Base Word | |
στρώννυμι | |
Short Definition | to "strew," i.e., spread (as a carpet or couch) |
Long Definition | to spread |
Derivation | prolongation from a still simpler στρόω |
Same as | G4731 |
International Phonetic Alphabet | ˈstron.ny.mi |
IPA mod | ˈstrown.nju.mi |
Syllable | strōnnymi |
Diction | STRONE-noo-mee |
Diction Mod | STRONE-nyoo-mee |
Usage | make bed, furnish, spread, strew |
ମାଥିଉଲିଖିତ ସୁସମାଚାର 21:8
ଯୀଶୁ ୟିରୂଶାଲମ ରାସ୍ତା ରେ ଯାତ୍ରା କଲେ। ଅନକେ ଲୋକ ଯୀଶୁଙ୍କ ପାଇଁ ସମାନଙ୍କେର ଲୁଗା ରାସ୍ତା ରେ ବିଛଇେ ଦେଲେ। ଆଉ କେତକେ ଲୋକ ଗଛରୁ ଡ଼ାଳ ସବୁ କାଟି ରାସ୍ତା ରେ ବିଛାଇ ଦେଲେ।
ମାଥିଉଲିଖିତ ସୁସମାଚାର 21:8
ଯୀଶୁ ୟିରୂଶାଲମ ରାସ୍ତା ରେ ଯାତ୍ରା କଲେ। ଅନକେ ଲୋକ ଯୀଶୁଙ୍କ ପାଇଁ ସମାନଙ୍କେର ଲୁଗା ରାସ୍ତା ରେ ବିଛଇେ ଦେଲେ। ଆଉ କେତକେ ଲୋକ ଗଛରୁ ଡ଼ାଳ ସବୁ କାଟି ରାସ୍ତା ରେ ବିଛାଇ ଦେଲେ।
ମାର୍କଲିଖିତ ସୁସମାଚାର 11:8
ଅନକେ ଲୋକ ଯୀଶୁଙ୍କ ପାଇଁ ସମାନଙ୍କେ ଲୁଗା ରାସ୍ତା ରେ ବିଛଇେ ଦେଲେ। ଅନ୍ୟମାନେ ଡାଳ କାଟି ଆଣି ରାସ୍ତା ରେ ବିଛଇେ ଦେଲେ।
ମାର୍କଲିଖିତ ସୁସମାଚାର 11:8
ଅନକେ ଲୋକ ଯୀଶୁଙ୍କ ପାଇଁ ସମାନଙ୍କେ ଲୁଗା ରାସ୍ତା ରେ ବିଛଇେ ଦେଲେ। ଅନ୍ୟମାନେ ଡାଳ କାଟି ଆଣି ରାସ୍ତା ରେ ବିଛଇେ ଦେଲେ।
ମାର୍କଲିଖିତ ସୁସମାଚାର 14:15
ଘର ମାଲିକ ତୁମ୍ଭମାନଙ୍କୁ ଉପର ମହଲା ରେ ସମସ୍ତ ବ୍ଯବସ୍ଥା ଥିବା ଗୋଟିଏ ବଡ କୋଠରୀ ଦଖାଇବେେ। ତୁମ୍ଭେ ସହେିଠା ରେ ଆମ୍ଭମାନଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତ କର।
ଲୂକଲିଖିତ ସୁସମାଚାର 22:12
ତା'ପରେ ଘରମାଲିକ ତୁମ୍ଭମାନଙ୍କୁ ଉପର ମହଲାର ଗୋଟିଏ ବଡ ବଖରା ଦଖାଇେ ଦବେେ। ଏ ବଖରାଟି ରେ ତୁମ୍ଭମାନେେ ନିସ୍ତାର ପର୍ବର ଖାଦ୍ୟ ପ୍ରସ୍ତୁତ କରିବ।
ରେରିତମାନଙ୍କ କାର୍ଯ୍ୟର ବିବରଣ 9:34
ପିତର ତାହାକୁ କହିଲେ, ଏନିୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଛନ୍ତି, ଉଠ ଓ ତୁମ୍ଭ ବିଛଣା ନିଜେ ସଜାଡ଼। ଏହା କହିବା ମାତ୍ ରେ ସେ ଉଠିଗଲା।
Occurences : 7
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்