ମାଥିଉଲିଖିତ ସୁସମାଚାର 17:9
ଯୀଶୁ ଓ ଶିଷ୍ଯମାନେ ପର୍ବତ ଉପରୁ ତଳକୁ ଓହ୍ଲାଉଥିଲେ। ଯୀଶୁ ଶିଷ୍ଯମାନଙ୍କୁ ଆଦେଶ ଦେଲେ, ପର୍ବତ ଉପରେ ତୁମ୍ଭମାନେେ ଯାହାସବୁ ଦେଖିଲ, ତାହା କାହାକୁ କହିବ ନାହିଁ। ମନୁଷ୍ଯପୁତ୍ର ମୃତ୍ଯୁରୁ ପୁନର୍ଜୀବିତ ହବୋ ପର୍ୟ୍ଯନ୍ତ ଅପେକ୍ଷା କର। ତା'ପରେ ତୁମ୍ଭେ ଯାହା ସବୁ ଦେଖିଛ, ତାହା ଲୋକଙ୍କ ଆଗ ରେ କହିପାର।
ରେରିତମାନଙ୍କ କାର୍ଯ୍ୟର ବିବରଣ 7:31
ମାଶାେ ସେ ଦୃଶ୍ଯ ଦେଖି ଅତ୍ଯନ୍ତ ଆଶ୍ଚର୍ୟ୍ଯ ହାଇଗେଲେ। ତାହାକୁ ଭଲଭାବେ ଦେଖିବା ପାଇଁ ନିକଟକୁ ୟିବାବଳକେୁ ସେ ପ୍ରଭୁଙ୍କର ସ୍ବର ଶୁଣିଲେ:
ରେରିତମାନଙ୍କ କାର୍ଯ୍ୟର ବିବରଣ 9:10
ହନନିୟ ନାମକ ଜଣେ ଯୀଶୁଙ୍କର ଶିଷ୍ଯ ଦମ୍ମସକରେେ ଥିଲେ। ପ୍ରଭୁ ତାହାଙ୍କୁ ଦର୍ଶନ ଦଇେ କହିଲେ, ହନନିୟ!
ରେରିତମାନଙ୍କ କାର୍ଯ୍ୟର ବିବରଣ 9:12
ଏହି ଶାଉଲ ଗୋଟିଏ ଦର୍ଶନ ଦେଖିଅଛି ଯେ, ହନନିୟ ନାମକ ଜଣେ ଲୋକ ତା' ନିକଟକୁ ଆସି, ତା' ଉପରେ ହାତ ଥୋଇ ପ୍ରାର୍ଥନା କରୁଅଛି ଓ ତାହାଦ୍ବାରା ସେ ପୁଣି ଦେଖି ପାରୁଛି।
ରେରିତମାନଙ୍କ କାର୍ଯ୍ୟର ବିବରଣ 10:3
ଦିନେ ଅପରାହ୍ନ ପ୍ରାୟ ତିନିଟା ସମୟରେ ସେ ଏକ ଦର୍ଶନ ଦେଖିଲେ। ସେ ଜଣେ ସ୍ବର୍ଗଦୂତଙ୍କୁ ତାହାଙ୍କ ନିକଟକୁ ଆସୁଥିବାର ସ୍ପଷ୍ଟ ଭାବେ ଦେଖିଲେ। ସେ ତାହାଙ୍କୁ କହିଲେ, କର୍ଣ୍ଣୀଲିୟ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10:17
ପିତର ଯେଉଁ ଦୃଶ୍ଯ ଦେଖିଥିଲେ, ତା'ର ଅର୍ଥ ବିଷୟ ରେ ଚ଼ିନ୍ତା କରି ହତବୁଦ୍ଧି ହାଇେ ପଡ଼ିଲେ। ଏହି ସମୟରେ କର୍ଣ୍ଣୀଲିୟଙ୍କ ଯେଉଁ ଲୋକମାନେ ଶିମାନଙ୍କେର ଘର ଖାଜେୁଥିଲେ, ସମାନେେ ଆସି ଫାଟକ ନିକଟରେ ଠିଆ ହାଇେଥିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10:19
ସପେର୍ୟ୍ଯନ୍ତ ପିତର ସହେି ଦର୍ଶନ ବିଷୟ ରେ ଚି଼ନ୍ତା କରୁଥିଲେ। ସହେି ସମୟରେ ପବିତ୍ର ଆତ୍ମା ତାହାଙ୍କୁ କହିଲେ, ଶୁଣ, ତିନିଜଣ ଲୋକ ତୁମ୍ଭକୁ ଖାଜେୁଛନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 11:5
ମୁଁ ଯାଫୋ ନଗର ରେ ପ୍ରାର୍ଥନା କଲା ବେଳେ ଗୋଟିଏ ଦିବ୍ଯଦର୍ଶନ ଦେଖିଲି। ଗୋଟିଏ ଚାଦର ଚ଼ାରିକଣରୁ ଧରାଯାଇ ସ୍ବର୍ଗରୁ ମାେ ଆଡ଼କୁ ଖସିଆସୁଥିବାର ମୁଁ ଦେଖିଲି।
ରେରିତମାନଙ୍କ କାର୍ଯ୍ୟର ବିବରଣ 12:9
ପିତର ତାହାଙ୍କୁ ଅନୁସରଣ କଲେ। ସ୍ବର୍ଗଦୂତ ଯେ ପ୍ରକୃତ ରେ ଏହି ଘଟଣାଟି ଘଟାଉଛନ୍ତି ଏହା ପିତର ଅନୁଭବ କରିପାରିଲେ ନାହିଁ। ସେ ଭାବୁଥିଲେ ଯେ, ସେ ଏକ ଦର୍ଶନ ଦେଖୁଛଅନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 16:9
ରାତି ରେ ପାଉଲ ଏକ ଦର୍ଶନ ପାଇଲେ। ସେଥି ରେ ସେ ଜଣେ ମାକିଦନିଆର ଲୋକକୁ ତାହାଙ୍କ ଆଗ ରେ ଠିଆ ହାଇେ ଥିବାର ଦେଖିଲେ। ସେ ପାଉଲଙ୍କୁ କହିଲେ, ତୁମ୍ଭେ ମାକିଦନିଆକୁ ଆସି ଆମ୍ଭକୁ ସାହାୟ୍ଯ କର।
Occurences : 12
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்