ଓଡ଼ିଆ ଓଡ଼ିଆ ବାଇବେଲ ଯିଶାଇୟ ଯିଶାଇୟ 49 ଯିଶାଇୟ 49:7 ଯିଶାଇୟ 49:7 ଚିତ୍ର English

ଯିଶାଇୟ 49:7 ଚିତ୍ର

ଯାହାକୁ ମନୁଷ୍ଯ ଅବଜ୍ଞା କରେ, ଯାହାକୁ ଦେଶୀଯ ଲୋକମାନେ ଘୃଣା କରନ୍ତି, ଯେ ଶାସକ କର୍ତ୍ତାମାନଙ୍କର ଦାସ, ତାକୁ ଇଶ୍ରାୟେଲର ମୁକ୍ତିଦାତା ତା'ର ଧର୍ମସ୍ବରୂପ ସଦାପ୍ରଭୁ ଏହି କଥା କୁହନ୍ତି। ପୁଣି ବିଶ୍ବସନୀଯ ଇଶ୍ରାୟେଲର ଧର୍ମସ୍ବରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାଙ୍କ ସକାେଶ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ, ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।
Click consecutive words to select a phrase. Click again to deselect.
ଯିଶାଇୟ 49:7

ଯାହାକୁ ମନୁଷ୍ଯ ଅବଜ୍ଞା କରେ, ଯାହାକୁ ଦେଶୀଯ ଲୋକମାନେ ଘୃଣା କରନ୍ତି, ଯେ ଶାସକ କର୍ତ୍ତାମାନଙ୍କର ଦାସ, ତାକୁ ଇଶ୍ରାୟେଲର ମୁକ୍ତିଦାତା ଓ ତା'ର ଧର୍ମସ୍ବରୂପ ସଦାପ୍ରଭୁ ଏହି କଥା କୁହନ୍ତି। ପୁଣି ବିଶ୍ବସନୀଯ ଓ ଇଶ୍ରାୟେଲର ଧର୍ମସ୍ବରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାଙ୍କ ସକାେଶ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ, ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।

ଯିଶାଇୟ 49:7 Picture in Oriya