କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:21 in Oriya

ଓଡିଆ ଓଡିଆ ବାଇବେଲ କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:21

Colossians 2:21
ଏହା ଖାଅ ନାହିଁ।, ତାହା ଚାଖ ନାହିଁ।, ସେ ଜିନିଷକୁ ଛୁଅଁ ନାହିଁ।

Colossians 2:20Colossians 2Colossians 2:22

Colossians 2:21 in Other Translations

King James Version (KJV)
(Touch not; taste not; handle not;

American Standard Version (ASV)
Handle not, nor taste, nor touch

Bible in Basic English (BBE)
Which say there may be no touching, tasting, or taking in your hands,

Darby English Bible (DBY)
Do not handle, do not taste, do not touch,

World English Bible (WEB)
"Don't handle, nor taste, nor touch"

Young's Literal Translation (YLT)
-- thou mayest not touch, nor taste, nor handle --

(Touch
Μὴmay
not;
ἅψῃhapsēA-psay
taste
μηδὲmēdemay-THAY
not;
γεύσῃgeusēGAYF-say
handle
μηδὲmēdemay-THAY
not;
θίγῃςthigēsTHEE-gase

Cross Reference

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6:17
ସେଥିପାଇଁ ସେ ଲୋକମାନଙ୍କୁ ଛାଡ଼ି ବାହାରି ଆସ ସମାନଙ୍କେଠାରୁ ନିଜକୁ ଅଲଗା କରି ରଖ, ଯାହା ଅରୁଦ୍ଧ, ତାହାକୁ ଛୁଅଁ ନାହିଁ, ତା' ହେଲେ ମୁଁ ତୁମ୍ଭମାନଙ୍କୁ ଗ୍ରହଣ କରିବି। ୟିଶାଇୟ 52 :11

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:3
ସମାନେେ ଲୋକମାନଙ୍କୁ ବିବାହ କରିବା ଅନୁଚିତ ବୋଲି କହନ୍ତି। ସମାନେେ ଲୋକମାନଙ୍କୁ ଏ କଥା ମଧ୍ଯ କୁହନ୍ତି ଯେ କେତକେ ଖାଦ୍ୟ ଅଛି, ଯାହାକୁ ଆଦୌ ଖାଇବା ଉଚିତ ନୁହେଁ। କିନ୍ତୁ ସେ ଖାଦ୍ୟଗୁଡ଼ିକୁ ପରମେଶ୍ବର ସୃଷ୍ଟି କରିଛନ୍ତି। ଅତଏବ ଯେଉଁମାନେ ବିଶ୍ବାସୀ ଏବଂ ସତ୍ଯକୁ ଜାଣନ୍ତି, ସମାନେେ ପରମେଶ୍ବରଙ୍କୁ ଧନ୍ଯବାଦ ଦଇେ ସହେି ଖାଦ୍ୟ ଖାଇ ପାରିବେ।

ଆଦି ପୁସ୍ତକ 3:3
କିନ୍ତୁ ଉଦ୍ୟାନ ମଧ୍ଯସ୍ଥ ଗୋଟିଏ ବୃକ୍ଷରୁ ଫଳ ଖାଇବାକୁ ମନା! ପରମେଶ୍ବର ଆମ୍ଭମାନଙ୍କୁ କହିଲେ, 'ତୁମ୍ଭେ ଉଦ୍ୟାନ ମଝି ରେ ଥିବା ବୃକ୍ଷରୁ ଫଳ ଖାଇବ ନାହିଁ। ଏପରିକି ତୁମ୍ଭେ ସେ ବୃକ୍ଷକୁ ଛୁଇଁବ ନାହିଁ। ଯଦି ଏପରି କର ତବେେ ମରିବ।

ଯିଶାଇୟ 52:11
ତୁମ୍ଭମାନେେ ପ୍ରସ୍ଥାନ କର, ପ୍ରସ୍ଥାନ କର। ବାବିଲରୁ ବାହାରି ୟାଅ, ଅଶୁଚି ବସ୍ତୁ ଛୁଅଁ ନାହିଁ। ତୁମ୍ଭମାନେେ ତା'ମଧ୍ଯରୁ ଚାଲିୟାଅ। ହେ ସଦାପ୍ରଭୁଙ୍କ ଯାଜକଗଣ, ତୁମ୍ଭମାନେେ ଶୁଚି ହୁଅ।