Psalm 108:12 in Oriya

Oriya Oriya Bible Psalm Psalm 108 Psalm 108:12

Psalm 108:12
ହେ ପରମେଶ୍ବର, ଆମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବାରେ ଆମ୍ଭକୁ ସାହାୟ୍ଯ କର। ଲୋକମାନେ ଆମ୍ଭକୁ ସାହାୟ୍ଯ କରିପାରିବେ ନାହିଁ।

Psalm 108:11Psalm 108Psalm 108:13

Psalm 108:12 in Other Translations

King James Version (KJV)
Give us help from trouble: for vain is the help of man.

American Standard Version (ASV)
Give us help against the adversary; For vain is the help of man.

Bible in Basic English (BBE)
Give us help in our trouble; for there is no help in man.

Darby English Bible (DBY)
Give us help from trouble; for vain is man's deliverance.

World English Bible (WEB)
Give us help against the enemy, For the help of man is vain.

Young's Literal Translation (YLT)
Give to us help from adversity, And vain is the salvation of man.

Give
הָֽבָהhābâHA-va
us
help
לָּ֣נוּlānûLA-noo
from
trouble:
עֶזְרָ֣תʿezrātez-RAHT
vain
for
מִצָּ֑רmiṣṣārmee-TSAHR
is
the
help
וְ֝שָׁ֗וְאwĕšāwĕʾVEH-SHA-veh
of
man.
תְּשׁוּעַ֥תtĕšûʿatteh-shoo-AT
אָדָֽם׃ʾādāmah-DAHM

Cross Reference

Psalm 20:1
ତୁମ୍ଭେ ଯେତବେେଳେ ବିପଦରେ ପଡ଼ିଥାଅ, ସହେି ସଦାପଭ୍ରୁ ତୁମ୍ଭର ଡ଼ାକ ଶୁଣି ତୁମ୍ଭକୁ ସାହାୟ୍ଯ କରିବାକୁ ଆଗଇେ ଆସନ୍ତୁ। ୟାକୁବଙ୍କର ପରମେଶ୍ବର ତୁମ୍ଭକୁ ରକ୍ଷା କରନ୍ତୁ।

Isaiah 2:22
ତୁମ୍ଭମାନେେ ପ୍ରାଣବାଯୁଧାରୀ ମନୁଷ୍ଯ ଉପ ରେ ବିଶ୍ବାସ ରଖିବ ନାହିଁ। ମନୁଷ୍ଯମାତ୍ ରେ ମୃତ୍ଯୁ ସୁନିଶ୍ଚିତ। ଏମାନେ ଯେ ଈଶ୍ବରଙ୍କ ପରି ବଳବାନ୍ ଏହା ତୁମ୍ଭମାନେେ ଚିନ୍ତା କରିବା ଉଚିତ୍ ନୁହେଁ।

Isaiah 30:3
ମାତ୍ର ଫାରୋର ବଳ ତୁମ୍ଭମାନଙ୍କୁ ସୁରକ୍ଷା ଦଇପୋରିବ ନାହିଁ କି ମିଶର ତୁମ୍ଭମାନଙ୍କୁ ଆଶ୍ରଯ ଦଇପୋରିବ ନାହିଁ।

Isaiah 31:3
ମିଶରୀଯମାନେ ଶରୀରଧାରୀ ମାନବ କିନ୍ତୁ ପରମେଶ୍ବର ନିହଁନ୍ତି। ସମାନଙ୍କେର ଅଶ୍ବଗଣ ମାଂସରୁ ଏବଂ ହାତରୁ ତିଆରି ମାତ୍ର ଆତ୍ମା ନୁହଁନ୍ତି। ସଦାପ୍ରଭୁ ଯେତବେେଳେ ତାଙ୍କର ହସ୍ତ ପ୍ରସାରଣ କରିବେ, ସମର୍ଥକମାନେ ଝୁଣ୍ଟି ପଡ଼ିବେ। ସାହାୟ୍ଯ ପ୍ରାପ୍ତ ବ୍ଯକ୍ତିର ମଧ୍ଯ ପତନ ଘଟିବ। ଉଭୟ ଏକତ୍ର ଧ୍ବଂସ ହବେେ।

Jeremiah 17:5
ସଦାପ୍ରଭୁ କହନ୍ତି, ଯେଉଁ ମନୁଷ୍ଯ ଲୋକମାନଙ୍କ ଉପ ରେ ଭରସା ରେଖ, ମାଂସକୁ ଆପଣାର ବାହୁ କରେ ଓ ଯାହାର ହୃଦଯ ସଦାପ୍ରଭୁଙ୍କଠାରୁ ଦୂ ରଇେ ୟାଏ ସେ ଶାପଗ୍ରସ୍ତ।

Lamentations 4:17
ସାହାୟ୍ଯ ଅପେକ୍ଷା ରେ ଆମ୍ଭମାନଙ୍କ ଚକ୍ଷୁ କ୍ଷୀଣ ହେଲା। ମାତ୍ର କୌଣସି ସାହାୟ୍ଯ ମିଳିଲା ନାହିଁ। ଆମ୍ଭମାନେେ ଅନ୍ୟ ଗୋଷ୍ଠୀଦ୍ବାରା ରକ୍ଷା ପାଇବାକୁ ଅପେକ୍ଷା କଲୁ, ମାତ୍ର କୌଣସି ଗୋଷ୍ଠୀ ଉଦ୍ଧାର କରିବାକୁ ଆସିଲେ ନାହିଁ।

Job 9:13
ପରମେଶ୍ବର ତାଙ୍କ କୋର୍ଧ ଧରିରଖି ପାରିବେ ନାହିଁ। ରାହବର ସାହାୟ୍ଯକାରୀମାନେ ମଧ୍ଯ ତାଙ୍କୁ ଭୟ କରନ୍ତି।

Job 16:2
ତୁମ୍ଭେ ତିନି ଜଣ ମାେତେ ସାନ୍ତ୍ବନା ନ ଦଇେ ଦୁଃଖ ଦେଉଛ।

Psalm 146:3
ସାହାୟ୍ଯ ପାଇଁ ଅଧିପତିମାନଙ୍କ ଉପରେ ନିର୍ଭର ରଖ ନାହିଁ। ଲୋକମାନଙ୍କ ପ୍ରତି ଭରସା କର ନାହିଁ। କାରଣ ଲୋକମାନେ ତୁମ୍ଭକୁ ରକ୍ଷା କରିପାରିବେ ନାହିଁ।