Base Word | |
יָפָה | |
Short Definition | properly, to be bright, i.e., (by implication) beautiful |
Long Definition | to be bright, be beautiful, be handsome, be fair |
Derivation | a primitive root |
International Phonetic Alphabet | jɔːˈpɔː |
IPA mod | jɑːˈfɑː |
Syllable | yāpâ |
Diction | yaw-PAW |
Diction Mod | ya-FA |
Usage | be beautiful, be (make self) fair(-r), deck |
Part of speech | v |
ଗୀତସଂହିତା 45:2
ତୁମ୍ଭେ ଅନ୍ୟମାନଙ୍କଠାରୁ ଅଧିକ ସୁନ୍ଦର ଅଟ, ଏବଂ ତୁମ୍ଭେ ଏପରି ସୁଖଦାୟକ କଥା କୁହ, ସେଥିପାଇଁ ପରମେଶ୍ବର ତୁମ୍ଭକୁ ସର୍ବଦା ଆଶୀର୍ବାଦ କରିବେ।
ପରମଗୀତ 4:10
ଆଗୋ ମାରେ ଭଗିନୀ, ହେ ମାରେ ପ୍ରିୟେ, ତୁମ୍ଭର ପ୍ ରମେ କମେନ୍ତ ମନୋରମ। ତୁମ୍ଭ ପ୍ ରମେ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ। ପୁଣି ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧି ଦ୍ରବ୍ଯ ଅପେକ୍ଷା ଉତ୍ତମ।
ପରମଗୀତ 7:1
ଆଗୋ ରାଜକନ୍ଯ, ପାଦୁକା ରେ ତୁମ୍ଭ ଚରଣ କେତେ ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୂଣ ଶିଳ୍ପକର ହସ୍ତ ରେ ନିର୍ମିତ ରତ୍ନହାର ସ୍ବରୂପ।
ପରମଗୀତ 7:6
ଆଗୋ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କମେନ୍ତ ସୁନ୍ଦରୀ ଓ ମ ନୋହାରିଣୀ।
ଯିରିମିୟ 4:30
ଆଉ ତୁମ୍ଭେ ଯେତବେେଳେ ବିନଷ୍ଟ ହବେ ସେତବେେଳେ ତୁମ୍ଭେ କ'ଣ କରିବ ? ତୁମ୍ଭେ କାହିଁକି ଲାଲ ରଙ୍ଗର ବସ୍ତ୍ର ପିନ୍ଧୁଛ ଓ ସୁବର୍ଣ୍ଣ ଅଳଙ୍କାର ରେ ନିଜକୁ ଭୂଷିତା କରୁଛ? ତୁମ୍ଭେ ବୃଥା ରେ ନିଜର ଚକ୍ଷୁ ରେ ଅଞ୍ଜନ ଦଇେ ନିଜକୁ ସଜାଇଛ ଓ ସୁନ୍ଦର କରୁଅଛ। କାରଣ ଜାରପୁରୁଷମାନେ ମଧ୍ଯ ତୁମ୍ଭକୁ ଘୃଣା କରୁଛନ୍ତି ଓ ତୁମ୍ଭ ପ୍ରାଣ ବିନାଶ କରିବାକୁ ଚେଷ୍ଟା କରୁଛନ୍ତି।
ଯିରିମିୟ 10:4
ସମାନେେ ସଗେୁଡ଼ିକୁ ସୁନା ଓ ରୂପା ରେ ସଜ୍ଜିତ କରନ୍ତି। ସମାନେେ ସଗେୁଡ଼ିକୁ ହାତୁଡ଼ି ଦ୍ବାରା କଣ୍ଟା ବାଡ଼ଇେ ଦୃଢ଼ କରନ୍ତି, ଯେପରି ସଗେୁଡ଼ିକ ଟଳମଳ ହବେେ ନାହିଁ କିଅବା ପଡ଼ିବେ ନାହିଁ।
ଯିହିଜିକଲ 16:13
ଏହିରୂପେ ତୁମ୍ଭେ ସୁନା ଓ ରୂପା ରେ ବିଭୂଷିତା ହେଲ। ତୁମ୍ଭର ବସ୍ତ୍ର ଶୁଭ୍ର ରେଶମ ଓ ପଟ୍ଟଦ୍ବାରା ନିର୍ମିତ ଓ ଶିଳ୍ପ କର୍ମ ରେ ବିଚିତ୍ର ହେଲା। ତୁମ୍ଭେ ସରୁ ମଇଦା, ମଧୁ ଓ ତୈଳ ଭୋଜନ କଲ। ଆଉ ତୁମ୍ଭେ ପରମା ସୁନ୍ଦରୀ ହାଇେ ଅବଶଷେ ରେ ରାଣୀପଦ ଯୋଗ୍ଯ ହେଲ।
ଯିହିଜିକଲ 31:7
ଏହିରୂପେ ସେ ନିଜର ମହତ୍ତ୍ବ ରେ ତାହାର ଶାଖାଗୁଡ଼ିକର ଦୀର୍ଘତା ୟୋଗୁଁ ମନୋହର ହେଲା, କାରଣ ପ୍ରଚୁର ଜଳ ନିକଟରେ ତାହାର ମୂଳ ଥିଲା।
Occurences : 8
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்