ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:7 in Oriya

ଓଡିଆ ଓଡିଆ ବାଇବେଲ ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:7

Romans 6:7
ଯେଉଁ ଲୋକ ମରିଯାଇଛି, ସେ ପାପର ଦାସତ୍ବରୁ ମୁକ୍ତ ହାଇେ ଯାଇଛି।

Romans 6:6Romans 6Romans 6:8

Romans 6:7 in Other Translations

King James Version (KJV)
For he that is dead is freed from sin.

American Standard Version (ASV)
for he that hath died is justified from sin.

Bible in Basic English (BBE)
Because he who is dead is free from sin.

Darby English Bible (DBY)
For he that has died is justified from sin.

World English Bible (WEB)
For he who has died has been freed from sin.

Young's Literal Translation (YLT)
for he who hath died hath been set free from the sin.


hooh
For
γὰρgargahr
dead
is
that
he
ἀποθανὼνapothanōnah-poh-tha-NONE
is
freed
δεδικαίωταιdedikaiōtaithay-thee-KAY-oh-tay
from
ἀπὸapoah-POH

τῆςtēstase
sin.
ἁμαρτίαςhamartiasa-mahr-TEE-as

Cross Reference

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 7:4
ଠିକ୍ ସହେି ଭଳି, ମାେ ଭାଇ ଓ ଭଉଣୀଗଣ, ତୁମ୍ଭମାନଙ୍କ ପୁରୁଣା ବ୍ଯକ୍ତିତ୍ବ ମରିଯାଇଛି ଓ ତୁମ୍ଭମାନେେ ଖ୍ରୀଷ୍ଟଙ୍କ ଶରୀର ମାଧ୍ଯମ ରେ ବ୍ଯବସ୍ଥାରୁ ମୁକ୍ତ ହାଇଯୋଇଛ। ଏବେ ତୁମ୍ଭମାନେେ ଅନ୍ୟ ଜଣକର ଅଟ। ତୁମ୍ଭମାନେେ ମୃତ୍ଯୁରୁ ବଞ୍ଚି ଉଠିଥିବା ଖ୍ରୀଷ୍ଟଙ୍କର ଅଟ। ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କର ଅଟୁ, ସେଥିପାଇଁ ଆମ୍ଭେ ପରମେଶ୍ବରଙ୍କ ସବୋ ରେ ନିଯୋଜିତ ହାଇେ ପାରିବା।

ପିତରଙ୍କ ପ୍ରଥମ ପତ୍ 4:1
ଖ୍ରୀଷ୍ଟ ନିଜ ଶରୀର ରେ ଥିଲା ବେଳେ ଯାତନା ପାଇଲେ। ଅତଏବ ତାହାଙ୍କର ଯଭେଳି ଚିନ୍ତାଧାରା ଥିଲା, ତାହା ଦ୍ବାରା ତୁମ୍ଭେ ଆପଣାକୁ ଶକ୍ତିୟୁକ୍ତ କର। ଯେଉଁ ଲୋକ ନିଜ ଶରୀର ରେ ଯାତନ ଭୋଗ କଲା ; ସେ ପାପରୁ ନିବୃତ୍ତ ହାଇେଛି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:8
ଆମ୍ଭେ ୟିଦ ଖ୍ରୀଷ୍ଟଙ୍କ ସହିତ ମୃତ୍ଯୁବରଣ କରିଛୁ, ତା' ହେଲେ ଜାଣୁ ଯେ ଆମ୍ଭେ ମଧ୍ଯ ତାହାଙ୍କ ସହିତ ଜୀବିତ ରହିବା।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 7:2
ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉଦାହରଣ ଦେଉଛି। ଜଣେ ବିବାହିତା ସ୍ତ୍ରୀଲୋକ ତାହାର ସ୍ବାମୀ ଜୀବିତ ଥିବା ସମୟ ପର୍ୟ୍ଯନ୍ତ ତା' ସହିତ ଆବଦ୍ଧ ହାଇେ ରହିଥାଏ। କିନ୍ତୁ ଯେତବେେଳେ ତାହାର ସ୍ବାମୀ ମରି ଯାଏ ସେ ବିବାହର ନିୟମରୁ ମୁକ୍ତ ହାଇେ ଯାଏ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:1
ଅତଏବ ଏବେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଅଛନ୍ତି, ସମାନେେ ଦଷେୀ ବୋଲି ବିଚାରିତ ହୁଅନ୍ତି ନାହିଁ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:1
ତୁମ୍ଭମାନେେ ଖ୍ରୀଷ୍ଟଙ୍କ ସହିତ ମୃତ୍ଯୁରୁ ଜୀବିତ ହାଇେଛ। ଅତଏବ ସ୍ବର୍ଗ ରେ ଥିବା ବିଷୟଗୁଡ଼ିକ ପାଇବା ପାଇଁ ଯତ୍ନଶୀଳ ହୁଅ। ଯେଉଁଠା ରେ ଖ୍ରୀଷ୍ଟ, ପରମେଶ୍ବରଙ୍କ ଡାହାଣ ରେ ବସିଛନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:2
ନା! ଆମ୍ଭେ ଆମ୍ଭର ପୁରାତନ ପାପ ପୂର୍ଣ୍ଣ ଜୀବନ ପ୍ରତି ମରିଯାଇଛୁ। ତା' ହେଲେ ଆମ୍ଭେ ଆଉ ପାପ କରି ଚ଼ାଲିପାରିବା କି?