Home Bible Leviticus Leviticus 25 Leviticus 25:6 Leviticus 25:6 Image ଓଡ଼ିଆ

Leviticus 25:6 Image in Oriya

ଯଦିଓ ଭୂମି ପାଇଁ ବିଶ୍ରାମ ଅଟେ, ତୁମ୍ଭମାନଙ୍କ ପାଇଁ ଖାଦ୍ୟର ଅଭାବ ହବେ ନାହିଁ। ତୁମ୍ଭ ଦାସମାନଙ୍କର, ତୁମ୍ଭ ବର୍ତ୍ତନଜୀବୀମାନଙ୍କର ତୁମ୍ଭ ସହବାସୀ ବିଦେଶୀମାନଙ୍କର ଭକ୍ଷ୍ଯର ଅଭାବ ହବେ ନାହିଁ। ତେଣୁ ତୁମ୍ଭମାନଙ୍କର କାହାରି ଖାଦ୍ୟର ଅଭାବ ରହିବ ନାହିଁ।
Click consecutive words to select a phrase. Click again to deselect.
Leviticus 25:6

ଯଦିଓ ଭୂମି ପାଇଁ ବିଶ୍ରାମ ଅଟେ, ତୁମ୍ଭମାନଙ୍କ ପାଇଁ ଖାଦ୍ୟର ଅଭାବ ହବେ ନାହିଁ। ତୁମ୍ଭ ଦାସମାନଙ୍କର, ତୁମ୍ଭ ବର୍ତ୍ତନଜୀବୀମାନଙ୍କର ଓ ତୁମ୍ଭ ସହବାସୀ ବିଦେଶୀମାନଙ୍କର ଭକ୍ଷ୍ଯର ଅଭାବ ହବେ ନାହିଁ। ତେଣୁ ତୁମ୍ଭମାନଙ୍କର କାହାରି ଖାଦ୍ୟର ଅଭାବ ରହିବ ନାହିଁ।

Leviticus 25:6 Picture in Oriya