ଓଡ଼ିଆ ଓଡ଼ିଆ ବାଇବେଲ ରେରିତମାନଙ୍କ କାର୍ଯ୍ୟର ବିବରଣ ରେରିତମାନଙ୍କ କାର୍ଯ୍ୟର ବିବରଣ 28 ରେରିତମାନଙ୍କ କାର୍ଯ୍ୟର ବିବରଣ 28:27 ରେରିତମାନଙ୍କ କାର୍ଯ୍ୟର ବିବରଣ 28:27 ଚିତ୍ର English

ରେରିତମାନଙ୍କ କାର୍ଯ୍ୟର ବିବରଣ 28:27 ଚିତ୍ର

ହଁ, ଏଠାରେ ଏହି ଲୋକମାନଙ୍କର ମନ କଠୋର ହୋଇ ଯାଇଛି। ଲୋକମାନଙ୍କର କାନ ଅଛି କିନ୍ତୁ ଏମାନେ ଶୁଣିପାରୁ ନାହାନ୍ତି। ଏମାନେ ସତ୍ୟ କଥା ଦେଖିବା ପାଇଁ ଆଖି ବନ୍ଦ କରି ଦେଉଛନ୍ତି। ହେଲେ ହୁଏତ ସେମାନେ ସେମାନଙ୍କ ଆଖିରେ ଦେଖି ପାରନ୍ତେ, କାନରେ ଶୁଣି ପାରନ୍ତେ ବୁଝି ପାରନ୍ତେ। ଏହା ଦ୍ୱାରା, ସେମାନେ ମନ ଫେରାଇ ମୋ’ ନିକଟକୁ ଆସନ୍ତେ ମୁଁ ସେମାନଙ୍କୁ ସୁସ୍ଥ କରନ୍ତି।
Click consecutive words to select a phrase. Click again to deselect.
ରେରିତମାନଙ୍କ କାର୍ଯ୍ୟର ବିବରଣ 28:27

ହଁ, ଏଠାରେ ଏହି ଲୋକମାନଙ୍କର ମନ କଠୋର ହୋଇ ଯାଇଛି। ଏ ଲୋକମାନଙ୍କର କାନ ଅଛି କିନ୍ତୁ ଏମାନେ ଶୁଣିପାରୁ ନାହାନ୍ତି। ଏମାନେ ସତ୍ୟ କଥା ଦେଖିବା ପାଇଁ ଆଖି ବନ୍ଦ କରି ଦେଉଛନ୍ତି। ନ ହେଲେ ହୁଏତ ସେମାନେ ସେମାନଙ୍କ ଆଖିରେ ଦେଖି ପାରନ୍ତେ, କାନରେ ଶୁଣି ପାରନ୍ତେ ଓ ବୁଝି ପାରନ୍ତେ। ଏହା ଦ୍ୱାରା, ସେମାନେ ମନ ଫେରାଇ ମୋ’ ନିକଟକୁ ଆସନ୍ତେ ଓ ମୁଁ ସେମାନଙ୍କୁ ସୁସ୍ଥ କରନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 28:27 Picture in Oriya