Proverbs 25 - DBY (Oriya)

1 These are also proverbs of Solomon, which the men of Hezekiah king of Judah transcribed.ଏଗୁଡ଼ିକ ହେଉଛି ଶଲୋମନଙ୍କ ରଚିତ ହିତାପଦେେଶ। ଏହି ହିତାପଦେେଶ ଗୁଡ଼ିକ ୟିହୂଦାର ରାଜା ହିଷ୍କୀଯର ଲୋକମାନେ ଲେଖି ଥିଲେ।

2 It is the glory of God to conceal a thing; but the glory of kings is to search out a thing.ବିଷଯ ଗୋପନ କରିବା ପରମେଶ୍ବରଙ୍କ ଗୌରବ। ଏହି ବିଷଯ ଅନୁସନ୍ଧାନ କରିବା ରାଜାଙ୍କର ଗୌରବ।

3 The heavens for height, and the earth for depth, and the heart of kings is unsearchable.ଆକାଶର ଉଚ୍ଚତା ପୃଥିବୀର ଗଭୀରତା ପରି ରାଜାଙ୍କର ମନ ରେ କ'ଣ ଅଛି, ଆମ୍ଭେ ତାହା ବୁଝିପାରିବା ନାହିଁ।

4 Take away the dross from the silver, and there cometh forth a vessel for the refiner:ରୂପାର ଖାଦ କାଢ଼ି ପକାଅ, ତବେେ ସୁନାରି ଏକ ପାତ୍ର ତିଆରି କରିପାରିବ।

5 take away the wicked from before the king, and his throne shall be established in righteousness.ରାଜାର ଉପସ୍ଥିତିରୁ ଦୁଷ୍ଟ ଉପଦେଷ୍ଟାମାନଙ୍କୁ ହଟାଇ ଦିଅ, ତା ହେଲେ ତାଙ୍କର ସିଂହାସନ ଧାର୍ମିକତା ରେ ସ୍ଥାପିତ ହବେ।

6 Put not thyself forward in the presence of the king, and stand not in the place of the great;ରାଜାର ଛାମୁ ରେ ଆପଣାର ବଡ଼ିମା କର ନାହିଁ। ପ୍ରଧାନ ଲୋକଙ୍କ ସମୂହ ରେ ନିଜର ସ୍ଥାନ ପାଇଁ ଦାବି କର ନାହିଁ।

7 for better it is that it be said unto thee, Come up hither, than that thou shouldest be put lower in the presence of the prince whom thine eyes see.ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି। ତାହା ଛାମୁ ରେ ତୁମ୍ଭର ନୀଚୀକୃତ ହବୋ ଅପେକ୍ଷା ବରଂ ଏଠାକୁ ଆସ ବୋଲି କହିବା ଭଲ।

8 Go not forth hastily to strive, lest [thou know not] what to do in the end thereof, when thy neighbour hath put thee to shame.ବିବାଦ କରିବାକୁ ହଠାତ୍ ବାହାରକୁ ୟାଅ ନାହିଁ। ଯଦି କହେି ତୁମ୍ଭକୁ ଭୁଲ୍ ବୋଲି ପ୍ରମାଣିତ କରେ, ତବେେ ତୁମ୍ଭେ ଲଜ୍ଜିତ ହବେ।

9 Debate thy cause with thy neighbour, but reveal not the secret of another;ଯଦି ପ୍ରତିବେଶୀ ସହିତ ବିବାଦ ଅଛି, ତୁମ୍ଭେ ତୁମ୍ଭର ମକଦ୍ଦମା ପାଇଁ ତର୍କ କର, କିନ୍ତୁ ଅନ୍ୟର ଗୋପନୀଯତାକୁ ପ୍ରକଟ କର ନାହିଁ।

10 lest he that heareth [it] disgrace thee, and thine evil report turn not away.ଯଦି ତୁମ୍ଭେ କୌଣସି ଲୋକର ଗୋପନୀଯତାକୁ ପ୍ରକାଶ କର, ତବେେ ତୁମ୍ଭେ ଦୁର୍ନାମ ଅର୍ଜ୍ଜନ କରିବ। ତୁମ୍ଭର ଏହି ଦୁର୍ନାମ କବେେ ଦୂର ହବେ ନାହିଁ।

11 [As] apples of gold in pictures of silver, is a word spoken in season.ଯଥା ସମୟରେ ଉଚିତ୍ କଥା କହିବା ଠିକ୍। ଏକ ସୁବର୍ଣ୍ଣର ସହେି ରୂପାର ରଚାଇ ରଖିବା ପରି।

12 An ear-ring of gold, and an ornament of fine gold, is a wise reprover upon an attentive ear.ଯଦି ଜଣେ ଜ୍ଞାନୀ ଲୋକର ଗାଳି ପରି ଧ୍ଯାନ ଦିଅ, ଏହା ଖାଣ୍ଟି ସୁବର୍ଣ୍ଣର ମୁଦିଠାରୁ କିମ୍ବା ସବୁଠୁ ଖାଣ୍ଟି ସୁବର୍ଣ୍ଣର ଅନ୍ଯାନ୍ଯ ଅଳଙ୍କାରଠାରୁ ମୂଲ୍ଯବାନ ଅଟେ।

13 As the cold of snow in the time of harvest, [so] is a faithful messenger to them that send him: for he refresheth the soul of his masters.ଫସଲ ସମୟରେ ହିମର ଶୀଥିଳତା ଯେପରି, ପ୍ ରରକଗେଣ ପ୍ରତି ବିଶ୍ବସ୍ତ ଦୂତ ସପରେି। କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣ ରେ ଆଶ୍ବାସ ଦିଏ।

14 Clouds and wind without rain, [so] is a man that boasteth himself of a false gift.ବୃଷ୍ଟିହୀନ ମେଘ ଓ ବାଯୁ ଯେପରି ଅଟେ, ଦାନ ଦବୋ ପାଇଁ ପ୍ରତିଜ୍ଞା କରିବା ଏବଂ ନ ଦବୋ ହେଉଛି ଠିକ୍ ସହେିପରି।

15 By long forbearing is a ruler persuaded, and a soft tongue breaketh the bone.ର୍ଧୈୟ୍ଯ କଥାବାର୍ତ୍ତା ମାଧ୍ଯମ ରେ ଜଣେ ଶାସକ ଶାନ୍ତି ଦବେ। ଭଦ୍ର କଥାବାର୍ତ୍ତା ଅଧିକ ଭାବରେ ଶକ୍ତିଶାଳୀ।

16 Hast thou found honey? Eat so much as is sufficient for thee, lest thou be surfeited therewith, and vomit it.ମଧୁ ନିଶ୍ଚିତ ଉତ୍ତମ। ମାତ୍ର ତୁମ୍ଭର ଆବଶ୍ଯକତାଠାରୁ ଅଧିକ ନିଅ ନାହିଁ। ଯଦି ତୁମ୍ଭେ ଅଧିକ ଖାଇବ, ତବେେ ତୁମ୍ଭେ ଅସୁସ୍ଥ ହବେ।

17 Let thy foot be seldom in thy neighbour's house; lest he be weary of thee and hate thee.ଠିକ୍ ସହେିପରି, ତୁମ୍ଭର ପ୍ରତିବେଶୀ ଗୃହକୁ ଅଧିକ ୟାଅ ନାହିଁ। ଯଦି ତୁମ୍ଭେ ଏପରି କର ତବେେ ସେ ତୁମ୍ଭକୁ ଘୃଣା କରିବ।

18 A maul, and a sword, and a sharp arrow, is a man that beareth false witness against his neighbour.ଜଣେ ୟିଏ ତା'ର ପଡ଼ୋଶୀ ବିପକ୍ଷ ରେ ମିଥ୍ଯା ସାକ୍ଷ୍ଯ ଦିଏ, ସେ ଗଦା, ଖଡ୍ଗ ଓ ତୀକ୍ଷ୍ଣ ବାଣ ସ୍ବରୂପ ଭୟଙ୍କର ଅଟେ।

19 A broken tooth, and a tottering foot, is confidence in an unfaithful [man] in the day of trouble.ଦୁର୍ଦ୍ଦଶା ସମୟରେ ବିଶ୍ବାସଘାତକ ଲୋକଠା ରେ ପ୍ରତ୍ଯଯେ, ଭଗ୍ନଦନ୍ତ ଓ ଖଞ୍ଜଖସା ଚରଣ ତୁଲ୍ଯ।

20 [As] he that taketh off a garment in cold weather, [and as] vinegar upon nitre, so is he that singeth songs to a sad heart.ଦୁଃଖିପୂର୍ଣ୍ଣ ଲୋକ ନିକଟରେ ଖୁସି ଗୀତ ଗାଇବା ଶୀତକାଳ ରେ ବସ୍ତ୍ର କାଢ଼ିନବୋ ଓ ସୋଢା ଉପ ରେ ଅମ୍ଳରସ ମିଶାଇବା ପରି ଅଟେ।

21 If thine enemy be hungry, give him bread to eat; and if he be thirsty, give him water to drink:ତୁମ୍ଭର ଶତ୍ରୁ କ୍ଷୁଧିତ ହେଲେ, ତାହାକୁ ଅନ୍ନ ଭୋଜନ କରାଅ। ସେ ଯବେେ ତୃଷିତ ହୁଏ, ତାହାକୁ ଜଳପାନ କରାଅ।

22 for thou shalt heap coals of fire upon his head, and Jehovah shall reward thee.ତହିଁରେ ତୁମ୍ଭେ ତାହହାର ମସ୍ତକରେ ଜ୍ବଳନ୍ତ ଅଙ୍ଗାର ରାଶି କରି ଥୋଇବ। ପୁଣି ସଦାପ୍ରଭୁ ତୁମ୍ଭକୁ ପୁରସ୍କାର ଦବେେ।

23 The north wind bringeth forth rain, and the angry countenance a backbiting tongue.ଯେପରି ଉତ୍ତରୀଯ ବାଯୁ ବୃଷ୍ଟିର ଉତ୍ପାଦକ, ସହେିପରି ଖଚୁଆର ଜିହ୍ବା କୋରଧ ଦୃଷ୍ଟିର ଉତ୍ପାଦକ।

24 It is better to dwell in a corner of the housetop, than with a contentious woman, and a house in common.କଳିହୁଡ଼ୀ ସ୍ତ୍ରୀ ସଙ୍ଗ ରେ ଏକା ଗୃହ ରେ ବାସ କରିବା ଅପେକ୍ଷା ଛାତର ଏକ କଣ ରେ ବାସ କରିବା ଭଲ।

25 [As] cold waters to a thirsty soul, so is good news from a far country.ତୃଷିତ ପ୍ରାଣକୁ ଶୀତଳ ଜଳ ଯେପରି, ଦୂର ଦେଶରୁ ଆସିଥିବା ସୁସମାଚାର ସହେିପରି ଅଟେ।

26 A troubled fountain, and a defiled well, is a righteous [man] that giveth way before the wicked.ଗୋଳିଆ ଜଳାଶଯ ଓ ମଳିନ ନିର୍ଝର ଯେପରି ଅଟେ, ଦୁଷ୍ଟ ଆଗ ରେ ବିଚଳିତ ଧାର୍ମିକ ଠିକ୍ ସହେିପରି ଅଟେ।

27 It is not good to eat much honey; and to search into weighty matters is [itself] a weight.ବହୁତ ମହୁ ଖାଇବା ଯେପରି ଉତ୍ତମ ନୁହେଁ। ସହେିପରି ମନୁଷ୍ଯମାନେ ଆପଣା ଗୌରବ ଅନୁସନ୍ଧାନ କରିବା ଭଲ ନୁହେଁ।

28 He that hath no rule over his own spirit is [as] a city broken down, without walls.ଜଣେ ୟିଏ ନିଜକୁ ଆଯତ୍ତ କରିବାକୁ ଅସମର୍ଥ, ସେ ବିନା ପ୍ରାଚୀରର ନଗର ତୁଲ୍ଯ ଅଟେ।

Oriya Bible