Index
Full Screen ?
 

ଯୋହନଲିଖିତ ସୁସମାଚାର 6:48

John 6:48 in Tamil ଓଡିଆ ବାଇବେଲ ଯୋହନଲିଖିତ ସୁସମାଚାର ଯୋହନଲିଖିତ ସୁସମାଚାର 6

ଯୋହନଲିଖିତ ସୁସମାଚାର 6:48
ମୁଁ ନିଜେ ସହେି ଜୀବନଦାୟକ ଖାଦ୍ୟ।

I
ἐγώegōay-GOH
am
εἰμιeimiee-mee
that

hooh
bread
ἄρτοςartosAR-tose
of

τῆςtēstase
life.
ζωῆςzōēszoh-ASE

Cross Reference

ଯୋହନଲିଖିତ ସୁସମାଚାର 6:51
ମୁଁ ସ୍ବର୍ଗରୁ ଓହ୍ଲାଇଥିବା ଜୀବନ୍ତ ଖାଦ୍ଯା ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ, ତବେେ ସେ ଚିରଦିନ ପାଇଁ ବଞ୍ଚି ରହିବ। ଏହି ଖାଦ୍ୟ ହେଉଛି ମାରେ ଶରୀର। ମୁଁ ମାରେଶରୀର ଦଇେ ଦବେି, ତଦ୍ବାରା ଜଗତର ଲୋକମାନେ ଜୀବନ ପାଇପାରିବେ।

ଯୋହନଲିଖିତ ସୁସମାଚାର 6:33
ପରମେଶ୍ବରଙ୍କର ଖାଦ୍ୟ କ'ଣ? ପରମେଶ୍ବରଙ୍କର ଖାଦ୍ୟ ହେଉଛି ଜଣେ ବ୍ଯକ୍ତି ୟିଏ ଜଗତକୁ ଜୀବନ ଦବୋ ପାଇଁ ସ୍ବର୍ଗରୁ ଓହ୍ଲାଇଛନ୍ତି।

ଯୋହନଲିଖିତ ସୁସମାଚାର 6:41
ମୁଁ ସ୍ବର୍ଗରୁ ଓହ୍ଲାଇଥିବା ଖାଦ୍ୟ, ବୋଲି ଯୀଶୁ କହିବାରୁ ଯିହୂଦୀମାନେ ଯୀଶୁଙ୍କ ବିରୁଦ୍ଧ ରେ ଅଭିଯୋଗ ପ୍ରଚାର କଲେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 10:16
ଯେଉଁ ଆଶୀର୍ବାଦର ପିଆଲା ପାଇଁ ଆମ୍ଭେ ଧନ୍ଯବାଦ ଅର୍ପଣ କରୁ, ତହିଁରେ ଆମ୍ଭେ ଖ୍ରୀଷ୍ଟଙ୍କ ରକ୍ତର ସହଭାଗୀ ହେଉ ନାହୁଁ କି? ଯେଉଁ ରୋଟୀ ଆମ୍ଭେ ଭାଙ୍ଗୁ ତାହା ଖ୍ରୀଷ୍ଟଙ୍କ ଶରୀର ରେ ଅଂଶ ନୁହେଁ କି ?

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 11:24
ତା'ପରେ ସହେି ରୋଟୀକୁ ଛିଣ୍ଡାଇ ସେ କହିଲେ : ଏହା ତୁମ୍ଭମାନଙ୍କ ନିମନ୍ତେ ମାରେ ଶରୀର। ମାେତେ ସ୍ମରଣ କରିବା ପାଇଁ ତୁମ୍ଭମାନେେ ଏହା କର।

Chords Index for Keyboard Guitar