Psalm 119:33
ହେ ସଦାପ୍ରଭୁ, ତୁମ୍ଭ ନିଯମ ଦ୍ବାରା ମାେତେ କିପରି ବଞ୍ଚିବାକୁ ହବେ ଶିଖାଅ ଏବଂ ତାକୁ ଅନୁସରଣ କଲେ ମାରେ ପୁରସ୍କାର ହବେ।
Cross Reference
1 Chronicles 29:14
ଆମ୍ଭମାନେେ କିଏ ଯେ ଏପରି ସ୍ବେଚ୍ଛାପୂର୍ବକ ଦାନ କରିବାକୁ ସମର୍ଥ ହବେୁ ? ଏହି ସମସ୍ତ ବସ୍ତୁ ମାେ'ଠାରୁ କିଅବା ମାରେଲୋକମାନଙ୍କଠାରୁ ଆସି ନାହିଁ। ଏହି ସମସ୍ତ ବସ୍ତୁ ତୁମ୍ଭଠାରୁ ଆ ସେ, ତୁମ୍ଭଠାରୁ ଯାହା ଆସିଅଛି, ଆମ୍ଭେ କବଳେ ତାହା ତୁମ୍ଭକୁ ଦଇେଅଛୁ।
Psalm 13:6
ମୁଁ ସଦାସର୍ବଦା ସଦାପ୍ରଭୁଙ୍କ ଉଦ୍ଧେଶ୍ୟରେ ଏହି ଖୁସୀର ଗୀତ ଗାନ କରିବି। କାରଣ ସେ ମୋ’ ପ୍ରତି ସଦୟ ହୋଇ ଅଶେଷ ଉପକାର କରିଛନ୍ତି।
Psalm 16:5
ମୁଁ କବଳେ ମାରେ ଭକ୍ତି ଓ ଶ୍ରଦ୍ଧାକୁ ସଦାପ୍ରଭୁଙ୍କଠାରେ ଅର୍ପଣ କରିବି। ହେ ସଦାପ୍ରଭୁ, ତୁମ୍ଭେ ମାରେ ସହାୟ ହୁଅ ଏବଂ ମାେତେ ମାରେ ପ୍ରାପ୍ଯ ପ୍ରଦାନ କର।
Psalm 18:35
ହେ ପରମେଶ୍ବର, ମାେତେ ତୁମ୍ଭେ ରକ୍ଷା କରିଛ ଓ ଜଯଲାଭ କରିବାକୁ ସାହାୟ୍ଯ କରିଛ। ତୁମ୍ଭେ ମାେତେ ତୁମ୍ଭର ଦକ୍ଷିଣ ବାହୁ ଦ୍ବାରା ସାହାୟ୍ଯ କରିଛ। ତୁମ୍ଭେ ମାେତେ ମାରେ ଶତ୍ରୁକୁ ପରାଜିତ କରିବାରେ ସାହାୟ୍ଯ କରିଛ।
Psalm 23:5
ହେ ସଦାପ୍ରଭୁ, ତୁମ୍ଭେ ମାରେ ଶତ୍ରୁମାନଙ୍କ ସମ୍ମୁଖରେ ମାରେ ମଜେ ସଜାଇଅଛ। ତୁମ୍ଭେ ମାରେ ମୁଣ୍ଡରେ ତଲେ ଢ଼ାଳିଛ। ମାେ ପାନପାତ୍ର ପୂର୍ଣ୍ଣ ହାଇେ ଉଚ୍ଛୁଳି ପଡ଼ିଛି।
Psalm 30:11
ମୁଁ ତୁମ୍ଭକୁ ପ୍ରାର୍ଥନା କଲି। ତୁମ୍ଭେ ମାେତେ ସାହାୟ୍ଯ କଲ। ତୁମ୍ଭେ ମାରେ କ୍ରନ୍ଦନକୁ ନୃତ୍ଯରେ ପରିଣତ କଲ। ତୁମ୍ଭେ ମାରେ ଦୁଃଖର ପୋଷାକ ସବୁକୁ କାଢ଼ି ନଲେ ଓ ମାେତେ ସୁଖରେ ଆଚ୍ଛାଦିତ କରିଲ।
Psalm 116:7
ହେ ମାରେ ପ୍ରାଣ ବିଶ୍ରାମ କର। ସଦାପ୍ରଭୁ ତୁମ୍ଭପ୍ରତି ମଙ୍ଗଳମଯ ଅଟନ୍ତି।
Psalm 119:17
ମୁଁ ୟମେନ୍ତ ବଞ୍ଚିପାରିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର, ଯେଉଁଥିରେ ମୁଁ ତୁମ୍ଭର ବାକ୍ଯ ପାଳନ କରିପାରିବି,
Teach | הוֹרֵ֣נִי | hôrēnî | hoh-RAY-nee |
me, O Lord, | יְ֭הוָה | yĕhwâ | YEH-va |
the way | דֶּ֥רֶךְ | derek | DEH-rek |
statutes; thy of | חֻקֶּ֗יךָ | ḥuqqêkā | hoo-KAY-ha |
and I shall keep | וְאֶצְּרֶ֥נָּה | wĕʾeṣṣĕrennâ | veh-eh-tseh-REH-na |
it unto the end. | עֵֽקֶב׃ | ʿēqeb | A-kev |