ରେରିତମାନଙ୍କ କାର୍ଯ୍ୟର ବିବରଣ 22:8 in Oriya

ଓଡିଆ ଓଡିଆ ବାଇବେଲ ରେରିତମାନଙ୍କ କାର୍ଯ୍ୟର ବିବରଣ ରେରିତମାନଙ୍କ କାର୍ଯ୍ୟର ବିବରଣ 22 ରେରିତମାନଙ୍କ କାର୍ଯ୍ୟର ବିବରଣ 22:8

Acts 22:8
ମୁଁ ପଚ଼ାରିଲି, 'ଆପଣ କିଏ, ପ୍ରଭୁ?' ସେ ମାେତେ କହିଲେ, 'ମୁଁ ସହେି ନାଜରିତୀୟ ଯୀଶୁ, ଯାହାକୁ ତୁମ୍ଭେ ତାଡ଼ନା କରୁଅଛ।'

Acts 22:7Acts 22Acts 22:9

Acts 22:8 in Other Translations

King James Version (KJV)
And I answered, Who art thou, Lord? And he said unto me, I am Jesus of Nazareth, whom thou persecutest.

American Standard Version (ASV)
And I answered, Who art thou, Lord? And he said unto me, I am Jesus of Nazareth, whom thou persecutest.

Bible in Basic English (BBE)
And I, answering, said, Who are you; Lord? And he said to me, I am Jesus of Nazareth, whom you are attacking.

Darby English Bible (DBY)
And *I* answered, Who art thou, Lord? And he said to me, *I* am Jesus the Nazaraean, whom *thou* persecutest.

World English Bible (WEB)
I answered, 'Who are you, Lord?' He said to me, 'I am Jesus of Nazareth, whom you persecute.'

Young's Literal Translation (YLT)
`And I answered, Who art thou, Lord? and he said unto me, I am Jesus the Nazarene whom thou dost persecute --

And
ἐγὼegōay-GOH
I
δὲdethay
answered,
ἀπεκρίθηνapekrithēnah-pay-KREE-thane
Who
Τίςtistees
art
thou,
εἶeiee
Lord?
κύριεkyrieKYOO-ree-ay
And
εἶπένeipenEE-PANE
he
said
τεtetay
unto
πρόςprosprose
me,
μεmemay
I
Ἐγώegōay-GOH
am
εἰμιeimiee-mee
Jesus
Ἰησοῦςiēsousee-ay-SOOS
of

hooh
Nazareth,
Ναζωραῖοςnazōraiosna-zoh-RAY-ose
whom
ὃνhonone
thou
σὺsysyoo
persecutest.
διώκειςdiōkeisthee-OH-kees

Cross Reference

ରେରିତମାନଙ୍କ କାର୍ଯ୍ୟର ବିବରଣ 26:9
ମୁଁ ଯେତବେେଳେ ଫାରୂଶୀ ଥିଲି, ସେତବେେଳେ ମୁଁ ମଧ୍ଯ ନାଜରିତୀୟ ଯୀଶୁଙ୍କ ବିରୁଦ୍ଧ ରେ ଅନକେ କାର୍ୟ୍ଯ କରିବି ବୋଲି ଭାବୁଥିଲି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12:26
ଯଦି ଶରୀରର ଗୋଟିଏ ଅଙ୍ଗ କଷ୍ଟ ପାଏ, ତା'ସହିତ ଶରୀରର ଅନ୍ୟ ଅଙ୍ଗଗୁଡ଼ିକ ମଧ୍ଯ କଷ୍ଟ ପା'ନ୍ତି। ଯଦି ଶରୀରର କୌଣସି ଅଙ୍ଗ ସମ୍ମାନ ପାଏ ଅନ୍ୟ ସମସ୍ତ ଅଙ୍ଗଗୁଡ଼ିକ ତାହା ସହିତ ଏକତ୍ର ହାଇେ ଆନନ୍ଦ କରନ୍ତି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12:12
ଆମ୍ଭର ଶରୀର ହେଉଛି ଏକ, କିନ୍ତୁ ତାହାର ଅଙ୍ଗପ୍ରତ୍ଯଙ୍ଗ ଅନକେ। ଶରୀରର ଅଙ୍ଗପ୍ରତ୍ଯଙ୍ଗ ଅନକେ ହେଲେ ହେଁ ଶରୀର ହେଉଛି ଏକ। ସହେିପରି ମଧ୍ଯ ଖ୍ରୀଷ୍ଟ ଏକ।

ରେରିତମାନଙ୍କ କାର୍ଯ୍ୟର ବିବରଣ 26:14
ଆମେ ସମସ୍ତେ ତଳେ ପଡ଼ିଗଲୁ। ସେତବେେଳେ ମୁଁ ଏବ୍ରୀ ଭାଷା ରେ ଗୋଟିଏ ସ୍ବର ମାେତେ କହୁଥିବାର ଶୁଣିଲି, 'ଶାଉଲ, ଶାଉଲ, ତୁମ୍ଭେ ମାେତେ କାହିଁକି ତାଡ଼ନା ଦେଉଛ? କଣ୍ଟାମୁନ ରେ ଗୋଇଠା ମାରିବା ତୁମ୍ଭପାଇଁ ଅସମ୍ଭବ ଅଟେ।' ଯୀଶୁଙ୍କୁ ଦେଖିଥିବା ବିଷୟ ରେ ପାଉଲଙ୍କ ବର୍ଣ୍ଣନା

ରେରିତମାନଙ୍କ କାର୍ଯ୍ୟର ବିବରଣ 6:14
ଆମ୍ଭମାନେେ ତାହାକୁ କହିବାର ଶୁଣିଛୁ ଯେ ନାଜରିତୀୟ ଯୀଶୁ ଏହି ସ୍ଥାନକୁ ନଷ୍ଟ କରି ଦବେେ ଓ ମାଶାେ ଆମ୍ଭକୁ ଦଇେଥିବା ବ୍ଯବସ୍ଥା ପରିବର୍ତ୍ତନ କରି ଦବେେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:10
ତବେେ, ତୁମ୍ଭମାନେେ ସମସ୍ତେ ଓ ସମସ୍ତ ଇଶ୍ରାୟେଲୀୟ ଲୋକମାନେ ଏହା ଜାଣିରଖିବା ଉଚିତ ଯେ, ଏହା ନାଜରିତୀୟ ଯୀଶୁଖ୍ରୀଷ୍ଟଙ୍କ ନାମ ରେ ଏହି ଲୋକଟି ସୁସ୍ଥ ହାଇେଛି। ତୁମ୍ଭମାନେେ ସହେି ଯୀଶୁଙ୍କୁ କୃଶ ରେ କଣ୍ଟାବିଦ୍ଧ କରିଛ, ମାତ୍ର ପରମେଶ୍ବର ତାହାଙ୍କୁ ମୃତ୍ଯୁରୁ ଉଠାଇଛନ୍ତି। ତାହାଙ୍କ ଦ୍ବାରା ଏହି େଛାଟା ଲୋକଟି ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ହାଇେଛି। ସେ ବର୍ତ୍ତମାନ ତୁମ୍ଭମାନଙ୍କ ସମ୍ମୁଖ ରେ ଠିଆ ହାଇେଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 3:6
କିନ୍ତୁ ପିତର କହିଲେ, ମାେ ପାଖ ରେ ସୁନା ବା ରୂପା ନାହିଁ, କିନ୍ତୁ ଯାହା ଅଛି ତାହା ମୁଁ ତୁମ୍ଭକୁ ଦେଉଛି। ନାଜରିତୀୟ ଯୀଶୁଖ୍ରୀଷ୍ଟଙ୍କ ନାମ ରେ ଉଠି ଚ଼ାଲ।

ମାଥିଉଲିଖିତ ସୁସମାଚାର 25:45
ତାପରେ ରାଜା ଉତ୍ତର ଦବେେ, 'ମୁଁ ତୁମ୍ଭକୁ ସତ୍ଯ କହୁଅଛି, ଯେତବେେଳେ ଏଠା ରେ ତୁମ୍ଭେ ମାରେ ଉପେକ୍ଷିତ ଲୋକଙ୍କ ଭିତରୁ ଯେ କୌଣସି ଲୋକକୁ ସାହାୟ୍ଯ କରିବାକୁ ମନା କଲ, ତୁମ୍ଭେ ମାେତେ ସାହାୟ୍ଯ କରିବା ପାଇଁ ମନା କଲ!'

ମାଥିଉଲିଖିତ ସୁସମାଚାର 25:40
ସେତବେେଳେ ରାଜା ଉତ୍ତର ଦବେେ, 'ମୁଁ ତୁମ୍ଭକୁ ସତ୍ଯ କହୁଛି। ଏଠା ରେ ତୁମ୍ଭେ ମାରେ ଉପେକ୍ଷିତ ଭାଇମାନଙ୍କ ଭିତରୁ ଜଣଙ୍କ ପାଇଁ ଯାହା କିଛି କଲ, ତାହା ତୁମ୍ଭେ ମାେ ପାଇଁ କଲ।'

ମାଥିଉଲିଖିତ ସୁସମାଚାର 10:40
ଯେଉଁ ଲୋକ ତୁମ୍ଭକୁ ସ୍ବୀକାର କରେ, ସେ ମାେତେ ମଧ୍ଯ ସ୍ବୀକାର କରେ, ଯେଉଁ ଲୋକ ମାେତେ ସ୍ବୀକାର କରେ, ସେ ମାେତେ ପଠାଇଥିବା ପରମେଶ୍ବରଙ୍କକୁ ମଧ୍ଯ ସ୍ବୀକାର କରେ।

ମାଥିଉଲିଖିତ ସୁସମାଚାର 2:23
ସେ ସଠାେରେ ପହଞ୍ଚି ନାଜରିତ ନାମକ ନଗର ରେ ବାସ କଲେ। ଖ୍ରୀଷ୍ଟ ନାଜରିତୀୟ ରୂପେ ଖ୍ଯାତ ହବେେ ବୋଲି ଭବିଷ୍ଯଦବକ୍ତାମାନଙ୍କ ମାଧ୍ଯମ ରେ ପରମେଶ୍ବର କହିଥିଲେ। ସହେି ବାକ୍ଯ ଅନୁସାରେ ଏହା ଘଟିଲା।

ଯିଖରିୟ 2:8
ସେ ଆମ୍ଭକୁ ସହେି ଦେଶମାନଙ୍କଠାରୁ ତୁମ୍ଭମାନଙ୍କୁ ଫରୋଇ ଆଣିବା ପାଇଁ ପଠାଇଲେ, ଯେଉଁମାନେ ତୁମ୍ଭକୁ ଲୁଟିଥିଲେ। ତୁମ୍ଭମାନେେ ତାଙ୍କର ଗୌରବ।

ପ୍ରଥମ ଶାମୁୟେଲ 8:7
ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଲୋକମାନଙ୍କ ମତ ଅନକ୍ସ୍ଟସା ରେ କାର୍ୟ୍ଯ କର। ସମାନେେ ତୁମ୍ଭକୁ ଅଗ୍ରାହ୍ଯ କରି ନାହିଁନ୍ତି। ସମାନେେ ମାେତେ ସମାନଙ୍କେର ରାଜା ରୂପେ ପ୍ରତ୍ଯାଖାନ କରିଛନ୍ତି।

ଯାତ୍ରା ପୁସ୍ତକ 16:7
ଆସନ୍ତାକାଲି ପ୍ରଭାତ ରେ ତୁମ୍ଭମାନେେ ପରମେଶ୍ବରଙ୍କର ମହିମା ଦେଖିବ। ସଦାପ୍ରଭୁ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଛନ୍ତି, ଯାହା ତୁମ୍ଭମାନେେ ଆମ୍ଭ ବିରୁଦ୍ଧ ରେ କଲ। କିନ୍ତୁ ଆମ୍ଭମାନେେ କିଏ? ପ୍ରକୃତ ରେ ତୁମ୍ଭେ ଆମ୍ଭମାନଙ୍କ ବିରୁଦ୍ଧ ରେ ଆପତ୍ତି କରୁନାହଁ, ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧ ରେ ଆପତ୍ତି କରୁଅଛ।