No lexicon data found for Strong's number: 583

ଲୂକଲିଖିତ ସୁସମାଚାର 2:1
ସହେି ସମୟରେ ରୋମୀୟ ଶାସନ ଅନ୍ତର୍ଗତ ସମସ୍ତ ଦେଖର ଲୋକମାନଙ୍କ ଉଦ୍ଦେଶ୍ଯ ରେ କାଇସର ଅଗଷ୍ଟଙ୍କର ଗୋଟିଏ ଆଜ୍ଞା ଘାଷେଣା କରାଗଲା। ଆଜ୍ଞାଟି କୁ ହେ ଯେ ସମସ୍ତେ ଜନଗଣନା ପାଇଁ ନିଜନିଜ ନାମର ପଞ୍ଜୀକରଣ କରିବେ।

ଲୂକଲିଖିତ ସୁସମାଚାର 2:3
ତେଣୁ ପ୍ରେତ୍ୟକକ ଲୋକ ନାମ ପଞ୍ଜୀକରଣ କରିବା ପାଇଁ ନିଜ ନିଜ ନଗରକୁ ଗଲେ।

ଲୂକଲିଖିତ ସୁସମାଚାର 2:5
ୟୋ ସଫେ ମରିୟମଙ୍କ ସହିତ ନାମ ପଞ୍ଜୀକରଣ କଲେ, କାରଣ ମରିୟମଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହାଇେ ସାରିଥିଲା। ମରିୟମ ସେତବେେଳେ ଗର୍ଭବତୀ ଥିଲେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 12:23
ତୁମ୍ଭମାନେେ ପରମେଶ୍ବରଙ୍କ ପ୍ରଥମଜାତ325 ସନ୍ତାନମାନଙ୍କ ମିଳନ ସ୍ଥଳ ରେ ଆସି ପହଞ୍ଚିଛି। ସମାନଙ୍କେ ନାମ ସ୍ବର୍ଗ ରେ ଲଖାେ ରହିଛି। ସବୁଲୋକଙ୍କର ବିଚାରପତି ପରମେଶ୍ବରଙ୍କ ନିକଟକୁ ତୁମ୍ଭମାନେେ ଆସିଛ। ଯେଉଁ ଲୋକମାନେ ସିଦ୍ଧ ହାଇେ ସାରିଛନ୍ତି, ସହେିଭଳି ଭଲ ଲୋକମାନଙ୍କ ଆତ୍ମାମାନଙ୍କ ପାଖକୁ ତୁମ୍ଭମାନେେ ଆସିଛ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்