Proverbs 3 - YLT (Oriya)

1 My son! my law forget not, And my commands let thy heart keep,ହେ ମାରେ ପୁତ୍ର, ମାରେଶିକ୍ଷା ପାଶୋର ନାହିଁ। ମାରେ ଆଜ୍ଞାମାନ ମନେପକାଅ।

2 For length of days and years, Life and peace they do add to thee.ମାରେ ଶିକ୍ଷା ତୁମ୍ଭ ଜୀବନକୁ ଦୀର୍ଘମଯ ଓ ଶାନ୍ତି ପ୍ରଦାୟକ ହବେ।

3 Let not kindness and truth forsake thee, Bind them on thy neck, Write them on the tablet of thy heart,ପ୍ ରମେ, ବିଶ୍ବାସ ଏବଂ ସତ୍ଯତା ତୁମ୍ଭକୁ କବେେ ପରିତ୍ଯାଗ କରିବା ଉଚିତ୍ ନୁହଁ। ଆପଣା ଗଳା ରେ ସଗେୁଡ଼ିକ ବାନ୍ଧି ରଖ। ଆପଣା ହୃଦଯ ରେ ସଗେୁଡ଼ିକ ଲେଖିରଖ।

4 And find grace and good understanding In the eyes of God and man.ଯଦି ତୁମ୍ଭେ ଏହା କର, ତୁମ୍ଭେ ଜ୍ଞାନୀ ହବେ, ପରମେଶ୍ବର ଓ ମନୁଷ୍ଯମାନଙ୍କଠାରୁ ସୁବିବଚେନା ଲାଭ କରିବ।

5 Trust unto Jehovah with all thy heart, And unto thine own understanding lean not.ତୁମ୍ଭେ ସର୍ବାନ୍ତଃ ହୃଦଯ ରେ ସଦାପ୍ରଭୁଙ୍କୁ ବିଶ୍ବାସ କର ଏବଂ ନିଜର ଚତୁରତା ଉପ ରେ ନିର୍ଭର କରନାହିଁ।

6 In all thy ways know thou Him, And He doth make straight thy paths.ତୁମ୍ଭର ପ୍ରେତ୍ୟକକ କାର୍ୟ୍ଯ ରେ ତାଙ୍କୁ ମନେ କର ଓ ସେ ତୁମ୍ଭର ପଥସବୁ ସରଳ କରିବେ।

7 Be not wise in thine own eyes, Fear Jehovah, and turn aside from evil.ନିଜେ ନିଜକୁ ଜ୍ଞାନୀ ବୋଲି ଭାବ ନାହିଁ। କିନ୍ତୁ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର : ମନ୍ଦଠାରୁ ଦୂ ରଇେ ରୁହ।

8 Healing it is to thy navel, And moistening to thy bones.ଯଦି ତୁମ୍ଭେ ଏପରି କର, ତବେେ ଏହା ତୁମ୍ଭର ଶରୀର ପାଇଁ ଔଷଧ କି ତାଜ ତୁମ୍ଭ ପାଇଁ ଗୋଟିଏ ପୁଷ୍ଟିକର ତରଳ ଔଷଧ ହାଇେ ତୁମ୍ଭକୁ ଶକ୍ତିଶାଳୀ କରିବ।

9 Honour Jehovah from thy substance, And from the beginning of all thine increase;ତୁମ୍ଭ ସମ୍ପଦରୁ ସଦାପ୍ରଭୁଙ୍କ ସମ୍ମାନ କର। ତାଙ୍କୁ ତୁମ୍ଭ ପ୍ରଥମ ଅମଳର କିଛି ଅଂଶ ଦିଅ।

10 And filled are thy barns `with' plenty, And `with' new wine thy presses break forth.ତହିଁରେ ତୁମ୍ଭ ଭଣ୍ଡାର ପରିପୂର୍ଣ୍ଣ ହବେ ଓ ତୁମ୍ଭ କୁଣ୍ଡ ରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ।

11 Chastisement of Jehovah, my son, despise not, And be not vexed with His reproof,ହେ ମାରେ ପୁତ୍ର, େ ବେଳବେଳେ ସଦାପ୍ରଭୁ ତୁମ୍ଭର ଭୁଲ୍ ଦଖାଇେ ଶାସ୍ତିବିଧାନ କରନ୍ତି। ସେଥି ରେ ତୁମ୍ଭେ କୋରଧିତ ହୁଅ ନାହିଁ। ସେଥିରୁ ଶିକ୍ଷା କରିବାକୁ ଚେଷ୍ଟା କର।

12 For whom Jehovah loveth He reproveth, Even as a father the son He is pleased with.କାହିଁକି ? ସଦାପ୍ରଭୁ ଯେଉଁମାନଙ୍କୁ ଭଲପା'ନ୍ତି, ସମାନଙ୍କେୁ ଶାସନ କରନ୍ତି। ହଁ, ସଦାପ୍ରଭୁ ହେଉଛନ୍ତି ପିତାଙ୍କ ପରି। ପିତା ଯେପରି ଭଲ ପାଉଥିବା ପୁତ୍ରଙ୍କୁ ଶାସ୍ତି ବିଧାନ କରନ୍ତି, ସଦାପ୍ରଭୁ ସହେିପରି ଶାସ୍ତିବିଧାନ କରନ୍ତି।

13 O the happiness of a man `who' hath found wisdom, And of a man `who' bringeth forth understanding.ଯେଉଁ ଲୋକ ଜ୍ଞାନ ପାଏ ଓ ବୁଦ୍ଧି ଲାଭ କରେ ସେ ଧନ୍ଯ।

14 For better `is' her merchandise Than the merchandise of silver, And than gold -- her increase.ରୂପାର ବାଣିଜ୍ଯଠାରୁ ଜ୍ଞାନ ଅଧିକ ଲାଭଦାୟକ, ସୁନା ବ୍ଯବସାଯଠାରୁ ବିଦ୍ଯା ମଧ୍ଯ ଅଧିକ ଲାଭଦାୟକ।

15 Precious she `is' above rubies, And all thy pleasures are not comparable to her.ଜ୍ଞାନ ମୁକ୍ତାଠାରୁ ଅଧିକ ମୂଲ୍ଯବାନ, ତୁମ୍ଭର କୌଣସି ଇଷ୍ଟବସ୍ତୁ ତାହା ତୁଲ୍ଯ ହବୋକୁ ଯୋଗ୍ଯ ନୁହେଁ।

16 Length of days `is' in her right hand, In her left `are' wealth and honour.ସହେିଲୋକ ଡାହାଣ ହସ୍ତ ରେ ଦୀର୍ଘାଯୁ ଏବଂ ବାମ ହସ୍ତ ରେ ଧନ ଓ ସମ୍ମାନ ଧାରଣ କରିଛି।

17 Her ways `are' ways of pleasantness, And all her paths `are' peace.ଜ୍ଞାନୀ ଲୋକମାନେ ସୁଖ ଶାନ୍ତି ରେ ବାସ କରନ୍ତି।

18 A tree of life she `is' to those laying hold on her, And whoso is retaining her `is' happy.ଜ୍ଞାନ ହେଉଛି ଜୀବନଦାୟକ ବୃକ୍ଷ ସ୍ବରୂପ। ଯେଉଁମାନେ ତା'ର ଆଶ୍ରଯ ନିଅନ୍ତି ସମାନେେ ଜୀବନ ପାଆନ୍ତି। ସହେିମାନେ ବାସ୍ତବ ରେ ଧନ୍ଯ।

19 Jehovah by wisdom did found the earth, He prepared the heavens by understanding.ସଦାପ୍ରଭୁ ଜ୍ଞାନ ରେ ଭରପୁର ପୃଥିବୀ ସ୍ଥାପନ କଲେ। ସେ ତାଙ୍କ ଜ୍ଞାନ ରେ ଆକାଶ ମଣ୍ଡଳ ସୃଷ୍ଟି କଲେ।

20 By His knowledge depths have been rent, And clouds do drop dew.ସଦାପ୍ରଭୁ ତାଙ୍କ ଜ୍ଞାନ ରେ ସମୁଦ୍ରଗୁଡ଼ିକୁ ଓ ମେଘ ସୃଷ୍ଟି କଲେ, ଯାହା ଆମ୍ଭକୁ ବର୍ଷା ଦିଏ।

21 My son! let them not turn from thine eyes, Keep thou wisdom and thoughtfulness,ହେ ମାରେ ପୁତ୍ର, ଜ୍ଞାନକୁ ତୁମ୍ଭ ଦୃଷ୍ଟିରୁ ଦୂର କର ନାହିଁ। ତୁମ୍ଭେ ତତ୍ତ୍ବଜ୍ଞାନ ଓ ପରିଣାମ ଦର୍ଶିତା ରକ୍ଷା କର।

22 And they are life to thy soul, and grace to thy neck.ତାହା ତୁମ୍ଭ ପ୍ରାଣର ଜୀବନ ଓ କଣ୍ଠର ଭୂଷଣ ହବେ।

23 Then thou goest thy way confidently, And thy foot doth not stumble.ତବେେ ତୁମ୍ଭେ ଆପଣା ପଥରେ ନିର୍ଭୟ ରେ ଚାଲିବ। ତୁମ୍ଭେ କେଉଁଠା ରେ ଝୁଣ୍ଟିବ ନାହିଁ।

24 If thou liest down, thou art not afraid, Yea, thou hast lain down, And sweet hath been thy sleep.ଶଯନ ସମୟରେ ତୁମ୍ଭର ଭୟ ହବେ ନାହିଁ। ତୁମ୍ଭେ ଶଯନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହବେ।

25 Be not afraid of sudden fear, And of the desolation of the wicked when it cometh.ହଠାତ୍ ଉତ୍ପନ୍ନ ଆଶଙ୍କାକୁ କିମ୍ବା ଦୁଷ୍ଟମାନଙ୍କ ଉପସ୍ଥିତି ବିନାଶକୁ ଭୟ କର ନାହିଁ।

26 For Jehovah is at thy side, And He hath kept thy foot from capture.କାରଣ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭର ପାଦକୁ ଫାନ୍ଦରୁ ପଡ଼ିବା ପୂର୍ବରୁ ରକ୍ଷା କରିବେ।

27 Withhold not good from its owners, When thy hand `is' toward God to do `it'.ଯେତବେେଳେ ତୁମ୍ଭେ ପାରିବ, ସେତବେେଳେ ତୁମ୍ଭେ ଅନ୍ୟମାନଙ୍କର ଉପକାର କର।

28 Say not thou to thy friend, `Go, and return, and to-morrow I give,' And substance with thee.ଯଦି ତୁମ୍ଭର ପଡ଼ୋଶୀ ତୁମ୍ଭକୁ କିଛି ପଦାର୍ଥ ମାଗେ ଏବଂ ତାହା ଯଦି ତୁମ୍ଭ ନିକଟରେ ଥାଏ ତବେେ ତାକୁ ସାଙ୍ଗେ ସାଙ୍ଗେ ଦିଅ। କାଲି ଆସ, ଏପରି କୁହ ନାହିଁ।

29 Devise not against thy neighbour evil, And he sitting confidently with thee.ଯେତବେେଳେ ତୁମ୍ଭର ପଡ଼ୋଶୀ ସେ ବିଶ୍ବାସ କରି ତୁମ୍ଭ ପାଖ ରେ ବାସ କରେ। ତୁମ୍ଭେ ପଡ଼ୋଶୀଙ୍କ ବିରୁଦ୍ଧ ରେ ଷଡ଼ୟନ୍ତ୍ର କର ନାହିଁ।

30 Strive not with a man without cause, If he have not done thee evil.ବିନା କାରଣ ରେ ତୁମ୍ଭର ପଡ଼ୋଶୀକୁ ବିଚାରାଳଯକୁ ନିଅ ନାହିଁ। ସେ ଯଦି ନିର୍ଦ୍ ଦୋଷ ହାଇେଥାଏ, ତବେେ ତାଙ୍କ ପ୍ରତି ଏପରି କର ନାହିଁ।

31 Be not envious of a man of violence, Nor fix thou on any of his ways.କିଛି ଲୋକ ଅଛନ୍ତି ଯେଉଁମାନେ ସହଜ ରେ ରାଗିୟାନ୍ତି ଓ ଶୀଘ୍ର କୁକର୍ମମାନ କରି ବସନ୍ତି। ତୁମ୍ଭେ ସପରେି ହୁଅ ନାହିଁ।

32 For an abomination to Jehovah `is' the perverted, And with the upright `is' His secret counsel.କାହିଁକି ? କାରଣ ସଦାପ୍ରଭୁ ଉତ୍ତମ ସରଳ ଧାର୍ମିକ ଲୋକମାନଙ୍କୁ ପ୍ ରମେ କରନ୍ତି କିନ୍ତୁ କୁକର୍ମ ଲୋକମାନଙ୍କୁ ଘୃଣା କରନ୍ତି।

33 The curse of Jehovah `is' in the house of the wicked. And the habitation of the righteous He blesseth.ସଦାପ୍ରଭୁ କୁକର୍ମ ଲୋକମାନଙ୍କ ଗୃହ ବିରୁଦ୍ଧ ରେ ଥାଆନ୍ତି। କିନ୍ତୁ ଧାର୍ମିକ ଲୋକମାନଙ୍କର ଗୃହକୁ ଆଶୀର୍ବାଦ କରନ୍ତି।

34 If the scorners He doth scorn, Yet to the humble He doth give grace.ସଦାପ୍ରଭୁ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି। ଏବଂ ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।

35 Honour do the wise inherit, And fools are bearing away shame!ଜ୍ଞାନବାନ୍ଙ୍କର ଜୀବନ ସମାନଙ୍କେୁ ସମ୍ମାନ ଦିଏ। ମାତ୍ର ଅଜ୍ଞାନମାନଙ୍କର ଜୀବନ ସମାନଙ୍କେୁ ଲଜ୍ଯା ଦିଏ।

Oriya Bible