Psalm 112 - ASV (Oriya)

1 Praise ye Jehovah. Blessed is the man that feareth Jehovah, That delighteth greatly in his commandments.ସଦାପ୍ରଭୁଙ୍କର ପ୍ରଶଂସା କର। ଯେଉଁ ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ସମାନେେ ସମ୍ମାନରେ ଭାଗ୍ଯବାନ୍ ହୁଅନ୍ତି, ୟିଏକି ତାଙ୍କର ଆଦେଶ ପାଳନ କରିବାରେ ବହୁତ ବିଶ୍ବସ୍ତ ହାଇେଥାଏ,

2 His seed shall be mighty upon earth: The generation of the upright shall be blessed.ତା'ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହବେେ। ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହବେେ।

3 Wealth and riches are in his house; And his righteousness endureth for ever.ସହେି ଲୋକର ପରିବାର ଧନଶାଳୀ ହବେେ ଏବଂ ତା'ର ଧର୍ମ ଚିରକାଳସ୍ଥାଯୀ ହବେ।

4 Unto the upright there ariseth light in the darkness: `He is' gracious, and merciful, and righteous.ଧାର୍ମିକ ଲୋକଙ୍କ ପ୍ରତି ପରମେଶ୍ବର ଅନ୍ଧକାରରେ ଆ ଲୋକ ସଦୃଶ୍ଯ। ସେ କୃପାମଯ, ସ୍ନହେଶୀଳ ଓ ଧାର୍ମିକ।

5 Well is it with the man that dealeth graciously and lendeth; He shall maintain his cause in judgment.ଦରକାର ବେଳେ ଋଣ ଦବୋ ଏବଂ ଉଧାର ହବୋ, ଏହା ଗୋଟିଏ ଲୋକର ଭଲ ଗୁଣ। କୌଣସି ବ୍ଯକ୍ତି ନିଜର ବ୍ଯାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।

6 For he shall never be moved; The righteous shall be had in everlasting remembrance.ସହେି ଲୋକ କଦାପି ବିଚଳିତ ହବେ ନାହିଁ। ର୍ଧାମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।

7 He shall not be afraid of evil tidings: His heart is fixed, trusting in Jehovah.ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ। ସହେି ଲୋକ ସୁସ୍ଥିର ହବେ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ବାସ କରେ।

8 His heart is established, he shall not be afraid, Until he see `his desire' upon his adversaries.ସହେି ଲୋକ ସୁସ୍ଥିର ଥାଏ। ସେ କବେେ ଭୟ କରେ ନାହିଁ। ସେ ତା'ର ଶତ୍ରୁମାନଙ୍କୁ ପରାସ୍ତ ହବୋର ଦେଖିବ।

9 He hath dispersed, he hath given to the needy; His righteousness endureth for ever: His horn shall be exalted with honor.ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ, ତା'ର ଧର୍ମ ଏକ। ଚିରକାଳସ୍ଥାଯୀ। ସେ ବିଜଯ ଏବଂ ସମ୍ମାନ ପାଇବ।

10 The wicked shall see it, and be grieved; He shall gnash with his teeth, and melt away: The desire of the wicked shall perish.ଦୁଷ୍ଟ ଲୋକ ଏହା ଦେଖି କୋର୍ଧ କରିବେ। ସମାନେେ ରାଗରେ ଦାନ୍ତ କଡ଼ମଡ଼ କରିବେ। କିନ୍ତୁ ଏହାପରେ ସମାନେେ ଅଦୃଶ୍ଯ ହବେେ। ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହବେ ନାହିଁ।

Oriya Bible