No lexicon data found for Strong's number: 1971

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:11
ମୁଁ ତୁମ୍ଭମାନଙ୍କୁ ଦେଖିବାକୁ ବହୁତ ଇଚ୍ଛା କରେ। ତୁମ୍ଭମାନଙ୍କୁ କିଛି ଆତ୍ମିକ ଅନୁଗ୍ରହଦାନ ଦଇେ ଶକ୍ତିଶାଳୀ କରାଇବା ମାରେ ଇଚ୍ଛା।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:2
ଏହା ସ୍ବର୍ଗ ରେ ସ୍ଥାପିତ ଚିରସ୍ଥାଯୀ ଗୃହ ଅଟେ। ଆମ୍ଭେ ଏହି ପୃଥିବୀର ଘରଟି ରେ ରହି ଥକି ଯାଇଛୁ। ଆମ୍ଭେ ଇଚ୍ଛା କରୁ ଯେ, ପରମେଶ୍ବର ଆମ୍ଭକୁ ଆମ୍ଭର ସ୍ବର୍ଗୀୟ ଘରଟି ଦିଅନ୍ତୁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 9:14
ଯେତବେେଳେ ସମାନେେ ପ୍ରାର୍ଥନା କରିବେ, ସେତବେେଳେ ସମାନେେ ତୁମ୍ଭମାନଙ୍କ ସହିତ ରହିବା ପାଇଁ ଇଚ୍ଛା କରିବେ। ପରମେଶ୍ବରଙ୍କର ତୁମ୍ଭମାନଙ୍କ ପ୍ରତି ଅସୀମ ଅନୁଗ୍ରହ ହତେୁରୁ ସମାନେେ ଏପରି ଅନୁଭବ କରିବେ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:8
ପରମେଶ୍ବର ଜାଣନ୍ତି ଯେ ମୁଁ ତୁମ୍ଭମାନଙ୍କୁ ଦେଖିବାକୁ କେତେ ଇଚ୍ଛା କରୁଛି। ଖ୍ରୀଷ୍ଟଯୀଶୁଙ୍କର ସ୍ନହପେୂର୍ଣ୍ଣ କରୁଣା ରେ ମୁଁ ତୁମ୍ଭମାନଙ୍କୁ ପ୍ ରମେ କରେ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:26
ସେ ତୁମ୍ଭମାନଙ୍କୁ ଦେଖିବାକୁ ବହୁତ ଇଚ୍ଛୁକ, ସେଥିପାଇଁ ମୁଁ ତାହାଙ୍କୁ ପଠାଉଛି। ସେ ଅସୁସ୍ଥ ଥିଲେ ବୋଲି ତୁମ୍ଭେ ଶୁଣି ଥିବା ହତେୁ ସେ ଚିନ୍ତିତ ଥିଲେ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:6
କିନ୍ତୁ ତୀମଥି ତୁମ୍ଭମାନଙ୍କ ପାଖରୁ ଆମ୍ଭମାନଙ୍କ ପାଖକୁ ଫରେି ଆସିଛନ୍ତି। ସେ ତୁମ୍ଭମାନଙ୍କର ବିଶ୍ବାସ ଓ ପ୍ ରମରେ ସୁଖବର ଆମ୍ଭକୁ ଦଇେଛନ୍ତି। ତୁମ୍ଭମାନେେ ଆମ୍ଭକୁ ସର୍ବଦା ମନେ ପକାଉଛ ବୋଲି ତୀମଥି ଆମ୍ଭକୁ କହିଲେ। ତୁମ୍ଭମାନେେ ଆମ୍ଭକୁ ଆଉଥରେ ଦେଖିବାକୁ ଗଭୀର ଭାବରେ ଚାହଁ ବୋଲି ସେ ଆମ୍ଭକୁ କହିଲେ। ଆମ୍ଭର ମଧ୍ଯ ସହେି ଇଚ୍ଛା। ଆମ୍ଭମାନେେ ତୁମ୍ଭକୁ ଦେଖିବାକୁ ପ୍ରବଳ ଆଗ୍ରହୀ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:4
ତୁମ୍ଭେ ମାେ ପାଇଁ କାନ୍ଦିଛ ବୋଲି ମୁଁ ମନେ ରଖିଛି। ମୁଁ ତୁମ୍ଭକୁ ଦେଖି ଆନନ୍ଦ ପାଇବା ପାଇଁ ଅତି ଇଚ୍ଛୁକ। ତୁମ୍ଭର ଦୃଢ଼ ବିଶ୍ବାସ ମୁଁ ମନେପକାଏ।

ଯାକୁବଙ୍କ ପତ୍ 4:5
ତୁମ୍ଭେ କ'ଣ ଭାବୁଛ କି ଶାସ୍ତ୍ରର ଅର୍ଥ କିଛି ନାହିଁ ? ଶାସ୍ତ୍ର କୁ ହେ : ପରମେଶ୍ବର ଆମ୍ଭ ମଧିଅରେ ବାସ କରିବା ପାଇଁ ଯେଉଁ ଆତ୍ମାଙ୍କୁ ଦଇେଛନ୍ତି, ସେ ଆମ୍ଭକୁ ସମ୍ପୂର୍ଣ୍ଣରୂପେ ଅଧିକାର କରିବା ନିମନ୍ତେ ଚାହାଁନ୍ତି।334

ପିତରଙ୍କ ପ୍ରଥମ ପତ୍ 2:2
ନୂତନ ଜନ୍ମଲାଭ କରିଥିବା ଶିଶୁ ଭଳି ହୁଅ। ତୁମ୍ଭ ଆତ୍ମାକୁ ପରିତୃପ୍ତ କରୁଥିବା ବିଶୁଦ୍ଧ ଦୁ' ପାନ ପାଇଁ ତୁମ୍ଭେ ଲାଳାଯିତ ହୁଅ। ଏହାକୁ ପାନ କରିବା ଦ୍ବାରା ତୁମ୍ଭେ ବୃଦ୍ଧି ପାଇବ ଓ ଉଦ୍ଧାର ପାଇବ।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்