Base Word
מְרִיבָה
Short DefinitionMeribah, the name of two places in the Desert
Long Definitiona fountain at Rephidim, in the desert of Sin; so called because the Israelites murmured against God
Derivationthe same as H4808
International Phonetic Alphabetmɛ̆.rɪi̯ˈbɔː
IPA modmɛ̆.ʁiːˈvɑː
Syllablemĕrîbâ
Dictionmeh-ree-BAW
Diction Modmeh-ree-VA
UsageMeribah
Part of speechn-pr-loc

ଯାତ୍ରା ପୁସ୍ତକ 17:7
ମାଶାେ ସହେି ସ୍ଥାନର ନାମ ମଃସା ଏବଂ ମିରୀବା ରଖିଲେ (ପରୀକ୍ଷା ଓ ବିବାଦ)। କାରଣ ସହେି ସ୍ଥାନ ରେ ଲୋକମାନେ ସଦାପ୍ରଭୁଙ୍କର ପରୀକ୍ଷା କରିଥିଲେ ଓ ୟୁକ୍ତି କରିଥିଲେ, ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଅଛନ୍ତି କି ନା?

ଗଣନା ପୁସ୍ତକ 20:13
ଏହି ସ୍ଥାନକୁ ମରୀବାଃ-ଜଳ ବୋଲି କୁହାଗଲା, କାରଣ ଇଶ୍ରାୟେଲର ଲୋକମାନେ ସଦାପ୍ରଭୁଙ୍କ ସହ ବିବାଦ କଲେ ଏବଂ ସମାନଙ୍କେ ମଧିଅରେ ପବିତ୍ରରୂପେ ମାନ୍ଯ ହେଲେ।

ଗଣନା ପୁସ୍ତକ 20:24
ହାରୋଣର ଏହା ମୃତ୍ଯୁ ସମୟ ଓ ସେ ତା'ର ପୂର୍ବପୁରୁଷଙ୍କ ନିକଟକୁ ୟିବ। ମୁଁ ଇଶ୍ରାୟେଲର ଲୋକମାନଙ୍କୁ ଯେଉଁ ଦେଶ ଦଇେଅଛ, ସହେି ଦେଶ ରେ ସେ ପ୍ରବେଶ କରିବ ନାହିଁ। କାରଣ ତୁମ୍ଭେ ଉଭୟ ମିରୀବାଃ-ଜଳ ନିକଟରେ ମାେ ବିରୁଦ୍ଧ ରେ ବିଦ୍ରୋହ କଲ।

ଗଣନା ପୁସ୍ତକ 27:14
ମନେ ପକାଅ, ଯେତବେେଳେ ସୀନ ମରୁଭୂମିରେ ଲୋକମାନେ ଜଳ ପାଇଁ କୋର୍ଧିତ ହେଲେ, ତୁମ୍ଭେ ଓ ହାରୋଣ ମାରେ ଆଜ୍ଞା ଅମାନ୍ଯ କଲ। ତୁମ୍ଭମାନେେ ମାରେ ପବିତ୍ରତାକୁ ଲୋକଙ୍କ ସମ୍ମୁଖ ରେ ସମ୍ମାନ କଲ ନାହିଁ। (ଏହି ସୀନ୍ ମରୁଭୂମି କାଦେଶସ୍ଥ ମିରୀବାଃ-ଜଳ ମଧିଅରେ ଘଟଣା କ୍ରମେ ହବେ।)

ଦିତୀୟ ବିବରଣ 33:8
ମାଶାେ ଲବେୀଙ୍କ ବିଷଯ ରେ ଏହି କଥା କହିଲେ, ଲବେୀ ତୁମ୍ଭର ଅନକ୍ସ୍ଟସରଣକାରୀ ଲୋକ। ସଦାପ୍ରଭୁ, ତୁମ୍ଭର ତକ୍ସ୍ଟମ୍ମୀମ୍ ଓ ଊରୀମ୍ ତକ୍ସ୍ଟମ୍ଭ ଆର୍ମୀକ ପୁରୁଷ ସହିତ ଅଛନ୍ତି। ତୁମ୍ଭେ ମଃସା ରେ ତାହାର ପରୀକ୍ଷା କଲ। ମରୀବାଃ ଜଳ ନିକଟରେ ତୁମ୍ଭେ ତାଙ୍କୁ ବି ରୋଧ କଲ ଏବଂ ତୁମ୍ଭେ ସଠାେରେ ଜାଣିଲ, ଯେ ସେ ତୁମ୍ଭର ଲୋକ।

ଗୀତସଂହିତା 81:7
ତୁମ୍ଭମାନେେ ଯେତବେେଳେ ସଙ୍କଟରେ ଥିଲ, ତୁମ୍ଭେ ସାହାୟ୍ଯ ମାଗିଲ, ଏବଂ ଆମ୍ଭେ ତୁମ୍ଭକୁ ମୁକ୍ତ କଲୁ। ଆମ୍ଭେ ଘନ ଅନ୍ଧାର ବାଦଲରୁ ତୁମ୍ଭକୁ ଉତ୍ତର ଦଲେୁ। ଆମେ ମରୀବାଃ ପାଣି ନିକଟରେ ତୁମ୍ଭକୁ ପରୀକ୍ଷା କଲୁ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்