Base Word
παράπτωμα
Short Definitiona side-slip (lapse or deviation), i.e., (unintentional) error or (wilful) transgression
Long Definitionto fall beside or near something
Derivationfrom G3895
Same asG3895
International Phonetic Alphabetpɑˈrɑ.pto.mɑ
IPA modpɑˈrɑ.ptow.mɑ
Syllableparaptōma
Dictionpa-RA-ptoh-ma
Diction Modpa-RA-ptoh-ma
Usagefall, fault, offence, sin, trespass

ମାଥିଉଲିଖିତ ସୁସମାଚାର 6:14
ଏଣୁ ତୁମ୍ଭେ ଯଦି ଲୋକଙ୍କ ଅପରାଧ କ୍ଷମା କରିଦବେ ତବେେ ସ୍ବର୍ଗ ରେ ରହୁଥିବା ତୁମ୍ଭମାନଙ୍କର ପରମପିତା ତୁମ୍ଭ ଅପରାଧ ପାଇଁ ତୁମ୍ଭକୁ ମଧ୍ଯ କ୍ଷମା କରି ଦବେେ।

ମାଥିଉଲିଖିତ ସୁସମାଚାର 6:15
କିନ୍ତୁ ତୁମ୍ଭେ ଯଦି ଲୋକଙ୍କୁ ତାହାଙ୍କ ପାପ ପାଇଁ କ୍ଷମା ଦବେ ନାହିଁ, ତବେେ ତୁମ୍ଭର ପରମପିତା ମଧ୍ଯ ତୁମ୍ଭ ଅପରାଧ ଗୁଡିକ ପାଇଁ ତୁମ୍ଭକୁ କ୍ଷମା ଦବେନୋହିଁ।

ମାଥିଉଲିଖିତ ସୁସମାଚାର 6:15
କିନ୍ତୁ ତୁମ୍ଭେ ଯଦି ଲୋକଙ୍କୁ ତାହାଙ୍କ ପାପ ପାଇଁ କ୍ଷମା ଦବେ ନାହିଁ, ତବେେ ତୁମ୍ଭର ପରମପିତା ମଧ୍ଯ ତୁମ୍ଭ ଅପରାଧ ଗୁଡିକ ପାଇଁ ତୁମ୍ଭକୁ କ୍ଷମା ଦବେନୋହିଁ।

ମାଥିଉଲିଖିତ ସୁସମାଚାର 18:35
ମାରେ ସ୍ବର୍ଗୀୟ ପରମପିତା ତୁମ୍ଭକୁ ଯେ ଭଳି ବ୍ଯବହାର ଦଖାଇବେେ, ଏହି ରାଜା ଚାକରକୁ ଠିକ୍ ସହେିଭଳି ବ୍ଯବହାର ଦଖାଇେଲେ। ଅତଏବ ତୁମ୍ଭମାନେେ ନିଜ ଭାଇ ବା ଭଉଣୀକୁ ହୃଦୟରୁ କ୍ଷମା ଦବେ। ନଚତେ ମାରେ ସ୍ବର୍ଗୀୟ ପିତା ତୁମ୍ଭମାନଙ୍କୁ କ୍ଷମା ଦବେନୋହିଁ।

ମାର୍କଲିଖିତ ସୁସମାଚାର 11:25
ତୁମ୍ଭମାନେେ ଯେତବେେଳେ ପ୍ରାର୍ଥନା କରିବାକୁ ଠିଆ ହାଇେଥିବ, ସେତବେେଳେ ଯଦି ତୁମ୍ଭମାନଙ୍କର ମନେ ପଡିଯାଏ ଯେ, ତୁମ୍ଭମାନେେ କାହାରି ଉପରେ କୌଣସି କାରଣରୁ ରାଗିଛ, ତବେେ ସହେି ଲୋକକୁ କ୍ଷମା କରି ଦିଅ।

ମାର୍କଲିଖିତ ସୁସମାଚାର 11:26
ତା' ହେଲେ ସ୍ବର୍ଗ ରେ ରହୁଥିବା ତୁମ୍ଭମାନଙ୍କର ପରମପିତା ମଧ୍ଯ ତୁମ୍ଭମାନଙ୍କର ପାପ ଗୁଡିକୁ କ୍ଷମା କରି ଦବେେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:25
ଆମ୍ଭର ପାପ ଲାଗି ଯୀଶୁଙ୍କୁ ମୃତ୍ଯୁ ନିମନ୍ତେ ସମର୍ପିତ କରା ହେଲା। ଆମ୍ଭକୁ ପରମେଶ୍ବରଙ୍କଠା ରେ ଧାର୍ମିକ କରିବା ଲାଗି ଯୀଶୁ ମୃତ୍ଯୁରୁ ପୁନର୍ଜୀବିତ ହେଲେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:15
କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହଦାନ ଆଦମର ପାପ ପରି ନୁହେଁ। ଜଣେ ଲୋକର ପାପ କାରଣରୁ ଅନକେ ଲୋକ ମୃତ୍ଯୁ ବରଣ କଲେ। କିନ୍ତୁ ପରମେଶ୍ବରଙ୍କଠାରୁ ଲୋକେ ଯେଉଁ ଅନୁଗ୍ରହ ପାଇଲେ, ତାହା ବହୁତ ଅଧିକ ଥିଲା। ଅନକେ ଲୋକ ଜଣେ ଲୋକର ଅନୁଗ୍ରହ ହତେୁ ଜୀବନରୂପେ ଅନୁଗ୍ରହଦାନ ପାଇଲେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:16
ଆଦମ ଥରେ ପାପ କଲା ପରେ ସେ ଦୋଷୀ ବୋଲି ସାବ୍ଯସ୍ତା ହେଲା। କିନ୍ତୁ ପରମେଶ୍ବରଙ୍କର ଅନୁଗ୍ରହଦାନ ଏହାଠାରୁ ଭିନ୍ନ ଅଟେ। ଅନକେ ପାପ ପରେ ପରମେଶ୍ବରଙ୍କର ଅନୁଗ୍ରହଦାନ ଆସିଲା। ଓ ଏହି ଅନୁଗ୍ରହଦାନ ଲୋକଙ୍କୁ ପରମେଶ୍ବରଙ୍କ ପ୍ରତି ଧାର୍ମିକ କରାଇଲା।

Occurences : 23

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்