ଓଡ଼ିଆ ଓଡ଼ିଆ ବାଇବେଲ ଯିରିମିୟ ଯିରିମିୟ 5 ଯିରିମିୟ 5:22 ଯିରିମିୟ 5:22 ଚିତ୍ର English

ଯିରିମିୟ 5:22 ଚିତ୍ର

ନିଶ୍ଚିତଭାବରେ ତୁମ୍ଭମାନେେ ଆମ୍ଭକୁ ଭୟ କରିବାର କାରଣ ଅଛି, ସଦାପ୍ରଭୁ କହନ୍ତି। ହଁ, ତୁମ୍ଭମାନେେ ଆମ୍ଭ ସମ୍ମୁଖ ରେ ଭୟ ରେ ଥରିବାର କାରଣ ଅଛି। ଆମ୍ଭେ ବାଲୁକାସ୍ତୁପ ସ୍ଥାପନ କଲୁ, ଯେପରି ସମୁଦ୍ର ତା'ର ସୀମା ଲଙ୍ଘନ କରିବ। ସମୁଦ୍ର ରେ ଢ଼େଉ ଉେଠ ଏବଂ ଏହାର କୌଣସି କ୍ଷତି କରେ ନାହିଁ। ଏହା ଘାରେ ଗର୍ଜନ କରେ, ମାତ୍ର ଆମ୍ଭେ ସ୍ଥାପନ କରିଥିବା ସୀମା ଲଙ୍ଘନ କରେ ନାହିଁ।
Click consecutive words to select a phrase. Click again to deselect.
ଯିରିମିୟ 5:22

ନିଶ୍ଚିତଭାବରେ ତୁମ୍ଭମାନେେ ଆମ୍ଭକୁ ଭୟ କରିବାର କାରଣ ଅଛି, ସଦାପ୍ରଭୁ କହନ୍ତି। ହଁ, ତୁମ୍ଭମାନେେ ଆମ୍ଭ ସମ୍ମୁଖ ରେ ଭୟ ରେ ଥରିବାର କାରଣ ଅଛି। ଆମ୍ଭେ ବାଲୁକାସ୍ତୁପ ସ୍ଥାପନ କଲୁ, ଯେପରି ସମୁଦ୍ର ତା'ର ସୀମା ଲଙ୍ଘନ ନ କରିବ। ସମୁଦ୍ର ରେ ଢ଼େଉ ଉେଠ ଏବଂ ଏହାର କୌଣସି କ୍ଷତି କରେ ନାହିଁ। ଏହା ଘାରେ ଗର୍ଜନ କରେ, ମାତ୍ର ଆମ୍ଭେ ସ୍ଥାପନ କରିଥିବା ସୀମା ଲଙ୍ଘନ କରେ ନାହିଁ।

ଯିରିମିୟ 5:22 Picture in Oriya