Psalm 116 - KJV (Oriya)
1 I love the LORD, because he hath heard my voice and my supplications.ମୁଁ ତାଙ୍କୁ ପ୍ରମେ କରେ, କାରଣ ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣିଅଛନ୍ତି।
2 Because he hath inclined his ear unto me, therefore will I call upon him as long as I live.ମୁଁ ତାଙ୍କୁ ଭଲ ପାଏ ଯେତବେେଳେ ସେ ମାେ ପ୍ରାର୍ଥନା ଶୁଣିଲେ ଏବଂ ମୁଁ ମୃତ୍ଯୁବରଣ କଲା ପୂର୍ବରୁ ଉତ୍ତର ଦେଲେ।
3 The sorrows of death compassed me, and the pains of hell gat hold upon me: I found trouble and sorrow.ମୃତ୍ଯୁର ରଜ୍ଜୁ ଚତୁଃପାଶର୍ବରେ ପ୍ରାଯ ମାେତେ ବାନ୍ଧି ଦଲୋ। କବର ତା'ର ଫାନ୍ଦ ସହିତ ମାରେ ପାଖାପାଖି ହାଇେଥିଲା। ମୁଁ ସଙ୍କଟ ଓ ଦୁଃଖରେ ଥିଲି।
4 Then called I upon the name of the LORD; O LORD, I beseech thee, deliver my soul.ଏହାପରେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି, ମୁଁ କହିଲି, ହେ ସଦାପ୍ରଭୁ ମାେତେ ରକ୍ଷା କର!
5 Gracious is the LORD, and righteous; yea, our God is merciful.ସଦାପ୍ରଭୁ ହେଉଛନ୍ତି ଧର୍ମମଯ ଓ ଦୟାଳୁ ଏବଂ ୟାହା ୟଥାର୍ଥ ସେ କରନ୍ତି। ଆମ୍ଭମାନଙ୍କର ପରମେଶ୍ବର ଦୟାଳୁ ଅଟନ୍ତି।
6 The LORD preserveth the simple: I was brought low, and he helped me.ସଦାପ୍ରଭୁ ଅସହାୟ ଲୋକମାନଙ୍କର ଯତ୍ନ ନିଅନ୍ତି। ମୁଁ ଯେତବେେଳେ ଦିନହୀନ ଥିଲି ସଦାପ୍ରଭୁ ମାେତେ ରକ୍ଷା କଲେ।
7 Return unto thy rest, O my soul; for the LORD hath dealt bountifully with thee.ହେ ମାରେ ପ୍ରାଣ ବିଶ୍ରାମ କର। ସଦାପ୍ରଭୁ ତୁମ୍ଭପ୍ରତି ମଙ୍ଗଳମଯ ଅଟନ୍ତି।
8 For thou hast delivered my soul from death, mine eyes from tears, and my feet from falling.ସଦାପ୍ରଭୁ, ତୁମ୍ଭେ ମୃତ୍ଯୁରୁ ମାରେ ପ୍ରାଣକୁ ରକ୍ଷା କଲ। ମାରେ ଲୋତକ ବନ୍ଦ କଲ। ତୁମ୍ଭେ ଝୁଣ୍ଟି ପଡ଼ିୟିବାରୁ ମାେତେ ରକ୍ଷା କର।
9 I will walk before the LORD in the land of the living.ଜୀବିତମାନଙ୍କ ଦେଶରେ ମୁଁ ସଦାପ୍ରଭୁଙ୍କ ସବୋ କରିବି।
10 I believed, therefore have I spoken: I was greatly afflicted:ଏପରିକି ମୁଁ ୟବେେ କହିଲି, ମୁଁ ବହୁତ କଷ୍ଟ ପାଛଅଛି ତଥାପି ମୁଁ ବିଶ୍ବାସ କଲି।
11 I said in my haste, All men are liars.ମୁଁ ଯେତବେେଳେ ଭୟରେ ଥିଲି, କହିଲି, ସମସ୍ତ ମନୁଷ୍ଯ ମିଥ୍ଯାଚାରୀ ଅଟନ୍ତି।
12 What shall I render unto the LORD for all his benefits toward me?ସେ କରିଥିବା ମଙ୍ଗଳଦାନର ଫଳସ୍ବରୂପ ମୁଁ ସଦାପ୍ରଭୁଙ୍କୁ କ'ଣ ଦଇପୋରେ ?
13 I will take the cup of salvation, and call upon the name of the LORD.ସେ ମାେତେ ରକ୍ଷା କଲେ। ତଣେୁ ମୁଁ ତାଙ୍କୁ ପଯେ ନବୈେଦ୍ଯ ଉତ୍ସର୍ଗ କରିବି। ଏବଂ ମୁଁ ସଦାପ୍ରଭୁଙ୍କ ନାମ ପ୍ରାର୍ଥନା କରିବି।
14 I will pay my vows unto the LORD now in the presence of all his people.ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ ତାଙ୍କର ସବୁ ଲୋକଙ୍କ ଆଗରେ ପୂର୍ଣ୍ଣ କରିବି।
15 Precious in the sight of the LORD is the death of his saints.ସଦାପ୍ରଭୁଙ୍କର ଅନୁସରଣକାରୀ ମଧ୍ଯରୁ ସଦ୍ ଭକ୍ତମାନଙ୍କ ମୃତ୍ଯୁ ବହୁମୂଲ୍ଯ ଅଟେ।
16 O LORD, truly I am thy servant; I am thy servant, and the son of thine handmaid: thou hast loosed my bonds.ମୁଁ ତୁମ୍ଭର ଦାସ। ମୁଁ ତୁମ୍ଭର ଜଣେ ଦାସୀର ସନ୍ତାନ ଅଟେ। ହେ ସଦାପ୍ରଭୁ, ତୁମ୍ଭେ ମାେତେ ମୃତ୍ଯୁର ଶିଙ୍କୁଳିରୁ ମୁକ୍ତ କର।
17 I will offer to thee the sacrifice of thanksgiving, and will call upon the name of the LORD.ମୁଁ ତୁମ୍ଭକୁ ଏକ ଧନ୍ଯବାଦାର୍ଥକ ବଳି ଦବେି। ମୁଁ ସଦାପ୍ରଭୁଙ୍କର ନାମକୁ ଡ଼ାକିବି।
18 I will pay my vows unto the LORD now in the presence of all his people.ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ ତାଙ୍କ ଲୋକମାନଙ୍କ ଆଗରେ ପୂର୍ଣ୍ଣ କରିବି।
19 In the courts of the LORD's house, in the midst of thee, O Jerusalem. Praise ye the LORD.ମୁଁ ତାଙ୍କର ୟିରୁଶାଲମରେ ଥିବା ମନ୍ଦିରକୁ ୟିବି। ସଦାପ୍ରଭୁଙ୍କର ପ୍ରଶଂସା କର !
Oriya Bible