Base Word
מִכְסֶה
Short Definitiona covering, i.e., weatherboarding
Long Definitiona covering
Derivationfrom H3680
International Phonetic Alphabetmɪkˈsɛ
IPA modmiχˈsɛ
Syllablemikse
Dictionmik-SEH
Diction Modmeek-SEH
Usagecovering
Part of speechn-m

ଆଦି ପୁସ୍ତକ 8:13
ଏହାପରେ, ନୋହ ଜାହାଜର ଦ୍ବାର ଖାଲିେଲେ। ନୋହ ଦେଖିଲେ ଯେ, ଭୂମି ପୁରା ଶୁଖି ୟାଇଛି। ଏହାଥିଲା ପ୍ରଥମ ମାସର ପ୍ରଥମ ଦିବସ। ନୋହକୁ ସେତବେେଳେ 601 ବର୍ଷ ହାଇେଥିଲା।

ଯାତ୍ରା ପୁସ୍ତକ 26:14
ଏହାପରେ ତୁମ୍ଭେ ରକ୍ତୀକୃତ ମଷେ ଚର୍ମ ରେ ତମ୍ବୁର ଏକ ଛାତ କରିବ। ଆଉ ତହିଁ ଉପରେ ଏକ ଶିଶୁକ ଚର୍ମ ରେ ଏକ ଛାତ କରିବ।

ଯାତ୍ରା ପୁସ୍ତକ 26:14
ଏହାପରେ ତୁମ୍ଭେ ରକ୍ତୀକୃତ ମଷେ ଚର୍ମ ରେ ତମ୍ବୁର ଏକ ଛାତ କରିବ। ଆଉ ତହିଁ ଉପରେ ଏକ ଶିଶୁକ ଚର୍ମ ରେ ଏକ ଛାତ କରିବ।

ଯାତ୍ରା ପୁସ୍ତକ 35:11
ତହିଁର ତମ୍ବୁ ଓ ଛାତ, ଘୁଣ୍ଡି, ପଟା ଓ ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀ,

ଯାତ୍ରା ପୁସ୍ତକ 36:19
ଏହାପରେ ସମାନେେ ଆଉ ଦୁଇଟି ୟବନିକା ପ୍ରସ୍ତୁତ କଲେ ସହେି ପବିତ୍ର ତମ୍ବୁ ପାଇଁ, ସମାନେେ ଗୋଟିଏ ଛାତ ରକ୍ତୀ କୃତ ଶିଶୁକ ଚର୍ମ ରେ ତିଆରି କଲେ।

ଯାତ୍ରା ପୁସ୍ତକ 36:19
ଏହାପରେ ସମାନେେ ଆଉ ଦୁଇଟି ୟବନିକା ପ୍ରସ୍ତୁତ କଲେ ସହେି ପବିତ୍ର ତମ୍ବୁ ପାଇଁ, ସମାନେେ ଗୋଟିଏ ଛାତ ରକ୍ତୀ କୃତ ଶିଶୁକ ଚର୍ମ ରେ ତିଆରି କଲେ।

ଯାତ୍ରା ପୁସ୍ତକ 39:34
ନାଲି ରଂଗ ରେ ରଂଜିତ ମଷେ ଚର୍ମ ରେ ସୂକ୍ଷ୍ମ ଚର୍ମ ନିର୍ମିତ ତମ୍ବୁ ଆଚ୍ଛାଦକ ଏବଂ ପରଦା ତିଆରି କଲେ।

ଯାତ୍ରା ପୁସ୍ତକ 39:34
ନାଲି ରଂଗ ରେ ରଂଜିତ ମଷେ ଚର୍ମ ରେ ସୂକ୍ଷ୍ମ ଚର୍ମ ନିର୍ମିତ ତମ୍ବୁ ଆଚ୍ଛାଦକ ଏବଂ ପରଦା ତିଆରି କଲେ।

ଯାତ୍ରା ପୁସ୍ତକ 40:19
ଏହାପରେ ସେ ବାହ୍ଯ ଆବରଣ ରୂପେ ଆବାସ ତମ୍ବୁକୁ ପବିତ୍ର ତମ୍ବୁ ଉପରେ ଘୋଡାଇ ଦେଲେ।

ଗଣନା ପୁସ୍ତକ 3:25
ସମାଗମ ତମ୍ବୁ ରେ ଗେର୍ଶୋନର ପରିବାରର କର୍ତ୍ତବ୍ଯ ଥିଲା, ପବିତ୍ର ତମ୍ବୁର ଛାତ ଏବଂ ସମାଗମ ତମ୍ବୁର ଫାଟକର ଆଛାଦନ କନାର ଯତ୍ନ ନବୋ।

Occurences : 16

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்