Leviticus 16:5
ପୁଣି ହାରୋଣ ଇଶ୍ରାୟେଲ ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥକ ବଳି ପାଇଁ ଦୁଇଟି ଛାଗ ଓ ହାମବେଳି ପାଇଁ ଏକ ମଷେ ନବେ।
Leviticus 16:5 in Other Translations
King James Version (KJV)
And he shall take of the congregation of the children of Israel two kids of the goats for a sin offering, and one ram for a burnt offering.
American Standard Version (ASV)
And he shall take of the congregation of the children of Israel two he-goats for a sin-offering, and one ram for a burnt-offering.
Bible in Basic English (BBE)
And let him take from the children of Israel two he-goats for a sin-offering and one male sheep for a burned offering.
Darby English Bible (DBY)
And of the assembly of the children of Israel shall he take two bucks of the goats for a sin-offering, and one ram for a burnt-offering.
Webster's Bible (WBT)
And he shall take of the congregation of the children of Israel two kids of the goats for a sin-offering, and one ram for a burnt-offering.
World English Bible (WEB)
He shall take from the congregation of the children of Israel two male goats for a sin offering, and one ram for a burnt offering
Young's Literal Translation (YLT)
`And from the company of the sons of Israel he taketh two kids of the goats for a sin-offering, and one ram for a burnt-offering;
| And he shall take | וּמֵאֵ֗ת | ûmēʾēt | oo-may-ATE |
| of | עֲדַת֙ | ʿădat | uh-DAHT |
| the congregation | בְּנֵ֣י | bĕnê | beh-NAY |
| children the of | יִשְׂרָאֵ֔ל | yiśrāʾēl | yees-ra-ALE |
| of Israel | יִקַּ֛ח | yiqqaḥ | yee-KAHK |
| two | שְׁנֵֽי | šĕnê | sheh-NAY |
| kids | שְׂעִירֵ֥י | śĕʿîrê | seh-ee-RAY |
| goats the of | עִזִּ֖ים | ʿizzîm | ee-ZEEM |
| for a sin offering, | לְחַטָּ֑את | lĕḥaṭṭāt | leh-ha-TAHT |
| one and | וְאַ֥יִל | wĕʾayil | veh-AH-yeel |
| ram | אֶחָ֖ד | ʾeḥād | eh-HAHD |
| for a burnt offering. | לְעֹלָֽה׃ | lĕʿōlâ | leh-oh-LA |
Cross Reference
2 Chronicles 29:21
ସମାନେେ ସାତ ଗୋଟି ବଳଦ, ସାତାଟେି ମଷେ, ସାତାଟେି ମଷେଶାବକ ଓ ସାତାଟେି ବୋଦା ଆଣିଲେ। ଏହି ପଶୁଗୁଡ଼ିକ ପବିତ୍ର ସ୍ଥାନର ଓ ଯିହୁଦାର ଲୋକମାନଙ୍କ ନିମନ୍ତେ ପାପାର୍ଥକ ବଳିସ୍ବରୂପେ ଉତ୍ସର୍ଗୀକୃତ ହବୋକୁ ଥିଲା। ରାଜା ହିଜକିଯ ହାରୋଣଙ୍କ ବଂଶଧର ଯାଜକମାନଙ୍କୁ ସଦାପ୍ରଭୁଙ୍କ ୟଜ୍ଞବଦେୀ ଉପରେ ସହେି ପଶୁଗୁଡ଼କ ଉତ୍ସର୍ଗ କରିବାକୁ ଆଦେଶ ଦେଲେ।
Ezra 6:17
ପୁଣି ପରମେଶ୍ବରଙ୍କ ଏହି ମନ୍ଦିରର ପ୍ରତିଷ୍ଠା ସମୟରେ ସମାନେେ 100 ବୃଷ, 200 ଅଣ୍ତିରା ମଷେ, 400 ମଷେଶାବକ ଉତ୍ସର୍ଗ କଲେ। ଏବଂ ସମଗ୍ର ଇଶ୍ରାୟେଲର ପାପାର୍ଥକ ବଳିଦାନ ନିମନ୍ତେ ଇଶ୍ରାୟେଲୀୟ ଗୋଷ୍ଠୀର ସଂଖ୍ଯା ଅନୁସାରେ ବାର ଗୋଟି ଛାଗ ଉତ୍ସର୍ଗ କଲେ।
Numbers 29:11
ପୁଣି ପାପର୍ଥକ ବଳିରୂପେ ଏକ ଛାଗ ନବୈେଦ୍ଯ ଉତ୍ସର୍ଗ କରିବା ଉଚିତ୍। ପ୍ରାଯଶ୍ଚିତାର୍ଥକ ନବୈେଦ୍ଯ, ନିତ୍ଯ ହାମବେଳି ଓ ସମାନଙ୍କେର ନବୈେଦ୍ଯ ଓ ପଯେ ନବୈେଦ୍ଯ ଛାଡା ଏହିସବୁ ତୁମ୍ଭମାନେେ ଉତ୍ସର୍ଗ କରିବା ଉଚିତ୍।
Hebrews 10:5
ଅତଏବ ଯେତବେେଳେ ଖ୍ରୀଷ୍ଟ ସଂସାରକୁ ଆସିଲେ ସେ କହିଲେ :
Hebrews 7:27
ସେ ଅନ୍ୟ ଯାଜକମାନଙ୍କ ଭଳି ନୁହଁନ୍ତି। ଅନ୍ୟ ଯାଜକମାନେ ପ୍ରତିଦିନ ବଳି ଉତ୍ସର୍ଗ କରିବା ଆବଶ୍ଯକ ଥିଲା। ପ୍ରଥମେ ନିଜ ପାଇଁ ଓ ପରେ ଅନ୍ୟ ଲୋକମାନଙ୍କ ପାପ ଲାଗି ସମାନଙ୍କେୁ ବଳି ଉତ୍ସର୍ଗ କରିବାକୁ ପଡ଼ୁଥିଲା। କିନ୍ତୁ ଯୀଶୁଙ୍କୁ ଏହା କରିବାକୁ ପଡ଼ି ନାହିଁ। ଯୀଶୁ ଚିରକାଳ ନିମନ୍ତେ ଏକାଥରକେ ବଳୀକୃତ ହେଲେ। ସେ ନିଜକୁ ସମର୍ପି ଦେଲେ।
Romans 8:3
ଆମ୍ଭର ପାପପୂର୍ଣ ସ୍ବଭାବ ଦ୍ବରା ବ୍ଯବସ୍ଥା ଶକ୍ତି ହୀନ ହାଇପୋ ରେ। କିନ୍ତୁ ବ୍ଯବସ୍ଥା ଯାହା କରି ପାରି ନଥିଲା, ତାହା ପରମେଶ୍ବର କଲେ। ପରମେଶ୍ବର ନିଜ ପୁତ୍ରକୁ ସଇେ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମ ରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ବର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ବର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ଯବହାର କଲେ।
Ezekiel 45:22
ପୁଣି ସହେି ସମୟରେ ଅଧିପତି ଆପଣା ନିମନ୍ତେ ଓ ଦେଶସ୍ଥ ସକଳ ଲୋକଙ୍କ ନିମନ୍ତେ ପାପାର୍ଥକ ବଳିରୂପେ ଏକ ବୃଷଭ ଉତ୍ସର୍ଗ କରିବେ।
Leviticus 9:8
ତହୁଁ ହାରୋଣ ୟଜ୍ଞବଦେୀ ନିକଟକୁ ୟାଇ ନିଜ ପାଇଁ ପାପାର୍ଥକ ବଳିର ଗୋବତ୍ସ ବଧ କଲେ।
Leviticus 8:14
ତା'ପରେ ମାଶାେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ। ତା'ପରେ ହାରୋଣ ଓ ତାଙ୍କର ପୁତ୍ରଗଣ ସହେି ପାପାର୍ଥକ ବଳିର ଗୋବତ୍ସ ମସ୍ତକ ଉପରେ ହସ୍ତ ରଖିଲେ।
Leviticus 8:2
ତୁମ୍ଭେ ହାରୋଣଙ୍କୁ ଓ ତାଙ୍କ ସହିତ ତାଙ୍କର ପୁତ୍ରଗଣଙ୍କୁ, ସକଳ ବସ୍ତ୍ର, ଅଭିଷକୋର୍ଥକ ତୈଳ, ପାପାର୍ଥକ ବଳି ନିମନ୍ତେ ଷଣ୍ଢ, ଦୁଇଟି ମଷେଛୁଆ ଓ ତାଡିଶୂନ୍ଯ ରୋଟୀର ଡାଲା ଏକତ୍ରୀତ କର।
Leviticus 4:13
ପୁଣି ଇଶ୍ରାୟେଲର ସମସ୍ତ ଜାତି ଯଦି ଅଗୋଚର ରେ ପାପ କରନ୍ତି ଓ ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା ଦଇେଛନ୍ତି, ତାହା ଯବେେ ସମାନେେ କରନ୍ତି ତବେେ ସମାନେେ ଦୋଷୀ ହବେେ।