Base Word
מְחָא
Short Definitionto strike in pieces; also to arrest; specifically to impale
Long Definitionto strike, smite, kill
Derivationcorresponding to H4222
International Phonetic Alphabetmɛ̆ˈħɔːʔ
IPA modmɛ̆ˈχɑːʔ
Syllablemĕḥāʾ
Dictionmeh-HAW
Diction Modmeh-HA
Usagehang, smite, stay
Part of speechv

ଏଜ୍ରା 6:11
ମୁଁ ଆହୁରି ଆଜ୍ଞା କରୁଅଛି କି ଯେ କହେି ସହେି ବାକ୍ଯ ଅନ୍ୟଥା କରିବ ତାହାର ଗୃହରୁ ଏକ କଡି ବାହାର କରାୟାଇ ସହେି କାଠ ରେ ସେ ବନ୍ଧା ହାଇେ ଟଙ୍ଗାୟିବ। ପୁଣି ତା ଲାଗି ତାର ଗୃହ ଖତରାଶି କରାଯାଉ।

ଦାନିଏଲ 2:34
ଆପଣ ପ୍ରତିମାଟିକୁ ନିରୀକ୍ଷଣ କରୁଥିବା ସମୟରେ କର୍ତ୍ତିତ ହାଇନେଥିବା ଏକ ପ୍ରସ୍ତର ଶୂନ୍ଯ ରେ ଉଡିଆସି ସହେି ପ୍ରତିମାର ଲୌହ ଓ ମୃତ୍ତିକାମଯ ପାଦକୁ ଆଘାତ କରି ଖଣ୍ତ ବିଖଣ୍ତିତ କଲା।

ଦାନିଏଲ 2:35
ତା'ପ ରେ ସଂଗେ ସଂଗେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଖଣ୍ତ ଖଣ୍ତ ହାଇେ ଭାଙ୍ଗି ଗଲା। ଆଉ ସେ ସବୁ ଗ୍ରୀଷ୍ମକାଳୀନ ଖଳାର ତୁଷପରି ହେଲା। ବାଯୁ ସେସବୁକୁ ଉଡାଇ ନଇଗେଲା ଓ ତା'ର କିଛି ରହିଲା ନାହିଁ। ଆଉ ସହେି ପ୍ରତିମାକୁ ଆଘାତ କରିଥିବା ପ୍ରସ୍ତର ଏକ ପର୍ବତ ପରି ବଢିଲା ଓ ତାହା ସମୁଦାଯ ପୃଥିବୀକୁ ପରିପୂର୍ଣ୍ଣ କଲା।

ଦାନିଏଲ 4:35
ପୁଣି ପୃଥିବୀ ନିବାସୀ ସମସ୍ତେ ତୁଚ୍ଛ ବସ୍ତୁ ସଦୃଶ। ଆଉ ସ୍ବର୍ଗୀଯ ଶକ୍ତି ବଳ ରେ ପରମେଶ୍ବର ନିଜ ଇଚ୍ଛାନୁସା ରେ ପୃଥିବୀ ନିବାସୀମାନଙ୍କ ମଧିଅରେ କାର୍ୟ୍ଯ କରନ୍ତି। କହେି ତାଙ୍କର ଶକ୍ତିଶାଳୀ ହସ୍ତ ବନ୍ଦ କରି ନପା ରେ ଓ କହେି ତାଙ୍କୁ କିଛି ପ୍ରଶ୍ନ କରି ନପା ରେ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்