ମାର୍କଲିଖିତ ସୁସମାଚାର 10:45 in Oriya

ଓଡିଆ ଓଡିଆ ବାଇବେଲ ମାର୍କଲିଖିତ ସୁସମାଚାର ମାର୍କଲିଖିତ ସୁସମାଚାର 10 ମାର୍କଲିଖିତ ସୁସମାଚାର 10:45

Mark 10:45
ସହେିଭଳି ମନୁଷ୍ଯ ପୁତ୍ର ଅନ୍ୟ ଠାରୁ ସବୋ ପାଇବା ପାଇଁ ଆସି ନାହାଁନ୍ତି, ବରଂ ସେ ସବୋ କରିବା ପାଇଁ ଆସିଛନ୍ତି। ସେ ବହୁତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ନିଜର ଜୀବନ ଦବୋ ପାଇଁ ଆସିଛନ୍ତି।

Mark 10:44Mark 10Mark 10:46

Mark 10:45 in Other Translations

King James Version (KJV)
For even the Son of man came not to be ministered unto, but to minister, and to give his life a ransom for many.

American Standard Version (ASV)
For the Son of man also came not to be ministered unto, but to minister, and to give his life a ransom for many.

Bible in Basic English (BBE)
For truly the Son of man did not come to have servants, but to be a servant, and to give his life for the salvation of men.

Darby English Bible (DBY)
For also the Son of man did not come to be ministered to, but to minister, and give his life a ransom for many.

World English Bible (WEB)
For the Son of Man also came not to be served, but to serve, and to give his life as a ransom for many."

Young's Literal Translation (YLT)
for even the Son of Man came not to be ministered to, but to minister, and to give his life a ransom for many.'

For
καὶkaikay
even
γὰρgargahr
the
hooh
Son
υἱὸςhuiosyoo-OSE

τοῦtoutoo
man
of
ἀνθρώπουanthrōpouan-THROH-poo
came
οὐκoukook
not
ἦλθενēlthenALE-thane
unto,
ministered
be
to
διακονηθῆναιdiakonēthēnaithee-ah-koh-nay-THAY-nay
but
ἀλλὰallaal-LA
to
minister,
διακονῆσαιdiakonēsaithee-ah-koh-NAY-say
and
καὶkaikay
give
to
δοῦναιdounaiTHOO-nay
his
τὴνtēntane
life
ψυχὴνpsychēnpsyoo-HANE
a
αὐτοῦautouaf-TOO
ransom
λύτρονlytronLYOO-trone
for
ἀντὶantian-TEE
many.
πολλῶνpollōnpole-LONE

Cross Reference

ମାଥିଉଲିଖିତ ସୁସମାଚାର 20:28
ମନୁଷ୍ଯପୁତ୍ରଙ୍କ କ୍ଷେତ୍ର ରେ ତାହା ଏକାଭଳି। ମନୁଷ୍ଯପୁତ୍ର ଅନ୍ୟମାନଙ୍କଠାରୁ ସବୋ ପାଇବେ ବୋଲି ଆସିନାହାନ୍ତି। ସେ ଅନ୍ୟମାନଙ୍କର ସବୋ କରିବା ପାଇଁ ଆସି ଅଛନ୍ତି। ମନୁଷ୍ଯପୁତ୍ର ଅନକେ ଲୋକଙ୍କ ମୁକ୍ତିର ମୂଲ୍ଯଭାବେ ନିଜ ଜୀବନଦାନ କରିବା ପାଇଁ ଆସିଛନ୍ତି।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:5
ନିଜ ଜୀବନ ରେ ଖ୍ରୀଷ୍ଟ ଯୀଶୁଙ୍କ ଭଳି ଚିନ୍ତା ଓ ଆଚରଣ କର।

ଯୋହନଲିଖିତ ସୁସମାଚାର 13:14
ମୁଁ ତୁମ୍ଭର ଗୁରୁ ଓ ପ୍ରଭୁ। କିନ୍ତୁ ମୁଁ ତୁମ୍ଭର ପାଦକୁ ଗୋଟିଏ ସବେକ ରୂପେ ଧୋଇଲି। ତେଣୁ ତୁମେ ମଧ୍ଯ ପରସ୍ପରର ପାଦ ଧୋଇବା ଉଚିତ।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2:14
ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।

ଏବ୍ରୀମାନଙ୍କ ନିକଟକୁ ପତ୍ର 5:8
ଯୀଶୁ ପରମେଶ୍ବରଙ୍କ ପୁତ୍ର ଥିଲେ। ତଥାପି ଦୁଃଖ ଭୋଗ ଦ୍ବାରା ଆଜ୍ଞା ବହତା ଶିଖିଲେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 8:9
ତୁମ୍ଭମାନେେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ସହିତ ପରିଚିତ। ତୁମ୍ଭମାନେେ ଜାଣ ଯେ, ଖ୍ରୀଷ୍ଟ ଈଶ୍ବରଙ୍କଠା ରେ ଧନୀ ହାଇେଥିଲେ ମଧ୍ଯ, ତୁମ୍ଭମାନଙ୍କ ପାଇଁ ସେ ଗରିବ ହେଲେ। ତାହାଙ୍କର ଗରିବ ହବୋ ଦ୍ବାରା ତୁମ୍ଭମାନେେ ଯେପରି ଧନୀ ହୁଅ, ସେଥିପାଇଁ ଯୀଶୁଖ୍ରୀଷ୍ଟ ଏପରି କଲେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:21
ଆମ୍ଭେ ଖ୍ରୀଷ୍ଟଙ୍କ ନିମନ୍ତେ କହୁ। ଖ୍ରୀଷ୍ଟଙ୍କର କିଛି ପାପ ନ ଥିଲା। କିନ୍ତୁ ପରମେଶ୍ବର ଆମ୍ଭମାନଙ୍କ ପାଇଁ ତାହାଙ୍କୁ ପାପ ରୂପେ ଗଣ୍ଯ କଲେ, ଯେପରି ତାହାଙ୍କ ମାଧ୍ଯମ ରେ ଆମ୍ଭେ ପରମେଶ୍ବରଙ୍କ ଠା ରେ ଧାର୍ମିକ ଗଣିତ ହାଇପୋରିବା।

ଯୋହନଲିଖିତ ସୁସମାଚାର 10:15
ମୁଁ ଯେପରି ପରମପିତାଙ୍କୁ ଜାଣେ, ସହେିପରି ମାରେ ମଷେମାନେ ମାେତେ ଜାଣନ୍ତି। ମୁଁ ଏ ମଷେମାନଙ୍କ ପାଇଁ ଜୀବନ ଦିଏ।

ଲୂକଲିଖିତ ସୁସମାଚାର 22:26
କିନ୍ତୁ ତୁମ୍ଭମାନେେ ସମାନଙ୍କେ ପରି ନୁହଁ, ବରଂ ତୁମ୍ଭମାନଙ୍କ ମଧିଅରେ ଯେଉଁ ଲୋକ ସବୁଠାରୁ ବଡ, ସେ ସବୁଠାରୁ େଛାଟ ହବୋ ଉଚିତ୍। ନେତା ସବେକ ଭଳି ହବୋ ଉଚିତ୍।

ଯିଶାଇୟ 53:10
ତଥାପି ତାକୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁ ସ୍ଥିର କଲେ। ସେ ତାହାକୁ ଦୁଃଖଗ୍ରସ୍ତ କଲେ। ତେଣୁ ତୁମ୍ଭେ ତାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ ସେ ଆପଣ ବଂଶ ଦେଖିବେ, ସେ ଦୀର୍ଘାଯୁ ହବେେ ଓ ତାହାଙ୍କ ହସ୍ତ ରେ ସଦାପ୍ରଭୁଙ୍କ ଇଷ୍ଟ ସିଦ୍ଧ ହବେ।

ପିତରଙ୍କ ପ୍ରଥମ ପତ୍ 1:19
ବରଂ ନିର୍ଦ୍ ଦୋଷ ପବିତ୍ର ମଷେଶାବକ ଖ୍ରୀଷ୍ଟଙ୍କର ବହୁମୂଲ୍ଯ ରକ୍ତ ଦ୍ବାରା ତୁମ୍ଭେ କିଣା ହାଇେଅଛ।

ଦାନିଏଲ 9:26
ପୁଣି ବାଷଠି ସପ୍ତାହ ପ ରେ ଅଭିଷିକ୍ତ ବ୍ଯକ୍ତି ଉଚ୍ଛିନ୍ନ ଓ ଅକିଞ୍ଚନ ହବେେ। ଆଉ ଆଗାମୀ ଅଧିପତିର ଲୋକମାନେ ନଗର ଓ ପବିତ୍ରସ୍ଥାନ ନଷ୍ଟ କରିବେ। ବନ୍ଯା ରେ ତାହା ଶଷେ ହବେ। ପୁଣି ଶଷେ ପର୍ୟ୍ଯନ୍ତ ୟୁଦ୍ଧ ହବେ। ଆଉ ପରମେଶ୍ବର ସେ ସ୍ଥାନର ସମ୍ପୂର୍ଣ୍ଣ ବିନାଶ ପାଇଁ ଆଦେଶ କରିଛନ୍ତି।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:4
ସେ ଧନ ଲୋଭୀ ହାଇେ ନ ଥିବେ, ସେ ନିଜ ପରିବାରକୁ ଉପୟୁକ୍ତ ଭାବରେ ନତେୃତ୍ବ ଦଇପୋରୁଥିବେ। ତା'ର ଅର୍ଥ ଯେ ତାହାଙ୍କର ପିଲାମାନେ ତାହାଙ୍କୁ ପୂର୍ଣ୍ଣ ସମ୍ମାନ ସହିତ ତାହାଙ୍କର ବାଧ୍ଯ ହେଉଥିବେ।

ଦାନିଏଲ 9:24
ହେ ଦାନିୟେଲ, ପରମେଶ୍ବର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହବୋର ଲକ୍ଷ୍ଯ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହବୋ। ଏହାର ଲକ୍ଷ୍ଯ ଲୋକମାନଙ୍କୁ ପ୍ରାଯଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାଯୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡିକ ଓ ଭବିଷ୍ଯଦବାଣୀ ଓ ପବିତ୍ରସ୍ଥାନ ରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ଯ କରେ।