Proverbs 16 - YLT (Oriya)
1 Of man `are' arrangements of the heart, And from Jehovah an answer of the tongue.ମନୁଷ୍ଯ କଳ୍ପନା କରେ। କିନ୍ତୁ ନିର୍ଣ୍ଣଯ ସଦାପ୍ରଭୁଙ୍କ ପାଖରୁ ଆ ସେ।
2 All the ways of a man are pure in his own eyes, And Jehovah is pondering the spirits.ଜଣେ ଲୋକ ଭାବେ ସେ ଯାହା କହୁଛି, ତାହା ଠିକ୍। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କୁ ପରୀକ୍ଷା କରନ୍ତି।
3 Roll unto Jehovah thy works, And established are thy purposes,ସଦାପ୍ରଭୁଙ୍କଠା ରେ ତୁମ୍ଭର ସମସ୍ତ କାର୍ୟ୍ଯ ସମର୍ପଣ କର। ତବେେ ତୁମ୍ଭେ ସବୁ କାର୍ୟ୍ଯ ରେ ଜଯୟୁକ୍ତ ହବେ।
4 All things hath Jehovah wrought for Himself, And also the wicked `worketh' for a day of evil.ସଦାପ୍ରଭୁ ପ୍ରେତ୍ୟକକ ବିଷଯକୁ ତହିଁର ନିଜ ଉଦ୍ଦେଶ୍ଯ ସାଧନ ନିମନ୍ତେ କରିଅଛନ୍ତି। ସଦାପ୍ରଭୁଙ୍କ ବିଚାର ରେ ଦୁଷ୍ଟମାନେ ବିନାଶ ହବେେ।
5 An abomination to Jehovah `is' every proud one of heart, Hand to hand he is not acquitted.ସଦାପ୍ରଭୁ ସହେିମାନଙ୍କୁ ଘୃଣା କରନ୍ତି, ଯେଉଁମାନେ ଭାବନ୍ତି ସେ ସମସ୍ତଙ୍କଠାରୁ ଶ୍ ରେଷ୍ଠତର। ସଦାପ୍ରଭୁ ଏହିପରି ଗର୍ବୀ ଲୋକମାନଙ୍କୁ ନିଃସନ୍ଦହେ ରେ ଦଣ୍ଡିତ କରିବେ।
6 In kindness and truth pardoned is iniquity, And in the fear of Jehovah Turn thou aside from evil.ଦୟା ଓ ସତ୍ଯତା ରେ ପାପର ପ୍ରାଯଶ୍ଚିତ ହୁଏ। ସଦାପ୍ରଭୁ ବିଷଯକ ଭୟ ଦ୍ବାରା ମନୁଷ୍ଯମାନେ କୁକ୍ରିଯା ତ୍ଯାଗ କରନ୍ତି।
7 When a man's ways please Jehovah, even his enemies, He causeth to be at peace with him.ଯଦି ମଣିଷର ରୀତି କଥାଧାରା ସଦାପ୍ରଭୁଙ୍କୁ ତୁଷ୍ଟି କରେ, ସେ ତା'ର ଶତ୍ରୁମାନଙ୍କୁ ତାଙ୍କ ସହିତ ଶାନ୍ତି ରେ ରହିବା ପାଇଁ ବାଧ୍ଯ କରନ୍ତି।
8 Better `is' a little with righteousness, Than abundance of increase without justice.ଅନ୍ଯାଯ ରେ ପ୍ରଚୁର ରୋଜଗାର, ଧାର୍ମିକତା ରେ ଅଳ୍ପ ରୋଜଗାର ହିଁ ଭଲ ଅଟେ।
9 The heart of man deviseth his way, And Jehovah establisheth his step.ମନୁଷ୍ଯର ମନ ଆପଣାର ପଥ ବିଷଯ ରେ କଳ୍ପନା କରେ, ମାତ୍ର ସଦାପ୍ରଭୁ ତାହାର ଚାଲିବାକୁ ନିର୍ଦ୍ଦେଶ କରନ୍ତି।
10 An oath `is' on the lips of a king, In judgment his mouth trespasseth not.ଯେତବେେଳେ ରାଜା ଯାହା କହନ୍ତି ତାହା ନିଯମ ହାଇୟୋଏ। ତେଣୁ ତା'ର ବିଚାର ସ୍ବଚ୍ଛ ହବୋ ଉଚିତ୍।
11 A just beam and balances `are' Jehovah's, His work `are' all the stones of the bag.ଓଜନ ଓ ଦଣ୍ଡି ସଦାପ୍ରଭୁଙ୍କର ଅଟେ, କିନ୍ତୁ ସଦାପ୍ରଭୁ ଯାହା ଓଜନ ପାଇଁ ବ୍ଯବହାର କରିବାକୁ ବଟକରାସବୁ ତିଆରି କଲେ।
12 An abomination to kings `is' doing wickedness, For by righteousness is a throne established.କୁକର୍ମ କରିବା ରାଜାଙ୍କ ନିମନ୍ତେ ଘୃଣାର ବିଷଯ, ଯେ ହତେୁ ଧାର୍ମିକତା ରେ ସିଂହାସନ ସ୍ଥିରୀକୃତ ହୁଏ।
13 The delight of kings `are' righteous lips, And whoso is speaking uprightly he loveth,ଧର୍ମୟୁକ୍ତ କଥା ରାଜାଙ୍କ ପାଇଁ ତୁଷ୍ଟିକର। ସମାନେେ ଯଥାର୍ଥ କରନ୍ତି ଯେଉଁମାନେ ପ୍ ରମେ କରନ୍ତି।
14 The fury of a king `is' messengers of death, And a wise man pacifieth it.ରାଜାଙ୍କର କୋରଧ ମୃତ୍ଯୁର ଦୂତପରି। ମାତ୍ର ଜ୍ଞାନୀଲୋକ ତାହା ଶାନ୍ତ କରେ।
15 In the light of a king's face `is' life, And his good-will `is' as a cloud of the latter rain.ରାଜାର ପ୍ରସନ୍ନ ବଦନ ରେ ଜୀବନ ଥାଏ। ତାଙ୍କର ଅନୁଗ୍ରହ ଶଷେ ବର୍ଷାର ମେଘସ୍ବରୂପ।
16 To get wisdom -- how much better than gold, And to get understanding to be chosen than silver!ସୁନା ଅପେକ୍ଷା ଜ୍ଞାନଲାଭ କରିବା ଉତ୍ତମ। ସୁବିବଚେନା ପାଇବା ରୂପାଠାରୁ ଅଧିକ ମୂଲ୍ଯବାନ।
17 A highway of the upright `is', `Turn from evil,' Whoso is preserving his soul is watching his way.ଧାର୍ମିକ ଲୋକମାନଙ୍କର ଚଳଣି ଅଧର୍ମର ବହୁତ ଦୂର ରେ। ଯେଉଁ ଲୋକ ଆପଣା ପଥ ଜଗି ଚାଲେ, ସେ ଆପଣା ପ୍ରାଣ ରକ୍ଷା କରେ।
18 Before destruction `is' pride, And before stumbling -- a haughty spirit.'ଅହଙ୍କାର ସର୍ବନାଶର ସମ୍ମୁଖ ରେ ଆ ସେ ଏବଂ ଅହଙ୍କାରୀ ପ୍ରକୃତି ପତନର ସମ୍ମୁଖ ରେ ଆ ସେ।
19 Better is humility of spirit with the poor, Than to apportion spoil with the proud.ଅହଙ୍କାରୀମାନଙ୍କ ସହିତ ଲୁଟିତ ଦ୍ରବ୍ଯ ଭାଗ କରିବା ଅପେକ୍ଷା ଦରିଦ୍ରତାର ସହିତ ନମ୍ର ହବୋ ଭଲ।
20 The wise in any matter findeth good, And whoso is trusting in Jehovah, O his happiness.ଯେଉଁ ଲୋକ ପରମେଶ୍ବରଙ୍କ ବାକ୍ଯ ରେ ମନୋୟୋଗ କରେ, ସେ ସାଫଲ୍ଯ ଅର୍ଜନ କରେ। ପୁଣି ସହେି ଲୋକ ଧନ୍ଯ ଯେ ସଦାପ୍ରଭୁଙ୍କଠା ରେ ନିର୍ଭର କରେ।
21 To the wise in heart is called, `Intelligent,' And sweetness of lips increaseth learning.କିଏ ଜ୍ଞାନୀ ବା ବୁଦ୍ଧିମାନ, ଲୋକମାନେ ଜାଣିପାରିବେ। ବାକ୍ଯର ମିଷ୍ଟତା ପାଣ୍ଡିତ୍ଯ ବଢ଼ାଏ।
22 A fountain of life `is' understanding to its possessors, The instruction of fools is folly.ସଦବୁଦ୍ଧି ପାଇଥିବା ଲୋକ ଜୀବନର ଝର ସ୍ବରୂପ ଅଟେ। ମାତ୍ର ଅଜ୍ଞାନତା ଅଜ୍ଞାନମାନଙ୍କର ଶାସ୍ତି।
23 The heart of the wise causeth his mouth to act wisely, And by his lips he increaseth learning,ଜ୍ଞାନବାନର ହୃଦଯ ଆପଣା ମୁଖକୁ ଶିକ୍ଷା ଦିଏ। ପୁଣି ତା'ର ବାକ୍ଯ ପାଣ୍ଡିତ୍ଯ ବଢ଼ାଏ।
24 Sayings of pleasantness `are' a honeycomb, Sweet to the soul, and healing to the bone.ଦୟାପୂର୍ଣ୍ଣ କଥା ମହୁପରି ଅଟେ। ଏହାକୁ ଗ୍ରହଣ କରିବା ସହଜ ଏବଂ ସ୍ବାସ୍ଥ୍ଯ ପାଇଁ ଉତ୍ତମ।
25 There is a way right before a man, And its latter end -- ways of death.ମନୁଷ୍ଯର ଦୃଷ୍ଟି ରେ ଯେଉଁ ପଥ ସରଳ ଦିଶେ କିନ୍ତୁ ତାହା ମୃତ୍ଯୁ ରେ ହିଁ ଶଷେ ହୁଏ।
26 A labouring man hath laboured for himself, For his mouth hath caused `him' to bend over it.ପରିଶ୍ରମକାତର କ୍ଷୁଧା ତାକୁ ପରିଶ୍ରମ କରିବାକୁ ବାଧ୍ଯ କରେ। ତା'ର ଭୋକିଲା ପାଟି କଠିନ ପରିଶ୍ରମ ପାଇଁ ଅଭିୟାନ କରନ୍ତି।
27 A worthless man is preparing evil, And on his lips -- as a burning fire.ପାପାଧାମ ଲୋକ ଅନିଷ୍ଟ କଳ୍ପନା କରେ। ଏବଂ ତାହାର ବାକ୍ଯଗୁଡ଼ିକ ଅଗ୍ନିପରି ଜଳେ।
28 A froward man sendeth forth contention, A tale-bearer is separating a familiar friend.କୁଟିଳ ମନୁଷ୍ଯ ବିବାଦ ବୁଣେ। କାନକୁହା ଲୋକମାନେ ବନ୍ଧୁତ୍ବ ନଷ୍ଟ କରନ୍ତି।
29 A violent man enticeth his neighbour, And hath causeth him to go in a way not good.ଅତ୍ଯାଚାରୀ ଆପଣା ମିତ୍ରଗଣକୁ ଭୁଲିୟାଏ। ଏବଂ ପ୍ରତିବେଶୀକୁ କୁପଥରେ କଢ଼ାଇ ନିଏ।
30 Consulting his eyes to devise froward things, Moving his lips he hath accomplished evil.ଯେଉଁ ଲୋକ ଆପଣା ଆଖି ମିଞ୍ଜି ମିଞ୍ଜି କରେ, ସେ କୁଟିଳ ବିଷଯ କଳ୍ପନା କରେ, ଏବଂ ଯେ ଆପଣା ଓଷ୍ଠ ଜାବୁଡ଼ି ଧ ରେ, ମନ୍ଦକର୍ମ ସିଦ୍ଧ କରୁଥାଏ।
31 A crown of beauty `are' grey hairs, In the way of righteousness it is found.ପାଚିଲା କେଶ ଶାେଭାଜନକ ମୁକୁଟ। ତାହା ଧର୍ମ ପଥରେ ପ୍ରାପ୍ତ ହୁଏ।
32 Better `is' the slow to anger than the mighty, And the ruler over his spirit than he who is taking a city.ଯେ କୋରଧ ରେ ଧୀର, ସେ ବୀର ଅପେକ୍ଷା ଶ୍ ରେଷ୍ଠ। ପୁଣି ଯେ ଆପଣା ଆତ୍ମା ଉପ ରେ କତ୍ତୃର୍ତ୍ବ କରେ, ସେ ନଗର ବିଜଯୀଠାରୁ ଭଲ।
33 Into the centre is the lot cast, And from Jehovah `is' all its judgment!ନିଷ୍ପତ୍ତି ପାଇଁ ଗୁଳିବାଣ୍ଟ ପଡ଼େ, କିନ୍ତୁ ନିଷ୍ପତ୍ତି ସଦାପ୍ରଭୁଙ୍କଠାରୁ ଆ ସେ।
Oriya Bible