No lexicon data found for Strong's number: 3793

ମାଥିଉଲିଖିତ ସୁସମାଚାର 4:25
ତେଣୁ ଗାଲିଲୀ, ଦକୋପଲି, ୟିରୂଶାଲମ, ଯୀହୂଦା ଓ ୟର୍ଦ୍ଦନ ନଦୀର ଆର ପାରିର ବହୁଲୋକ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲେ।

ମାଥିଉଲିଖିତ ସୁସମାଚାର 5:1
ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକଙ୍କ ସଂଖ୍ଯା କ୍ରମଶଃ ବଢିବାକୁ ଲାଗିଲା। ଏହା ଦେଖି ଯୀଶୁ ଗୋଟିଏ ପାହାଡ ଉପରକୁ ଗଲେ ଏବଂ ସଠାେରେ ବସିଲେ। ତାହାଙ୍କର ଶିଷ୍ଯମାନେ ତାହାଙ୍କ ପାଖକୁ ଆସିଲେ।

ମାଥିଉଲିଖିତ ସୁସମାଚାର 7:28
ଯୀଶୁଙ୍କ ଏହି ସବୁ କଥା କହିବା ଶଷେ ହେଲା। ତାହାଙ୍କ ଉପଦେଶ ଶୁଣି ଜମା ହାଇେଥିବା ଲୋକେ ଆଶ୍ଚର୍ୟ୍ଯ ହାଇଗେଲେ।

ମାଥିଉଲିଖିତ ସୁସମାଚାର 8:1
ଯୀଶୁ ପାହାଡ ଉପରୁ ଓହ୍ଲଇେ ତଳକୁ ଆସିଲେ। ଏକ ବିରାଟ ଜନ ସମୂହ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲା।

ମାଥିଉଲିଖିତ ସୁସମାଚାର 8:18
ଯୀଶୁ ତାହାଙ୍କ ଚାରିପଟେ ଲୋକଙ୍କ ଭିଡ ଦେଖିଲେ। ଶିଷ୍ଯମାନଙ୍କୁ ହ୍ରଦର ଆର ପଟକୁ ୟିବାକୁ ଆଦେଶ ଦେଲେ।

ମାଥିଉଲିଖିତ ସୁସମାଚାର 9:8
ଜମା ହାଇେଥିବା ଲୋକେ ଏ କଥା ଦେଖି ଆଶ୍ଚର୍ୟ୍ଯ ହାଇଗେଲେ। ପରମେଶ୍ବର ଜଣେ ମଣିଷକୁ ଏପରି ଶକ୍ତି ଦଇେଥିବାରୁ ସମାନେେ ପରମେଶ୍ବରଙ୍କର ମହିମା ଗାନ କଲେ।

ମାଥିଉଲିଖିତ ସୁସମାଚାର 9:23
ତା'ପରେ ଯୀଶୁ ଯୀହୂଦୀ ପ୍ରାର୍ଥନାଗୃହର ଅଧ୍ଯକ୍ଷଙ୍କ ଘ ରେ ପହନ୍ଚିଲେ। ସଠାେରେ ବଂଶୀବାଦକମାନେ ସମାଧି ଜନିତ ବଂଶୀ ବଜାଉଥିଲେ। ଝିଅଟି ମରିଯାଇଥିବାରୁ ଲୋକେ କାନ୍ଦୁଥିଲେ।

ମାଥିଉଲିଖିତ ସୁସମାଚାର 9:25
ଲୋକଙ୍କୁ ଘର ଭିତରୁ ବାହାର କରି ଦିଆୟିବା ପରେ ଯୀଶୁ ଭତରକୁ ଗଲେ। ଝିଅଟିର ହାତ ଧରିଲେ। ଝିଅଟି ଉଠି ଠିଆ ହେଲା।

ମାଥିଉଲିଖିତ ସୁସମାଚାର 9:33
ଯୀଶୁ ତା' ଦହରେୁ ଭୂତକୁ ତଡି ଦେଲେ। କିଛି କହି ପାରୁ ନଥିବା ଲୋକଟି ପୁଣି ତା'ର କହିବା ଶକ୍ତି ଫରେି ପାଇଲା। ଜମା ହାଇେଥିବା ଲୋକେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ କହିଲେ, ଇଶ୍ରାଯାଲ ରେ ଏଭଳି ଘଟଣା ଘଟିବା ଆମ୍ଭେ କବେେ ହେଲେ ଦେଖି ନଥିଲୁ।

ମାଥିଉଲିଖିତ ସୁସମାଚାର 9:36
ଲୋକମାନଙ୍କୁ ଦେଖି ଯୀଶୁଙ୍କ ମନ ରେ କରୁଣା ଜାତ ହେଲା। ମଷେ ପାଳକ ନଥିଲେ ମଷେ ପଲର ଅବସ୍ଥା ଯାହା ହୁଏ, ଲୋକମାନଙ୍କର ଅବସ୍ଥା ସହେିଭଳି ନିରାଶା ଓ ଅସହାୟତା ରେ ପୂର୍ଣ୍ଣଥିଲା।

Occurences : 175

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்