ରେରିତମାନଙ୍କ କାର୍ଯ୍ୟର ବିବରଣ 17

1 ପାଉଲ ଓ ଶୀଲା ଆଂଫିପଲ ଓ ଆପଲ୍ଲୋନିଆ ନଗର ଦଇେ ଥସେଲନୀକୀ ନଗର ରେ ପହନ୍ଚିଲେ। ସଠାେରେ ଯିହୂଦୀୟମାନଙ୍କର ଗୋଟିଏ ସମାଜଗୃହ ଥିଲା।

2 ପାଉଲ ସମାନଙ୍କେ ପାଖକୁ ଗଲେ। ଏପରି ସେ ସର୍ବଦା କରୁଥିଲେ। ସେ ତିନି ବିଶ୍ରାମବାର ଦିନ ପର୍ୟ୍ଯନ୍ତ ସମାନଙ୍କେ ସହିତ ଶାସ୍ତ୍ର ଆଲୋଚନା କଲେ।

3 ସେ ପବିତ୍ର ବାକ୍ଯ ବୁଝଇେଲେ ଓ ସମାନଙ୍କେୁ ପ୍ରମାଣ ଦଇେ କହିଲେ ଯେ, ଖ୍ରୀଷ୍ଟଙ୍କର ଦୁଃଖ ଭୋଗ କରିବାର ଓ ମୃତ୍ଯୁରୁ ପୁନର୍ଜୀବିତ ହବୋର ଆବଶ୍ଯକତା ଥିଲା। ପାଉଲ କହିଲେ, ଏହି ଯୀଶୁ, ଯାହାଙ୍କ ବିଷୟ ରେ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଚ଼ାର କରୁଛି, ସେ ହେଉଛନ୍ତି ଖ୍ରୀଷ୍ଟ।

4 ସମାନଙ୍କେ ମଧ୍ଯରୁ କେତକେ ଲୋକ ପରିବର୍ତ୍ତିତ ହେଲ, ଏବଂ ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ। ସତ୍ଯ ପରମେଶ୍ବରଙ୍କୁ ପୂଜା କରୁଥିବା ଅନକେ ଗ୍ରୀକ୍ ଲୋକ ଓ ଅନକେ ପ୍ରଭାବଶାଳୀ ସ୍ତ୍ରୀମାନେ ମଧ୍ଯ ସମାନଙ୍କେ ସହିତ ୟୋଗ ଦେଲେ।

5 କିନ୍ତୁ ଅବିଶ୍ବାସୀ ଯିହୂଦୀୟମାନେ ଈର୍ଷାପରାୟଣ ହାଇେ ବଜାରରୁ ଦୁଷ୍ଟ ଲୋକଙ୍କ ମଧ୍ଯରୁ ଗୋଟିଏ ଦଳ ଏକାଠି କଲେ ଓ ନଗର ରେ ଗଣ୍ଡଗୋଳ ସୃଷ୍ଟିକେଲ। ସମାନେେ ନଗର ରେ ଉପଦ୍ରବ କରି ଯାସୋନଙ୍କ ଘର ଉପରେ ଆକ୍ରମଣ କଲେ। ସମାନେେ ପାଉଲ ଓ ଶୀଲାଙ୍କୁ ଲୋକମାନଙ୍କ ଆଗକୁ ଧରି ଆଣିବା ପାଇଁ ଚେ଼ଷ୍ଟା କଲେ।

6 ସମାନେେ ତାହାଙ୍କୁ ନ ପାଇ ଯାସୋନ ଓ କେତକେ ଭାଇମାନଙ୍କୁ ନଗରକର୍ତ୍ତାମାନଙ୍କ ନିକଟକୁ ଟାଣି ନେଲେ। ସମାନେେ ପାଟି କରି କହିଲେ, ଏହି ଲୋକମାନେ ସାରା ଜଗତ ରେ ଭୟଙ୍କର ଅରାଜକତା ସୃଷ୍ଟି କରୁଛନ୍ତି। ସମାନେେ ବର୍ତ୍ତମାନ ଏଠାକୁ ମଧ୍ଯ ଆସିଲଣେି।

7 ଯାସୋନ ସହେିମାନଙ୍କୁ ଆଣି ନିଜ ଘ ରେ ରଖିଛି। ଯୀଶୁ ନାମ ରେ ଯେ ଆଉ ଜଣେ ରାଜା ଅଛି, ଏହା କହି ସମାନେେ ସମସ୍ତେ ଦାବୀ କରି କାଇସରଙ୍କ ନିୟମର ବିରୁଦ୍ଧାଚ଼ରଣ କରୁଛନ୍ତି।

8 ଜନସମୂହ ଓ ନଗରର ଶାସନକର୍ତ୍ତାମାନେ ସମାନଙ୍କେ କଥା ଶୁଣି ବିଚ଼ଳିତ ହାଇପେଡ଼ିଲେ।

9 ପରେ ସମାନେେ ଯାସୋନ ଓ ଅନ୍ୟମାନଙ୍କ ଠାରୁ ଜାମିନ ନଇେ ଛାଡ଼ି ଦେଲେ।

10 ପାଉଲ ଓ ଶୀଲାଙ୍କୁ ଭାଇମାନେ ସହେି ରାତି ରେ ସାଙ୍ଗେ ସାଙ୍ଗେ ବରଯୋ ନଗରକୁ ପଠାଇ ଦେଲେ। ସମାନେେ ସଠାେରେ ପହଞ୍ଚି ଯିହୂଦୀୟମାନଙ୍କ ସମାଜଗୃହକୁ ଗଲେ।

11 ସଠାେରେ ଲୋକମାନେ ଥସେଲନୀକୀୟ ଲୋକମାନଙ୍କ ଅପେକ୍ଷା ବେଶି ଭଦ୍ର ଓ ଉତ୍ତମ ଥିଲେ। ସମାନେେ ପାଉଲ ଓ ଶୀଲାଙ୍କର କଥା ଅତି ଉତ୍ସୁକତାର ସହ ଶୁଣିଲେ। ସମାନଙ୍କେର କଥା ସତ୍ଯ ନା ମିଥ୍ଯା, ଏହି କଥା ଜାଣିବା ପାଇଁ ସମାନେେ ପ୍ରତିଦିନ ଶାସ୍ତ୍ର ପରୀକ୍ଷା କରି ଦେଖିଲେ।

12 ଅତଏବ, ଅନକେ ଯିହୂଦୀୟ ଲୋକ ବିଶ୍ବାସ କଲେ। ଅନକେ ସମ୍ରାନ୍ତ ଗ୍ରୀକ ସ୍ତ୍ରୀ ଓ ପୁରୁଷମାନେ ମଧ୍ଯ ବିଶ୍ବାସ କଲେ।

13 ଥସେଲନୀକୀୟ ଯିହୂଦୀୟମାନେ ବରଯୋ ନଗର ରେ ପାଉଲ ପରମେଶ୍ବରଙ୍କର ବାକ୍ଯ ପ୍ରଚ଼ାର କରୁଛନ୍ତି ବୋଲି ଜାଣିପାରିଲେ। ତେଣୁ ସମାନେେ ସଠାେକୁ ଆସି ଆନ୍ ଦୋଳନ କରି ଲୋକ ସମୂହକୁ ମତଇେଲେ।

14 ସେଥିପାଇଁ ଭାଇମାନେ ପାଉଲଙ୍କୁ ସମୁଦ୍ର କୂଳକୁ ପଠାଇ ଦେଲେ, କିନ୍ତୁ ଶୀଲା ଓ ତୀମଥି ସଠାେରେ ରହିଲେ।

15 ଯେଉଁମାନେ ପାଉଲଙ୍କୁ ସାଙ୍ଗ ରେ ନଇେ ଯାଇଥିଲେ ସମାନେେ ତାହାଙ୍କୁ ଆଥୀନୀ ନଗର ପର୍ୟ୍ଯନ୍ତ ପହଞ୍ଚାଇ ଦେଲେ। ପାଉଲ ସମାନଙ୍କେ ଦ୍ବାରା ଖବର ଦେଲେ ଯେ, ଶୀଲା ଓ ତୀମଥି ଆସି ତାହାଙ୍କ ସହିତ ଯୋଗଦାନ କରନ୍ତୁ। ତା'ପରେ ସମାନେେ ଫରେି ଗଲେ।

16 ପାଉଲ ଆଥୀନୀ ନଗର ରେ ଶୀଲା ଓ ତୀମଥିଙ୍କୁ ଅପେକ୍ଷା କରିଥାଆନ୍ତି। ନଗର ସାରା ମୂର୍ତ୍ତିଗୁଡ଼ିକରେ ପୂର୍ଣ୍ଣ ହାଇେଥିବାର ଦେଖି ସେ ହୃଦୟ ରେ ଅତି ମାତ୍ରା ରେ ବିବ୍ରତ ହାଇେ ପଡ଼ିଲେ।

17 ତେଣୁ ସତ୍ଯ ପରମେଶ୍ବରଙ୍କୁ ଉପାସନା କରୁଥିବା ଯିହୂଦୀୟ ଓ ଗ୍ରୀକ୍ ଲୋକମାନଙ୍କ ସହିତ ସେ ସମାଜଗୃହ ଏବଂ ବଜାରକୁ ଆସୁଥିବା ଲୋକମାନଙ୍କ ସହିତ ସେ ପ୍ରତିଦିନ କଥାବାର୍ତ୍ତା କଲେ।

18 ତେଣୁ କେତକେ ଏପିକୂରୀୟ ଓ ସ୍ତୋଯିକ ଦାର୍ଶନିକମାନେ ତାହାଙ୍କ ସହିତ ୟୁକ୍ତିତର୍କ କଲେ।

19 ସମାନେେ ପାଉଲଙ୍କୁ ଆରୟପାଗ ସଭା ପାଖକୁ ନଇଗେଲେ। ସମାନେେ ତାହାଙ୍କୁ ପଚ଼ାରିଲେ, ତୁମ୍ଭେ ଉପଦେଶ ଦେଉଥିବା ଏହି ନୂଆ ଶିକ୍ଷା କ'ଣ, ତାହା ଆମ୍ଭେ ଜାଣି ପାରିବୁ କି?

20 ତୁମ୍ଭେ ଆମ୍ଭ ନିକଟରେ କେତକେ ଅଦ୍ଦ୍ଭୂତ ବିଚ଼ାରମାନ ଉପସ୍ଥାପିତ କରୁଛ ଓ ଆମ୍ଭମାନେେ ସଗେୁଡ଼ିକ କ'ଣ ତାହା ଜାଣିବାକୁ ଚ଼ାହୁଁ।

21 ଆଥୀନୀୟ ବାସିନ୍ଦାମାନେ ଓ ସଠାେରେ ରହୁଥିବା ବିଦେଶୀ ଲୋକମାନେ କିଛି କାର୍ୟ୍ଯ ନକରି କବଳେ ନୂତନ ବିଷୟମାନ ଶୁଣିବା ରେ ଓ କଥା କହିବା ରେ ସମୟ କାଟୁଥିଲେ।

22 ପାଉଲ ଆରୟପାଗ ସଭାର ସାମନା ରେ ଠିଆ ହାଇେ କହିଲେ, ହେ ଆଥୀନୀୟ ଲୋକମାନେ, ମୁଁ ଦେଖୁଛି, ତୁମ୍ଭମାନେେ ସବୁ ବିଷୟ ରେ ଅତି ଧାର୍ମିକ।

23 ମୁଁ ନଗରର ଚ଼ାରିପାଖ ରେ ଭ୍ରମଣ କରି, ତୁମ୍ଭମାନଙ୍କର ପୂଜା କରୁଥିବା ବସ୍ତୁମାନ ଦେଖିଲି। ମୁଁ ଗୋଟିଏ ବଦେୀ ଦେଖିଲି ଯାହା ଉପରେ ଲଖାେଥିଲା, 'ଏକ ଈଶ୍ବର ଯାହାଙ୍କୁ ଆମ୍ଭେ ଜାଣିନାହୁଁ।' ତେଣୁ ତୁମ୍ଭମାନେେ ନ ଜାଣି ଯାହା ପୂଜା କରୁଛ, ମୁଁ ତାହାଙ୍କୁ ତୁମ୍ଭମାନଙ୍କ ଆଗ ରେ ପ୍ରଚ଼ାର କରୁଛି।

24 ପରମେଶ୍ବର ଓ ପୃଥିବୀ ରେ ଓ ଏଥି ରେ ଥିବା ସମସ୍ତ ବସ୍ତୁର କର୍ତ୍ତା। ସେ ସ୍ବର୍ଗ ଓ ପୃଥିବୀର ପ୍ରଭୁ ହାଇେ ଥିବାରୁ ସେ ମଣିଷ ନିର୍ମିତ ମନ୍ଦିର ଗୁଡ଼ିକରେ ରୁହନ୍ତି ନାହିଁ।

25 ସେ ପରମେଶ୍ବର ଜୀବନ ଓ ପ୍ରାଣବାଯୁ ପ୍ରଦାନ କରନ୍ତି। ସେ ମନୁଷ୍ଯମାନଙ୍କର ସାହାୟ୍ଯ ଲୋଡ଼ନ୍ତି ନାହିଁ। ତାହାଙ୍କର କୌଣସି ଅଭାବ ନାହିଁ।

26 ପରମେଶ୍ବର ଗୋଟିଏ ମନୁଷ୍ଯଠାରୁ ସମୁଦାୟ ମନୁଷ୍ଯ ଜାତିକୁ ତିଆରି କରିଛନ୍ତି। ସେଥିପାଇଁ ସମାନେେ ପୃଥିବୀର ସର୍ବତ୍ର ରଖନ୍ତି। ସେ ସମାନଙ୍କେ ପାଇଁ ପୂର୍ବରୁ ନିର୍ଦ୍ଧାରିତ ସମୟ ଓ ସ୍ଥାନର ସୀମା ମଧ୍ଯ ସ୍ଥିର କରିଛନ୍ତି,

27 ଯେପରି ସମାନେେ ପରମେଶ୍ବରଙ୍କୁ ଖାଜେି ପାଇ ପାରିବେ। ସମାନେେ ତାହାଙ୍କ ନିକଟକୁ ଯାଇ ତାହାଙ୍କୁ ପାଇବା ପାଇଁ ଚେଷ୍ଟା କରିପାରନ୍ତି ୟଦ୍ଯପି ସେ ଆମ୍ଭମାନଙ୍କ ମଧ୍ଯରୁ କାହାରିଠାରୁ ହୂର ରେ ନାହାଁନ୍ତି।

28 'କାରଣ ଆମ୍ଭେ ତାହାଙ୍କ ସହିତ ବାସ କରୁ, ତାହାଙ୍କ ସହିତ ଗତି କରୁ ଓ ତାହାଙ୍କଠା ରେ ଆମ୍ଭର ଅସ୍ତିତ୍ବ ଅଛି।'

29 ଯେ ହତେୁ ଆମ୍ଭମାନେେ ପରମେଶ୍ବରଙ୍କ ସନ୍ତାନ ତେଣୁ ଆମ୍ଭମାନେେ ପରମେଶ୍ବରଙ୍କୁ ମନୁଷ୍ଯର କୌଶଳ ଓ କଳ୍ପନା ରେ ତିଆରି ପ୍ରତିମା ବୋଲି ଭାବିବା ନାହିଁ, ବା ସୁନା କି ରୂପା କି ପଥର ବୋଲି ମଧ୍ଯ ଭାବିବା ନାହିଁ।

30 ପୂର୍ବରୁ ପରମେଶ୍ବର ଲୋକମାନଙ୍କର ଏହି ନିର୍ବୋଧତା ଉପେକ୍ଷା କରିଥିଲେ। ମାତ୍ର ବର୍ତ୍ତମାନ ସେ ସାରା ପୃଥିବୀର ଲୋକମାନଙ୍କୁ ଅନୁତାପ କରି ଫରେିଆସିବା ପାଇଁ ଆଦେଶ ଦିଅନ୍ତି।

31 ସେ ଜଣଙ୍କୁ ନ୍ଯାୟ ବିଚ଼ାର ପାଇଁ ନିୟୁକ୍ତି ଦଇେଛନ୍ତି। ସେ ଗୋଟିଏ ଦିନ ସ୍ଥିର କରିଛନ୍ତି, ଯେଉଁଦିନ ସହେି ସମଗ୍ର ବିଶ୍ବକୁ ତାହାଙ୍କ ଦ୍ବାରା ନ୍ଯାୟ ସହିତ ବିଚ଼ାର କରିବେ। ସେ ପ୍ରେତ୍ୟକକଙ୍କ ଆଗ ରେ ଯୀଶୁଙ୍କର ମୃତ୍ଯୁରୁ ବଞ୍ଚି ଉଠିବା କଥାର ପ୍ରମାଣ ଦଇେଛନ୍ତି।

32 ଯେତବେେଳେ ସମାନେେ ଯୀଶୁ ମୃତ୍ଯୁରୁ ପୁନର୍ଜୀବିତ ହାଇେଥିବା ବିଷୟ ରେ ଶୁଣିଲେ, ସମାନଙ୍କେ ଭିତରୁ କେତଜେଣ ତାହାଙ୍କୁ ଉପହାସ କଲେ। ଆଉ କେତକେ କହିଲେ, ଆମ୍ଭେ ପରେ ଏ ବିଷୟ ରେ ତୁମ୍ଭଠାରୁ ଶୁଣିବୁ।

33 ତେଣୁ ପାଉଲ ସମାନଙ୍କେୁ ଛାଡ଼ି ଚ଼ାଲିଗଲେ।

34 କେତକେ ଲୋକ ପାଉଲଙ୍କ ସହିତ ୟୋଗଦାନ କଲେ ଓ ବିଶ୍ବାସ କଲେ। ସମାନଙ୍କେ ଭିତ ରେ ଆରୟପାଗୀୟ ସଭାର ସଦସ୍ଯ ଦିୟନୁସିୟ ଓ ଦାମାରି ନାମକ ଜଣେ ସ୍ତ୍ରୀ ଲୋକ ଓ ଅନ୍ୟମାନେ ମଧ୍ଯ ଥିଲେ।

1 Now when they had passed through Amphipolis and Apollonia, they came to Thessalonica, where was a synagogue of the Jews:

2 And Paul, as his manner was, went in unto them, and three sabbath days reasoned with them out of the scriptures,

3 Opening and alleging, that Christ must needs have suffered, and risen again from the dead; and that this Jesus, whom I preach unto you, is Christ.

4 And some of them believed, and consorted with Paul and Silas; and of the devout Greeks a great multitude, and of the chief women not a few.

5 But the Jews which believed not, moved with envy, took unto them certain lewd fellows of the baser sort, and gathered a company, and set all the city on an uproar, and assaulted the house of Jason, and sought to bring them out to the people.

6 And when they found them not, they drew Jason and certain brethren unto the rulers of the city, crying, These that have turned the world upside down are come hither also;

7 Whom Jason hath received: and these all do contrary to the decrees of Caesar, saying that there is another king, one Jesus.

8 And they troubled the people and the rulers of the city, when they heard these things.

9 And when they had taken security of Jason, and of the other, they let them go.

10 And the brethren immediately sent away Paul and Silas by night unto Berea: who coming thither went into the synagogue of the Jews.

11 These were more noble than those in Thessalonica, in that they received the word with all readiness of mind, and searched the scriptures daily, whether those things were so.

12 Therefore many of them believed; also of honourable women which were Greeks, and of men, not a few.

13 But when the Jews of Thessalonica had knowledge that the word of God was preached of Paul at Berea, they came thither also, and stirred up the people.

14 And then immediately the brethren sent away Paul to go as it were to the sea: but Silas and Timotheus abode there still.

15 And they that conducted Paul brought him unto Athens: and receiving a commandment unto Silas and Timotheus for to come to him with all speed, they departed.

16 Now while Paul waited for them at Athens, his spirit was stirred in him, when he saw the city wholly given to idolatry.

17 Therefore disputed he in the synagogue with the Jews, and with the devout persons, and in the market daily with them that met with him.

18 Then certain philosophers of the Epicureans, and of the Stoicks, encountered him. And some said, What will this babbler say? other some, He seemeth to be a setter forth of strange gods: because he preached unto them Jesus, and the resurrection.

19 And they took him, and brought him unto Areopagus, saying, May we know what this new doctrine, whereof thou speakest, is?

20 For thou bringest certain strange things to our ears: we would know therefore what these things mean.

21 (For all the Athenians and strangers which were there spent their time in nothing else, but either to tell, or to hear some new thing.)

22 Then Paul stood in the midst of Mars’ hill, and said, Ye men of Athens, I perceive that in all things ye are too superstitious.

23 For as I passed by, and beheld your devotions, I found an altar with this inscription, TO THE UNKNOWN GOD. Whom therefore ye ignorantly worship, him declare I unto you.

24 God that made the world and all things therein, seeing that he is Lord of heaven and earth, dwelleth not in temples made with hands;

25 Neither is worshipped with men’s hands, as though he needed any thing, seeing he giveth to all life, and breath, and all things;

26 And hath made of one blood all nations of men for to dwell on all the face of the earth, and hath determined the times before appointed, and the bounds of their habitation;

27 That they should seek the Lord, if haply they might feel after him, and find him, though he be not far from every one of us:

28 For in him we live, and move, and have our being; as certain also of your own poets have said, For we are also his offspring.

29 Forasmuch then as we are the offspring of God, we ought not to think that the Godhead is like unto gold, or silver, or stone, graven by art and man’s device.

30 And the times of this ignorance God winked at; but now commandeth all men every where to repent:

31 Because he hath appointed a day, in the which he will judge the world in righteousness by that man whom he hath ordained; whereof he hath given assurance unto all men, in that he hath raised him from the dead.

32 And when they heard of the resurrection of the dead, some mocked: and others said, We will hear thee again of this matter.

33 So Paul departed from among them.

34 Howbeit certain men clave unto him, and believed: among the which was Dionysius the Areopagite, and a woman named Damaris, and others with them.

Acts 27 in Tamil and English

1 ଇତାଲିଆକୁ ଜାହାଜା ରେ ଯାତ୍ରା କରିବା ପାଇଁ ସ୍ଥିର ହବୋରୁ ପାଉଲ ଓ ଅନ୍ୟ ବନ୍ଦୀମାନଙ୍କୁ ଦାଯିତ୍ବ ୟୂଲିଅ ନାମକ ଶତ ସନୋପତିଙ୍କ ହସ୍ତ ରେ ଅର୍ପଣ କରାଗଲା। ସହେି ୟୂଲିଅ ସମ୍ରାଟଙ୍କର ସନୋବାହିନୀ ରେ ଚ଼ାକିରୀ କରୁଥିଲେ। ଆମ୍ଭମାନେେ ଆଦ୍ରାମୁତ୍ତୀୟରୁ ଗୋଟିଏ ଜାହାଜ ରେ ଉଠିଲୁ।
And when it was determined that we should sail into Italy, they delivered Paul and certain other prisoners unto one named Julius, a centurion of Augustus’ band.

2 ସହେି ଜାହାଜଟି ଏସିଆ ଉପକୂଳବର୍ତ୍ତୀ ବନ୍ଦରଗୁଡ଼ିକୁ ଯାଉଥିଲା। ଥସଲିେନିକୀର ଆରିସ୍ତାର୍ଖ ନାମକ ଜଣେ ମାକିଦନିଆ ଅଧିବାସୀ ଆମ୍ଭ ସହିତ ଥିଲେ।
And entering into a ship of Adramyttium, we launched, meaning to sail by the coasts of Asia; one Aristarchus, a Macedonian of Thessalonica, being with us.

3 ତହିଁ ଆରଦିନ ଆମ୍ଭେ ସୀଦୋନ ରେ ପହଞ୍ଚିଲୁ। ୟୁଲିଅ ପାଉଲଙ୍କ ପ୍ରତି ଦୟା ଦେଖଇେ ତାହାଙ୍କୁ ତାହାଙ୍କର ବନ୍ଧୁମାନଙ୍କ ସହିତ ସାକ୍ଷାତ କରିବା ପାଇଁ ଅନୁମତି ଦେଲେ। ପାଉଲଙ୍କ ବନ୍ଧୁମାନେ ତାହାଙ୍କର ଆବଶ୍ଯକତା ପୂର୍ଣ୍ଣ କଲେ।
And the next day we touched at Sidon. And Julius courteously entreated Paul, and gave him liberty to go unto his friends to refresh himself.

4 ତା'ପରେ ଆମ୍ଭେ ସୀଦୋନ ନଗର ଛାଡ଼ିଲୁ। ସେ ସମୟରେ ପ୍ରତିକୂଳ ପବନ ବହୁଥିଲା। ତେଣୁ ଆମ୍ଭେ ସାଇପ୍ରସ୍ ଉପଦ୍ବୀପ ନିକଟ ଦଇେ ଜଳଯାତ୍ରା କଲୁ।
And when we had launched from thence, we sailed under Cyprus, because the winds were contrary.

5 ତା'ପରେ ଆମ୍ଭେ କିଲିକିଯା ଓ ଫଫୁଲିଆ କୂଳେ କୂଳେ ଯାଇ ଲୁକିଆ ଦେଶର ମୁରା ନଗରୀ ରେ ପହଞ୍ଚିଲୁ।
And when we had sailed over the sea of Cilicia and Pamphylia, we came to Myra, a city of Lycia.

6 ସଠାେରେ ୟୁଲିଅ ଆଲକଜୋଣ୍ଡ୍ରିଆର ଜାହାଜଟିଏ ଇତାଲିଆକୁ ଯାଉଥିବାର ପାଇଲୋ ସେ ଆମ୍ଭମାନଙ୍କୁ ସେଥି ରେ ଚ଼ଢାଇ ଦେଲେ।
And there the centurion found a ship of Alexandria sailing into Italy; and he put us therein.

7 ଆମ୍ଭମାନେେ କିଛି ଦିନ ଧୀ ରେ ଧୀ ରେ ଯାତ୍ରା କଲୁ। ଶଷେ ରେ ବହୁତ ଅସୁବିଧା ରେ ସମ୍ମୁଖୀନ ହାଇେ କ୍ଲିଦ ପହଞ୍ଚିଲୁ। କିନ୍ତୁ ଖୁବ୍ ଜୋର୍ ରେ ପବନ ବହୁଥିବାରୁ ଆମ୍ଭେ ଆଗକୁ ଯାଇ ପାରିଲୁ ନାହିଁ। ତେଣୁ ଆମ୍ଭେ ସାଲ୍ମୋଲୀର ନିକଟ କ୍ରୀତୀ ଦ୍ବୀପ ଉପକୂଳ ଦଇେ ଯାତ୍ରା କଲୁ।
And when we had sailed slowly many days, and scarce were come over against Cnidus, the wind not suffering us, we sailed under Crete, over against Salmone;

8 ଆମ୍ଭେ କୂଳକେୂଳେ ବହୁତ କଷ୍ଟ ରେ ଯାତ୍ରା କଲୁ। ତା'ପରେ ଆମ୍ଭେ ଲାସାଯା ନଗର ପାଖ 'ସୁନ୍ଦର ବନ୍ଦର' ନାମକ ସ୍ଥାନ ରେ ପହଞ୍ଚିଲୁ।
And, hardly passing it, came unto a place which is called The fair havens; nigh whereunto was the city of Lasea.

9 ଏହିପରି ବହୁତ ସମୟ ବିତିଗଲା। ସେତବେେଳେ ଯିହୂଦୀୟ ଉପବାସ ଦିବସର ପରବର୍ତ୍ତୀ ସମୟ ହାଇେ ଥିବାରୁ, ଦୀର୍ଘ ଯାତ୍ରା ପାଇଁ ପାଗ ବିପଦପୂର୍ଣ୍ଣ ହାଇେ ଆସୁଥିଲା। ତେଣୁ ପାଉଲ ସମାନଙ୍କେୁ ସାବଧାନ କରଇେ କହିଲେ, ହେ ବନ୍ଧୁଗଣ! ମୁଁ ଭାବୁଛି, ଆମ୍ଭମାନଙ୍କର ଆଉ ଆଗକୁ ଯାତ୍ରା କରିବା ବିପଦଜନକ ହବେ।
Now when much time was spent, and when sailing was now dangerous, because the fast was now already past, Paul admonished them,

10 ଏହା ଦ୍ବାରା ଯେ କବଳେ ଜାହାଜ ଓ ଜିନିଷପତ୍ରର କ୍ଷତି ଘଟିବ ତାହା ନୁହେଁ, ହୁଏତ ଆମ୍ଭମାନଙ୍କର ଜୀବନ ମଧ୍ଯ ଚ଼ାଲିଯାଇପା ରେ।
And said unto them, Sirs, I perceive that this voyage will be with hurt and much damage, not only of the lading and ship, but also of our lives.

11 କିନ୍ତୁ ସନୋଧିକାରୀ, ପାଉଲଙ୍କ କହିଥିବା କଥା ଅପେକ୍ଷା ଜାହାଜର କ୍ଯାପଟନ୍େ ଓ ମାଲିକଙ୍କ କଥାକୁ ଅଧିକ ବିଶ୍ବାସ କଲେ।
Nevertheless the centurion believed the master and the owner of the ship, more than those things which were spoken by Paul.

12 ସହେି ବନ୍ଦରଟି ଶୀତ କଟଇବୋ ପାଇଁ ଅନୁପୟୁକ୍ତ ଥିଲା। ତେଣୁ ଜାହାଜର ଅଧିକାଂଶ ନାବିକ ଫୋନୀକ୍ ରେ ପହଞ୍ଚିବା ଆଶା ରେ ସଠାେରେ ଆମ୍ଭ ସହିତ ୟିବା ପାଇଁ ଓ ଶୀତଋତୁ କଟଇବୋ ପାଇଁ ପରାମର୍ଶ ଦେଲେ। ଫୋନୀକ୍ସ୍ କ୍ରୀତି ଉପଦ୍ବୀପର ଗୋଟିଏ ନଗର। ଫୋନୀକ୍ସ୍ ଗୋଟିଏ ବନ୍ଦର। ତାହା ଉଭୟ ଉତ୍ତରପୂର୍ବ ଓ ଦକ୍ଷିଣ ପୂର୍ବ ଦିଗକୁ ଥିଲା।
And because the haven was not commodious to winter in, the more part advised to depart thence also, if by any means they might attain to Phenice, and there to winter; which is an haven of Crete, and lieth toward the south west and north west.

13 ତା'ପରେ ପ୍ରବଳ ପବନ ଦକ୍ଷିଣ ଦିଗରୁ ବୋହିଲା। ଜାହାଜ ରେ ଥିବା ଲୋକମାନେ ଭାବିଲେ, ଆମ୍ଭେ ଯେଉଁ ପବନ ବହିବାଇଚ୍ଛା କରିଥିଲୁ, ତାହା ଆମ୍ଭେ ପାଇଲୁ। ତେଣୁ ଆମ୍ଭେ ଲଙ୍ଗର ଉେଠଇ କ୍ରୀତି ଉପଦ୍ବୀପର କୂଳକେୂଳେ ଯାତ୍ରା କଲୁ।
And when the south wind blew softly, supposing that they had obtained their purpose, loosing thence, they sailed close by Crete.

14 ମାତ୍ର ଅଳ୍ପ ସମୟ ପରେ ହଠାତ୍ ପାଗ ବଦଳିଗଲା। ଉତ୍ତର ପୂର୍ବୀୟ ନାମକ ପବନ, ଦ୍ବୀପଆଡୁ ପ୍ରଚ଼ଣ୍ଡ ବଗେ ରେ ବୋହିବାକୁ ଲାଗିଲା।
But not long after there arose against it a tempestuous wind, called Euroclydon.

15 ଏହା ଜାହାଜକୁ ଆଘାତ କରି ସମୁଦ୍ର ଭିତରକୁ ଠଲେି ନଲୋ। ଜାହାଜ ପବନ ରେ ସ୍ଥିର ହାଇେ ରହି ନପାରିବାରୁ ଆମ୍ଭେ ତାକୁ ଭାସିୟିବା ପାଇଁ ଛାଡ଼ି ଦଲେୁ।
And when the ship was caught, and could not bear up into the wind, we let her drive.

16 ତା'ପରେ ଆମ୍ଭେ କ୍ଲାଉଦ ନାମକ ଉପଦ୍ବୀପ ଉହାଡ଼ ରେ ଜାହାଜ ଚ଼ଳାଇଲୁ। ସଠାେରେ ଗୋଟିଏ ଜୀବନରକ୍ଷକ ଡ଼ଙ୍ଗାକୁ ବହୁ କଷ୍ଟ ରେ ଆମ୍ଭେ ଜାହାଜ ଉପରକୁ ଉଠାଇବାକୁ ସମର୍ଥ ହେଲୁ।
And running under a certain island which is called Clauda, we had much work to come by the boat:

17 କବଳେ ତାହାକୁ ଜାହାଜ ଭିତରକୁ ନଲେୁ। ତାହାକୁ ଏକାଠି ଧରି ରଖିବା ପାଇଁ ଜାହାଜର ଚ଼ାରିପଟେ ଦଉଡ଼ି ରେ ବାନ୍ଧି ଦେଲେ। ନାବିକମାନେ ଚେ଼ାରାବାଲି ରେ ଜାହାଜ ଲାଗିୟିବାର ଭୟ କଲେ। ତେଣୁ ସମାନେେ ଉପର ପାଲଗୁଡ଼ିକ ଖ ସଇେ ପବନ ରେ ଜାହାଜଟିକୁ ଭ ସଇେ ଦେଲେ।
Which when they had taken up, they used helps, undergirding the ship; and, fearing lest they should fall into the quicksands, strake sail, and so were driven.

18 ତହିଁ ଆରଦିନ ସମାନେେ ଝଡ଼ ପ୍ରବଳ ବଗେ ରେ ବଢ଼ିବାରୁ ମାଲଗୁଡ଼ିକ ସମୁଦ୍ର ରେ ପକଇେ ଦେଲେ।
And we being exceedingly tossed with a tempest, the next day they lightened the ship;

19 ତୃତୀୟ ଦିନ ସମାନେେ ନିଜ ହାତ ରେ ଜାହାଜର ସରଞ୍ଜାମ ସବୁ ପାଣିକୁ ଫୋପାଡ଼ି ଦେଲେ।
And the third day we cast out with our own hands the tackling of the ship.

20 ଆମ୍ଭେ ବହୁତ ଦିନ ପର୍ୟ୍ଯନ୍ତ ସୁର୍ୟ୍ଯ କି ତାରା କିଛି ଦେଖି ପାରିଲୁ ନାହିଁ। ପ୍ରଚ଼ଣ୍ଡ ଝଡ଼ ବତାସର ବଗେ କମିଲା ନାହିଁ। ଆମ୍ଭମାନେେ ଜୀବନ ରକ୍ଷା କରିବାର ସମସ୍ତ ଆଶା ରହଇେ ବସିଲୁ। ଆମ୍ଭେ ଭାବିଲୁ, ଆମ୍ଭର ମୃତ୍ଯୁ ଘଟିବ। ଅନକେ ଦିନ ପର୍ୟ୍ଯନ୍ତ ଆମ୍ଭମାନେେ କହେି କିଛି ଖାଇ ନଥିଲୁ।
And when neither sun nor stars in many days appeared, and no small tempest lay on us, all hope that we should be saved was then taken away.

21 ଶଷେ ରେ ପାଉଲ ସମାନଙ୍କେୁ କହିଲେ, ବନ୍ଧୁଗଣ, ତୁମ୍ଭମାନେେ ଯଦି ମାେ କଥା ଶୁଣି କ୍ରୀତି ଉପଦ୍ବୀପରୁ ଜାହାଜ ଛାଡ଼ି ନଥାନ୍ତ, ତବେେ ତୁମ୍ଭମାନଙ୍କେର ଏ ଜାହାଜ ନଷ୍ଟ ହାଇେ ନଥାନ୍ତା ଓ ଏତେ କ୍ଷତି ଘଟି ନଥାନ୍ତା।
But after long abstinence Paul stood forth in the midst of them, and said, Sirs, ye should have hearkened unto me, and not have loosed from Crete, and to have gained this harm and loss.

22 କିନ୍ତୁ ବର୍ତ୍ତମାନ ମାରେକଥାଶୁଣ ଓ ସାହାସ ଧର। କାରଣ ତୁମ୍ଭମାନଙ୍କ ମଧ୍ଯରୁ କାହାରି ଜୀବନ ୟିବ ନାହିଁ। କବଳେ ଜାହାଜଟି ନଷ୍ଟ ହାଇଯେିବ।
And now I exhort you to be of good cheer: for there shall be no loss of any man’s life among you, but of the ship.

23 ମୁଁ ଯେଉଁ ପରମେଶ୍ବରଙ୍କର ସବୋ କରେ, ତାହାଙ୍କର ଜଣେ ଦୂତ ଗତକାଲି ରାତି ରେ ମାେ ପାଖ ରେ ଠିଆ ହାଇେ କହିଲେ,
For there stood by me this night the angel of God, whose I am, and whom I serve,

24 'ଭୟ କରନାହିଁ, ପାଉଲ! ତୁମ୍ଭେ ନିଶ୍ଚୟ କାଇସରଙ୍କ ସମ୍ମୁଖକୁ ୟିବ। ପରମେଶ୍ବର ତୁମ୍ଭ ହତେୁ ତୁମ୍ଭର ସମସ୍ତ ସହଯାତ୍ରୀଙ୍କ ଜୀବନ ରକ୍ଷା କରିବେ।'
Saying, Fear not, Paul; thou must be brought before Caesar: and, lo, God hath given thee all them that sail with thee.

25 ତେଣୁ ବନ୍ଧୁଗଣ! ଖୁସୀ ହୁଅ। ମୁଁ ପରମେଶ୍ବରଙ୍କୁ ବିଶ୍ବାସ କରେ। ତାହାଙ୍କ ଦୂତ ମାେତେ ଯେପରି କହିଛନ୍ତି, ଠିକ୍ ସହେିପରି ଘଟିବ।
Wherefore, sirs, be of good cheer: for I believe God, that it shall be even as it was told me.

26 କିନ୍ତୁ ଆମ୍ଭେ କୌଣସି ଉପଦ୍ବୀପ କୂଳ ରେ ଖଣ୍ଡ ବିଖଣ୍ଡ ହାଇେ ପଡ଼ିବା।
Howbeit we must be cast upon a certain island.

27 ଝଡ଼ର ଚ଼ଉଦ ଦିନ ରେ ପ୍ରାୟ ମଧ୍ଯ ରାତ୍ରି ସମୟରେ ଆମ୍ଭ ଜାହାଜ ଆଦ୍ରିଯା ସମୁଦ୍ରର ପାଖ ରେ ଭାସୁଥିଲା। ଆମ୍ଭ ନାବିକମାନେ କୌଣସି ସ୍ଥଳ ଭାଗ ରେ ନିକଟବର୍ତ୍ତୀ ହାଇେଛନ୍ତି ବୋଲି ସନ୍ଦହେ କଲେ।
But when the fourteenth night was come, as we were driven up and down in Adria, about midnight the shipmen deemed that they drew near to some country;

28 ସମାନେେ ଗୋଟିଏ କଡ଼ ରେ ଓଜନ ଓହଳିଥିବା ଦଉଡ଼ି ସାହାୟ୍ଯ ରେ ମାପ କରି ସଠାେରେ ଜଳର ଗଭୀରତା 120 ଫୁଟ ବୋଲି ଦେଖିଲେ। କିଛି ସମୟ ପରେ ସମାନେେ ପୁଣି ମାପି ତାହା 90 ଫୁଟ ଗଭୀର ଥିବାର ଦେଖିଲେ।
And sounded, and found it twenty fathoms: and when they had gone a little further, they sounded again, and found it fifteen fathoms.

29 ସମାନେେ ଭୟ କଲେ, ଯେ କାଳେ ଜାହାଜ ଭାସି-ଭାସି ଯାଇ ପଥର ରେ ଧକ୍କା ହାଇଯେିବ। ତେଣୁ ସମାନେେ ଜାହାଜର ପଛପଟେ ଚ଼ା ରୋଟି ଲଙ୍ଗର ପକାଇ ଦିନ ହବୋ ପାଇଁ ଅପେକ୍ଷା କଲେ।
Then fearing lest we should have fallen upon rocks, they cast four anchors out of the stern, and wished for the day.

30 କେତକେ ନାବିକ ଜାହାଜ ଛାଡ଼ି ଚ଼ାଲିୟିବାକୁ ଚାହିଁଲେ। ତେଣୁ ସମାନେେ ଜୀବନରକ୍ଷକ ଡ଼ଙ୍ଗାକୁ ପାଣି ରେ ଖ ସଇେ ଦେଲେ। ଯାହା ଫଳ ରେ ଅନ୍ୟମାନେ ଭାବିବେ ଯେ, ନାବିକମାନେ ଜାହାଜ ସାମନା ରେ ଅଧିକ ଲଙ୍ଗର ପକାଇବାକୁ ଯାଉଛନ୍ତି।
And as the shipmen were about to flee out of the ship, when they had let down the boat into the sea, under colour as though they would have cast anchors out of the foreship,

31 କିନ୍ତୁ ପାଉଲ ସନୋଅଧିକାରୀଙ୍କୁ ଓ ସୈନିକମାନଙ୍କୁ କହିଲେ, ଏମାନେ ଯଦି ଜାହାଜ ରେ ନରହିବେ, ତବେେ ତୁମ୍ଭମାନେେ କହେି ରକ୍ଷା ପାଇବ ନାହିଁ।
Paul said to the centurion and to the soldiers, Except these abide in the ship, ye cannot be saved.

32 ତେଣୁ ସୈନିକମାନେ ଜୀବନ ରକ୍ଷକ ଡ଼ଙ୍ଗାର ଦଉଡ଼ି କାଟି ଦେଲେ ଓ ତାହାକୁ ପାଣି ରେ ପକଇେ ଦେଲେ।
Then the soldiers cut off the ropes of the boat, and let her fall off.

33 ପାହାନ୍ତିଆ ସମୟରେ ଠିକ୍ ପୂର୍ବରୁ ପାଉଲ ସମାନଙ୍କେୁ କିଛି ଖାଦ୍ୟ ଖାଇବା ପାଇଁ ଅନୁ ରୋଧ କଲେ। ସେ କହିଲେ, ତୁମ୍ଭମାନେେ ଉତ୍କଣ୍ଠାର ସହିତ ଅପେକ୍ଷା କରିଛ ଓ ଆଜିକୁ ଚ଼ଉଦ ଦିନ ଧରି ତୁମ୍ଭମାନେେ ଖାଦ୍ୟ ସ୍ପର୍ଶ କରି ନାହଁ।
And while the day was coming on, Paul besought them all to take meat, saying, This day is the fourteenth day that ye have tarried and continued fasting, having taken nothing.

34 ବର୍ତ୍ତମାନ ବଞ୍ଚିବା ପାଇଁ ତୁମ୍ଭମାନଙ୍କର କିଛି ଖାଦ୍ୟ ଖାଇବା ନିହାତି ଆବଶ୍ଯକ। ତୁମ୍ଭମାନଙ୍କ ମଧ୍ଯରୁ କାହାରି ମୁଣ୍ଡର ଗୋଟିଏ ବାଳ ମଧ୍ଯ, ନଷ୍ଟ ହବେନାହିଁ।
Wherefore I pray you to take some meat: for this is for your health: for there shall not an hair fall from the head of any of you.

35 ଏତିକି କହିବା ପରେ ପାଉଲ କିଛି ରୋଟୀ ନଇେ ସମସ୍ତଙ୍କ ଆଗ ରେ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ, ଓ ସେଥିରୁ ଖଣ୍ଡେ ଛିଣ୍ଡଇେ ଖାଇବାକୁ ଆରମ୍ଭ କଲେ।
And when he had thus spoken, he took bread, and gave thanks to God in presence of them all: and when he had broken it, he began to eat.

36 ଏଥି ରେ ସମାନେେ ସମସ୍ତେ ଉତ୍ସାହିତ ହେଲେ ଓ ସମାନେେ ମଧ୍ଯ ଖାଇବା ଆରମ୍ଭ କଲେ।
Then were they all of good cheer, and they also took some meat.

37 ଜାହାଜ ରେ ସର୍ବ ମାଟେ 276ଜଣ ଥିଲେ।
And we were in all in the ship two hundred threescore and sixteen souls.

38 ଆମ୍ଭେ ୟଥେଷ୍ଟ ପରିମାଣ ରେ ଖାଇବା ପରେ ଜାହାଜ ରେ ଥିବା ଗହମକୁ ସମାନେେ ସମୁଦ୍ର ରେ ଫିଙ୍ଗି ଦେଲେ, ୟଦ୍ବାରା ଜାହାଜ ହାଲୁକା ହାଇଗେଲା।
And when they had eaten enough, they lightened the ship, and cast out the wheat into the sea.

39 ଦିନ ହେଲା, ମାତ୍ର ନାବିକମାନେ ସହେି ସ୍ଥାନଟି ଚ଼ିହ୍ନି ପାରିଲେ ନାହିଁ। ସମାନେେ ଗୋଟିଏ ଉପସାଗର କୂଳ ରେ ବାଲିତଟ ଦେଖିଲେ। ସମ୍ଭବ ହେଲେ ସହେି କୂଳ ରେ ଜାହାଜ ଲଗଇବୋ ପାଇଁ ସ୍ଥିର କଲେ।
And when it was day, they knew not the land: but they discovered a certain creek with a shore, into the which they were minded, if it were possible, to thrust in the ship.

40 ସମାନେେ ଲଙ୍ଗରଗୁଡ଼ିକ କାଟି ସମୁଦ୍ର ରେ ଫିଙ୍ଗି ଦେଲେ। ସମାନେେ ମଙ୍ଗର ଦଉଡ଼ି ଫିଟଇେ ପବନ ରେ ସାମନା ପାଲଟି ଉଠାଇଲେ। ତା'ପରେ ସମାନେେ ବାଲିତଟ ଆଡ଼କୁ ଯାତ୍ରା କଲେ।
And when they had taken up the anchors, they committed themselves unto the sea, and loosed the rudder bands, and hoised up the mainsail to the wind, and made toward shore.

41 କିନ୍ତୁ ଜାହାଜଟି ଦୁଇଟି ସମୁଦ୍ରର ସଙ୍ଗମ ସ୍ଥାନ ରେ ଗୋଟିଏ ବାଲିଚ଼ଡ଼ାଠା ରେ ଧକ୍କା ଖାଇ ଲାଗିଗଲା। ତେଣୁ ଜାହାଜର ଆଗ ଅଂଶ ଅଚ଼ଳ ହାଇଗେଲାଓ ପଛ ଭାଗ ଲହରୀ ଧକ୍କା ରେ ଭାଙ୍ଗି ଖଣ୍ଡ ଖଣ୍ଡ ହାଇଗେଲା।
And falling into a place where two seas met, they ran the ship aground; and the forepart stuck fast, and remained unmoveable, but the hinder part was broken with the violence of the waves.

42 ବନ୍ଦୀମାନେ କାଳେ ପହଁରି ଖସି ଚ଼ାଲିଯିବେ, ସେଥିପାଇଁ ସୈନ୍ଯମାନେ ଭୟ ରେ ସମାନଙ୍କେୁ ହତ୍ଯା କରିବା ପାଇଁ ଚିନ୍ତା କଲେ।
And the soldiers’ counsel was to kill the prisoners, lest any of them should swim out, and escape.

43 କିନ୍ତୁ ସନୋ ଅଧିକାରୀ ୟୂଲିଅ ପାଉଲଙ୍କୁ ରକ୍ଷା କରିବା ପାଇଁ ଚାହିଁଲେ। ତେଣୁ ବନ୍ଦୀ ଲୋକମାନଙ୍କୁ ମାରିଦବୋ ପାଇଁ ସେ ସୈନିକମାନଙ୍କୁ ଅନୁମତି ଦେଲେ ନାହିଁ। ସେ ପହଁରି ଜାଣିଥିବା ଲୋକଙ୍କୁ ସମୁଦ୍ରକୁ ଡ଼ଇେଁ ପଡ଼ି ପହଁରି ପହଁରି କୂଳକୁ ୟିବା ପାଇଁ ଆଦେଶ ଦେଲେ।
But the centurion, willing to save Paul, kept them from their purpose; and commanded that they which could swim should cast themselves first into the sea, and get to land:

44 ସେ ଅନ୍ୟମାନଙ୍କୁ ଜାହାଜର କୌଣସି କାଠ ପଟା ବା ଭଙ୍ଗା ଅଂଶକୁ ଧରି ବା ଭଳୋ ସାହାୟ୍ଯ ରେ କୂଳକୁ ୟିବା ପାଇଁ କହିଲେ। ଏହିପରି ଭାବରେ ସମସ୍ତେ ନିରାପଦ ରେ କୂଳ ରେ ଆସି ପହନ୍ଚିଲେ। କାହାର ମୃତ୍ଯୁ ହେଲା ନାହିଁ।
And the rest, some on boards, and some on broken pieces of the ship. And so it came to pass, that they escaped all safe to land.