ ତୁମ୍ଭକୁ ସତ୍ଯ କହୁଛି, ଯଦି କୌଣସି ବ୍ଯକ୍ତି ବିଶ୍ବାସ କରେ ତବେେ ସେ ଅନନ୍ତ ଜୀବନ ଲାଭ କରେ।

48 I am the bread of the life;ମୁଁ ନିଜେ ସହେି ଜୀବନଦାୟକ ଖାଦ୍ୟ।

49 your fathers did eat the manna in the wilderness, and they died;ତୁମ୍ଭର ପିତୃପୁରୁଷମାନେ ପ୍ରାନ୍ତର ରେ ପରମେଶ୍ବର ଦଇେଥିବା ମାନ୍ନା (ଖାଦ୍ୟ) ଖାଇଥିଲେ। କିନ୍ତୁ ସମାନେେ ଅନ୍ୟ ଲୋକଙ୍କ ପରି ମରିସାରିଲଣେି।

50 this is the bread that out of the heaven is coming down, that any one may eat of it, and not die.ମୁଁ ସ୍ବର୍ଗରୁ ଓହ୍ଲାଇଥିବା ସହେି ଖାଦ୍ୟ। ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ ତବେେ ସେ କଦାପି ମରିବ ନାହିଁ।

51 `I am the living bread that came down out of the heaven; if any one may eat of this bread he shall live -- to the age; and the bread also that I will give is my flesh, that I will give for the life of the world.'ମୁଁ ସ୍ବର୍ଗରୁ ଓହ୍ଲାଇଥିବା ଜୀବନ୍ତ ଖାଦ୍ଯା ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ, ତବେେ ସେ ଚିରଦିନ ପାଇଁ ବଞ୍ଚି ରହିବ। ଏହି ଖାଦ୍ୟ ହେଉଛି ମାରେ ଶରୀର। ମୁଁ ମାରେଶରୀର ଦଇେ ଦବେି, ତଦ୍ବାରା ଜଗତର ଲୋକମାନେ ଜୀବନ ପାଇପାରିବେ।

52 The Jews, therefore, were striving with one another, saying, `How is this one able to give us `his' flesh to eat?'ତା'ପରେ ଯିହୂଦୀମାନେ ପରସ୍ପର ଭିତ ରେ ୟୁକ୍ତିତର୍କ କରିବାକୁ ଲାଗିଲେ। ସମାନେେ କହିଲେ, ଏ ଲୋକ କିପରି ଆମ୍ଭମାନଙ୍କୁ ତା'ର ଶରୀର ଖାଇବା ପାଇଁ ଦଇେ ପାରିବ?

53 Jesus, therefore, said to them, `Verily, verily, I say to you, If ye may not eat the flesh of the Son of Man, and may not drink his blood, ye have no life in yourselves;ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭେ ନିଶ୍ଚୟ ମନଷ୍ଯପୁତ୍ରଙ୍କ ମାଂସ ଖାଇବ। ତୁମ୍ଭେ ନିଶ୍ଚୟ ତାହାଙ୍କ ରକ୍ତ ପିଇବ। ଯଦି ତୁମ୍ଭେ ଏହା ନକରିବ, ତବେେ ତୁମ୍ଭ ଭିତ ରେ ପ୍ରକୃତ ଜୀବନ ନାହିଁ।

54 he who is eating my flesh, and is drinking my blood, hath life age-during, and I will raise him up in the last day;ଯେଉଁ ବ୍ଯକ୍ତି ମାେ ମାଂସ ଖାଏ ଓ ମାେ ରକ୍ତ ପିଏ, ସେ ଅନନ୍ତଜୀବନ ପାଏ। ମୁଁ ସହେି ଲୋକକୁ ଶଷେ ଦିନ ରେ ମୃତ୍ଯୁ ରୁ ଉେଠଇବି।

55 for my flesh truly is food, and my blood truly is drink;ମାରେ ମାଂସ ପ୍ରକୃତ ଆହାର। ମାରେ ରକ୍ତ ପ୍ରକୃତ ପାନୀୟ।

56 he who is eating my flesh, and is drinking my blood, doth remain in me, and I in him.ଯଦି କୌଣସି ବ୍ଯକ୍ତି ମାେ ମାଂସ ଖାଏ ଓ ମାରେ ରକ୍ତ ପିଏ, ତବେେ ସହେି ବ୍ଯକ୍ତି ମାେ ଭିତ ରେ ରହେ ଓ ମୁଁ ତା' ଭିତ ରେ ରୁ ହେ।

57 `According as the living Father sent me, and I live because of the Father, he also who is eating me, even that one shall live because of me;ପରମପିତା ମାେତେ ପଠାଇଛନ୍ତି। ପରମପିତା ଜୀବନ୍ତ ଓ ତାହାଙ୍କ ହତେୁ ମୁଁ ଜୀବିତ। ତେଣୁ ଯେଉଁ ଲୋକ ମାେତେ ଭୋଜନ କରେ ସେ ମାେ ହତେୁ ଜୀବିତ ରହିବ।

58 this is the bread that came down out of the heaven; not as your fathers did eat the manna, and died; he who is eating this bread shall live -- to the age.'ମୁଁ ସହେି ଖାଦ୍ୟ ଭଳି ନୁହେଁ, ଯାହାକୁ ଆମ୍ଭ ପିତୃପୁରୁଷମାନେ ମରୁଭୂମିରେ ଖାଇଥିଲେ। ସମାନେେ ସେ ଖାଦ୍ୟ ଖାଇଲେ, କିନ୍ତୁ ଅନ୍ୟମାନଙ୍କ ପରି ସମାନେେ ମୃତ୍ଯୁବରଣ କଲେ। ମୁଁ ସ୍ବର୍ଗରୁ ଆସିଥିବା ଖାଦ୍ୟ। ଏହି ଖାଦ୍ୟ ଯେଉଁ ଲୋକ ଖାଏ ସେ ଅନନ୍ତକାଳ ପାଇଁ ଜୀବିତ ରହେ।

59 These things he said in a synagogue, teaching in Capernaum;ଯୀଶୁ କଫର୍ନାହୂମର ସମାଜଗୃହ ରେ ଏହି ସବୁ କଥା ଉପଦେଶ ଦେଉଥିଲେ।

60 many, therefore, of his disciples having heard, said, `This word is hard; who is able to hear it?'ଯୀଶୁଙ୍କର ଶିଷ୍ଯମାନେ ଏହି ସବୁ କଥା ଶୁଣିଲେ। ସମାନଙ୍କେ ଭିତରୁ ଅନକେ କହିଲେ, ଏ ଉପଦେଶ ଗ୍ରହଣ କରିବା କଷ୍ଟକର। ଏହି ଉପଦେଶ କିଏ ଗ୍ରହଣ କରିପାରିବ?

61 And Jesus having known in himself that his disciples are murmuring about this, said to them, `Doth this stumble you?ଯୀଶୁ ଜାଣିଲେ ଯେ ତାହାଙ୍କର ଶିଷ୍ଯମାନେ ଏ ବିଷୟ ରେ ଆପତ୍ତି କରୁଛନ୍ତି। ତେଣୁ ସେ କହିଲେ, ଏ ଉପଦେଶ କ'ଣ ତୁମ୍ଭକୁ ଅସୁବିଧା ରେ ପକାଉଛି?

62 if then ye may behold the Son of Man going up where he was before?ତବେେ ମନୁଷ୍ଯପୁତ୍ର ଯେଉଁଠାରୁ ଆସିଥିଲେ, ପୁନର୍ବାର ସେ ସ୍ଥାନଙ୍କୁ ଫରେିଯିବେ, ଏହା ମଧ୍ଯ କ'ଣ ତୁମ୍ଭକୁ ବ୍ଯତିବ୍ଯସ୍ତ କରୁଛି?

63 the spirit it is that is giving life; the flesh doth not profit anything; the sayings that I speak to you are spirit, and they are life;ଶରୀର ମନଷ୍ଯକୁ ଜୀବନଦାନ କରନୋହିଁ। ଆତ୍ମା ଜୀବନ ଦିଏ। ମୁଁ ତୁମ୍ଭକୁ ଯାହା କହିଲି ତାହା ଆତ୍ମା, ତେଣୁ ଏସବୁ ବିଷୟ ଜୀବନ ଦିଏ।

64 but there are certain of you who do not believe;' for Jesus had known from the beginning who they are who are not believing, and who is he who will deliver him up,କିନ୍ତୁ ତୁମ୍ଭ ଭିତରୁ କେତକେ ବିଶ୍ବାସ କରୁ ନାହଁ। ଯୀଶୁ ବିଶ୍ବାସ ନକରୁଥିବା ଲୋକଙ୍କୁ ପ୍ରଥମରୁ ଜାଣିଥିଲେ ଏବଂ ପରେ ୟିଏ ବିଶ୍ବାସଘତକତା କରିବ ସହେି ଲୋକକୁ ମଧ୍ଯ ସେ ଜାଣିଥିଲେ।

65 and he said, `Because of this I have said to you -- No one is able to come unto me, if it may not have been given him from my Father.'ଯୀଶୁ କହିଲେ, ସେଥିପାଇଁ ମୁଁ କହିଥିଲି, 'ଯଦି ପରମପିତା କୌଣସି ଲୋକକୁ ମାେ ନିକଟକୁ ଆସିବାକୁ ଅନୁମତି ଦିଅନ୍ତି ନାହିଁ, ତବେେ ସେ ଲୋକ ମାେ ନିକଟକୁ ଆସିପାରିବ ନାହିଁ।'

66 From this `time' many of his disciples went away backward, and were no more walking with him,ଯୀଶୁ ଏ କଥା କହିବା ପରେ ତାହାଙ୍କର ଅନକେ ଶିଷ୍ଯ ତାହାଙ୍କୁ ଛାଡି ଚାଲିଗଲେ। ସମାନେେ ଆଉ ତାହାଙ୍କର ଆନୁଗମନ କଲେ ନାହିଁ।

67 Jesus, therefore, said to the twelve, `Do ye also wish to go away?'ଯୀଶୁ ବାରଜଣ ପ୍ ରରେିତଙ୍କୁ ପଚାରିଲେ, ତୁମ୍ଭମାନେେ ମଧ୍ଯ କ'ଣ ମାେତେ ଛାଡିୟିବା ପାଇଁ ଚାହଁ କି?

68 Simon Peter, therefore, answered him, `Sir, unto whom shall we go? thou hast sayings of life age-during;ଶିମାନେ ପିତର ଉତ୍ତର ଦେଲେ, ପ୍ରଭୁ, ଆମ୍ଭେ କାହା ପାଖକୁ ୟିବୁ? ତୁମ୍ଭ ପାଖ ରେ ଅନନ୍ତ ଜୀବନ ଅଛି।

69 and we have believed, and we have known, that thou art the Christ, the Son of the living God.'ଆମ୍ଭେ ତୁମ୍ଭଠା ରେ ବିଶ୍ବାସ କରୁ। ଆମ୍ଭେ ଜାଣୁ ଯେ ତୁମ୍ଭେ ପରମେଶ୍ବରଙ୍କ ନିକଟରୁ ଆସିଥିବା ପବିତ୍ର ବ୍ଯକ୍ତି।

70 Jesus answered them, `Did not I choose you -- the twelve? and of you -- one is a devil.ଯୀଶୁ ଉତ୍ତର ଦେଲେ, ମୁଁ ତୁମ୍ଭ ବାରଜଣଙ୍କୁ ମନୋନୀତ କଲି। କିନ୍ତୁ ତୁମ୍ଭ ଭିତରୁ ଜଣେ ଶୟତାନ।

71 And he spake of Judas, Simon's `son', Iscariot, for he was about to deliver him up, being one of the twelve.ଯୀଶୁ ଶିମାନେ ଈଷ୍କରିଯୋଥର ପୁତ୍ର ୟିହୂଦାକୁ ଲକ୍ଷ୍ଯ କରି ଏହା କହିଥିଲେ। ସେ ବାର ଜଣଙ୍କ ମଧ୍ଯରୁ ଜଣେ ଥିଲା। ପରେ ସହେି ୟିହୂଦା ତାହାଙ୍କ ବିରୁଦ୍ଧ ରେ ବିଶ୍ବାସଘାତକତା କରିଥିଲା।

Oriya Bible