No lexicon data found for Strong's number: 4718

ମାଥିଉଲିଖିତ ସୁସମାଚାର 7:16
ତୁମ୍ଭେ ତାହାଙ୍କୁ ସମାନଙ୍କେର କାର୍ୟ୍ଯରୁ ଚିହ୍ନିବ। କଣ୍ଟା ବୁଦାରୁ ଯେପରି ଦ୍ରାକ୍ଷାରସ ମିଳେ ନାହିଁ କି ବଣୁଆ କଣ୍ଟାଗଛରୁ ଡମ୍ବିରି ଫଳ ଫଳେ ନାହିଁ, ସହେିପରି ଖରାପ ଲୋକଙ୍କ ଭିତରୁ ଭଲ ବିଷୟ ବାହାରି ନଥାଏ।

ଲୂକଲିଖିତ ସୁସମାଚାର 6:44
ପ୍ରେତ୍ୟକକ ଗଛ ତା'ର ଫଳ ଦ୍ବରା ଚିହ୍ନି ହୁଏ। ଲୋକମାନେ ଅନାବନା କଣ୍ଟା ଗଛରୁ ଡିମ୍ବିରିଫଳ ସଂଗ୍ରହ କରନ୍ତି ନାହିଁ କି କଣ୍ଟା ବୁଦାରୁ ଦ୍ରାକ୍ଷା କୋଳି ପାଆନ୍ତି ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:18
ତା'ପରେ ଆଉ ଜଣେ ସ୍ବର୍ଗଦୂତ ବଦେୀରୁ ଆସିଲେ। ସହେି ଦୂତଙ୍କର ଅଗ୍ନି ଉପରେ କ୍ଷମତା ଥିଲା। ସେ ଧାରୁଆ ଦାଆ ଧରିଥିବା ଦୂତଙ୍କୁ ଉଚ୍ଚସ୍ବର ରେ ଡ଼ାକି କହିଲେ, ପୃଥିବୀର ଅଙ୍ଗୁର ପନ୍େଥାଗୁଡ଼ିକ ଦାଆ ବ୍ଯବହାର କରି କାଟି ପକାଅ, କାରଣ ଦ୍ରାକ୍ଷା ପାଚିଗଲାଣି।

Occurences : 3

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்