ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:21 in Oriya

ଓଡିଆ ଓଡିଆ ବାଇବେଲ ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22 ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:21

Revelation 22:21
ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ସମସ୍ତ ଲୋକମାନଙ୍କ ସହିତ ରହିଥାଉ। ଆମେନ୍।

Revelation 22:20Revelation 22

Revelation 22:21 in Other Translations

King James Version (KJV)
The grace of our Lord Jesus Christ be with you all. Amen.

American Standard Version (ASV)
The grace of the Lord Jesus be with the saints. Amen.

Bible in Basic English (BBE)
The grace of the Lord Jesus be with the saints. So be it.

Darby English Bible (DBY)
The grace of the Lord Jesus Christ [be] with all the saints.

World English Bible (WEB)
The grace of the Lord Jesus Christ be with all the saints. Amen.

Young's Literal Translation (YLT)
The grace of our Lord Jesus Christ `is' with you all. Amen.

The
ay
grace
χάριςcharisHA-rees
of
our
τοῦtoutoo
Lord
κυρίουkyrioukyoo-REE-oo
Jesus
ἡμῶνhēmōnay-MONE
Christ
Ἰησοῦiēsouee-ay-SOO
be
with
Χριστοῦchristouhree-STOO
you
μετὰmetamay-TA
all.
πάντωνpantōnPAHN-tone
Amen.
ὑμῶν.hymōnyoo-MONE
Ἀμήν.amēnah-MANE

Cross Reference

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:18
ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହିଥାଉ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 16:20
ଶାନ୍ତିର ସୋର୍ତ ପରମେଶ୍ବର ଶୀଘ୍ର ଶୟତାନକୁ ହରାଇବେ ଓ ତା' ଉପରେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ। ଆମ୍ଭର ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହିତ ରହୁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 13:14
ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ, ପରମେଶ୍ବରଙ୍କ ପ୍ ରମେ, ଓ ପବିତ୍ରଆତ୍ମାଙ୍କ ସହାୟତା ତୁମ୍ଭ ସମସ୍ତଙ୍କର ସହବର୍ତ୍ତୀ ହେଉ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:23
ପ୍ରଭୁ ଯୀଶୁ ଖ୍ରୀଷ୍ଟ ଓ ପିତା ପରମେଶ୍ବରଙ୍କ ଦ୍ବାରା ଭାଇ ଓ ଭଉଣୀମାନଙ୍କୁ ଶାନ୍ତି, ପ୍ ରମେ ଓ ବିଶ୍ବାସ ପ୍ରାପ୍ତ ହେଉ।