Base Word
קָטַר
Short Definitionto smoke, i.e., turn into fragrance by fire (especially as an act of worship)
Long Definition(v) to sacrifice, burn incense, burn sacrifices, make sacrifices smoke
Derivationa primitive root (identical with through the idea of fumigation in a close place and perhaps thus driving out the occupants)
International Phonetic Alphabetk’ɔːˈt̪’ɑr
IPA modkɑːˈtɑʁ
Syllableqāṭar
Dictionkaw-TAHR
Diction Modka-TAHR
Usageburn (incense, sacrifice) (upon), (altar for) incense, kindle, offer (incense, a sacrifice)
Part of speechv

Part of speechn-m

Part of speechn-f

ଯାତ୍ରା ପୁସ୍ତକ 29:13
ତା'ପରେ ତା'ର ଭିତରର ମଦେ, କଲିଜାର ମଦେ ଅଂଶ, ୟକୃତ ଏବଂ ଚାରିପଟେ ଥିବା ମଦକେୁ ୟଜ୍ଞବଦେୀ ରେ ଦଗ୍ଧ କର।

ଯାତ୍ରା ପୁସ୍ତକ 29:18
ଏହାପରେ ଗୋଟ ମଷେକୁ ୟଜ୍ଞବଦେୀ ଉପରେ ଦଗ୍ଧ କରିବ। ତାହା ସଦାପ୍ରଭୁଙ୍କ ପାଇଁ ହାମବେଳି। ଏହା ସଦାପ୍ରଭୁଙ୍କ ପାଇଁ ସୁବାସିତ ଉପହାର।

ଯାତ୍ରା ପୁସ୍ତକ 29:25
ଏହାପରେ ହାରୋଣ ଏବଂ ତାଙ୍କର ପୁତ୍ରଙ୍କ ହସ୍ତରୁ ଏହି ନବୈେଦ୍ଯ ନଇେ ୟଜ୍ଞବଦେୀର ହାମବେଳି ଉପରେ ଦଗ୍ଧ କର। ଏହା ସଦାପ୍ରଭୁଙ୍କ ପାଇଁ ଏକ ସୁବାସିତ ଉପହାର।

ଯାତ୍ରା ପୁସ୍ତକ 30:7
ହାରୋଣ ସୁଗନ୍ଧିତ ଧୂପ ଜଳାଇବ। ସେ ପ୍ରତି ପ୍ରଭାତ ରେ ପ୍ରଦୀପ ପରିଷ୍କାର କରିବା ବେଳେ ସହେି ଧୂପ ଜଳାଇବ।

ଯାତ୍ରା ପୁସ୍ତକ 30:7
ହାରୋଣ ସୁଗନ୍ଧିତ ଧୂପ ଜଳାଇବ। ସେ ପ୍ରତି ପ୍ରଭାତ ରେ ପ୍ରଦୀପ ପରିଷ୍କାର କରିବା ବେଳେ ସହେି ଧୂପ ଜଳାଇବ।

ଯାତ୍ରା ପୁସ୍ତକ 30:8
ପୁଣି ସନ୍ଧ୍ଯା ସମୟରେ ହାରୋଣ ପ୍ରଦୀପ ଜଳାଇବା ସମୟରେ ଧୂପ ଜଳାଇବ, ତହିଁରେ ସମାନଙ୍କେର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖ ରେ ପ୍ରେତ୍ୟକକ ଦିନ ଧୂପ ଜଳାଇବ।

ଯାତ୍ରା ପୁସ୍ତକ 30:20
ସମାନେେ ସମାଗମ ତମ୍ବୁ ରେ ପ୍ରବେଶ କଲା ସମୟରେ ସମାନେେ ଧୋଇ ହବୋ ଉଚିତ୍, ଯାହାଫଳ ରେ ସମାନେେ ମରିବେ ନାହିଁ। ଆଉ ମଧ୍ଯ ସମାନେେ ଯାଜକର କର୍ମ କରିବା ନିମନ୍ତେ ଯେତବେେଳେ ସଦାପ୍ରଭୁଙ୍କୁ ନବୈେଦ୍ଯ ଉତ୍ସର୍ଗ କରିବା ପାଇଁ ବଦେୀ ପାଖକୁ ଯିବେ,

ଯାତ୍ରା ପୁସ୍ତକ 40:27
ଏହାପରେ ମାଶାେ ସୁବାସିତ ଧୂପ ଏହା ଉପରେ ଜଳାଇଲେ, ସଦାପ୍ରଭୁଙ୍କ ଆଜ୍ଞାନୁସା ରେ।

ଲେବୀୟ ପୁସ୍ତକ 1:9
ମାତ୍ର ସହେି ଯାଜକ ଅନ୍ତ ଅଂଶ ଓ ଗୋଡ ଜଳ ରେ ଧୌତ କରିବେ ତା'ପରେ ଯାଜକ ୟଜ୍ଞବଦେୀ ଉପରେ ତାକୁ ଦଗ୍ଧ କରିବେ ଓ ତାହା ଗୋଟିଏ ହାମବେଳି ହବେ। ଏବଂ ତାହା ସଦାପ୍ରଭୁଙ୍କୁ ସୁବାସିତ ନବୈେଦ୍ଯ ହବେ।

ଲେବୀୟ ପୁସ୍ତକ 1:13
ମାତ୍ର ସେ ତା'ର ଅନ୍ତ୍ର ଅଂଶ ଓ ଗୋଡ ଜଳ ରେ ଧୌତ କରିବ। ତା'ପରେ ଯାଜକ ସମ୍ପୁର୍ଣ୍ଣ ପଶୁଟିକୁ ଉତ୍ସର୍ଗ କରିବ ଓ ଏହାକୁ ୟଜ୍ଞବଦେୀ ଉପରେ ଦଗ୍ଧ କରିବ। ତାହା ହବେ ସଦାପ୍ରଭୁଙ୍କ ପାଇଁ ଗୋଟିଏ ସୁବାସିତ ନବୈେଦ୍ଯ।

Occurences : 116

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்