Base Word
רָעַם
Short Definitionto tumble, i.e., be violently agitated; specifically, to crash (of thunder); figuratively, to irritate (with anger)
Long Definitionto thunder
Derivationa primitive root
International Phonetic Alphabetrɔːˈʕɑm
IPA modʁɑːˈʕɑm
Syllablerāʿam
Dictionraw-AM
Diction Modra-AM
Usagemake to fret, roar, thunder, trouble
Part of speechv

ପ୍ରଥମ ଶାମୁୟେଲ 1:6
ସଦାପ୍ରଭୁ ହାନ୍ନା କୋଳ ରେ କୌଣସି ସନ୍ତାନ ଦଇେ ନଥିଲେ, ତେଣୁ ପନିନ୍ନା ତାକକ୍ସ୍ଟ ଦକ୍ସ୍ଟଃଖିତ କରୁଥିଲା ଏବଂ ତାକକ୍ସ୍ଟ ବିରକ୍ତି କରୁଥିଲା।

ପ୍ରଥମ ଶାମୁୟେଲ 2:10
ଯେଉଁମାନେ ୟିଏକି ସର୍ବୋପରିସ୍ଥ ପରମେଶ୍ବରଙ୍କ ସହିତ ପ୍ରତିବାଦ କରନ୍ତି, ସମାନେେ ଭଗ୍ନ ହବେେ। ସଦାପ୍ରଭୁ ସ୍ବର୍ଗ ରେ ଥାଇ ସହେି ଲୋକମାନଙ୍କ ବିରକ୍ସ୍ଟଦ୍ଧ ରେ ଗର୍ଜନ କରିବେ।

ପ୍ରଥମ ଶାମୁୟେଲ 7:10
ଶାମକ୍ସ୍ଟଯଲେ ନବୈେଦ୍ଯକକ୍ସ୍ଟ ଦଗ୍ଧ କରିବା ସମୟରେ ପଲେଷ୍ଟୀୟମାନେ ୟକ୍ସ୍ଟଦ୍ଧ କରିବା ପାଇଁ ଆସିଲେ କିନ୍ତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ଆଗ ରେ ଖକ୍ସ୍ଟବ୍ ଜାରେ ରେ କୋଳାହଳ କଲେ ଏବଂ ପଲେଷ୍ଟୀୟମାନେ ଡରିଗଲେ ଓ ଦ୍ବନ୍ଦ ରେ ପଡିଗଲେ, ସେଥିପାଇଁ ଇଶ୍ରାୟେଲୀୟମାନେ ସମାନଙ୍କେୁ ପରାସ୍ତ କଲେ।

ଦିତୀୟ ଶାମୁୟେଲ 22:14
ସଦାପ୍ରଭୁ ଆକାଶ ମଧ୍ଯରକ୍ସ୍ଟ ଗର୍ଜ୍ଜନ କଲେ। ସର୍ବୋପରିସ୍ଥ ସେ ଆପଣା ଶଦ୍ଦ ରେ ଚତକ୍ସ୍ଟର୍ଦ୍ଦିଗ ପ୍ରକଐିତ କଲେ।

ପ୍ରଥମ ବଂଶାବଳୀ 16:32
ସମୁଦ୍ର ଓ ତନ୍ମଧ୍ଯସ୍ଥ ସମସ୍ତ ପ୍ରାଣୀ ଉଚ୍ଚସ୍ବର କରନ୍ତୁ। କ୍ଷେତ୍ରସବୁ ଓ ତନ୍ମଧ୍ଯସ୍ଥ ସମସ୍ତ ବିଷଯ ସମାନଙ୍କେର ଆନନ୍ଦ ପ୍ରକାଶ କରନ୍ତୁ।

ଆୟୁବ ପୁସ୍ତକ 37:4
ତା'ପରେ ବିଜୁଳି ମାରିବା ପରେ ପରମେଶ୍ବରଙ୍କ ବଜ୍ର ଗମ୍ଭିର କଣ୍ଠସ୍ବର ଶୁଣାୟାଏ, ପରମେଶ୍ବର ତାଙ୍କର ଚମତ୍କାର ସ୍ବର ରେ ଘଡ଼ଘଡ଼ି କରନ୍ତି। ବିଜୁଳି ମାରିଲା ବେଳେ ପରମେଶ୍ବରଙ୍କ ସ୍ବର ଘଡ଼ଘଡ଼ି ମା ରେ।

ଆୟୁବ ପୁସ୍ତକ 37:5
ପରମେଶ୍ବରଙ୍କ ଘଡ଼ଘଡ଼ି କଣ୍ଠସ୍ବର ଅଦ୍ଭୁତ ଧରଣର ସେ ଅନକେ ମହାନ କାର୍ୟ୍ଯ କରନ୍ତି, ଯାହାକୁ ଆମ୍ଭେ ବୁଝିପାରିବା ନାହିଁ।

ଆୟୁବ ପୁସ୍ତକ 40:9
ତୁମ୍ଭର ବାହୁ କ'ଣ ପରମେଶ୍ବରଙ୍କ ବାହୁ ତୁଲ୍ଯ ? ତୁମ୍ଭର କ'ଣ ପରମେଶ୍ବରଙ୍କ ଭଳି କଣ୍ଠସ୍ବର ରହିଛି। ଯାହାକି ଘଡ଼ଘଡ଼ି ପରି ଗର୍ଜ୍ଜନ କରିପା ରେ।

ଗୀତସଂହିତା 18:13
ସଦାପ୍ରଭୁ ଆକାଶ ମଧ୍ଯରୁ ଗର୍ଜ୍ଜନ କଲେ। ସର୍ବୋପରିସ୍ଥ ସେ ଆପଣା ଶବ୍ଦରେ ଚତୁର୍ଦ୍ଦିଗ ପ୍ରକମ୍ପିତ କଲେ।

ଗୀତସଂହିତା 29:3
ସଦାପ୍ରଭୁ ତାଙ୍କର ସ୍ବର ସାଗରରେ ଉଠାଇଛନ୍ତି। ଗୌରବମଯ ପରମେଶ୍ବରଙ୍କର ସ୍ବର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।

Occurences : 13

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்