Base Word | |
יָדַד | |
Short Definition | properly, to handle, i.e., to throw, e.g., lots |
Long Definition | (v) (Qal) to throw lots, cast lots |
Derivation | a primitive root; (compare H3034) |
International Phonetic Alphabet | jɔːˈd̪ɑd̪ |
IPA mod | jɑːˈdɑd |
Syllable | yādad |
Diction | yaw-DAHD |
Diction Mod | ya-DAHD |
Usage | cast |
Part of speech | v |
ଯୋୟେଲ 3:3
ସମାନେେ ଆମ୍ଭ ଲୋକମାନଙ୍କର ଭାଗ୍ଯ ନିର୍ଦ୍ଧାରଣ କରିବାକୁ ଗୁଳାବାଣ୍ଟ କରିଛନ୍ତି। ଗୋଟିଏ ବେଶ୍ଯା ପାଇଁ ସମାନେେ ଗୋଟିଏ ବାଳକ ବିକ୍ରୀ କରିଛନ୍ତି ଓ ସମାନେେ ଦ୍ରାକ୍ଷାରସ ପାନ କରିବା ପାଇଁ ଗୋଟିଏ ବାଳିକା ବିକ୍ରୀ କରିଛନ୍ତି।
ଓବଦିୟ 1:11
ତୁମ୍ଭେ ଇଶ୍ରାୟେଲର ଶତୃମାନଙ୍କ ସହିତ ମିଶିଲ। ଅଜଣା ଲୋକ ଇଶ୍ରାୟେଲ ଧନ ସମ୍ପତ୍ତି ଅଧିକାର କଲେ। ବିଦେଶୀ ମାନେ ୟିରୁଶାଲମ ନଗରଦ୍ବାର ଦଇେ ପ୍ରବେଶ କଲେ। ସହେି ବିଦେଶୀମାନେ ୟିରୁଶାଲମର କେଉଁ ଅଂଶ ପାଇବେ ବୋଲି ବହୁ ପଥର ଫିଙ୍ଗିଲେ ତୁମ୍ଭେ ସମାନଙ୍କେ ମଧ୍ଯରୁ ଜଣେ ହେଲ।
ନାହୂମ 3:10
କିନ୍ତୁ ନୋ-ଆମାନେ ପରାଜିତ ହେଲା। ତା'ର ଲୋକମାନେ ବନ୍ଦୀଭାବରେ ଗୋଟିଏ ବିଦେଶକୁ ନିଆଗେଲ। ସୈନ୍ଯମାନେ ରାସ୍ତାର ପ୍ରେତ୍ୟକକ କୋଣ ରେ ତା'ର େଛାଟ ପିଲାମାନଙ୍କୁ ପିଟି ପିଟି ମାରି ଦେଲେ। ଏବଂ ସମାନେେ ତାଙ୍କର ମାନ୍ଯ ପୁରୁଷମାନଙ୍କ ନିମନ୍ତେ ଗୁଳାବାଣ୍ଟ କଲେ, ତାଙ୍କର ବଡ ଲୋକ ସମସ୍ତେ ଶୃଙ୍ଖଳ ରେ ବନ୍ଧା ହେଲେ।
Occurences : 3
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்