Proverbs 20 - ASV (Oriya)
1 Wine is a mocker, strong drink a brawler; And whosoever erreth thereby is not wise.ଦ୍ରାକ୍ଷାରସ ଓ ମଦ୍ଯ ଲୋକମାନଙ୍କୁ ନିଯନ୍ତ୍ରଣ କରି ବାହାରକୁ ନଇୟୋଏ। ଯେ କହେି ସେଥି ରେ ଭ୍ରାନ୍ତ ହୁଏ, ସେ ଜ୍ଞାନୀ ହାଇପୋରିବ ନାହିଁ।
2 The terror of a king is as the roaring of a lion: He that provoketh him to anger sinneth `against' his own life.ରାଜାଙ୍କର ରାଗ ସିଂହର ଗର୍ଜ୍ଜନ ପରି, ଯେ ତାଙ୍କର କୋରଧ ଜନ୍ମାଏ, ସେ ନିଜେ ତା'ର ଜୀବନ ପ୍ରତି ବିପଦ ଆଣେ।
3 It is an honor for a man to keep aloof from strife; But every fool will be quarrelling.ଯେ କୌଣସି ନିର୍ବୋଧ ସର୍ବଦା ୟୁକ୍ତି କରେ। ତେଣୁ ତୁମ୍ଭେ ସର୍ବଦା ସହେି ଲୋକକୁ ସମ୍ମାନ କର ଯେ ୟୁକ୍ତି କରିବାକୁ ବାରଣ କରେ।
4 The sluggard will not plow by reason of the winter; Therefore he shall beg in harvest, and have nothing.ଜଣେ ଅଳସୁଆ ତା'ର ଅଳସୁଆପଣ ଯୋଗୁଁ ଶସ୍ଯ ବୁଣେ ନାହିଁ। କିନ୍ତୁ ଫସଲ କଟା ସମୟରେ ସେ ଫସଲ ଖାଜେିଲେ ପାଏ ନାହିଁ।
5 Counsel in the heart of man is `like' deep water; But a man of understanding will draw it out.ମନୁଷ୍ଯ ମନର ଭାବନା ଗଭୀର କୂଅର ଜଳ ପରି। ମାତ୍ର ବୁଦ୍ଧିମାନ ଲୋକ ସହେି ଗଭୀର ଜଳକୁ କାଢ଼ି ପାରିବ।
6 Most men will proclaim every one his own kindness; But a faithful man who can find?ବହୁତ ଲୋକମାନଙ୍କ ମଧିଅରେ ଜଣେ ପ୍ରଭୁଭକ୍ତ ଖାଜେ, କିନ୍ତୁ କିଏ ଖାଜେି ପାରିବ ଜଣେ ଲୋକ ୟିଏକି ପ୍ରକୃତ ରେ ବିଶ୍ବାସନୀଯ।
7 A righteous man that walketh in his integrity, Blessed are his children after him.ଯେଉଁ ଧାର୍ମିକ ଲୋକ ସରଳତା ରେ ବାସ କରେ, ତା' ଉତ୍ତା ରେ ତା'ର ପୁତ୍ରଗଣ, ସନ୍ତାନଗଣ ଧନ୍ଯ ହୁଅନ୍ତି।
8 A king that sitteth on the throne of judgment Scattereth away all evil with his eyes.ଯେଉଁ ରାଜା ବିଚାର ସ୍ଥାନ ରେ ବ ସେ, ସେ ନିଜର ସ୍ବଚକ୍ଷୁ ରେ ଅସତ୍ଯ ବିଷଯସବୁକୁ ପୁଙ୍ଖାନୁପୁଙ୍ଖ ରୂପେ ପରୀକ୍ଷା କରନ୍ତି।
9 Who can say, I have made my heart clean, I am pure from my sin?ଆମ୍ଭେ ଆପଣା ମନ ନିର୍ମଳ କରିଅଛୁ, ଆମ୍ଭେ ଆପଣା ପାପରୁ ପରିଷ୍କୃତ ଅଟୁ, ଏହା କହେି କହିପାରିବେ ନାହିଁ।
10 Diverse weights, and diverse measures, Both of them alike are an abomination to Jehovah.ନାନା ପ୍ରକାର ମାପ ଓଜନ ରେ ଯେଉଁମାନେ ଠକନ୍ତି, ସମାନେେ ସଦାପ୍ରଭୁଙ୍କଠା ରେ ଘୃଣିତ।
11 Even a child maketh himself known by his doings, Whether his work be pure, and whether it be right.ଏପରିକି ଜଣେ େଛାଟ ପିଲା କରୁଥିବା କର୍ମରୁ ଜଣାୟାଏ, ଯଦିବା ସେ ଯାହା କରେ ତାହା ନିର୍ମଳ ଏବଂ ସରଳ।
12 The hearing ear, and the seeing eye, Jehovah hath made even both of them.କାନ ରେ ଶୁଣିବା ଆଖି ରେ ଦେଖିବା ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଛନ୍ତି।
13 Love not sleep, let thou come to poverty; Open thine eyes, `and' thou shalt be satisfied with bread.ନିଦ୍ରାକୁ ଭଲ ପାଅ ନାହିଁ। ନ ହେଲେ ତୁମ୍ଭେ ଦରିଦ୍ର ହବେ। ତୁମ୍ଭେ କର୍ମଦକ୍ଷ ହୁଅ, ତହିଁରେ ତୁମ୍ଭେ ଖାଦ୍ୟ ରେ ପରିତୃପ୍ତ ହବେ।
14 It is bad, it is bad, saith the buyer; But when he is gone his way, then he boasteth.କିଣିବା ଲୋକ କ ହେ, ଭଲ ନୁହେଁ, ଭଲ ନୁହେଁ, ଏହାର ମୂଲ୍ଯ ବହୁତ ଅଧିକ। ମାତ୍ର ଆପଣା ବାଟରେ ଗଲା ବେଳେ ଦର୍ପ କରେ।
15 There is gold, and abundance of rubies; But the lips of knowledge are a precious jewel.ସୁନା ଓ ଅଳଙ୍କାର ଲୋକଙ୍କୁ ଧନୀ କରେ। କିନ୍ତୁ ଯେଉଁଲୋକ ଜ୍ଞାନୀ, ସେ ଏହି ଅଳଙ୍କାରଠାରୁ ମୂଲ୍ଯବାନ୍ ଅଟେ।
16 Take his garment that is surety for a stranger; And hold him in pledge `that is surety' for foreigners.ଅପରିଚିତ ଲୋକ ପାଇଁ ଯେ ଲଗାହୁଏ, ତାହାର ବସ୍ତ୍ର ନିଅ। ପୁଣି ଯେ କହେି ବିଦେଶୀ ଲୋକଙ୍କ ନିମନ୍ତେ ଜାମିନ ହୁଏ ତାହାକୁ ବନ୍ଧକ ରଖ।
17 Bread of falsehood is sweet to a man; But afterwards his mouth shall be filled with gravel.ମିଥ୍ଯା ଅର୍ଜିତ ଆହାର ମନୁଷ୍ଯକୁ ମିଠା ଲାଗେ। ମାତ୍ର ପଛ ରେ ତା'ର ପାଟି ଗୋଡ଼ି ରେ ପୂର୍ଣ୍ଣ ହବେ।
18 Every purpose is established by counsel; And by wise guidance make thou war.ମନ୍ତ୍ରଣା ଦ୍ବାରା ପ୍ରେତ୍ୟକକ ସଂକଳ୍ପ ସ୍ଥିର ହବେ। ମାତ୍ର ଯଦି ତୁମ୍ଭେ ୟୁଦ୍ଧ କରିବାକୁ ୟାଅ ଭଲ ପରାମର୍ଶ ଗ୍ରହଣ କର।
19 He that goeth about as a tale-bearer revealeth secrets; Therefore company not with him that openeth wide his lips.ଯେ ଖଚୁଆ ହାଇେ ବୁଲେ, ସେ ଗୁପ୍ତକଥା ପ୍ରକାଶ କରେ। ଏଥିପାଇଁ ତା' ସଙ୍ଗେ କୌଣସି ପ୍ରକାର ସମ୍ବନ୍ଧ ରଖ ନାହିଁ। ଯେ ଗପିବାକୁ ଭଲ ପାଏ।
20 Whoso curseth his father or his mother, His lamp shall be put out in blackness of darkness.ଯେ ଆପଣା ପିତା କି ଆପଣା ମାତାଙ୍କୁ ଅଭିଶାପ ଦିଏ, ଘାରେ ଅନ୍ଧକାର ରେ ତା'ର ପ୍ରଦୀପ ଲିଭିୟିବ।
21 An inheritance `may be' gotten hastily at the beginning; But the end thereof shall not be blessed.ଧନ ସମ୍ପତ୍ତି ହଠାତ୍ ମିଳିପା ରେ ଓ ସହଜ ରେ ଲାଭ ହୁଏ, ପୁଣି ଶଷେ ରେ ଆଶୀର୍ବାଦୟୁକ୍ତ ହବେ ନାହିଁ।
22 Say not thou, I will recompense evil: Wait for Jehovah, and he will save thee.ମୁଁ ତାଙ୍କୁ ଫରୋଇ ଦବେି ଏହିପରି ଚିନ୍ତା କର ନାହିଁ, ଯଦି କହେି କିଛି ତୁମ୍ଭ ବିରୁଦ୍ଧ ରେ କରେ, ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କର, ସେ ତୁମ୍ଭକୁ ଉଦ୍ଧାର କରିବେ।
23 Diverse weights are an abomination to Jehovah; And a false balance is not good.ଲୋକମାନଙ୍କୁ ଓଜନ ଓ ମାପ ରେ ଠକି ସଦାପ୍ରଭୁଙ୍କ ଘୃଣାର ବିଷଯ, ଅର୍ଥାତ ଦଣ୍ଡି ରେ ଠକିବା ନିତାନ୍ତ ଖରାପ।
24 A man's goings are of Jehovah; How then can man understand his way?ସଦାପ୍ରଭୁଙ୍କଠାରୁ ମନୁଷ୍ଯର ପାଦଗତି ହୁଏ, ତେଣୁ ମନୁଷ୍ଯ ଆପଣା ବାଟ ଠିକ୍ ରୂପେ ବୁଝିପା ରେ ନାହିଁ।
25 It is a snare to a man rashly to say, `It is' holy, And after vows to make inquiry.ବିନା ଚିନ୍ତା କରି ପ୍ରତିଜ୍ଞା କଲେ ଏହା ଭୟଜନକ ଅଟେ, ମୁଁ ଏହି ଉପହାର ପରମେଶ୍ବରଙ୍କୁ ଉତ୍ସର୍ଗ କରିବ। ଏବଂ ତା'ପ ରେ ସହେି ପ୍ରତିଜ୍ଞା ପୁନଃବିଚାର କରାୟାଏ।
26 A wise king winnoweth the wicked, And bringeth the `threshing' -wheel over them.ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ଅଲଗା କରେ, ଶସ୍ଯରୁ ଅଗାଡ଼ି ଅଲଗା କଲାପରି ତା' ଉପ ରେ ସେ ଚକ୍ର ବୁଲାଏ।
27 The spirit of man is the lamp of Jehovah, Searching all his innermost parts.ମନୁଷ୍ଯର ଆତ୍ମା ସଦାପ୍ରଭୁଙ୍କ ପାଇଁ ପ୍ରଦୀପପରି ଏହା ଆତ୍ମାର ସମସ୍ତ ଅନ୍ତରାଳ ବିଷଯ ପରିପ୍ରକାଶ କରେ।
28 Kindness and truth preserve the king; And his throne is upholden by kindness.ଦୟା ଓ ସତ୍ଯତା ରାଜାଙ୍କୁ ରକ୍ଷା କରେ। ପୁଣି ଦୟାଦ୍ବାରା ତାହାର ସିଂହାସନ ସ୍ଥିର ହୁଏ।
29 The glory of young men is their strength; And the beauty of old men is the hoary head.ୟୁବକମାନଙ୍କ ବଳ ସମାନଙ୍କେର ଭୂଷଣ। ବୃଦ୍ଧମାନଙ୍କର ପକ୍ବ କେଶ ସମାନଙ୍କେର ଶାେଭା।
30 Stripes that wound cleanse away evil; And strokes `reach' the innermost parts.ଅସତ ମାର୍ଗ କ୍ଷତିଜନକ ପ୍ରହାର ରେ ପରିଷ୍କାର କରେ, ଆଘାତ ନିଜ ଅନ୍ତରାଳଯକୁ ପ୍ରଭାବିତ କରେ।
Oriya Bible