No lexicon data found for Strong's number: 509

ମାଥିଉଲିଖିତ ସୁସମାଚାର 27:51
ତା'ପରେ ମନ୍ଦିରର ପରଦା ଉପରୁ ତଳ ପର୍ୟ୍ଯନ୍ତ ଚିରିଯାଇ ଦୁଇଖଣ୍ଡ ହାଇଗେଲା। ଭୂମିକମ୍ପ ହେଲା, ଓ ପଥର ମାନ ଫାଟି ଗଲା,

ମାର୍କଲିଖିତ ସୁସମାଚାର 15:38
ଯୀଶୁ ଯେତବେେଳେ ପ୍ରାଣତ୍ଯାଗ କଲେ, ସେତବେେଳେ ମନ୍ଦିରର ପରଦା ଉପରୁ ତଳ ପର୍ୟ୍ଯନ୍ତ ଦୁଇଖଣ୍ଡ ହାଇେ ଚିରିଗଲା।

ଲୂକଲିଖିତ ସୁସମାଚାର 1:3
ହେ ମାନ୍ଯବର, ଯେ ହତେୁ ପ୍ରଥମରୁ ମୁଁ ନିଜେ ସାବଧାନ ହାଇେ ଏ ସବୁ ଅନୁଧ୍ଯାନ କରିଛି, ସେଥିସକାେଶ ତୁମ୍ଭ ପାଇଁ ଏହାର ଗୋଟିଏ କ୍ରମିକ ବିବରଣୀ ଏକ ପୁସ୍ତକ ଆକାର ରେ ଲେଖିବାକୁ ମୁଁ ଉଚିତ ମନେ କଲି।

ଯୋହନଲିଖିତ ସୁସମାଚାର 3:3
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ପ୍ରେତ୍ୟକକ ବ୍ଯକ୍ତି ନିଶ୍ଚିତ ରୂପେ ପୁନର୍ବାର ଜନ୍ମ ହବୋ ଆବଶ୍ଯକ। ଯଦି କୌଣସି ଲକେ ପୁନର୍ବାର ଜନ୍ମ ନହୁଏ, ତବେେ ସେ ଲୋକ ପରମେଶ୍ବରଙ୍କର ରାଜ୍ଯ ରେ କଦାପି ପ୍ରବେଶ କରିପାରିବ ନାହିଁ।

ଯୋହନଲିଖିତ ସୁସମାଚାର 3:7
ତେଣୁ ଆଶ୍ଚର୍ୟ୍ଯ ହୁଅ ନାହିଁ, କାରଣ ତୁମ୍ଭକୁ କହିଲି ଯେ, 'ତୁମ୍ଭକୁ ନିଶ୍ଚୟ ପୁନର୍ବାର ଜନ୍ମ ହବୋକୁ ପଡିବ।'

ଯୋହନଲିଖିତ ସୁସମାଚାର 3:31
ସ୍ବର୍ଗରୁ ଆସିଥିବା ବ୍ଯକ୍ତି ଅନ୍ୟ ଲୋକମାନଙ୍କ ଅପେକ୍ଷା ଶ୍ ରେଷ୍ଠ। ପୃଥିବୀରୁ ଆସିଥିବା ବ୍ଯକ୍ତି ପୃଥିବୀର ଅଟନ୍ତି। ସହେି ବ୍ଯକ୍ତି ପୃଥିବୀ ରେ ଥିବା ବସ୍ତୁ ବିଷୟ ରେ କହନ୍ତି। କିନ୍ତୁ ଯେଉଁ ବ୍ଯକ୍ତି ସ୍ବର୍ଗରୁ ଆସନ୍ତି, ସେ ଅନ୍ୟ ସମସ୍ତଙ୍କଠାରୁ ଶ୍ରଷ୍ଠ।

ଯୋହନଲିଖିତ ସୁସମାଚାର 19:11
ଯୀଶୁ ଉତ୍ତର ଦେଲେ, ମାେ ଉପରେ ଆପଣଙ୍କର ଯେଉଁ କ୍ଷମତା ଅଛି ବୋଲି ଆପଣ କହୁଛନ୍ତି, କବଳେ ସହେି କ୍ଷମତା ପରମେଶ୍ବର ଆପଣଙ୍କୁ ଦଇେଛନ୍ତି। ତେଣୁ ୟିଏ ମାେତେ ଆପଣଙ୍କ ପାଖ ରେ ସମର୍ପଣ କରିଛି, ତା'ର ପାପ ଆହୁରି ଗୁରୁତର।

ଯୋହନଲିଖିତ ସୁସମାଚାର 19:23
ଯୀଶୁଙ୍କୁ କୃଶବିଦ୍ଧ କଲାପରେ ସୈନିକମାନେ ତାହାଙ୍କର ଲୁଗାପଟା ନଇଗେଲେ। ସମାନେେ ତାହାଙ୍କର ବସ୍ତ୍ର ଚାରି ଭାଗ କଲେ। ପ୍ରେତ୍ୟକକ ସୈନିକ ଗୋଟିଏ ଭାଗ ରଖିଲେ। ସମାନେେ ତାହାଙ୍କର ପିନ୍ଧା ପୋଷାକ ମଧ୍ଯ ନଇଗେଲେ। ଏହା ତଳୁ ଉପର ପର୍ୟ୍ଯନ୍ତ ବିନା ସିଲଇେ ରେ ଗୋଟିଏ ପୋଷାକ ଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 26:5
ସମାନେେ ମାେତେ ବହୁତ ଦିନରୁ ଜାଣନ୍ତି। ସମାନେେ ଯଦି ଚ଼ାହାଁନ୍ତି ତବେେ ସାକ୍ଷ୍ଯ ଦଇେ ପାରନ୍ତି ଯେ, ମୁଁ ଜଣେ ଉତ୍ତମ ଫାରୁଶୀ ଥିଲି। ଯିହୂଦୀୟ ଧର୍ମ ବ୍ଯବସ୍ଥାକୁ ଫାରୁଶୀମାନେ ଅନ୍ୟ କୌଣସି ଯିହୂଦୀୟ ଦଳର ଲୋକଙ୍କ ଅପେକ୍ଷା ଅଧିକ ଦୃଢ଼ ଭାବରେ ମାନନ୍ତି।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:9
କିନ୍ତୁ ଏବେ ତୁମ୍ଭମାନେେ ପ୍ରକୃତ ପରମେଶ୍ବରଙ୍କ ପରିଚୟ ପାଇଅଛ। ପ୍ରକୃତ ରେ ପରମେଶ୍ବରଙ୍କ ଦ୍ବାରା ପରିଚୟ ପାଇଅଛ। ତବେେ ତୁମ୍ଭମାନେେ ପୂର୍ବରୁ ପାଳନ କରୁଥିବା ଦୁର୍ବଳ ଓ ଅଦରକାରୀ ନିୟମଗୁଡ଼ିକ ପ୍ରତି କାହିଁକି ପୁଣି ଆକୃଷ୍ଟ ହେଉଛ ? ତୁମ୍ଭମାନେେ କ'ଣ ପୁଣି ଦାସ ହବୋକୁ ଇଚ୍ଛା କର ?

Occurences : 13

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்