ମାଥିଉଲିଖିତ ସୁସମାଚାର 15:17
ତୁମ୍ଭେ କ'ଣ ଜାଣିନ ଯେ, ଯେଉଁଖାଦ୍ୟ ଜଣେ ଲୋକର ପାଟି ଭିତରକୁ ଯାଏ, ତାହା ପଟେ ଭିତରକୁ ଯାଏ ଓ ପରିଶଷେ ରେ ଦହରେୁ ବାହାରିଯାଏ।
ମାଥିଉଲିଖିତ ସୁସମାଚାର 16:9
ଏବେ ସୁଦ୍ଧା ତୁମ୍ଭେ କ'ଣ ବୁଝି ପାରୁନ? ପାଞ୍ଚଟି ରୋଟୀକୁ ପାଞ୍ଚ ହଜାର ଲୋକ ଖାଇଥିବା କଥା ମନେ ପକାଅ। ଲୋକେ ଖାଇ ସାରିବା ପରେ ବଳକା ଅଂଶତକ ତୁମ୍ଭେ ଅନକେ ଟୋକଇେ ରେ ଭର୍ତ୍ତି କରିଥିଲ।
ମାଥିଉଲିଖିତ ସୁସମାଚାର 24:6
ତୁମ୍ଭମାନେେ ୟୁଦ୍ଧ ବିଷୟ ରେ ଓ ୟୁଦ୍ଧର ଗୁଜବ ବିଷୟ ରେ ଶୁଣିବ। କିନ୍ତୁ ଦେଖ! ଭୟ କରିବ ନାହିଁ। ଅନ୍ତକାଳ ଆସିବା ପୂର୍ବରୁ ଏସବୁ ଘଟଣା ନିଶ୍ଚୟ ଘଟିବ।
ମାର୍କଲିଖିତ ସୁସମାଚାର 8:17
ସମାନେେ କ'ଣ କଥାବାର୍ତ୍ତା ହେଉଛନ୍ତି ତାହା ଯୀଶୁ ଜାଣି ପାରିଲେ, ତେଣୁ ସେ ସମାନଙ୍କେୁ କହିଲେ, ରୋଟୀ ନାହିଁ ବୋଲି ତୁମ୍ଭମାନେେ କାହିଁକି ତର୍କ ବିତର୍କ କରୁଛ? ଏବେ ସୁଦ୍ଧା ତୁମ୍ଭମାନେେ ଦେଖି ପାରୁନ କି ବୁଝି ପାରୁନ?
ମାର୍କଲିଖିତ ସୁସମାଚାର 13:7
ତୁମ୍ଭେ ୟୁଦ୍ଧ ବିଷୟ ରେ କିମ୍ବା ୟୁଦ୍ଧ ଚାଲିଥିବା ବିଷୟ ରେ ଉଡା ଖବର ଶୁଣି ଭୟଭୀତ ହାଇେ ୟିବନାହିଁ। ଅନ୍ତିମକାଳ ଆସିବା ପୂର୍ବରୁ ଏସବୁ ଘଟଣା ନିଶ୍ଚୟ ଘଟିବ।
ଯୋହନଲିଖିତ ସୁସମାଚାର 2:4
ଯୀଶୁ ଉତ୍ତର ଦେଲେ, ପ୍ରିୟ ନାରୀ, କ'ଣ କରିବାକୁ ହବେ, ଏହା ତୁମ୍ଭେ ମାେତେ କହିବା ଉଚିତ ନୁହେଁ। ମାରେ ସମୟ ଏପର୍ୟ୍ଯନ୍ତ ଆସି ନାହିଁ।
ଯୋହନଲିଖିତ ସୁସମାଚାର 3:24
ଯୋହନ କାରାଗାର ରେ ବନ୍ଦୀ ହବୋ ପୂର୍ବରୁ ଏସବୁ ଘଟିଥିଲା।
ଯୋହନଲିଖିତ ସୁସମାଚାର 7:6
ଯୀଶୁ ତାହାଙ୍କ ଭାଇମାନଙ୍କୁ କହିଲେ, ମାେ ପାଇଁ ଏପର୍ୟ୍ଯନ୍ତ ଉପୟୁକ୍ତ ସମୟ ଆସି ନାହିଁ। କିନ୍ତୁ ତୁମ୍ଭମାନଙ୍କର (ୟିବା) ପାଇଁ ସମସ୍ତ ସମୟ ଉପୟୁକ୍ତ।
ଯୋହନଲିଖିତ ସୁସମାଚାର 7:8
ତେଣୁ ତୁମ୍ଭମାନେେ ପର୍ବକୁ ଯାଅ। ମୁଁ ବର୍ତ୍ତମାନ ପର୍ବକୁ ୟିବି ନାହିଁ। ମାେ ପାଇଁ ଏପର୍ୟ୍ଯନ୍ତ ଉପୟୁକ୍ତ ସମୟ ଆସି ନାହିଁ।
ଯୋହନଲିଖିତ ସୁସମାଚାର 7:8
ତେଣୁ ତୁମ୍ଭମାନେେ ପର୍ବକୁ ଯାଅ। ମୁଁ ବର୍ତ୍ତମାନ ପର୍ବକୁ ୟିବି ନାହିଁ। ମାେ ପାଇଁ ଏପର୍ୟ୍ଯନ୍ତ ଉପୟୁକ୍ତ ସମୟ ଆସି ନାହିଁ।
Occurences : 23
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்