Leviticus 27:1-8 in Oriya
Leviticus 27:1
ସଦାପ୍ରଭୁ ମାଶାଙ୍କେୁ କହିଲେ,
Leviticus 27:2
ତୁମ୍ଭେ ଇଶ୍ରାୟେଲ ଲୋକମାନଙ୍କୁ କୁହ, ଯଦି କୌଣସି ବ୍ଯକ୍ତି ଉତ୍ସର୍ଗୀତ ଲୋକକୁ ସଦାପ୍ରଭୁଙ୍କୁ ଗୋଟିଏ ମହାନ୍ ଉଦ୍ଦେଶ୍ଯ ରେ ମାନସିକ କରେ, ତବେେ ତା'ର ମୂଲ୍ଯ ଯାଜକ ଦ୍ବାରା ନିରୂପିତ ହବେ ଓ ସେ ଲୋକଟି ଚିରଦିନ ପାଇଁ ପରମେଶ୍ବରଙ୍କର ହବେ। ଯଦି ଲୋକମାନେ ସହେି ମାନତ ଲୋକକୁ ଫୋରାଇ ଆଣିବାକୁ ଗ୍ଭହାଁନ୍ତି ତବେେ ସମାନେେ ନିରୂପିତ ମୂଲ୍ଯ ଦଇେ ଫରୋଇ ଆଣିବେ।
Leviticus 27:3
କୋଡିଏ ବର୍ଷ ଠାରୁ ଷାଠିଏ ବର୍ଷ ପର୍ୟ୍ଯନ୍ତ ପୁରୁଷ ହେଲେ ତୁମ୍ଭର ନିରୂପିତ ମୂଲ୍ଯ ପବିତ୍ରସ୍ଥାନର ଶକେଲ ଅନୁସାରେ ପଗ୍ଭଶ ଶକେଲ ରୂପା ହବେ।
Leviticus 27:4
ଆଉ କୋଡିଏରୁ ଷାଠିଏ ବର୍ଷ ପର୍ୟ୍ଯନ୍ତ ସ୍ତ୍ରୀ ଲୋକର ନିରୂପିତ ମୂଲ୍ଯ ତିରିଶ ଶକେଲ ରୂପା ହବେ।
Leviticus 27:5
ଆଉ ପଞ୍ଚମ ବର୍ଷରୁ କୋଡିଏ ବର୍ଷ ପର୍ୟ୍ଯନ୍ତ ହେଲେ ତୁମ୍ଭର ନିରୂପିତ ମୂଲ୍ଯ ପୁରୁଷ ପାଇଁ କୋଡିଏ ଶକେଲ ରୂପା ଓ ସ୍ତ୍ରୀ ପାଇଁ ଦଶ ଶକେଲ ରୂପା ହବେ।
Leviticus 27:6
ପୁଣି ଏକମାସଠାରୁ ପାଞ୍ଚ ବର୍ଷ ପର୍ୟ୍ଯନ୍ତ ଶିଶୁ ହେଲେ ତୁମ୍ଭର ନିରୂପିତ ମୂଲ୍ଯ ପୁରୁଷ ନିମନ୍ତେ ପାଞ୍ଚ ଶକେଲ ରୂପା ଓ ସ୍ତ୍ରୀ ନିମନ୍ତେ ତିନି ଶକେଲ ରୂପା ହବେ।
Leviticus 27:7
ପୁଣି ଷାଠିଏ ବର୍ଷରୁ ଅଧିକ ହେଲେ ତୁମ୍ଭର ନିରୂପିତ ମୂଲ୍ଯ ପୁରୁଷ ପାଇଁ ପନ୍ଦର ଶକେଲ ରୂପା ଓ ସ୍ତ୍ରୀ ନିମନ୍ତେ ଦଶ ଶକେଲ ରୂପା ହବେ।
Leviticus 27:8
ଯଦି ଲୋକଟି ଅତି ଦରିଦ୍ର ଓ ନିରୂପିତ ମୂଲ୍ଯ ଦଇେ ପାରିବ ନାହିଁ, ତବେେ ତାକୁ ଯାଜକ ନିକଟକୁ ଅଣାୟିବ, ଯାଜକ ତାହାର ମୂଲ୍ଯ ନିରୂପିତ କରିବ। ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ଯ ନିରୂପଣ କରିବ।
Oriya Bible