Base Word
חָלַף
Short Definitionproperly, to slide by, i.e., (by implication) to hasten away, pass on, spring up, pierce or change
Long Definitionto pass on or away, pass through, pass by, go through, grow up, change, to go on from
Derivationa primitive root
International Phonetic Alphabetħɔːˈlɑp
IPA modχɑːˈlɑf
Syllableḥālap
Dictionhaw-LAHP
Diction Modha-LAHF
Usageabolish, alter, change, cut off, go on forward, grow up, be over, pass (away, on, through), renew, sprout, strike through
Part of speechv

ଆଦି ପୁସ୍ତକ 31:7
ତୁମ୍ଭର ପିତା ମାେତେ ପ୍ରତାରଣା କଲେ। ତୁମ୍ଭର ପିତା ମାରେ ବତନେ ଦଶଥର ବଦଳାଇଛନ୍ତି। କିନ୍ତୁ ସଦାପ୍ରଭୁ ମାେତେ ରକ୍ଷା କଲେ। ସେ ଲାବନକୁ ମାରେ କ୍ଷତି କରିବାକୁ ଦେଲେ ନାହିଁ।

ଆଦି ପୁସ୍ତକ 31:41
ମୁଁ କୋଡ଼ିଏ ବର୍ଷକାଳ ତୁମ୍ଭ ନିକଟରେ ରହିଲି, ତୁମ୍ଭର ଦୁଇ ଝିଅ ନିମନ୍ତେ ଚଉତ ବର୍ଷ ଓ ପଶୁମାନଙ୍କ ନିମନ୍ତେ ଛଅ ବର୍ଷ କର୍ମ କଲି। ଏଥି ମଧିଅରେ ତୁମ୍ଭେ ଦଶଥର ମାହେର ବର୍ତ୍ତନ ପରିବର୍ତ୍ତନ କରିଅଛ।

ଆଦି ପୁସ୍ତକ 35:2
ତେଣୁ ଯାକୁବ ତା'ର ପରିବାର ଓ ତା'ର ଦାସମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିକଟରେ ଯେ ସବୁ ବିଦେଶୀଯ ଦବେତାଗଣ ଅଛନ୍ତି ସମାନଙ୍କେୁ ଦୂରକର, ନିଜ ନିଜକୁ ଶୁଚିକର ଏବଂ ବସ୍ତ୍ର ପରି ପରିବର୍ତ୍ତନ କର।

ଆଦି ପୁସ୍ତକ 41:14
ତେଣୁ ଫାରୋ ଯୋଷଫଙ୍କେୁ ବନ୍ଦୀଶାଳାରୁ ଡ଼କାଇଲେ। କାରାରକ୍ଷୀ ଯୋଷଫଙ୍କେୁ ଶୀଘ୍ର ବନ୍ଦୀଶାଳାରୁ ବାହାର କଲେ। ଯୋଷଫେ କ୍ଷୌର ହାଇେ ଉତ୍ତମ ବସ୍ତ୍ର ପରିଧାନ କଲେ। ଏହାପରେ ସେ ଫାରୋକୁ ଦଖାେ କରିବାକୁ ଗଲେ।

ଲେବୀୟ ପୁସ୍ତକ 27:10
କାରଣ ସହେି ପଶୁଟି ସଦାପ୍ରଭୁଙ୍କ ପାଇଁ ଉପହାର। ସେ ଅନ୍ୟ ଗୋଟିଏ ବଦଳ ରେ ତାକୁ ବଦଳ କରିବା ଉଚିତ୍ ନୁହେଁ। ଯଦି ଜଣେ ବ୍ଯକ୍ତି ଗୋଟିଏ ପଶୁକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପ୍ରତିଜ୍ଞାରୂପେ ବଳିଦାନ କରେ, ତବେେ ସେ ତା' ବଦଳ ରେ ଅନ୍ୟ ପଶୁ ବଦଳାଇ ପାରିବ ନାହିଁ। ସେ ଭଲ ପଶୁ ବଦଳ ରେ ମନ୍ଦ ପଶୁ କି ମନ୍ଦ ବଦଳ ରେ ଭଲ ପଶୁ ବଦଳାଇବା ଉଚିତ୍ ନୁହେଁ। ଯଦି ସେ ବଦଳାଇବାକୁ ଚେଷ୍ଟା କରେ, ତବେେ ଦୁଇଟି ପଶୁ ସଦାପ୍ରଭୁଙ୍କ ନିମନ୍ତେ ପବିତ୍ର ହବେେ।

ବିଚାରକର୍ତାମାନଙ୍କ ବିବରଣ 5:26
ୟାଯେଲ୍ ଗୋଟିଏ ହାତ ରେ ମେଖଣା ଧରି ଦକ୍ଷିଣ ହସ୍ତ ରେ ପିଟଣା ଧରି ସୀଷରାର ମକ୍ସ୍ଟଣ୍ତ ଫଟାଇ ଦେଲେ କର୍ଣ୍ଣମୂଳ ରେ ୟାଇ ମେଖଳା ପଶିଲା।

ପ୍ରଥମ ଶାମୁୟେଲ 10:3
ଶାମକ୍ସ୍ଟଯଲେ କହିଲେ, ତୁମ୍ଭେ ସଠାେରକ୍ସ୍ଟ ଆଗକକ୍ସ୍ଟ ଗଲେ ତାବୋରର ଏଲୋନ ବୃକ୍ଷ ନିକଟରେ ପହଞ୍ଚିବ, ତୁମ୍ଭେ ବୈଥଲକେକ୍ସ୍ଟ ପରମେଶ୍ବରଙ୍କ ନିକଟକକ୍ସ୍ଟ ଉପାସନା ପାଇଁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ। ସଠାେରେ ଜଣେ ତିନୋଟି ୟକ୍ସ୍ଟବା ଛଳେି, ଆଉ ଜଣେ ତିନୋଟି ରୋଟୀ ଏବଂ ଆଉ ଜଣେ କକ୍ସ୍ଟଐାଏ ଦ୍ରାକ୍ଷାରସ ନବେ।

ଦିତୀୟ ଶାମୁୟେଲ 12:20
ତା'ପରେ ଦାଉଦ ଉଠିଲେ, ଗା ଧୋଇଲେ, ତାଙ୍କର ପୋଷାକ ପରିବର୍ତ୍ତନ କରି ପୋଷାକ ପିନ୍ଧିଲେ ଏବଂ ସଦାପ୍ରଭୁଙ୍କର ମନ୍ଦିରକକ୍ସ୍ଟ ଉପାସନା ପାଇଁ ଗଲେ। ତା'ପରେ ଘରକକ୍ସ୍ଟ ୟାଇ ଖାଇବାକକ୍ସ୍ଟ ଖାଦ୍ୟ ମାଗିଲେ। ତାଙ୍କର ଦାସମାନେ ତାଙ୍କୁ ଯାହା ଖାଦ୍ୟ ଦେଲେ ଓ ସେ ତାହା ଖାଇଲେ।

ଆୟୁବ ପୁସ୍ତକ 4:15
ଏହି ସମୟରେ ଗୋଟାଏ ଆତ୍ମା ମାରେ ମୁହଁ ସମ୍ମୁଖ ରେ ଚାଲିଗଲା ଏବଂ ମାରେ ରୋମ ଟାଙ୍କୁରି ଉଠିଲା।

ଆୟୁବ ପୁସ୍ତକ 9:11
ପରମେଶ୍ବର ମାେ ନିକଟରେ ଗମନ କରନ୍ତି। କିନ୍ତୁ ମୁଁ ତାଙ୍କୁ ଦେଖେ ନାହିଁ। ପରମେଶ୍ବର ଯେତବେେଳେ ମାେ ନିକଟ ଦଇେ ୟାଆନ୍ତି। ମୁଁ ତାଙ୍କୁ ଚିହ୍ନିପା ରେ ନାହିଁ।

Occurences : 28

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்