English
ପ୍ରଥମ ବଂଶାବଳୀ 29:25 ଚିତ୍ର
ସଦାପ୍ରଭୁ ଶଲୋମନଙ୍କୁ ଅତି ମହାନ୍ କଲେ। ଇଶ୍ରାୟେଲର ସମସ୍ତ ଲୋକ ଜାଣିଥିଲେ ଯେ, ସଦାପ୍ରଭୁ ହିଁ ଶଲୋମନଙ୍କୁ ମହାନ୍ କରିଅଛନ୍ତି। ସଦାପ୍ରଭୁ ଶଲୋମନଙ୍କୁ ରାଜୋଚିତ ସମ୍ମାନ ପ୍ରଦାନ କଲେ। ଶଲୋମନଙ୍କ ପୂର୍ବରୁ ଇଶ୍ରାୟେଲର କୌଣସି ରାଜା ଏହିପରି ସମ୍ମାନ ପାଇ ନ ଥିଲେ।