English
ଦିତୀୟ ବଂଶାବଳୀ 2:1 ଚିତ୍ର
ସଦାପ୍ରଭୁଙ୍କ ନାମକୁ ସମ୍ମାନିତ କରିବା ନିମନ୍ତେ ଶଲୋମନ ଏକ ମନ୍ଦିର ନିର୍ମାଣ କରିବାକୁ ଯୋଜନା କଲେ। ଆହୁରି ମଧ୍ଯ ନିଜ ନିମନ୍ତେ ଏକ ରାଜକୀଯ ଗୃହ ନିର୍ମାଣ କରିବାକୁ ଶଲୋମନ ଯୋଜନା କଲେ।